ମୟୂରଭଞ୍ଜ

୮ଜଙ୍ଗଲରେ ନିଆଁ

ବାରିପଦା ଅଫିସ, ୨୮।୨-ମୟୂରଭଞ୍ଜ ଜିଲାର ବିଭିନ୍ନ ଜଙ୍ଗଲରେ ଶନିବାର ନିଆଁ ଲାଗି ବ୍ୟାପକ କ୍ଷତି ହୋଇଛି। ଜଙ୍ଗଲ ସଂଲଗ୍ନ ଗ୍ରାମକୁ ନିଆଁ ବ୍ୟାପିବା ପରେ ଗ୍ରାମବାସୀ ଦମକଳ ବାହିନୀକୁ ଖବର ଦେଇଥିଲେ। ଦମକଳ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି। ମିଳିଥିବା…

ନବମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ କରି ବଳାତ୍କାର

ସାରସକଣା,୨୭।୨: ମୟୂରଭଞ୍ଜ ଜିଲା ଝାରପୋଖରିଆ ଥାନା ଅଞ୍ଚଳର ଜଣେ ନବମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ କରି ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଛାତ୍ରୀଙ୍କ ବାପାଙ୍କ ଏତଲାକୁ ଭିତ୍ତି କରି ପୋଲିସ ଏକ ମାମଲା (ନଂ.୩୬/୨୧) ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା।…

ଅଧଘଣ୍ଟାରେ ଚୋରି ହୋଇଥିବା ଶିଶୁଙ୍କୁ ଉଦ୍ଧାର କଲା ପୋଲିସ

ବାରିପଦା ଅଫିସ,୨୪ା୨: ମୟୂରଭଞ୍ଜ ଜିଲା ବାରିପଦାସ୍ଥିତ ପିଆର୍‌ଏମ୍‌ ମେଡିକାଲରୁ ବୁଧବାର ସନ୍ଧ୍ୟାରେ ନବଜାତ ଶିଶୁକୁ ଚୋରି କରିନେବା ଘଟଣାରେ ପୋଲିସ ୨ ମହିଳାଙ୍କୁ ଗିରଫ କରିଛି। ସେମାନଙ୍କଠାରୁ ଶିଶୁକୁ ଉଦ୍ଧାର କରାଯାଇଛି। ଗିରଫ ମହିଳା ଦ୍ୱୟ ହେଲେ ବାଲେଶ୍ୱର ଜିଲା ଶୋଭାରାମପୁର…

୧୮ଲକ୍ଷ ଟଙ୍କାରେ ହାତୀଦାନ୍ତ ବିକ୍ରି ପାଇଁ ହୋଇଥିଲା ଡିଲ୍‌, ଗ୍ରାହକ ସାଜି ଧରିଲେ ବନ କର୍ମଚାରୀ

ବାରିପଦା ଅଫିସ/ଉଦଳା, ୨୪ା୨: ମୟୂରଭଞ୍ଜ ଜିଲା ଉଦଳା ବନଖଣ୍ଡ ଅଧୀନ ଅଙ୍ଗାରପଦାଠାରେ ହାତୀଦାନ୍ତ କାରବାର କରୁଥିବା ୨ ବେପାରୀଙ୍କୁ ବୁଧବାର ବନ ବିଭାଗ ଗିରଫ କରିଛି। ସେମାନଙ୍କଠାରୁ ୪୫ କିଲୋ ଓଜନର ୮ ଖଣ୍ଡ ଦାନ୍ତ ଜବତ କରାଯାଇଛି। ଅଭିଯୁକ୍ତମାନେ ଏହାକୁ…

ମୃତକଙ୍କ ପରିବାରକୁ ସହାୟତା ରାଶି ପ୍ରଦାନ କଲେ ରାଜସ୍ବ ମନ୍ତ୍ରୀ

ସାରସକଣା, ୨୧।୨-ମୟୂରଭଞ୍ଜ ଜିଲା ଝାରପୋଖରିଆ ଥାନା ଅଧୀନ ମୁରୁଣିଆ ଅଞ୍ଚଳରେ ଟ୍ରାକ୍ଟର ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ୬କୁ ବୃଦ୍ଧି ପାଇଛି। କଟକ ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ନେହା ମାରାଣ୍ଡି ନାମ୍ନୀ ଜଣେ ବୃଦ୍ଧାଙ୍କ ମୃତ୍ୟୁ ଘଟିଛି। ଏପଟେ ସରକାରଙ୍କ ପକ୍ଷରୁ ରାଜସ୍ବ…

୫ବର୍ଷ ହେଲା ଚାଲିଛି ମେଗା ଜଳସେଚନ ପ୍ରକଳ୍ପ

ବାରିପଦା ଅଫିସ,୨୧।୨- ଖରିଫ ଚାଷ ପାଇଁ ସରକାରଙ୍କ ପକ୍ଷରୁ ମେଗା ଜଳସେଚନ ପ୍ରକଳ୍ପ କାର୍ଯ୍ୟକାରୀ ହୋଇଛି। ୫ବର୍ଷ ଧରି କାର୍ଯ୍ୟ ଚାଲୁଥିଲେ ମଧ୍ୟ ଠିକା କମ୍ପାନୀର ମନମୁଖି କାର୍ଯ୍ୟ ଯୋଗୁ ପ୍ରକଳ୍ପ ସମ୍ପୂର୍ଣ୍ଣ ହୋଇପାରୁନି। ସରକାରଙ୍କ ୫୧୭କୋଟି ଟଙ୍କାର ପ୍ରକଳ୍ପ କାର୍ଯ୍ୟକ୍ଷମ…

