ମୟୂରଭଞ୍ଜ

ମଧ୍ୟାହ୍ନଭୋଜନ ଚାଉଳ ଆଣିବାକୁ ଯିବା ବେଳେ ଦୁର୍ଘଟଣା: ଅଟୋକୁ ପିଟିଲା ଟ୍ରକ୍ ‌- ୩ ମୃତ,୯ଗୁରୁତର

ବାରିପଦା ଅଫିସ/ବାଙ୍ଗିରିପୋଷି,୧୭ା୯(ଡି.ଏନ.ଏ)- ମୟୂରଭଞ୍ଜ ଜିଲା ବାଙ୍ଗରିପୋଷି ଦେଇ ଯାଇଥିବା ୪୯ନଂ. ଜାତୀୟ ରାଜପଥର ଦ୍ୱାରଶୁଣି ଘାଟିରେ ବୁଧବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି ା ମଧ୍ୟାହ୍ନଭୋଜନ ଚାଉଳ ଆଣିବାକୁ ଯାଉଥିବା ଅଟୋକୁ ପଛପଟୁ ଏକ ଟ୍ରକ ଧକ୍କା ଦେବାରୁ…

ଟ୍ରଲିରେ ବୁହା ହେଲା ମୃତଦେହ

ବାରିପଦା ଅଫିସ,୧୭ା୯-ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସାଧୀନ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ପରେ ପରିବାର ଲୋକେ ଟ୍ରଲିରେ ମୃତଦେହକୁ ବୋହି ନେଉଥିବା ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ସରକାରଙ୍କ ପକ୍ଷରୁ ମହାପ୍ରୟାଣ ଯୋଜନା କିପରି ଜିଲାରେ କାର୍ଯ୍ୟକାରୀ…

ମାଓବାଦୀ ଆକ୍ରମଣରେ ମୟୂରଭଞ୍ଜ ମାଟିର ଯବାନ ଶହୀଦ

ବାରିପଦା ଅଫିସ,୧୦ା୯: ମୟୂରଭଞ୍ଜ ଜିଲାର ରିଜର୍ଭ ଫାଷ୍ଟ ବାଟାଲିୟନର କାର୍ଯ୍ୟରତ ଏସ୍‌ଓଜି ଯବାନ ସୁଧୀର କୁମାର ଟୁଡୁ ମାଓବାଦୀ ଅପରେଶନରେ ଶହୀଦ ହୋଇଛନ୍ତି । ଜିଲାର ଶୁଳିଆପଦା ଥାନା ଅନ୍ତର୍ଗତ ବାଘଡ଼ା ପଞ୍ଚାୟତ ସାନ ଭଦୁଆଶୋଳ ଗ୍ରାମର ଏସ୍‌ଓଜି ଯବାନଙ୍କ ଶହୀଦ…

ଗିରଫ ପରେ ବାରିପଦା ବିଧାୟକଙ୍କୁ ଜାମିନ

ବାରିପଦା ଅଫିସ,୪ା୯-ମୟୂରଭଞ୍ଜ ଜିଲା ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥା(ଆଇଟିଡିଏ)ର ସହକାରୀ ନିର୍ବାହୀଯନ୍ତ୍ରୀ ଗଣପତି ଜେନାଙ୍କୁ ମାଡ଼ ମାରିବା ଅଭିଯୋଗରେ ବାରିପଦା ବିଧାୟକ ପ୍ରକାଶ ସୋରେନଙ୍କୁ ଶୁକ୍ରବାର ଟାଉନ ଥାନା ପୋଲିସ ଗିରଫ କରିଛି। ତାଙ୍କ ନାମରେ ଦଫା ୨୯୪, ୩୨୩, ୩୨୪,…

ମୁଢ଼ିରେ କୀଟନାଶକ ଖାଇ ୪ ଶିଶୁ ଗୁରୁତର

ବାରିପଦା ଅଫିସ,୩ା୯- ମୁଢ଼ିରେ କୀଟନାଶକ ଗୋଳାଇ ଖାଇ ଗୋଟିଏ ପରିବାରର ୪ ଶିଶୁ ଗୁରୁତର ହୋଇପଡ଼ିଛନ୍ତି। ଚିକିତ୍ସା ପାଇଁ ସେମାନଙ୍କୁ ବାରିପଦା ସ୍ଥିତ ପିଆର୍‌ଏମ୍‌ ମେଡିକାଲରେ ଭର୍ତ୍ତି କରାଯାଇଛି। ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ ପ୍ରତାପପୁର ପଞ୍ଚାୟତ ଅଧୀନ ବରପଡ଼ା ଗ୍ରାମରେ…

‘କ୍ଷୟକ୍ଷତି ଆକଳନ କରି ତୁରନ୍ତ ଜଣାଅ’

ବାରିପଦା ଅଫିସ, ୨୯ା୮- ବିପର୍ଯ୍ୟୟ ପ୍ରଶମନ ଓ ରାଜସ୍ବ ବିଭାଗ ମନ୍ତ୍ରୀ ସୁଦାମ ମାରାଣ୍ଡି ଶୁକ୍ରବାର ମୟୂରଭଞ୍ଜ ଜିଲା ଗସ୍ତରେ ଆସି ବନ୍ୟା ପରିସ୍ଥିତିର ସମୀକ୍ଷା କରିଥିଲେ। ଜିଲାପାଳ ବିନୀତ ଭରଦ୍ୱାଜ, ଉପଜିଲାପାଳ ପି ଅନ୍ବେଷା ରେଡ୍ଡି, ପିଡି ଡିଆରଡିଏ ସ୍ବଧାଦେବ…

