ମୟୂରଭଞ୍ଜ

ଅଦିନିଆ ବର୍ଷା ଉଜାଡ଼ିଲା ଫସଲ

ବାଙ୍ଗିରିପୋଷି,୨୨।୧୧(ଡି.ଏନ.ଏ.)- ଅଦିନିଆ ବର୍ଷାରେ ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ବ୍ଲକ ଅଞ୍ଚଳରେ ଫସଲ ଉଜୁଡ଼ି ଯାଇଛି। ଶୁକ୍ରବାର ଅପରାହ୍ନରେ ଓ ଶନିବାର ସକାଳେ ବର୍ଷା ଲାଗି ରହିଥିଲା। ବର୍ଷାରେ ଜମିରେ ପାଚିଲା ଧାନ ଭିଜୁଥିବା ବେଳେ ହେକ୍ଟର ହେକ୍ଟର ଜମିରେ ରବି ଫସଲ…

ସ୍ତ୍ରୀଙ୍କୁ କୁରାଢ଼ୀରେ ଛେଚି ହତ୍ୟା କଲେ ସ୍ବାମୀ

ବାରିପଦା ଅଫିସ,୨୦।୧୧: ମୟୂରଭଞ୍ଜ ଜିଲା ମୋରଡ଼ା ଥାନା ମାଳିହତା ଗ୍ରାମରେ ଗୁରୁବାର ବିଳମ୍ବିତ ରାତିରେ ଏକ ହତ୍ୟାକାଣ୍ଡ ଘଟିଛି। ଗ୍ରାମର ଶିବପ୍ରସାଦ ମହାନ୍ତ ସ୍ତ୍ରୀ ପାର୍ବତୀ ମହାନ୍ତଙ୍କୁ କୁରାଢୀରେ ଛେଚି ଅତି ନୃଶଂସଭାବେ ହତ୍ୟା କରିଛନ୍ତି। ପ୍ରକାଶ ଯେ, ପାରିବାରିକ କଳହ…

୨ ବାଇକ୍‌ ମୁହାଁମୁହିଁ, ଚାଲିଗଲା ଜଣଙ୍କ ଜୀବନ

ବାରିପଦା ଅଫିସ,୧୯ା୧୧: ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଧୀନ ବୈଶିଙ୍ଗା-ଉଦଳା ରାସ୍ତାର ଉତ୍ତରପାଳ ଛକ ନିକଟରେ ବୁଧବାର ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା ହେବାରୁ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଦୁଇଜଣ ଗୁରୁତର ହୋଇଛନ୍ତି। ମୃତକ ହେଲେ ଖୁଣ୍ଟା ଥାନା…

ବଜାର ବୁଲାଇ ନେବା ବାହାନାରେ ଶିଶୁକନ୍ୟାଙ୍କୁ ବଳାତ୍କାର: ଅଭିଯୁକ୍ତ ଗିରଫ

ବାରିପଦା,୧୫ା୧୧-ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ଥାନା ଅଞ୍ଚଳରେ ଜଣେ ୪ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର ପରେ ନିର୍ମମ ହତ୍ୟା ଘଟଣା ଲୋକଙ୍କ ମନରୁ ନ ଲିଭୁଣୁ ମୟୂରଭଞ୍ଜ ଜିଲା ବାରିପଦା ଟାଉନ ଥାନା ଅଞ୍ଚଳରେ ଶନିବାର ପୁଣି ଏକ ଲଜ୍ଜାଜନକ ଘଟିଛି। ସନ୍ଧ୍ୟାରେ ସମସ୍ତେ…

ଭିଜିଲାନ୍ସ ଜାଲରେ କପ୍ତିପଦା ନେସ୍କୋ କାର୍ଯ୍ୟାଳୟର ଯନ୍ତ୍ରୀ

କପ୍ତିପଦା,୧୩।୧୧(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା କପ୍ତିପଦା ନେସ୍କୋ କାର୍ଯ୍ୟାଳୟର ଯନ୍ତ୍ରୀ ଇଂ. ଅଶ୍ୱନୀ କୁମାର ଦାସଅଧିକାରୀ ଶୁକ୍ରବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ତେବେ ସେ ଗାଡ଼ିଭଡା ବାବଦକୁ ବିଲ୍‌ ମଞ୍ଜୁର କରାଇବାକୁ ୧୩ ଶହ ଟଙ୍କା ଲାଞ୍ଚ ନେଉଥିବା ବେଳେ ବାଲେଶ୍ୱର ଭିଜିଲାନ୍ସ…

ଲକ୍ଷାଧିକ ଟଙ୍କାର ଗଞ୍ଜେଇ ଜବତ

ବାରିପଦା ଅଫିସ,୬ା୧୧-ମୟୂରଭଞ୍ଜ ଜିଲା କୁଳିଅଣା ଥାନା ଅଧୀନ ଗାଙ୍ଗରାଜ ଗ୍ରାମର ଜଣେ ବ୍ୟକ୍ତିଙ୍କ ଘରେ ଗୁରୁବାର ଅବକାରୀ ବିଭାଗ ଚଢ଼ାଉ କରି ୩୬ କେ.ଜି ଗଞ୍ଜେଇ ଜବତ କରିଛି। ଜବତ ଗଞ୍ଜେଇର ଆନୁମାନିକ ମୂଲ୍ୟ ୧ ଲକ୍ଷ ୮୦ହଜାର ଟଙ୍କା ହେବ…

