ଭାରତ-ଚାଇନା ସଂଘର୍ଷରେ ଶହୀଦ ହୋଇଛନ୍ତି ରାଇରଙ୍ଗପୁରର ଯବାନ ନନ୍ଦୁରାମ, ଗ୍ରାମରେ ଶୋକର ଛାୟା
ରାଇରଙ୍ଗପୁର,୧୭।୬(ଡି.ଏନ୍.ଏ.): ଗଲଓ୍ବାନ୍ ଉପତ୍ୟକାରେ ସୋମବାର ଭାରତ ଓ ଚାଇନା ସେନା ମଧ୍ୟରେ ହୋଇଥିବା ରକ୍ତାକ୍ତ ସଂଘର୍ଷରେ ଭାରତର ୨୦ ଯବାନ ଶହୀଦ ହୋଇଛନ୍ତି। ସେଥିରେ ୨ଜଣ ଓଡ଼ିଆ ଯବାନ ଥିବା ଜଣାପଡ଼ିଛି। ସେମାନେ ହେଲେ କନ୍ଧମାଳ ଜିଲା ରାଇକିଆ ବ୍ଲକ ବିୟରପାଙ୍ଗା…
ଏମ୍ଜିଏନ୍ଆର୍ଇଜିଏସ୍ ପ୍ରାପ୍ୟ ଦାବିରେ ବ୍ଲକ ଘେରାଉ
ବାରିପଦା ଅଫିସ,୧୭ା୬- ମହାତ୍ମାଗାନ୍ଧୀ ଜାତୀୟ ଗ୍ରାମୀଣ କର୍ମନିଶ୍ଚିତ ନିଯୁକ୍ତି ଯୋଜନା (ଏମ୍ଜିଏନ୍ଆର୍ଇଜିଏସ୍)ରେ କାର୍ଯ୍ୟ କରିଥିବା ବେଳେ ମାସରୁ ଉର୍ଦ୍ଧ୍ୱ ଦିନ ହେଲାଣି ଶ୍ରମିକମାନଙ୍କୁ ଟଙ୍କା ମିଳିନାହିଁ। ସେମାନଙ୍କ ପ୍ରାପ୍ୟ ପାଇଁ ଶ୍ରମିକମାନେ ପଞ୍ଚାୟତ ନିର୍ବାହୀ ଅଧିକାରୀ (ପିଇଓ)ଙ୍କଠାରୁ ଆରମ୍ଭ କରି ସରପଞ୍ଚଙ୍କୁ…
ଗୋରୁ ବୋଝେଇ ଗାଡ଼ି ଜବତ
ରାଇରଙ୍ଗପୁର,୧୭।୬(ଡି.ଏନ୍.ଏ.)- ମୟୂରଭଞ୍ଜ ଜିଲା ବିଶୋଇ ନିକଟସ୍ଥ ୪୯ନଂ. ଜାତୀୟ ରାଜପଥର ବାଇପାସ୍ ଛକରେ ସୋମବାର ରାତିରେ ପୋଲିସ ଏକ ଗୋରୁ ବୋଝେଇ ଗାଡ଼ି ଜବତ କରିଛି। ଏହି ଘଟଣାରେ ୨ ଜଣ ଗିରଫ ହୋଇଥିତ୍ବା ବିଶୋଇ ଥାନା ଅଧିକାରୀ ଫଣିଭୂଷଣ ନାୟକ…
ସଙ୍ଗରୋଧ କେନ୍ଦ୍ରରେ ଟିକଟିକ୍, ପ୍ରଶାସନ ପାଖରେ ଖବର ନାହିଁ
ବାରିପଦା ଅଫିସ,୧୭ା୬- ପ୍ରଶାସନ ପକ୍ଷରୁ ହୋଇଥିବା ଅସ୍ଥାୟୀ ସଙ୍ଗରୋଧ କେନ୍ଦ୍ରରେ ଜଣେ ଯୁବକ କିଛି ଦିନ ହେଲାଣି ଟିକଟିକ୍ ଭିଡ଼ିଓ ପ୍ରସ୍ତୁତ କରିବାରେ ଲାଗିଛନ୍ତି। ଦୁଇଦିନ ତଳେ ସେ କରିଥିବା ଏକ ଭିଡ଼ିଓ ଏବେ ସୋସିଆଲ ମିଡ଼ିଆରେ ଭାଇରାଲ ହେବା ପରେ…
ସଙ୍ଗରୋଧ କେନ୍ଦ୍ରରେ ଯୁବତୀଙ୍କ ଅଶ୍ଳୀଳ ଫଟୋ ଉଠାଇ ବ୍ଲାକମେଲିଂ: ଅଭିଯୁକ୍ତ ଗିରଫ
