ମୟୂରଭଞ୍ଜ

ସ୍ତ୍ରୀଙ୍କ ପାଇଁ ହାତ ପାତୁଛନ୍ତି ସ୍ବାମୀ

କୁଆମରା, ୩୦।୪ (ଡି.ଏନ.ଏ.)-କର୍କଟ ରୋଗାକ୍ରାନ୍ତ ସ୍ତ୍ରୀଙ୍କୁ ଭଲ କରିବା ପାଇଁ ସ୍ବାମୀ ବାରଦୁଆର ବୁଲି ବୁଲି ଅର୍ଥ ଭିକ୍ଷା କରୁଛନ୍ତି। ଚିକିତ୍ସା ପାଇଁ ଅର୍ଥ ଯୋଗାଡ଼ କରି ନ ପାରି ସହାୟତା ପାଇଁ ପ୍ରଶାସନଠାରୁ ଆରମ୍ଭ କରି ବିଭିନ୍ନ ବ୍ୟକ୍ତିଙ୍କଠାରେ ହାତ…

ଜୀବନ ବଞ୍ଚାଉଛି ଚୁଆପାଣି

କପ୍ତିପଦା,୨୯ା୪(ଡି.ଏନ୍‌.ଏ.)- ମୟୂୂରଭଞ୍ଜ ଜିଲା କପ୍ତିପଦା ବ୍ଲକ ଅଧୀନ ଶରତ ପଞ୍ଚାୟତର ଅଶ୍ୱକୋଟୀ ସାରଜମଡ଼ି ଗ୍ରାମ ଏବେ ବି ପ୍ରଶାସନର ଦୃଷ୍ଟି ଆଢୁଆଳରେ ରହିଛି। ଏଠାରେ ବାସ କରୁଥିବା ଆଦିବାସୀ ସମ୍ପ୍ରଦାୟର ୩୦୦ ଊର୍ଦ୍ଧ୍ୱ ଲୋକ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ…

ବିବାହ ପ୍ରତିଶ୍ରୁତି ଦେଇ ଯୁବତୀଙ୍କୁ ବଳାତ୍କାର

ରାଇରଙ୍ଗପୁର,୨୮ା୪: ମୟୂରଭଞ୍ଜ ଜିଲା ଗୋରୁମହିଷାଣି ଥାନା ଅଞ୍ଚଳର ଜନୈକା ଯୁବତୀଙ୍କୁ ବଳାତ୍କାର ଅଭିଯୋଗରେ ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ବହଳଦା ଥାନା ଅନ୍ତର୍ଗତ ଟାଙ୍ଗରଯୋଡ଼ା ଗ୍ରାମର ବୋଲି ଜଣାପଡ଼ିଛି। ପୋଲିସ ପୀଡ଼ିତା ଏବଂ ଅଭିଯୁକ୍ତଙ୍କ ଡାକ୍ତରୀମାଇନା କରାଇଛି।…

ଶୋଇବା ଘରେ ୧୪ ଫୁଟ୍‌ର ଅହିରାଜ

ବାଙ୍ଗିରିପୋଷି,୨୭।୪(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ବନାଞ୍ଚଳ ଅନ୍ତର୍ଗତ ନିଶ୍ଚିନ୍ତା ଗ୍ରାମର ଅଧ୍ୟାପକ ଅଶୋକ କୁମାର ମହାପାତ୍ରଙ୍କ ଶୋଇବା ଘରୁ ୧୪ ଫୁଟ ଲମ୍ବ ଏକ ଅହିରାଜ ସାପ ଉଦ୍ଧାର ହୋଇଛି। ସ୍ନେକ୍‌ ହେଲ୍ପ ଲାଇନ୍‌ ଟିମ୍‌ ସଦସ୍ୟଙ୍କ ସହଯୋଗରେ ବନ କର୍ମଚାରୀମାନେ…

ହସ୍ତକଳା କରିଛି ସ୍ବାବଲମ୍ବୀ

ଚିତ୍ରଡ଼ା,୨୫।୪(ଡି.ଏନ.ଏ.)- ହାଣ୍ଡିଶାଳରୁ ମହାକାଶ। ଘର ଅଗଣାରୁ ସଂସଦ ଭବନ। ସବୁ କ୍ଷେତ୍ରରେ ନାରୀ ନିଜର ରାକାଷ୍ଠା ପ୍ରତିପାଦିତ କରିଆସୁଛନ୍ତି। ଅବଳା ଦୁର୍ବଳା ଶବ୍ଦ ଆଜିର ନାରୀ ଆଗରେ ହାର ମାନିଛି। ଏହାର ଜ୍ବଳନ୍ତ ଉଦାହରଣ ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲା ମୋରଡା…

ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା ନେଇ ତାତିଲେ ଲୋକେ

ଉଦଳା, ୨୩।୪(ଡି.ଏନ.ଏ.)-ମୟୂରଭଞ୍ଜ ଜିଲା ଉଦଳା ବ୍ଲକ ଅଧୀନ ଶ୍ରୀଦାମଚନ୍ଦ୍ରପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ବାରମ୍ବାର ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା ନେଇ ଲୋକଙ୍କ ମଧ୍ୟରେ ଅସନ୍ତୋଷ ଉଗ୍ରରୂପ ଧାରଣ କରିଛି। ଲୋକଙ୍କ ଆକ୍ରୋଶର ଶିକାର ହୋଇଛନ୍ତି ମେଡିକାଲ୍‌ ଅଫିସର ଏବଂ ଏସ୍‌ଡିଏମ୍‌ଓ। ସ୍ଥାନୀୟ ଅଞ୍ଚଳର ରୂପାଇ…

