ପଲିଥିନ ତଳେ ବିତୁଛି ଜୀବନ
ବାରିପଦା ଅଫିସ,୨୯ା୧୨- ମୟୂରଭଞ୍ଜ ଜିଲା ସାରସକଣା ବ୍ଲକ ସାରସକଣା ପଞ୍ଚାୟତ ଅଧୀନ ନୂଆଗାଁ ଗ୍ରାମର ବୀଣାପାଣି ଦାସ(୭୮) ଦୟନୀୟ ଅବସ୍ଥାରେ କାଳାତିପାତ କରୁଛନ୍ତି। ଖରା, ବର୍ଷା ଓ ଶୀତ ଦାଉରୁ ରକ୍ଷା ପାଇବା ପାଇଁ ଭଙ୍ଗା ଟାଇଲଛପର ଘରେ ପଲିଥିନ ଘୋଡ଼ାଇ…
ଧାନ କିଣା ସମସ୍ୟାକୁ ନେଇ ରାସ୍ତାରୋକୋ
ବାରିପଦା ଅଫିସ,୨୯ା୧୨- ଧାନର ଅଭାବୀ ବିକ୍ରୀ ଓ ମଣ୍ଡିରେ ଧାନକିଣା ସମସ୍ୟାକୁ ନେଇ ନବନିର୍ମାଣ କୃଷକ ସଂଗଠନ ପକ୍ଷରୁ ସୋମବାର ମୟୂରଭଞ୍ଜ ଜିଲା ୧୮ ନଂ. ଜାତୀୟ ରାଜପଥର କୁଳିଅଣା ଛକଠାରେ ରାସ୍ତା ଅବରୋଧ କରି ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। ଫଳରେ…
ଫାର୍ମହାଉସରେ ପଶି କଦଳୀଗଛ ଭାଙ୍ଗିଲେ ହାତୀପଲ
ଚିତ୍ରଡ଼ା,୨୭।୧୨ (ଡି.ଏନ.ଏ)-ହାତୀ ଉପଦ୍ରବ ଥମିବାର ନଁା ଧରୁନି। ଗୋଟେ ହାତୀପଲ ଗଲା ବେଳକୁ ଆଉ ଗୋଟେ ହାତୀପଲ ପ୍ରବେଶ କରି ଚାଷୀମାନଙ୍କୁ ବାରମ୍ବାର ହଇରାଣ କରୁଛନ୍ତି। ହାତୀପଲଙ୍କ ଯୋଗୁ ଅଞ୍ଚଳବାସୀ ଭୟଭୀତ ଅବସ୍ଥାରେ ରହୁଛନ୍ତି। ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଞ୍ଚଳରେ…
ମୟୂରଭଞ୍ଜରେ ପୁଣି ଭୂକମ୍ପ ଝଟକା
ବାରିପଦା ଅଫିସ/ବୈଶିଙ୍ଗା(ଡି.ଏନ.ଏ.),୨୫ା୧୨-ମୟୂରଭଞ୍ଜ ଜିଲାରେ ଶୁକ୍ରବାର ଭୂମିକମ୍ପ ଝଟକା ଅନୁଭୂତ ହୋଇଥିଲା। ଅପରାହ୍ନ ୨ଟା ୧୫ ମିନିଟ ସମୟରେ ଜିଲାର ବଡ଼ସାହି, ବେତନଟୀ, ବୈଶିଙ୍ଗା, ଖୁଣ୍ଟା ଓ ଗୋପବନ୍ଧୁନଗର ଆଦି ଅଞ୍ଚଳରେ ଅନୁଭୂତ ଏହି ମୃଦୁ ଭୂମିକମ୍ପ ବିଷୟରେ ଲୋକେ ହଠାତ୍ କିଛି…
ବଦଳିଲା ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟର ନାଁ
ଭୁବନେଶ୍ୱର, ୨୩।୧୨(ବ୍ୟୁରୋ): ବଦଳିଲା ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟର ନାଁ। ବାରିପଦାରେ ଅବସ୍ଥିତ ଉତ୍ତର ଓଡିଶା ବିଶ୍ୱବିଦ୍ୟାଳୟକୁ ଏବେ ମୟୂରଭଞ୍ଜର ପୂର୍ବତନ ମହାରାଜା ଶ୍ରୀ ରାମଚନ୍ଦ୍ର ଭଞ୍ଜଦେଓଙ୍କ ନାଁରେ ନାମିତ କରାଯାଇଛି । ଏ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଘୋଷଣା…
କାମରେ ଲାଗୁନି ରାତ୍ର ଆଶ୍ରୟସ୍ଥଳୀ
ବାରିପଦା ଅଫିସ,୧୯।୧୨: ମୟୂରଭଞ୍ଜ ଜିଲା ମୁଖ୍ୟାଳୟକୁ ବିଭିନ୍ନ କାର୍ଯ୍ୟରେ ଆସୁଥିବା ଶ୍ରମିକ ଓ ନିରାଶ୍ରୟଙ୍କୁ ସ୍ବଳ୍ପ ମୂଲ୍ୟରେ ରହିବା ପାଇଁ ନାଇଟ୍ ସେଲ୍ଟର(ରାତ୍ର ଆଶ୍ରୟସ୍ଥଳୀ) ବ୍ୟବସ୍ଥା ରହିଛି। କୌଣସି ବ୍ୟକ୍ତି ରାତିରେ ଖୋଲା ଆକାଶ କିମ୍ବା ଫୁଟପାଥ୍ରେ ନ ରହିବାକୁ ଜିଲା…
