ମୟୂରଭଞ୍ଜ

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା : ଭଉଣୀ ମୃତ, ମାମୁ-ଭାଣିଜୀ ଗୁରୁତର

ଠାକୁରମୁଣ୍ଡା,୧୧ା୬(ଡି.ଏନ୍‌.ଏ.): ଠାକୁରମୁଣ୍ଡା-କରଞ୍ଜିଆ ରାସ୍ତାର ସୁନାରିପୋଷି ନିକଟରେ ଶୁକ୍ରବାର ସକାଳେ ଏକ କାର୍‌ ଦୁର୍ଘଟଣାରେ ଭଉଣୀଙ୍କ ମୃତ୍ୟୁ ଘଟିଥିବା ବେଳେ ଭାଣିଜୀ ଓ କାର୍‌ ଚଳାଉ ଥିବା ଭାଇଙ୍କ ଅବସ୍ଥା ଗୁରୁତର ରହିଛି। ଗୁରୁତର ଥିବା ଏହି ମାମୁ-ଭାଣିଜୀଙ୍କୁ କଟକ ବଡ଼ ମେଡ଼ିକାଲକୁ…

ବିଦେଶରେ ମୟୂରଭଞ୍ଜ ଛତୁ

ବାରିପଦା ଅଫିସ,୧୧।୬-ରାଜ୍ୟ ତଥା ବିଦେଶକୁ ଏବେ ରପ୍ତାନୀ ହେଉଛି ‘ମୟୂରଭଞ୍ଜ ମସୃମ’। ଜିଲା ତଥା ରାଜ୍ୟ ବାହାରେ ଛତୁ ଓ ମଞ୍ଜିର ବେଶ୍‌ ଚାହିଦା ରହଛି। ଛତୁ ଚାଷ କରି ନିଜେ ସ୍ବାବଲମ୍ବୀ ହେବା ସହିତ ୨୪ଶହରୁ ଊର୍ଦ୍ଧ୍ୱ ସ୍ବୟଂସହାୟିକା ଗୋଷ୍ଠୀ(ଏସଏଚ୍‌ଜି)ଙ୍କ…

କସିବଣୀ ଗାଁକୁ ଛୁଇଁନି କରୋନା

କୁଆମରା,୧୧।୬(ଡି.ଏନ.ଏ.)- ଦୁଇବର୍ଷ ହେଲା ମହାମାରୀ କରୋନା ସାରା ବିଶ୍ୱକୁ କବଳିତ କରିଥିବା ବେଳେ ଆଦିବାସୀ ଅଧ୍ୟୁଷିତ ମୟୂରଭଞ୍ଜ ଜିଲା ଗୋପବନ୍ଧୁ ନଗର ବ୍ଲକ କୁଆମରା ପଞ୍ଚାୟତ ଅନ୍ତର୍ଗତ କସିବଣୀ ଗଁାକୁ ଛୁଇଁ ପାରିନାହିଁ। ପ୍ରବାହିତ ନାଲୁହା ନଦୀର ଉପରମୁଣ୍ଡରେ ଅବସ୍ଥିତ ଏହି…

ଡଷ୍ଟବିନ୍‌ରୁ ଖାଦ୍ୟ ସାଉଁଟୁଛନ୍ତି ମାନସିକ ବିକୃତ ମହିଳା

ସାରସକଣା, ୫ା୬-ମହାମାରୀ କରୋନା କାଳରେ ସାମ୍ନାକୁ ଆସୁଛି ଅନେକ କରୁଣ ଦୃଶ୍ୟ। ମୟୂରଭଞ୍ଜ ଜିଲା ସାରସକଣା ବ୍ଲକ ଝାରପୋଖରିଆ ପଞ୍ଚାୟତ ବମ୍ବେଛକ ବଜାରରେ ଜଣେ ମାନସିକ ବିକୃତ ମହିଳା ଭୋକ ବିକଳରେ ରାସ୍ତାକଡ଼ ଡଷ୍ଟବିନ୍‌ରୁ ଖାଦ୍ୟ ସାଉଁଟି ଖାଉଥିତ୍ବା ଦେଖିବାକୁ ମିଳିଥିଲା।…