ହାତଗୋଡ଼ ବନ୍ଧା ଅବସ୍ଥାରେ ୨ଯୁବକ ଉଦ୍ଧାର

ସାରସକଣା,୨୨।୪: ମୟୂରଭଞ୍ଜ ଜିଲା ଝାରପୋଖରିଆରୁ ବହରାଗୋଡା ଦେଇ ଯାଇଥିବା ୪୯ନମ୍ବର ଜାତୀୟ ରାଜପଥର କାଳିମନ୍ଦିର ନିକଟରୁ ଗୁରୁବାର ୨ ଯୁବକଙ୍କୁ ମୁମୂର୍ଷୁ ଅବସ୍ଥାରେ ଝାରପୋଖରିଆ ପୋଲିସ ଉଦ୍ଧାର କରିଛି। ସେମାନଙ୍କ ହାତଗୋଡ ଏକ ରଶି ଦ୍ୱାରା ବନ୍ଧାଯାଇଥିବା ଦେଖିବାକୁ ମିଳିଛି। ଉକ୍ତ…

ବିବାହ ପ୍ରତିଶ୍ରୁତି ଦେଇ ୫ ବର୍ଷ ଧରି ଯୁବତୀଙ୍କୁ ବଳାତ୍କାର

ବାରିପଦା ଅଫିସ,୨୧।୪: ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଅଞ୍ଚଳର ଜନୈକା ଯୁବତୀଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଜଣେ ଯୁବକ ବଳାତ୍କାର କରିଥିବା ବାରିପଦା ଟାଉନ ଥାନାରେ ଅଭିଯୋଗ ହୋଇଛି। ଏନେଇ ପୋଲିସ ଏକ ମାମଲା (ନଂ.୪୦୧/୨୧) ରୁଜୁ କରି ତଦନ୍ତ ଜାରି ରଖିଛି।…

ସହାୟତା ଅପେକ୍ଷାରେ ୩ ଅନାଥ ଭଉଣୀ ଭାଇ

ଠାକୁରମୁଣ୍ଡା,୨୧ା୪(ଡି.ଏନ.ଏ.)- ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ବ୍ଲକ ଚମ୍ପାଝର ପଞ୍ଚାୟତ ଡଙ୍ଗାଡ଼ିହା ଗ୍ରାମ ଘୁଟୁ ସାହିରେ ୩ ଅନାଥ ଭଉଣୀ ଭାଇ ଅସହାୟ ଭାବେ ଜୀବନ ଅତିବାହିତ କରୁଛନ୍ତି। ୨ ବର୍ଷ ପୂର୍ବେ ସେମାନଙ୍କ ବାପା ଡବ ଶିରକାଙ୍କ ମୃତ୍ୟୁ ହୋଇଥିଲା ବେଳେ…

ଲୁଟ୍‌ ହେଉଛି ଲଘୁଖଣିଜ ଦ୍ରବ୍ୟ

ବାରିପଦା ଅଫିସ,୧୮।୪-ମୟୂରଭଞ୍ଜ ଜିଲା ବଡ଼ସାହି ତହସିଲ ଅଞ୍ଚଳରେ ଲଘୁ ଖଣିଜ ପଦାର୍ଥ ଲୁଟ୍‌ ହେଉଥିବା ନେଇ ବାରମ୍ବାର ଅଭିଯୋଗ ହୋଇଆସୁଛି। ଜାଲ ପରମିଟ୍‌ କିମ୍ବା ବେଆଇନ ଗଚ୍ଛିତ କରି ମାଫିଆମାନେ ଖଣିଜ ଚାଲାଣ କରୁଥିବା ବେଳେ ରାଜସ୍ବ ବିଭାଗ ନୀରବଦ୍ରଷ୍ଟା ସାଜିଛି।…

ଗରା ବାଲ୍‌ଟି ଧରି ରାସ୍ତା ଅବରୋଧ କଲେ ମହିଳା

ଉଦଳା,୧୭ା୪(ଡି.ଏନ.ଏ.)- ଜଳକଷ୍ଟ ସମସ୍ୟାକୁ ନେଇ ମୟୂରଭଞ୍ଜ ଜିଲା ଉଦଳା ବ୍ଲକ ଅଧୀନ ଶାଳମୁଣ୍ଡଳି ଗ୍ରାମର ଶତାଧିକ ମହିଳା ଗରା ବାଲ୍‌ଟି ଧରି ରାସ୍ତାକୁ ଓହ୍ଲାଇଛନ୍ତି। ଏହି ଗ୍ରାମର ୮୦ରୁ ଅଧିକ ପରିବାର ଶୁଦ୍ଧ ପାନୀୟ ଜଳ ମୁନ୍ଦାଏ ପାଇଁ ଡହଳବିକଳ ହେଉଛନ୍ତି।…

ରୋଜଗାର ବାଟ ଦେଖାଇଛି ପିଜୁଳିଚାଷ

ଚିତ୍ରଡ଼ା,୧୭।୪(ଡି.ଏନ.ଏ.)- ଦିନେ ଯେଉଁଠି ଦୂବ କଅଁଳୁ ନ ଥିଲା ଏବେ ସେହି ଚାଷ ଜମି ହସୁଛି। ବିସ୍ତୀର୍ଣ୍ଣ ପଡ଼ିଆ ଜମିରେ ପିଜୁଳି ଚାଷ କରି ଉଦାହରଣ ସାଜିଛନ୍ତି ୪୦ ଚାଷୀ। ପ୍ରାୟ ୫୦ ଏକର ଡାହି ପଡ଼ିଆ ଜମିରେ ଉନ୍ନତମାନର ପିଜୁଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?