କମୁଛି ପାଣି, ଟଳିନି ବିପଦ

ବାରିପଦା ଅଫିସ,୨୮ା୮- ଲଘୁଚାପ ଜନିତ ବର୍ଷାରେ ମୟୂରଭଞ୍ଜ ଜିଲା ଦେଇ ପ୍ରବାହିତ ବୁଢାବଳଙ୍ଗ, ଜମ୍ଭୀରା ଓ ଗଙ୍ଗାହାର ନଦୀରେ ବୃଦ୍ଧି ପାଇଥିବା ବନ୍ୟାଜଳ ଗୁରୁବାର ଅପରାହ୍ନ ସୁଦ୍ଧା କମିବାରେ ଲାଗିଛି ା ଜିଲାର ବଡ଼ସାହି, ଗୋପବନ୍ଧୁନଗର, ରାସଗୋବିନ୍ଦପୁର ଆଦି ବ୍ଲକ ଅଞ୍ଚଳରେ…

ଉତ୍ତର ଓଡ଼ିଶାରେ ବନ୍ୟା

ବାଲେଶ୍ୱର ଅଫିସ/ଭଦ୍ରକ ଅଫିସ/ବାରିପଦା ଅଫିସ/କେନ୍ଦୁଝର,୨୭ା୮(ସ୍ବ.ପ୍ର./ଡି.ଏନ୍‌.ଏ.): ଲଘୁଚାପଜନିତ ବର୍ଷା ଯୋଗୁ ଉତ୍ତର ଓଡ଼ିଶାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ସବୁ ନଦୀନାଳ ଫୁଲିବା ସହ ବିଭିନ୍ନ ସ୍ଥାନରେ ଯୋଗାଯୋଗ ବିଚ୍ଛିନ୍ନ ହୋଇ ପଡ଼ିଛି। ପ୍ରଖର ସ୍ରୋତରେ କେନ୍ଦୁଝର ଜିଲା ଆନନ୍ଦପୁର,ପାଟଣା ଓ ମୟୂରଭଞ୍ଜ…

ଜରାଳି, ସରାଳୀ ନଦୀର ଜଳପତନ ବୃଦ୍ଧି: ଘରେ ପଶିଲା ବନ୍ୟାଜଳ

ବାରିପଦା ଅଫିସ,୨୬।୮: ଲଘୁଚାପ ଜନିିତ ଲଗାଣ ବର୍ଷା ଯୋଗୁ ମୟୂରଭଞ୍ଜ ଜିଲା ବାରିପଦା ସହରର ବିଭିନ୍ନ ସ୍ଥାନରେ ବନ୍ୟା ଜଳ ପ୍ରବେଶ କରିଛି । ମଙ୍ଗଳବାର ରାତି ତମାମ ବର୍ଷା ଲାଗିରହିବାରୁ ବୁଧବାର ସକାଳୁ ଜରାଳି ଓ ସରାଳୀ ନଦୀର ବନ୍ୟା…

କେନ୍ଦୁପତ୍ର ବୋଝେଇ ଟ୍ରକ ଜବତ : ୨ ଗିରଫ

ବାଙ୍ଗିରିପୋଷି,୨୫ା୮(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ବନାଞ୍ଚଳ ଅଧୀନ ଅଗ୍ନିଶମ ବିଭାଗ ରାସ୍ତାରୁ ଏକ କେନ୍ଦୁପତ୍ର ବୋଝେଇ ଟ୍ରକ୍‌କୁ ବନ ବିଭାଗ ଜବତ କରିଛି। ଏହି ଘଟଣାରେ ଟ୍ରକର ଚାଳକ ଝାଡ଼ଖଣ୍ଡ ରାଜ୍ୟ ଗିରିଡ଼ିହି ଜିଲା ଅନ୍ତର୍ଗତ ଗୌରାହଣ୍ଡ ଗ୍ରାମର ନରେଶ କୁମାର…

ବାରିପଦା ସହରକୁ ପଶିଆସିଛି ଦନ୍ତା

ବାରିପଦା ଅଫିସ,୨୪ା୮: ଶିମିଳିପାଳ ଜାତୀୟ ଉଦ୍ୟାନରୁ ବାଟବଣା ହୋଇଥିବା ଏକ ଦନ୍ତାହାତୀ ସୋମବାର ସକାଳେ ବାରିପଦା ସହରରେ ବୁଲୁଥିବା ଦେଖିବାକୁ ମିଳିଛି। ସକାଳୁ ସହର ମୁର୍ଗାବାଡ଼ି ଅଞ୍ଚଳରେ ଏକ ବିଶାଳ ଦନ୍ତାଟି ପଶ୍ଚିମବଙ୍ଗର ସୀମାକୁ ଲାଗିଥିବା ଘଣଘଣା ପାଲ ଜଙ୍ଗଲର ଲକ୍ଷ୍ମୀପୋଷି…

ଭରା ନଦୀ ପାରି ହେଲେ ଗର୍ଭବତୀ

ଉଦଳା,୨୧ା୮(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଉଦଳା ବ୍ଲକ ଅଧୀନ ବାଲ୍‌ମା ଗ୍ରାମର ଜଣେ ଗର୍ଭବତୀ ବିପଦସଙ୍କୁଳ ଭାବେ ଭରାନଦୀ ପାରି ହୋଇ ଆମ୍ବୁଲାନ୍ସ ପାଖକୁ ଯିବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ଶୁକ୍ରବାର ମଧ୍ୟାହ୍ନରେ ବାଲମା ଗ୍ରାମର ସୁକାନ୍ତୀ ହେମ୍ବ୍ରମଙ୍କ ପ୍ରସବ ଯନ୍ତ୍ରଣା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri