ମୟୂରଭଞ୍ଜ

ଗୋପବନ୍ଧୁ ଭବନକୁ ଐତିହ୍ୟ ମାନ୍ୟତା ଦାବିରେ କଂଗ୍ରେସର ରାଲି

ବାରିପଦା ଅଫିସ,୧୦ା୨: ବାରିପଦାରେ ଥିବା ଉତ୍କଳମଣି ଗୋପବନ୍ଧୁଙ୍କ ଭବନକୁ ଐତିହ୍ୟ ସ୍ଥଳର ମାନ୍ୟତା, ସଂଗ୍ରହାଳୟ ପ୍ରତିଷ୍ଠା ଓ ପାଠାଗାରର ପୁନରୁଦ୍ଧାର ନିମନ୍ତେ ମୟୂରଭଞ୍ଜ ଜିଲା କଂଗ୍ରେସ ପକ୍ଷରୁ ଏକ ରାଲି ବୁଧବାର ଅନୁଷ୍ଠିତ ହୋଇଯାଇଛି। ଜିଲା ସଭାପତି ହେମନ୍ତ ଦାସଙ୍କ ନେତୃତ୍ୱରେ…

ବୁଲା କୁକୁର ମୁହଁରୁ ହରିଣ ଉଦ୍ଧାର

ବାରିପଦା ଅଫିସ,୧୦।୨: ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟରୁ ବାଟବଣା ହୋଇ ବାରିପଦା ସହରରେ ଘୂରି ବୁଲୁଥିବା ଏକ ହରିଣକୁ ବୁଧବାର ସକାଳେ ବନବିଭାଗ ଉଦ୍ଧାର କରିଛି। ବାରିପଦା ମୁର୍ଗାବାଡ଼ିସ୍ଥିତ ୨୧ ନଂ ଓ୍ବାର୍ଡର ବ୍ୟୋମକେଶ ପାଣିଗ୍ରାହୀଙ୍କ ଘରବାଡ଼ିରେ ଆଶ୍ରୟ ନେଇଥିବା ହରିଣଟିକୁ…

ଖବରଦାତାଙ୍କୁ ବଳପୂର୍ବକ ଉଠାଇ ନେବା ପ୍ରତିବାଦରେ ବିକ୍ଷୋଭ

ବାରିପଦା ଅଫିସ,୧୦।୨: ମୟୂରଭଞ୍ଜ ଜିଲାରେ କାର୍ଯ୍ୟରତ ଖବରଦାତାମାନେ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବୁଧବାର ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଅନଶନରତ ଖବରଦାତାକୁ ବଳପୂର୍ବକ ଉଠାଇ ନେବା ଘଟଣାକୁ ପ୍ରତିବାଦ କରି ଖବରଦାତାମାନେ ଅସନ୍ତୋଷ ପ୍ରକାଶ କଚନା କରିଥିଲେ। ଗଣମାଧ୍ୟମ ପ୍ରତିନିଧିଙ୍କ ସହିତ ଆଲୋଚନା…

ପୋତି ହୋଇପଡ଼ୁଛି ଡେଳିଙ୍ଗିବନ୍ଧ

ବାରିପଦା ଅଫିସ,୮ା୨- ମୟୂରଭଞ୍ଜ ଜିଲା ଖୁଣ୍ଟା ବ୍ଲକ ଅଧୀନ ଶିଳଘାଟୀ ପଞ୍ଚାୟତରେ ଥିବା ଡେଳିଙ୍ଗି ବନ୍ଧ ଜରାଜୀର୍ଣ୍ଣ ଅବସ୍ଥାରେ ପଡ଼ିଛି। ସ୍ବାଧୀନତା ପୂର୍ବରୁ ରାଜାରାଜୁଡ଼ା ଅମଳରେ ପ୍ରଜାମଣ୍ଡଳ ଦ୍ୱାରା ଏହା ନିର୍ମାଣ କରାଯାଇଥିଲା। ମରୁଡ଼ି ଦାଉରୁ ରକ୍ଷା ପାଇବା ପାଇଁ ଚାଷୀମାନେ…

କୋଭିଡ ଟିକା ନେଲେ ମୟୂରଭଞ୍ଜ ଜିଲାପାଳ

ବାରିପଦା ଅଫିସ,୬।୨: ମୟୂରଭଞ୍ଜ ଜିଲାରେ କୋଭିଡ-୧୯ର ଦ୍ବିତୀୟ ପଯ୍ୟାୟ ଟିକାକରଣ ‘ମୋ ଟିକା ମୋ ସୁରକ୍ଷା’ କାର୍ଯ୍ୟକ୍ରମ ଜିଲାପାଳଙ୍କ କାର୍ଯାଳୟ ପରିସରରେ ଶନିବାର ଅନୁଷ୍ଠିତ ହୋଇଛି । ଜିଲାପାଳ ବିନୀତ ଭରଦ୍ବାଜ ଏହାର ଶୁଭ ଉଦଘାଟନ କରିଥିବା ବେଳେ ଏସ୍‌ପି ସ୍ମିଥ…

ମୌଳିକ ସୁବିଧା ଦାବିରେ ଅନଶନ

ସାରସକଣା,୬ା୨- ମୟୂରଭଞ୍ଜ ଜିଲା ଝାରପୋଖରିଆ ସ୍ଥିତ ବସ୍‌ଷ୍ଟାଣ୍ଡଠାରେ ଜନସାଧାରଣଙ୍କୁ ମୌଳିକ ସୁବିଧା ଯୋଗାଇ ଦେବା ଦାବିରେ ସ୍ଥାନୀୟ ଅଞ୍ଚଳର କ୍ଷୀରୋଦ ଚନ୍ଦ୍ର ଦାସ ଆମରଣ ଅନଶନରେ ବସିଛନ୍ତି। ବସ୍‌ଷ୍ଟାଣ୍ଡରେ ଯାତ୍ରୀ ପ୍ରତୀକ୍ଷାଳୟ, ଶୌଚାଳୟ, ପାନୀୟ ଜଳ ଓ ଆଲୋକ ବ୍ୟବସ୍ଥା ପାଇଁ…