ନକଲି ନୋଟ କାରବାର କରୁଥିଲେ: ୨ ଆନ୍ତଃରାଜ୍ୟ ଅଭିଯୁକ୍ତଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ
ବାରିପଦା ଅଫିସ,୧୭।୧୨: ବାରିପଦା ସହରରେ ନକଲି ନୋଟ କାରବାର କରୁଥିବା ୨ ଆନ୍ତଃରାଜ୍ୟ ଅଭିଯୁକ୍ତଙ୍କୁ ଟାଉନ ଥାନା ପୋଲିସ ଗୁରୁବାର ସକାଳେ ଗିରଫ କରିଛି। ଅଭିଯୁକ୍ତମାନେ ହେଲେ ଓଡ଼ିଶା ଓ ଝାଡ଼ଖଣ୍ଡ ସୀମାନ୍ତ ବୋହଡ଼ାଗୁଡ଼ା ଅଞ୍ଚଳର ରକ୍ଷାହରୀ ରଣା ଓ ରାସ…
‘ଅଣ୍ଟାରେ ବଳ ଥିବା ଯାଏ ଖଟିବି’
ବାରିପଦା ଅଫିସ,୧୬ା୧୨-ଅନ୍ୟକୁ ହାତ ପତାଇବି ନାହିଁ, ଅଣ୍ଟାରେ ବଳ ଥିବା ଯାଏ ଖଟିବି। ଏହି ଦୃଢ ମନୋବଳ ଓ ଇଚ୍ଛା ଶକ୍ତି ହିଁ ତାଙ୍କ ବାର୍ଦ୍ଧକ୍ୟ ଆଗରେ ହାର ମାନିଛି । ଦୀର୍ଘ ଦିନର ବୃତ୍ତିକୁ ଆପଣାଇ ୮୦ ବର୍ଷ ବୟସରେ…
କ୍ୟାନ୍ସର ପୀଡିତଙ୍କ ପାଇଁ କେଶ ଦାନ
ବାରିପଦା ଅଫିସ,୧୫ା୧୨- ଶରୀରର ପ୍ରତ୍ୟେକଟି ଅଙ୍ଗକୁ ଦାନ କରିବା ପାଇଁ ରହିଛି ଇଚ୍ଛାଶକ୍ତି। ଚକ୍ଷୁଦାନ ଲାଗି ସ୍ବିକୃତୀ ଦେଇ ସାରିବା ପରେ ଏବେ କ୍ୟାନସର ପୀଡ଼ିତଙ୍କ ପାଇଁ ନିଜ କେଶକୁ ଦାନ କରି ଚର୍ଚ୍ଚାକୁ ଆସିଛନ୍ତି ଜଣେ କଲେଜ ଛାତ୍ରୀ। ମୃତ୍ୟୁ…
ବିର୍ସା ମୁଣ୍ଡାଙ୍କ ପ୍ରତିମୂର୍ତ୍ତି ଭାଙ୍ଗିଲେ
ଠାକୁରମୁଣ୍ଡା,୧୨ା୧୨(ଡି.ଏନ୍.ଏ.): ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ବ୍ଲକ କେନ୍ଦୁଜିଆଣି ପଞ୍ଚାୟତ ଢ଼ିପାସାହିଠାରେ ଥିବା ସ୍ବାଧୀନତା ସଂଗ୍ରାମୀ ତଥା ଆଦିବାସୀ ନେତା ବିର୍ସା ମୁଣ୍ଡାଙ୍କ ପ୍ରତିମୂର୍ତ୍ତିକୁ କେହି ଦୁର୍ଦୃତ୍ତ ଭାଙ୍ଗି ଦେଇଛନ୍ତି। ଏନେଇ ସ୍ଥାନୀୟ ଅଞ୍ଚଳରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ସୂଚନା ଅନୁଯାୟୀ,…
ରାଇରଙ୍ଗପୁରରେ ଓଲଟିଲା ବସ୍: ୨୦ରୁ ଊର୍ଦ୍ଧ୍ୱ ଆହତ
ରାଇରଙ୍ଗପୁର,୧୦ା୧୨(ଡି.ଏନ୍.ଏ.): ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଗ୍ରାମାଞ୍ଚଳ ଥାନା ଅଧୀନ ହାତୀବାରି ଜଙ୍ଗଲ ପାର୍ଶ୍ୱ ରାଜ୍ୟ ରାଜପଥରେ ଗୁରୁବାର ଏକ ଯାତ୍ରୀବାହି ବସ୍ ଓଲଟି ୨୦ରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରୁ ୬ ଜଣଙ୍କ ଅବସ୍ଥା ଗୁରୁତର ଥିବାରୁ ଚିକିତ୍ସା ପାଇଁ…
ବିଚ୍ ରାସ୍ତାରେ ଉଲଗ୍ନ କଲେ, ଉଠ୍ବସ କରାଇଲେ
ଉଦଳା,୯ା୧୨(ଡି.ଏନ.ଏ.)- ବିଚ୍ ରାସ୍ତାରେ ଯୁବକଙ୍କୁ ମାଡ଼। ତାହା ପୁଣି ରାଜ୍ୟ ରାଜପଥରେ ଶତାଧିକ ଲୋକଙ୍କ ସମ୍ମୁଖରେ। ଉଦଳା ଥାନା ପୋଲିସ୍ ଘଟଣାସ୍ଥଳରେ ଉପସ୍ଥିତ ଥାଇ ମଧ୍ୟ ନୀରବଦ୍ରଷ୍ଟା ସାଜିଥିଲା। ଆଇନକୁ ହାତକୁ ନେଇ ଜଣେ ଯୁବକଙ୍କୁ ଉଲଗ୍ନ କରି କାନ ଧରାଇ…
Archives