ଚିକିତ୍ସା ଅବହେଳାରୁ ନାବାଳିକା ମୃତ୍ୟୁ ଅଭିଯୋଗ

ବାରିପଦା ଅଫିସ,୩ା୧୧- ମୟୂରଭଞ୍ଜ ଜିଲା ବାରିପଦାସ୍ଥିତ ପଣ୍ଡିତ ରଘୁନାଥ ମୁର୍ମୁ (ପିଆର୍‌ଏମ୍‌) ମେଡିକାଲରେ ସୋମବାର ଜଣେ ନାବାଳିକାଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା ପ୍ରକାଶ ପାଇଥିଲା। ଚିକିତ୍ସାରେ ଅବହେଳା ଯୋଗୁ ଉକ୍ତ ନାବାଳିକାଙ୍କ ମୃତ୍ୟୁ ଘଟିଥିବା ପରିବାର ଲୋକେ ଅଭିଯୋଗ କରି ମୃତଦେହ…

ଭିଡିଓ ଶୁଟିଂ ହେଲା କାଳ: ମହୁମାଛି ଆକ୍ରମଣରେ ୧ ଗୁରୁତର, ୫ ଆହତ

ବାରିପଦା ଅଫିସ,୩୦।୧୦: ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଘାଟି ଅଞ୍ଚଳକୁ ୟୁଟ୍ୟୁବ୍‌ ପାଇଁ ଭିଡିଓ ଶୁଟିଂ ଓ ସେଲ୍‌ଫି ନେବାକୁ ଯାଇଥିବା ବେଳେ ୬ ଛାତ୍ର ମହୁମାଛି ଆକ୍ରମଣର ଶିକାର ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣଙ୍କ ଅବସ୍ଥା ଗୁରୁତର ଥିବା ଜଣାପଡ଼ିଛି। ପ୍ରକାଶ…

ପୋଲିସ ମାଡ଼ରେ ଯୁବକଙ୍କ ଆଖିରୁ ବୋହିଲା ରକ୍ତ

ବାରିପଦା ଅଫିସ,୨୯। ୧୦: ପୋଲିସ ମାଡ଼ରେ ଯୁବକଙ୍କ ଆଖିରୁ ବୋହୁଛି ରକ୍ତ, ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ବାରିପଦା ସହର ୨୫ ନଂ. ଓ୍ବାର୍ଡର ରହୁଥିବା ଯୁବକ ସିପୁ ଦାସ(୨୧)ଙ୍କ ସହ । ବୁଧବାର ସକାଳ ୧୦ଟା ସମୟରେ ପାଲବଣି…

ବନ କର୍ମଚାରୀଙ୍କ ମାଡ଼ରେ ଯୁବକଙ୍କ ମୃତ୍ୟୁ ଅଭିଯୋଗ

କପ୍ତିପଦା,୨୩ା୧୦(ଡ଼ି.ଏନ.ଏ): ଶିକାରୀ ଭାବି ବନ ବିଭାଗ କର୍ମଚାରୀମାନେ ଜଣେ ଯୁବକଙ୍କୁ ମାଡ଼ ମାରି ହତ୍ୟା କରିଥିବା ଅଭିଯୋଗ ହୋଇଛି। ଏହାର ପ୍ରତିବାଦରେ ମୟୂରଭଞ୍ଜ ଜିଲା କପ୍ତିପଦା ରେଞ୍ଜ ଅଧୀନ ପୋଡ଼ାଡ଼ିହା ଫରେଷ୍ଟ କାର୍ଯ୍ୟାଳୟ ସମ୍ମୁଖରେ ମୃତଦେହ ରଖି ସ୍ଥାନୀୟ ନଛିପୁର ଗ୍ରାମବାସୀ…

ପୁଅକୁ ପଥରରେ ଛେଚି ମାରିଲେ ବାପା

ବାରିପଦା ଅଫିସ,୨୪ା୧୦: ରାଗ ସମ୍ଭାଳି ନ ପାରି ନୃଶଂସ ବାପା ପଥରରେ ଛେଚି ନିଜ ୫ବର୍ଷର ପୁଅଙ୍କୁ ହତ୍ୟା କରିଛନ୍ତି। ମୟୂରଭଞ୍ଜ ଜିଲା ବଡ଼ସାହି ଥାନା ଅଧୀନ ଯଦୁନାଥପୁର ବେଲଡୁଙ୍ଗୁରୀ ଗ୍ରାମରେ ଗୁରୁବାର ରାତିରେ ଏହି ଅଭାବନୀୟ ଘଟଣା ଘଟିଛି। ଖବରପାଇ…

ଶିକାରୀ ସନ୍ଦେହରେ ପିଟିପିଟି ହତ୍ୟା ଅଭିଯୋଗ: ବନବିଭାଗ କାର୍ଯ୍ୟାଳୟ ସମ୍ମୁଖରେ ମୃତଦେହ ରଖି ବିକ୍ଷୋଭ

କପ୍ତିପଦା,୨୩ା୧୦(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା କପ୍ତିପଦା ରେଞ୍ଜ ପୋଡ଼ାଡିହା ଫରେଷ୍ଟ ବିଟ୍‌ କାର୍ଯ୍ୟାଳୟ ସମ୍ମୁଖରେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କ ମୃତଦେହ ରଖି ବିକ୍ଷୋଭ କରାଯାଇଛି। ମୃତକ ଜଣକ ହେଲେ କପ୍ତିପଦା ଥାନା ନଛିପୁର ଗ୍ରାମର ଗଜେନ୍ଦ୍ର ନାଏକ। ସୂଚନାଯୋଗ୍ୟ, ଗତ ୯ ତାରିଖରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?