ପୁନରୁଦ୍ଧାର ନାଁରେ ବ୍ୟବସାୟ

ବାରିପଦା ଅଫିସ,୧୯ା୨-ମୟୂରଭଞ୍ଜ ଜିଲା ବେତନଟୀସ୍ଥିତ ମହାରାଜା ପୂର୍ଣ୍ଣଚନ୍ଦ୍ର ହାଇସ୍କୁଲ(ଏମ୍‌ପିସି) ପରିସରରୁ ବେଆଇନ ମାଟି ଓ ମୋରମ ଉତ୍ତୋଳନ କରାଯିବା ପ୍ରତିବାଦରେ ଅଞ୍ଚଳବାସୀ ଜିଲାପାଳଙ୍କଠାରେ ଅଭିଯୋଗ କରିଛନ୍ତି। କୌଣସି ସରକାରୀ ନିର୍ଦ୍ଦେଶ ନ ଥାଇ ଶହ ଶହ ଟ୍ରିପ ମୋରମ ଉତ୍ତୋଳନ ହେଉଛି।…

୫୦୪ ଜମାକାରୀଙ୍କୁ ଟଙ୍କା ଫେରସ୍ତ

ବାରିପଦା ଅଫିସ, ୧୮।୨-ବାରିପଦା ଅର୍ବାନ କୋ-ଅପରେଟିଭ ବ୍ୟାଙ୍କରେ ଥିବା ଜମାକାରୀଙ୍କ ଟଙ୍କା ବୁଧବାରଠାରୁ ଫେରସ୍ତ ଆରମ୍ଭ ହୋଇଛି। ବ୍ୟାଙ୍କରେ ଥିବା ଜମାକାରୀଙ୍କ ତାଲିକା ମଧ୍ୟରୁ ପ୍ରାଥମିକ ପର୍ଯ୍ୟାୟରେ ୫୦୪ ଜଣଙ୍କ ଆକାଉଣ୍ଟକୁ ମୋଟ ୯କୋଟି ୬୯ ହଜାର ୫୦୨ ଟଙ୍କା ପ୍ରଦାନ…

ଟ୍ରାକ୍ଟର ଓଲଟି ୪ ମୃତ,୨୦ରୁ ଊର୍ଦ୍ଧ୍ୱ ଆହତ

ବାରିପଦା ଅଫିସ,୧୮।୨-ମୟୂରଭଞ୍ଜ ଜିଲା ଝାରପୋଖରିଆ ଥାନା ଅଧୀନ ମୁରୁଣିଆ ଠାରେ ଏକ ଟ୍ରାକ୍ଟର ଓଲଟି ୪ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨୦ରୁ ଅଧିକ ଆହତ ହୋଇଛନ୍ତି। ଆହତମାନଙ୍କୁ ଚିକିତ୍ସା ଲାଗି ଶୀର୍ଷା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସୂଚନା ଅନୁଯାୟୀ, ବୁଧବାର ରାତି…

ଅର୍ବାନ ବ୍ୟାଙ୍କ ଜମାକାରୀ ଫେରିପାଇବେ ଟଙ୍କା

ବାରିପଦା ଅଫିସ, ୧୬ା୨- ବାରିପଦା ଅର୍ବାନ ବ୍ୟାଙ୍କର ଜମାକାରୀ ସେମାନଙ୍କ ଟଙ୍କା ଫେରିପାଇବେ। ରେଜିଷ୍ଟ୍ରାର ଅଫ୍‌ କୋ-ଅପରେଟିଭ୍‌ ସୋସାଇଟି (ଆରସିଏସ୍‌)ଙ୍କ କାର୍ଯ୍ୟାଳୟ ପତ୍ର ସଂଖ୍ୟା ୨୭୨୧ ତା୧୫ା୨ା୨୧ରେ ବାରିପଦା ଡ଼ିଭିଜନ ଡ଼େପୁଟି ରେଜିଷ୍ଟ୍ରାର ଅଫ୍‌ କୋ-ଅପରେଟିଭ୍‌ ସୋସାଇଟ୍‌ (ଡିିଆର୍‌ସିଏସ୍‌)ଙ୍କୁ ଟଙ୍କା ଫେରସ୍ତ…

ସ୍ତ୍ରୀଙ୍କୁୁ ପିଟିପିଟି ହତ୍ୟା କଲେ ସ୍ବାମୀ

ଚିତ୍ରଡା,୧୬।୨(ଡି.ଏନ.ଏ):ପାରିବାରିକ କଳହରୁ ଜଘନ୍ୟ ହତ୍ୟାକାଣ୍ଡ। ନିଜ ସ୍ତ୍ରୀକୁ କାଠ ଫାଳିଆରେ ପିଟିପିଟି ହତ୍ୟା କରିଛନ୍ତି ମଦ୍ୟପ ସ୍ବାମୀ। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ମୟୁରଭଞ୍ଜ ଜିଲା ମୋରଡ଼ା ଥାନା ଅନ୍ତର୍ଗତ ଗଡିଗାଁ ହାଣ୍ଡିଭଙ୍ଗା ଗ୍ରାମରେ। ସୂଚନା ଅନୁଯାୟୀ, ସୋମବାର କୌଣସି…

ଯୁବତୀଙ୍କ ସହ ଶାରୀରିକ ସମ୍ପର୍କ ରଖିଥିଲେ ଯୁବକ

ବାରିପଦା ଅଫିସ,୧୪।୨: ମୟୂରଭଞ୍ଜ ଜିଲା ବାରିପଦା ସଦର ଥାନା ଅଞ୍ଚଳର ଜନୈକା ଯୁବତୀଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିଥିବା ଅଭିଯୋଗରେ ପୋଲିସ ଜଣେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ ଯୁବକ ଜଣକ ହେଲେ ଦୀନକୃଷ୍ଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?