ପିପିଇ କିଟ୍‌ ପିନ୍ଧି କୋଭିଡ୍‌ ହସ୍ପିଟାଲରେ ରୋଗୀଙ୍କୁ ଭେଟିଲେ କେନ୍ଦ୍ରମନ୍ତ୍ରୀ

ବାରିପଦା ଅଫିସ,୨।୬: ମୟୂରଭଞ୍ଜ ଜିଲା ବାଙ୍କିଶୋଳସ୍ଥିତ ଏକ କୋଭିଡ ହସ୍ପିଟାଲରେ ବ୍ୟାପକ ଅବ୍ୟବସ୍ଥା ନେଇ ଫଟୋ ଓ ଭିଡିଓ ଭାଇରାଲ ହୋଇଥିଲା। ଏ ନେଇ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ ହସ୍ପିଟାଲ ପରିଦର୍ଶନରେ ଯାଇଥିଲେ। ସେ ପିପିଇ କିଟ୍‌ ପିନ୍ଧି କୋଭିଡ୍‌ ହସ୍ପିଟାଲରେ…

୫୦ ଫୁଟ ତଳକୁ ଖସିଲା ୧୦୨ ଆମ୍ବୁଲାନ୍ସ

କପ୍ତିପଦା/ଠାକୁରମୁଣ୍ଡା,୨୯ା୫: ମୟୂରଭଞ୍ଜ ଜିଲା କପ୍ତିପଦା-ଠାକୁରମୁଣ୍ଡା ରାସ୍ତାର ଶରତ ୩ ନମ୍ବର ଘାଟିରେ ଶନିବାର ଏକ ୧୦୨ ଆମ୍ବୁୁଲାନ୍ସ ୫୦ ଫୁଟ ତଳକୁ ଖସି ପଡ଼ିଛି। ସେଥିରେ କେହି ରୋଗୀ ନ ଥିବା ବେଳେ ଡ୍ରାଇଭର ଅଳ୍ପକେ ବର୍ତ୍ତି ଯାଇଛନ୍ତି। ଆମ୍ବୁଲାନ୍ସଟି ଠାକୁରମୁଣ୍ଡା…

ବାତ୍ୟା ପରେ ବନ୍ୟା ଭୟ

ବାରିପଦା ଅଫିସ,୨୭।୫: ବାତ୍ୟା ‘ୟାସ’ ପ୍ରଭାବରେ ମୟୂରଭଞ୍ଜ ଜିଲାରେ ବ୍ୟାପକ କ୍ଷୟକ୍ଷତି ହୋଇଥିବା ବେଳେ ଏବେ ବନ୍ୟା ଚିନ୍ତା ଘାରିଛି। ଶିମିଳିପାଳର ଆଭ୍ୟନ୍ତରୀଣ ଅଞ୍ଚଳରେ ଅତି ପ୍ରବଳ ବର୍ଷା ହୋଇଥିବା ଯୋଗୁ ଏଠାରୁ ବାହାରି ଥିବା ବୁଢ଼ାବଳଙ୍ଗ ଓ ଗଙ୍ଗାହାର ନଦୀର…

ପାଚିଲା ଆମ୍ବ ବାସ୍ନାରେ ଜନବସତିମୁହାଁ ହାତୀପଲ

ବାରିପଦା ଅଫିସ,୧୯ା୫- କିଛି ଦିନର ବ୍ୟବଧାନ ପରେ ମୟୂରଭଞ୍ଜ ଜିଲା କରଞ୍ଜିଆ ଓ ବେତନଟୀ ବନଖଣ୍ଡକୁ ପୁଣି ହାତୀପଲ ଲେଉଟିଛନ୍ତି। ପାଚିଲା ଆମ୍ବ ବାସ୍ନାରେ ସେମାନେ ପାଗଳପ୍ରାୟ ହୋଇ ଜନବସତିମୁହାଁ ହେଉଛନ୍ତି। ସୋମବାର ବିଳମ୍ବିତ ରାତିରେ ୧୭ ଟିକିଆ ଝାଡ଼ଖଣ୍ଡୀ ହାତୀପଲ…

ଶିମିଳିପାଳ ବଫର ଅଞ୍ଚଳରେ ପଶିଲା କରୋନା: ଖଡ଼ିଆ ସମ୍ପ୍ରଦାୟର ୧୬ ସଂକ୍ରମିତ

ବାରିପଦା ଅଫିସ,୧୯ା୫- ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟ ମଧ୍ୟରେ ଥିବା ବଫର ଇଲାକାରେ ରହୁଥିବା ଖଡ଼ିଆ ଜନଜାତି ସମ୍ପ୍ରଦାୟର ଲୋକେ କରୋନାରେ ଆକ୍ରାନ୍ତ ହୋଇଛନ୍ତି। କୁଇକ୍‌ ରେସ୍‌ପଣ୍ଡ ଡାକ୍ତରୀଦଳ ଗାଁକୁ ଗାଁ ବୁଲି ଲୋକଙ୍କ ସ୍ବାସ୍ଥ୍ୟବସ୍ଥା ଯାଞ୍ଚ କରୁଥିବା ବେଳେ ଆଶାକର୍ମୀ…

ବାର୍‌ହା ମାଂସ ରୋଷେଇ ପାଇଁ ଚାଲିଥିଲା ଆୟୋଜନ

ବାରିପଦା ଅଫିସ,୧୭।୫: ମୟୂରଭଞ୍ଜ ଜିଲା ଡୁକୁରା ରେଞ୍ଜ ଅଧୀନ ପାଟଶାଣିପୁର ନିକଟ କାଶିକୁଣ୍ଡଳ ଗ୍ରାମରେ ସୋମବାର ବନବିଭାଗ ଚଢ଼ାଉ କରି ୧୦ କିଲୋ ବାର୍‌ହା ମାଂସ ଜବତ କରିଛି। ଏହି ଘଟଣାରେ ଜଣେ ଶିକାରୀ ଗିରଫ ହୋଇଛନ୍ତି। ସେ ହେଲେ ଶ୍ରୀହରି…

ଖାଇ ପାରିଲେନି ବାହାଘର ଭୋଜି

ସାରସକଣା,୧୫ା୫: ମୟୂରଭଞ୍ଜ ଜିଲା ଝାରପୋଖରିଆ ଥାନା ଅଧୀନ ଝାରପୋଖରିଆ ଗ୍ରାମରେ ଏକ ବିବାହ ଉତ୍ସବରେ କୋଭିଡ୍‌ ଗାଇଡ୍‌ଲାଇନ୍‌ ଉଲ୍ଲଂଘନ ହୋଇଥିବା ଅଭିଯୋଗ ହୋଇଥିଲା। ଖବର ପାଇ ଝାରପୋଖରିଆ ଥାନା ଆଇଆଇସି ସୁଦର୍ଶନ ଗାଙ୍ଗୋଇ ଏବଂ ସାରସକଣା ତହସିଲଦାର ସତ୍ୟବାନ ନାଏକ ବିବାହ…

ନଦୀ ତୁଠରେ ପଡ଼ିରହିଛି କୁଡ଼କୁଡ଼ ବ୍ୟବହୃତ ପିପିଇ କିଟ୍‌

ବାରିପଦା ଅଫିସ, ୧୪।୫: ମୟୂରଭଞ୍ଜ ଜିଲା ବାରିପଦା ସହରର ୱାର୍ଡ ନଂ.୧୪ କବରଖାନା ନିକଟରେ ଦେଇ ଯାଇଥିବା ସରାଳି ନଦୀ ଗାଧୁଆ ତୁଠରେ ପଡ଼ିରହିଛି କୁଡକୁଡ ବ୍ୟବହୃତ ପିପିଇ କିଟ୍‌ ଏବଂ ଗ୍ଲୋଭ୍‌ସ। ଏହି ନଦୀ ଉପରେ ପ୍ରତ୍ୟେହ ଶତାଧିକ ଲୋକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?