ଭିଜିଲାନ୍ସ ଜାଲରେ ସିଆର୍‌ସିସିି

ବାରିପଦା ଅଫିସ/ ଠାକୁରମୁଣ୍ଡା(ଡି.ଏନ୍‌.ଏ.),୨।୨: ଦରମା ବିଲ୍‌ କରାଇ ଦେବାକୁ ଜଣେ ଶିକ୍ଷକଙ୍କଠାରୁ ୩ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ମୟୂରଭଞ୍ଜ ଜିଲା ରରୁଆଁ ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ ସିଆରସିସି ମଧୁସୂଦନ ନାଏକ ସୋମବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି।…

ପୋଲ ନିର୍ମାଣ ବେଳେ ଶ୍ରମିକଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା

ବାରିପଦା ଅଫିସ,୨୮ା୧: ମୟୂରଭଞ୍ଜ ଜିଲା ବେତନଟୀ ଥାନା ଅଧୀନ ଉରା-ଚନ୍ଦାବିଲାଠାରେ ନିର୍ମାଣାଧିନ ପୋଲରେ କାର୍ଯ୍ୟରତ ଜଣେ ଶ୍ରମିକଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା ପ୍ରକାଶ ପାଇଛି। ମୃତକ ହେଲେ ରାସଗୋବିନ୍ଦପୁର ଥାନା ଅଧୀନ ଧାନଶୋଳ ଗ୍ରାମର ଦୀପକ ସିଂ (୩୨)। ତାଙ୍କ ପରିବାରକୁ…

ସ୍ତ୍ରୀ ହତ୍ୟାକାରୀଙ୍କୁ ୭ବର୍ଷ ସଶ୍ରମ କାରାଦଣ୍ଡ

ବାରିପଦା ଅଫିସ,୨୮ା୧: ମୟୂରଭଞ୍ଜ ଜିଲା ଅତିରିକ୍ତ ଜିଲା ଓ ଦୌରା ଜଜଙ୍କ କୋର୍ଟରେ ବୁଧବାର ଏକ ଯୌତୁକ ଜନିତ ସ୍ତ୍ରୀ ହତ୍ୟା ମାମଲାର ରାୟ ପ୍ରକାଶ ପାଇଛି। ଅତିରିକ୍ତ ଜିଲା ଓ ଦୌରାଜଜ(୧) ପ୍ରବୀର କୁମାର ଚୌଧୁରୀ ଏହାର ବିଚାର କରି…

ଭାଇଚାରାର ପରମ୍ପରା ‘ଜୁଗିନୀଗିଡି’

ବାରିପଦା ଅଫିସ,୨୬।୧-ଭାରତୀୟ ସଂସ୍କୃତିର ଆଦି ନିର୍ମାତା ଭାବେ ଆଦିବାସୀମାନେ ନିଜ ସଂସ୍କୃତି ଓ ପରମ୍ପରାକୁ ଜାବୁଡ଼ି ଧରିଥାନ୍ତି। ଏହାମଧ୍ୟରେ ‘ଜୁଗିନୀଗିଡି’ ହେଉଛି ସେମାନଙ୍କର ଅନନ୍ୟ ଏକ ପରମ୍ପରା। ଏହି ପରମ୍ପରାରେ ରହିଛି ଭାଇଚାରା, ସ୍ବଚ୍ଛତା, ସାମାଜିକ ଚଳଣୀ ଓ ପରିବେଶ ସୁରକ୍ଷାର…

ମହିଳାଙ୍କ ଅଜାଣତରେ ଫଟୋ ଉଠାଇ ଛେଚା ଖାଇଲେ ଯୁବକ

ଉଦଳା,୨୪।୧(ଡି.ଏନ.ଏ.): ଜନୈକା ମହିଳାଙ୍କ ଅଜାଣତରେ ତାଙ୍କ ଫଟୋ ଉଠାଇବା ଜଣେ ଯୁବକଙ୍କ ପାଇଁ ମହଙ୍ଗା ପଡ଼ିଛି। ଧରାପଡ଼ିବା ପରେ ଯିଏ ଯେମିତି ପାରିଲା ବାଡ଼େଇ ଚାଲିଲା। ନିସ୍ତୁକ ମାଡ଼ ମାରିସାରିବା ପରେ ଲୋକେ ତାଙ୍କୁ ପୋଲିସ ଜିମା ଦେଇଥିଲେ। ପରେ ଆପୋଷ…

ସୋସିଆଲ ମିଡିଆରୁ ସ୍ବାବଲମ୍ବୀ

ବାରିପଦା ଅଫିସ, ୨୪ା୧-ଆତ୍ମବିଶ୍ୱାସ, ଆନ୍ତରିକତା ଓ କଠିନ ପରିଶ୍ରମ ମାଧ୍ୟମରେ ସ୍ବାବଲମ୍ବୀ ହୋଇପାରଛନ୍ତି ଜଣେ ମହିଳା। ସୋସିଆଲ ମିଡିଆରେ ମନ ପସନ୍ଦର ସାମଗ୍ରୀକୁ ଉପସ୍ଥାପନା କରି ସେ ବେଶ୍‌ ରୋଜଗାରକ୍ଷମ ହୋଇପାରିଛନ୍ତି। ଏହା ଦ୍ୱାରା ସେ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?