୨ ବାଇକ୍ ମୁହାଁମୁହିଁ, ଚାଲିଗଲା ଜଣଙ୍କ ଜୀବନ
ବାରିପଦା ଅଫିସ,୧୯ା୧୧: ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଧୀନ ବୈଶିଙ୍ଗା-ଉଦଳା ରାସ୍ତାର ଉତ୍ତରପାଳ ଛକ ନିକଟରେ ବୁଧବାର ଦୁଇ ବାଇକ୍ ମୁହାଁମୁହିଁ ଧକ୍କା ହେବାରୁ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଦୁଇଜଣ ଗୁରୁତର ହୋଇଛନ୍ତି। ମୃତକ ହେଲେ ଖୁଣ୍ଟା ଥାନା…
ବଜାର ବୁଲାଇ ନେବା ବାହାନାରେ ଶିଶୁକନ୍ୟାଙ୍କୁ ବଳାତ୍କାର: ଅଭିଯୁକ୍ତ ଗିରଫ
ବାରିପଦା,୧୫ା୧୧-ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ଥାନା ଅଞ୍ଚଳରେ ଜଣେ ୪ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର ପରେ ନିର୍ମମ ହତ୍ୟା ଘଟଣା ଲୋକଙ୍କ ମନରୁ ନ ଲିଭୁଣୁ ମୟୂରଭଞ୍ଜ ଜିଲା ବାରିପଦା ଟାଉନ ଥାନା ଅଞ୍ଚଳରେ ଶନିବାର ପୁଣି ଏକ ଲଜ୍ଜାଜନକ ଘଟିଛି। ସନ୍ଧ୍ୟାରେ ସମସ୍ତେ…
ଭିଜିଲାନ୍ସ ଜାଲରେ କପ୍ତିପଦା ନେସ୍କୋ କାର୍ଯ୍ୟାଳୟର ଯନ୍ତ୍ରୀ
କପ୍ତିପଦା,୧୩।୧୧(ଡି.ଏନ୍.ଏ.): ମୟୂରଭଞ୍ଜ ଜିଲା କପ୍ତିପଦା ନେସ୍କୋ କାର୍ଯ୍ୟାଳୟର ଯନ୍ତ୍ରୀ ଇଂ. ଅଶ୍ୱନୀ କୁମାର ଦାସଅଧିକାରୀ ଶୁକ୍ରବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ତେବେ ସେ ଗାଡ଼ିଭଡା ବାବଦକୁ ବିଲ୍ ମଞ୍ଜୁର କରାଇବାକୁ ୧୩ ଶହ ଟଙ୍କା ଲାଞ୍ଚ ନେଉଥିବା ବେଳେ ବାଲେଶ୍ୱର ଭିଜିଲାନ୍ସ…
ଲକ୍ଷାଧିକ ଟଙ୍କାର ଗଞ୍ଜେଇ ଜବତ
ବାରିପଦା ଅଫିସ,୬ା୧୧-ମୟୂରଭଞ୍ଜ ଜିଲା କୁଳିଅଣା ଥାନା ଅଧୀନ ଗାଙ୍ଗରାଜ ଗ୍ରାମର ଜଣେ ବ୍ୟକ୍ତିଙ୍କ ଘରେ ଗୁରୁବାର ଅବକାରୀ ବିଭାଗ ଚଢ଼ାଉ କରି ୩୬ କେ.ଜି ଗଞ୍ଜେଇ ଜବତ କରିଛି। ଜବତ ଗଞ୍ଜେଇର ଆନୁମାନିକ ମୂଲ୍ୟ ୧ ଲକ୍ଷ ୮୦ହଜାର ଟଙ୍କା ହେବ…
ଚିକିତ୍ସା ଅବହେଳାରୁ ନାବାଳିକା ମୃତ୍ୟୁ ଅଭିଯୋଗ
ବାରିପଦା ଅଫିସ,୩ା୧୧- ମୟୂରଭଞ୍ଜ ଜିଲା ବାରିପଦାସ୍ଥିତ ପଣ୍ଡିତ ରଘୁନାଥ ମୁର୍ମୁ (ପିଆର୍ଏମ୍) ମେଡିକାଲରେ ସୋମବାର ଜଣେ ନାବାଳିକାଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା ପ୍ରକାଶ ପାଇଥିଲା। ଚିକିତ୍ସାରେ ଅବହେଳା ଯୋଗୁ ଉକ୍ତ ନାବାଳିକାଙ୍କ ମୃତ୍ୟୁ ଘଟିଥିବା ପରିବାର ଲୋକେ ଅଭିଯୋଗ କରି ମୃତଦେହ…
ଭିଡିଓ ଶୁଟିଂ ହେଲା କାଳ: ମହୁମାଛି ଆକ୍ରମଣରେ ୧ ଗୁରୁତର, ୫ ଆହତ
ବାରିପଦା ଅଫିସ,୩୦।୧୦: ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଘାଟି ଅଞ୍ଚଳକୁ ୟୁଟ୍ୟୁବ୍ ପାଇଁ ଭିଡିଓ ଶୁଟିଂ ଓ ସେଲ୍ଫି ନେବାକୁ ଯାଇଥିବା ବେଳେ ୬ ଛାତ୍ର ମହୁମାଛି ଆକ୍ରମଣର ଶିକାର ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣଙ୍କ ଅବସ୍ଥା ଗୁରୁତର ଥିବା ଜଣାପଡ଼ିଛି। ପ୍ରକାଶ…
