ମୟୂରଭଞ୍ଜ

ବାର୍ଡ଼ ଫ୍ଲୁ ଆତଙ୍କ: ଜଙ୍ଗଲରେ ପଡ଼ିଛି କୁଢ଼କୁଢ଼ ମଲା କୁକୁଡ଼ା

ମୋରଡ଼ା,୨୩ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ୍‌ରେ କୁକୁଡ଼ା ମଡକ ଦେଖାଦେଇଛି। ବ୍ଲକ୍‌ ଅଧୀନ ଚିତ୍ରଡା ବାଉଁଶ ବଣ ନିକଟ ଏକ ନିଛାଟିଆ ପଡ଼ିଆରେ ପାଞ୍ଚ ଶହରୁ ଊର୍ଦ୍ଧ୍ୱ ମଲା କୁକୁଡ଼ା ରବିବାର ପଡିଥିବା ଦେଖିବାକୁ ମିଳିଛି। ଫଳରେ ଅଞ୍ଚଳରେ...

ବସ୍‌-ବୋଲେରୋ ମୁହାଁମୁହିଁ ଧକ୍କା: ୬ ଗୁରୁତର

ଉଦଳା,୨୧।୨(ସନ୍ତୋଷ କୁମାର ବାଛିନି): ମୟୂରଭଞ୍ଜ ଜିଲା ଶରତ ଥାନା ହଦଗୁଠ ଛକ ନିକଟରେ ଶୁକ୍ରବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବସ୍‌-ବୋଲେରୋ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇ ୬ଜଣ ଗୁରୁତର ହୋଇଛନ୍ତି। ଗୁରୁତରମାନଙ୍କୁ ଶରତ ଏବଂ ଉଦଳା ହସ୍ପିଟାଲରେ ଭର୍ତ୍ତି...

ବନ୍ଧୁକ ମୁନରେ ଲୁଟିନେଲେ ୨୭ ଲକ୍ଷ ଟଙ୍କା, କର୍ମଚାରୀ ଆହତ

ମୟୂରଭଞ୍ଜ ,୨୦ା୨: ଶୁକ୍ରବାର ଓଡ଼ିଶାର ମୟୂରଭଞ୍ଜ ଜିଲାରେ ଥିବା SBIର ବହଲଦା ଶାଖାରୁ ସଶସ୍ତ୍ର ଦୁର୍ବୃତ୍ତମାନେ ପ୍ରାୟ ୨୭ ଲକ୍ଷ ଟଙ୍କା ଲୁଟି ନେଇଥିବା ଅଭିଯୋଗ ହୋଇଛି। ରିପୋର୍ଟ ଅନୁଯାୟୀ, ସକାଳ ପ୍ରାୟ ୧୦.୧୫ ସମୟରେ ଦୁଇଟି ମୋଟରସାଇକେଲରେ ପାଞ୍ଚ...

୫ ମାସର ଶିଶୁକନ୍ୟାକୁ ଅନ୍ୟ ହାତରେ ଟେକିଦେଲେ ମା’, କହିଲେ ଆଶ୍ଚର୍ଯ୍ୟଜନକ କଥା…

ବାରିପଦା,୧୪ା୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ କୋହି ପଞ୍ଚାୟତ ଅଞ୍ଚଳରେ ୫ ମାସର ଶିଶୁକନ୍ୟାକୁ ବିକ୍ରି ନେଇ ଅଭିଯୋଗ ହୋଇଛି। ଖବରପାଇ ସମନ୍ବିତ ଶିଶୁ ବିକାଶ ବିଭାଗର ଅଧିକାରୀମାନେ ପହଞ୍ଚି ଘଟଣାର ତଦନ୍ତ କରୁଛନ୍ତି। ତେବେ ଅତ୍ୟନ୍ତ...

ବଡ଼ଧରଣ ଦୁର୍ଘଟଣା: ଡାଲା ଅଟୋକୁ ପଛରୁ ପିଟିଲା ସ୍କର୍ପିଓ, ୨ ମୃତ

ବାରିପଦା,୧୧।୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ଉପକଣ୍ଠ ୧୮ନଂ ଜାତୀୟ ରାଜପଥ ମଞ୍ଚାବନ୍ଧା ନିକଟରେ ମଙ୍ଗଳବାର ପୂର୍ବାହ୍ନରେ ଏକ ସଡକ ଦୁର୍ଘଟଣା ଘଟିଛି । ଏଥିରେ ଦୁଇ ଜଣଙ୍କ ମୃତ୍ୟୁ ଘଟିଛି । ଏକ ସ୍କର୍ପିଓ ମାଲ ବୋଝେଇ...

ବଦଳୁଛି ଉଦଳା ରାଜନୀତି

ଉଦଳା(ସନ୍ତୋଷ କୁମାର ବାଛିନି)/ ଭୁବନେଶ୍ୱର,୯ା୨(ଅନୁରାଧା ମହାରଣା): ବଦଳିବାରେ ଲାଗିଲାଣି ଉଦଳା ରାଜନୀତିର ଗଣିତ। ଦିନକ ପୂର୍ବରୁ ଉଦଳା ବ୍ଲକ ଚେୟାରମ୍ୟାନ ବିଜେଡି ଛାଡ଼ି ଭାଜପାରେ ମିଶିଥିବା ବେଳେ ପୁଣି ଶନିବାର ବିଜେଡିର ହାତ ଛାଡିଛନ୍ତି ସରପଞ୍ଚ ଓ କର୍ମୀ। ଭୁବନେଶ୍ୱରସ୍ଥିତ...