ରାଇରଙ୍ଗପୁର,୧୭।୬(ଡି.ଏନ୍.ଏ.)-ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଗ୍ରାମାଞ୍ଚଳ ଥାନା ଅଧୀନ ଏକ ସଙ୍ଗରୋଧ କେନ୍ଦ୍ରରେ ରହୁଥିତ୍ବା ଜଣେ ଯୁବତୀଙ୍କ ଅଶ୍ଳୀଳ ଫଟୋ ଉଠାଇ ବ୍ଲାକମେଲିଂ କରିବା ଅଭିଯୋଗରେ ପୋଲିସ ଜଣେ ଯୁବକଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ଏନେଇ(ନଂ.୭୨/୨୦୨୦)ରେ ମାମଲା ରୁଜୁ ହୋଇଛି। ପୋଲିସ…
‘ବନ୍ଦେ ଉକତ୍ଳ ଜନନୀ’ ସଙ୍ଗୀତ ପ୍ରତିଯୋଗିତା
ବାଙ୍ଗିରିପୋଷି,୧୬ା୬(ଡି.ଏନ୍.ଏ.)- ‘ଗାଁକୁ ଫେରିଚାଲ’ ସାମାଜିକ ଅନୁଷ୍ଠାନ ପକ୍ଷରୁ ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ବ୍ଲକ ଅଧୀନ ନିଶ୍ଚିନ୍ତା ପଞ୍ଚାୟତର ହେମଚନ୍ଦ୍ରପୁର (ଶୁଣ୍ଡିସାହି) ଗ୍ରାମରେ ବନ୍ଦେ ଉକତ୍ଳ ଜନନୀ ପ୍ରାଦେଶିକ ସଙ୍ଗୀତ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ସଂଗଠକ ନବ କୁମାର ମାଇତିଙ୍କ ପ୍ରଚେଷ୍ଠାରେ ଅନୁଷ୍ଠିତ…
ରାଜସ୍ବ ନିରୀକ୍ଷକଙ୍କୁ ଆକ୍ରମଣ, ଥାନାରେ ମାମଲା
ବାରିପଦା ଅଫିସ,୧୬ା୬- ମୟୂରଭଞ୍ଜ ଜିଲା ବାରିପଦା ତହସିଲ ଅଧୀନ ଆରଆଇ-୩ର ରାଜସ୍ବ ନିରୀକ୍ଷକ ତନ୍ମୟ ରଞ୍ଜନ ସାହୁଙ୍କୁ ଆକ୍ରମଣ କରାଯାଇଥିତ୍ବା ନେଇ ସୋମବାର ଟାଉନ ଥାନାରେ ଅଭିଯୋଗ ହୋଇଛି। ପୋଲିସ ସୂଚନା ଅନୁଯାୟୀ, ରବିବାର ଅପରାହ୍ନରେ ରାଜସ୍ବ ନିରୀକ୍ଷକ ସାହୁ ଦେବେନ୍ଦ୍ରପୁରଠାରେ…
ବଜ୍ରପାତରେ ସ୍ବାମୀ ମୃତ, ସ୍ତ୍ରୀ ଗୁରୁତର
ବାରିପଦା ଅଫିସ/ରାଇରଙ୍ଗପୁର,୧୬ା୬(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ବାଦାମପାହାଡ଼ ଥାନା ଅନ୍ତର୍ଗତ ପଢିଆ ଗ୍ରାମ ନିକଟରେ ସୋମବାର ବଜ୍ରପାତରେ ସ୍ବାମୀଙ୍କ ମୃତ୍ୟୁ ଘଟିଥିବା ବେଳେ ସ୍ତ୍ରୀ ଗୁରୁତର ଆହତ ହୋଇଛନ୍ତି। ମୃତକ ହେଲେ ଝାରପୋଖରିଆ ଥାନା ଅଧୀନ ପାନ୍ଧଡା ଗ୍ରାମର ଅଜୟ କୁମାର ଗୋଚ୍ଛାୟତ।…
ପ୍ରେମୀ ଯୁଗଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ବହଳଦା,୧୫।୬((ଡି.ଏନ୍.ଏ): ରଜ ନେଇ ସମସ୍ତେ ବ୍ୟସ୍ତ ଥିବାବେଳେ ମୟୂରଭଞ୍ଜ ଜିଲା ସୀମାନ୍ତ ତିରିଙ୍ଗ ଥାନା ଅନ୍ତର୍ଗତ ଗୀତିଲତା ଗାଁ ମୁଣ୍ଡ ଏକ ଗଛରୁ ପୋଲିସ ସୋମବାର ପ୍ରେମୀ ଯୁଗଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରିଛି। ମୃତକଦ୍ୱୟ ରାମେଶ୍ବର ପାତ୍ର (୨୪) ଓ…
ଡାହାଣୀ ସନ୍ଦେହରେ ମହିଳାଙ୍କୁ ହତ୍ୟା: କଟାମୁଣ୍ଡ ଧରି ଥାନାରେ ଆତ୍ମସମର୍ପଣ କଲେ ଅଭିଯୁକ୍ତ
ବାରିପଦା ଅଫିସ, ୧୫।୬: ମୟୂରଭଞ୍ଜ ଜିଲା ଖୁଣ୍ଟା ଥାନା କରକଚିଆ ଗ୍ରାମରେ ସୋମବାର ଡହାଣୀ ସନ୍ଦେହରେ ଜଣେ ମହିଳାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରାଯାଇଛି। ହତ୍ୟା ପରେ ଅଭିଯୁକ୍ତ କଟା ମୁଣ୍ଡଧରି ଥାନାରେ ଆତ୍ମସମର୍ପଣ କରିଛନ୍ତି। ଅଭିଯୁକ୍ତ ହେଲେ ବୁଧୀରାମ ସିଂ।…
ବିନା ଡାକ୍ତରରେ ଡାକ୍ତରଖାନା
ଚିତ୍ରଡ଼ା,୧୫ା୬(ଡି.ଏନ୍.ଏ.)- ସ୍ବାସ୍ଥ୍ୟ ସେବାକୁ ‘ମୋ ସରକାର’ ଯୋଜନାରେ ସାମିଲ କରି ଲୋକଙ୍କୁ ଉତ୍ତମ ସ୍ବାସ୍ଥ୍ୟସୁବିଧା ଯୋଗାଇ ଦେବାକୁ ରାଜ୍ୟ ସରକାର ଲକ୍ଷ୍ୟ ରଖିଥିବା ବେଳେ ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚିତ୍ରଡ଼ା ଏବଂ ସାନ ମୁଁଢାବଣୀ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ରୋଗୀ…
ଭାଜପାରେ ମିଶିବା ପ୍ରଚାରକୁ ଜାମଦା ବ୍ଳକ ଉପାଧ୍ୟକ୍ଷଙ୍କ ଖଣ୍ଡନ
ବାରିପଦା ଅଫିସ, ୧୩ା୬-ମୟୂରଭଞ୍ଜ ଜିଲା ଜାମଦା ବ୍ଲକ ଉପାଧ୍ୟକ୍ଷ ସାଗରାମ ମୁର୍ମୁ ଭାଜପାରେ ମିଶିବା ନେଇ ଚର୍ଚ୍ଚା ଜୋର ଧରିଥିଲା। ଏହାକୁ ସାଗରାମ ମୁର୍ମୁ ଖଣ୍ଡନ କରିଛନ୍ତି। ସେ ବିଧାୟକଙ୍କୁ ଭେଟିବାକୁ ଯାଇଥିବା ବେଳେ ଭାଜପା ଏହାକୁ ମିଶିବା ଘଟଣା କହି…
Archives