ପୋଲିସ ମାଡ଼ରେ ଯୁବକଙ୍କ ଆଖିରୁ ବୋହିଲା ରକ୍ତ
ବାରିପଦା ଅଫିସ,୨୯। ୧୦: ପୋଲିସ ମାଡ଼ରେ ଯୁବକଙ୍କ ଆଖିରୁ ବୋହୁଛି ରକ୍ତ, ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ବାରିପଦା ସହର ୨୫ ନଂ. ଓ୍ବାର୍ଡର ରହୁଥିବା ଯୁବକ ସିପୁ ଦାସ(୨୧)ଙ୍କ ସହ । ବୁଧବାର ସକାଳ ୧୦ଟା ସମୟରେ ପାଲବଣି…
ବନ କର୍ମଚାରୀଙ୍କ ମାଡ଼ରେ ଯୁବକଙ୍କ ମୃତ୍ୟୁ ଅଭିଯୋଗ
କପ୍ତିପଦା,୨୩ା୧୦(ଡ଼ି.ଏନ.ଏ): ଶିକାରୀ ଭାବି ବନ ବିଭାଗ କର୍ମଚାରୀମାନେ ଜଣେ ଯୁବକଙ୍କୁ ମାଡ଼ ମାରି ହତ୍ୟା କରିଥିବା ଅଭିଯୋଗ ହୋଇଛି। ଏହାର ପ୍ରତିବାଦରେ ମୟୂରଭଞ୍ଜ ଜିଲା କପ୍ତିପଦା ରେଞ୍ଜ ଅଧୀନ ପୋଡ଼ାଡ଼ିହା ଫରେଷ୍ଟ କାର୍ଯ୍ୟାଳୟ ସମ୍ମୁଖରେ ମୃତଦେହ ରଖି ସ୍ଥାନୀୟ ନଛିପୁର ଗ୍ରାମବାସୀ…
ପୁଅକୁ ପଥରରେ ଛେଚି ମାରିଲେ ବାପା
ବାରିପଦା ଅଫିସ,୨୪ା୧୦: ରାଗ ସମ୍ଭାଳି ନ ପାରି ନୃଶଂସ ବାପା ପଥରରେ ଛେଚି ନିଜ ୫ବର୍ଷର ପୁଅଙ୍କୁ ହତ୍ୟା କରିଛନ୍ତି। ମୟୂରଭଞ୍ଜ ଜିଲା ବଡ଼ସାହି ଥାନା ଅଧୀନ ଯଦୁନାଥପୁର ବେଲଡୁଙ୍ଗୁରୀ ଗ୍ରାମରେ ଗୁରୁବାର ରାତିରେ ଏହି ଅଭାବନୀୟ ଘଟଣା ଘଟିଛି। ଖବରପାଇ…
ଶିକାରୀ ସନ୍ଦେହରେ ପିଟିପିଟି ହତ୍ୟା ଅଭିଯୋଗ: ବନବିଭାଗ କାର୍ଯ୍ୟାଳୟ ସମ୍ମୁଖରେ ମୃତଦେହ ରଖି ବିକ୍ଷୋଭ
କପ୍ତିପଦା,୨୩ା୧୦(ଡି.ଏନ୍.ଏ.): ମୟୂରଭଞ୍ଜ ଜିଲା କପ୍ତିପଦା ରେଞ୍ଜ ପୋଡ଼ାଡିହା ଫରେଷ୍ଟ ବିଟ୍ କାର୍ଯ୍ୟାଳୟ ସମ୍ମୁଖରେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କ ମୃତଦେହ ରଖି ବିକ୍ଷୋଭ କରାଯାଇଛି। ମୃତକ ଜଣକ ହେଲେ କପ୍ତିପଦା ଥାନା ନଛିପୁର ଗ୍ରାମର ଗଜେନ୍ଦ୍ର ନାଏକ। ସୂଚନାଯୋଗ୍ୟ, ଗତ ୯ ତାରିଖରେ…
୧୧୦୬ ସ୍କୁଲରେ ଝୁଲିବ ତାଲା
ବାରିପଦା ଅଫିସ,୨୨ା୧୦-ରାଜ୍ୟ ସରକାରଙ୍କ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଆଦିବାସୀ ଅଧ୍ୟୁଷିତ ଜିଲାମାନଙ୍କରେ ୨୦ରୁ କମ୍ ପିଲା ଥିବା ପ୍ରାଥମିକ ଓ ୨୫ରୁ କମ୍ ଛାତ୍ରୀଛାତ୍ର ଥିବା ଉଚ୍ଚ ପ୍ରାଥମିକ ସ୍କୁଲଗୁଡ଼ିକ ବନ୍ଦ କରିବା ପାଇଁ ପ୍ରସ୍ତାବ ଦିଆଯାଇଛି। ଏହା…
ହାତୀ ନେଲା ୩ ଜୀବନ
ବାରିପଦା ଅଫିସ/ ଚିତ୍ରଡା/ ଆଠମଲ୍ଲିକ, ୨୧ା୧୦(ଡି.ଏନ.ଏ.): ମୟୂରଭଞ୍ଜ ଓ ଅନୁଗୋଳ ଜିଲାରେ ମଙ୍ଗଳବାର ହାତୀ ଆକ୍ରମଣରେ ୩ଜଣଙ୍କ ଜୀବନ ଯାଇଛି। ମୟୂରଭଞ୍ଜ ରାସଗୋବିନ୍ଦପୁର ରେଞ୍ଜ ମୋରଡା ବ୍ଲକ ଅଞ୍ଚଳରେ ୨ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟଜଣଙ୍କ ଅବସ୍ଥା ଗୁରୁତର ରହିଛି। ମୃତକମାନେ…
Archives