ମେଳା ଦେଖି ଫେରିବାବେଳେ ବାଇକ୍‌କୁ ପିଟିଲା ଅଜଣାଗାଡ଼ି, ଚାଲିଗଲା ୩ ଜୀବନ

ମୋରଡ଼ା,୮ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ଶୁଳିଆପଦା ଥାନା ଅଞ୍ଚଳରେ ଏକ ସଡ଼କ ଦୁର୍ଘଟଣାରେ ୩ ଜଣ ଯୁବକଙ୍କ ମୃତ୍ୟୁ ଘଟିଛି। ସୂଚନାନୁଯାୟୀ, ଉକ୍ତ ଥାନା ଅଧୀନ ଧାତିକା ଗ୍ରାମର ବିପିନ ଦେଓ, ରବୀନ୍ଦ୍ର ଦେଓ ଓ ବାଦଲ ନାଏକ ଉକ୍ତ...

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, ପ୍ରତିବାଦରେ ରାସ୍ତାରୋକୋ କଲେ ଗ୍ରାମବାସୀ

ମୋରଡ଼ା,୩ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ଥାନା ଅଧୀନ କୁଜିଡ଼ିହି-ବାରମାଇଲ ମୁଖ୍ୟ ରାସ୍ତାର ବଡ଼ବିଲା- ମୋହନପୁର ଛକ ମଧ୍ୟରେ ରବିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଗୁରୁତର ହୋଇଛନ୍ତି l...

RIଙ୍କୁ ବନ୍ଧୁକ ଦେଖାଇ ସୁନା ଚେନ୍‌, ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

ବାରିପଦା(ନୀଳାନ୍ଦ୍ରି ଦଣ୍ଡପାଟ),୩୦।୧: ମୟୁରଭଞ୍ଜ କରଞ୍ଜିଆ ଥାନା ନିକଟସ୍ଥ ପାଟ୍‌ବିଲ୍‌ ଆର୍‌ଆଇଙ୍କ ଠାରୁ ଲୁଟିନେଲେ ସୁନା ଚେନ୍‌ ଓ ଟଙ୍କା। ୨ ଦୁର୍ବୃତ୍ତ ବନ୍ଧୁକ ଦେଖାଇ ରାଜସ୍ବ ନିରୀକ୍ଷକ ଅଫିସରୁ ଲୁଟି ଫେରାର ହୋଇଯାଇଥିବା ସୂଚନା ମିଳିଛି। ଘଟଣାସ୍ଥଳରେ ପୋଲିସ ପହଞ୍ଚି...

ପୋଷାହାତୀ ଭବାନୀର ମୃତ୍ୟୁ, ପ୍ରାଣୀପ୍ରେମୀଙ୍କୁ ଝଟ୍‌କା

ବାରିପଦା,୨୮।୧(ନୀଳାଦ୍ରି ବିହାରୀ ଦଣ୍ଡପାଟ):ଶିମିଳିପାଳ ଅଭୟାରଣ୍ୟ ସୁରକ୍ଷାରେ ନିୟୋଜିତ ଥିବା ପୋଷାହାତୀ ଭବାନୀର ମୃତ୍ୟୁ ଘଟିଛି । ମଙ୍ଗଳବାର ସକାଳ ୬ଟା ୧୦ରେ ମୃତ୍ୟୁ ହୋଇଥିବା ନେଇ ଜଣାପଡିବା ପରେ ବନକର୍ମଚାରୀ ଓ ପ୍ରାଣୀପ୍ରେମୀଙ୍କ ମଧ୍ୟରେ ଗଭୀର ଆଘାତ ଲାଗିଛି। ସାଢେ...

ଆରପାରିରେ କାଇଚଟଣୀ ଗବେଷକ ଇଂ ନୟାଧର ପଢିଆଲ

ବାରିପଦା,୨୫।୧(ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂପଭଞ୍ଜ ଜିଲାର କାଇଚଟଣୀ ଗବେଷକ ତଥା ପୂର୍ତ୍ତ ବିଭାଗର ସହକାରୀଯନ୍ତ୍ରୀ ଇଂ ନୟାଧର ପଢିଆଲଙ୍କ ମୃତ୍ୟୁ ଘଟିଛି । ଭୂବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ହୃଦରୋଗ ଜନିତ ଚିକିତ୍ସା ଚାଲିଥିବା ଅବସ୍ଥାରେ ସେ ଶେଷନିଶ୍ବାସ ତ୍ୟାଗ କରିଛନ୍ତି...

ହତ୍ୟା ପରେ ନିଜ ବେକ କାଟି ଆତ୍ମହତ୍ୟା ଉଦ୍ୟମ କଲେ ପୁଅ

ବାରିପଦା,୨୪।୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ରାଶନ ଚାଉଳ ଭାଗବଣ୍ଟାକୁ ନେଇ ନୃଶଂସ ପୁଅ ଏକ ଦାଆରେ ମା’ ବେକକୁ କାଟି ହତ୍ୟା କରିବା ପରେ ନିଜ ବେକ କାଟି ଆତ୍ମହତ୍ୟା ଉଦ୍ୟମ କରିବା ଘଟଣା ଚାଞ୍ଚଲ୍ୟ ସୃଷ୍ଟି କରିଛି। ମୟୂରଭଞ୍ଜ ଜିଲା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri