ମୟୂରଭଞ୍ଜ

ଶିମିଳିପାଳରେ ତାପମାତ୍ରା ‘ଶୂନ’

ବାରିପଦା,୭ା୧: ମୟୂରଭଞ୍ଜ ଜିଲା ଶିମିଳିପାଳରେ ତାପମାତ୍ରା ‘ଶୂନ’ ହୋଇଥିବା ରେକର୍ଡ କରାଯାଇଛି। ଉପରବାରକାମୁଡ଼ାରେ ‘ଶୂନ’ ତାପମାତ୍ରା ଥିବା ନେଇ ଆର୍‌ସିଏଫ୍‌ କାର୍ଯ୍ୟାଳୟ ପକ୍ଷରୁ ସୂଚନା ମିଳିଛି। ଚହଲାରେ ତାପମାତ୍ରା ୨ ଡିଗ୍ରୀ ଥିବାବେଳେ ବରେଇପାଣି ଓ ଗୁଡୁଗୁଡ଼ିଆରେ ୫ ଡିଗ୍ରୀ ରହିଛି।…

ଦୁଇ ମନ୍ଦିରରେ ବୁଲାଇଲେ କଳାକନ, ୭  ବର୍ଷ ଧରି ଖୋଲା ଯାଇ ନଥିବା ହୁଣ୍ଡିକୁ ଟାର୍ଗେଟ…

ଉଦଳା,୭।୧: ଅସହ୍ୟ ଜାଡୁଆ ଶୀତରେ ମନ୍ଦିରରୁ ବିଳମ୍ବିତ ରାତିରେ ଲୁଟିଲେ ଦୁର୍ବୃତ୍ତ। ଦୁଇ ମନ୍ଦିରରେ ବୁଲାଇଲେ କଳାକନା। ଏଭଳି ଅଭାବନୀୟ ଘଟଣା ଘଟିଛି ଉଦଳା ଥାନା ଏନ୍‌ଏସି ୯ ନମ୍ବର ୱାର୍ଡରେ ଥିବା ପୁରାତନ ମଣି ନାଗେଶ୍ୱର ମନ୍ଦିର ଓ ଗାୟତ୍ରୀ…

୨୫ରୁ ଊର୍ଦ୍ଧ୍ୱ ପିଲା ଜଣ୍ଡିସ ଆକ୍ରାନ୍ତ: ଗାଁରେ ପହଞ୍ଚଲା ଡାକ୍ତରୀ ଟିମ୍‌

ମୋରଡ଼ା,୭ା୧(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକରେ ଜଣ୍ଡିସ ଆତଙ୍କ ଦେଖାଦେଇଛି। ଏହି ବ୍ଲକ ଅଧୀନ ପଳାସମୁଣ୍ଡୁଳି ପଞ୍ଚାୟତର ଖୁରୁଣ୍ଟିଆ ଗ୍ରାମରେ ୨୫ରୁ ଊର୍ଦ୍ଧ୍ୱ ପିଲା ଜଣ୍ଡିସରେ ଆକ୍ରାନ୍ତ ହୋଇଛନ୍ତି। ଗ୍ରାମରେ ଥିବା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପଢ଼ୁଥିବା ୭ଜଣ…

ମୃତ ଦେହକୁ ମିଳିଲାନି ସମ୍ମାନ: ଖଟିଆରେ ବୁହାହେଲା …

ବାରିପଦା,୭।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା କୁଳିଅଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରୁ ମହାପାରାୟଣ ଗାଡ଼ ନ ମିଳିବାରୁ ମୃତଦେହକୁ ଖଟିଆରେ ବୋହିନେବା ଭଳି ଦୃଶ୍ୟ ସାମ୍ନାକୁ ଆସିଛ। ମୃତଦେହକୁ ସମ୍ମାନ ମିଳି ନ ଥିବାରୁ ବିଭିନ୍ନ ମହଲରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି।…

ଲାଞ୍ଚ ନେଇ ଧରାପଡ଼ିଲେ ୨ ଯନ୍ତ୍ରୀ, ବିଲ୍‌ ପାସ୍‌ କରାଇବା ପାଇଁ ଠିକାଦାରଙ୍କଠାରୁ …

ବାରିପଦା,୫ା୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଲାଞ୍ଚ ନେଇ ଧରାପଡ଼ିଛନ୍ତି ଦୁଇ ଯନ୍ତ୍ରୀ। ମୟୂରଭଞ୍ଜ ଜିଲା ଉଦଳାସ୍ଥିତ ଓଡ଼ିଶା ଲିଫ୍ଟ ଇରିଗେସନ କର୍ପୋରେଶନ (ଓଏଲଆଇସି) ଉପ-ବିଭାଗରେ କାର୍ଯ୍ୟରତ ଦୁଇ ଅଧିକାରୀ ଲାଞ୍ଚ ନେବା ସମୟରେ ଭିଜିଲାନ୍ସ ମାଡ଼ିବସିଛି। ଏକ ବିଲ୍‌ ପାସ କରିବା ପାଇଁ…

ମୁକୁଳା ପଡ଼ିଛି ସୀମାନ୍ତ ଅଞ୍ଚଳ: ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ ଧାନ ଓଡ଼ିଶାରେ

ବାରିପଦା,୫ା୧(ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଉପଖଣ୍ଡ ଜାମଦା ବ୍ଲକ୍‌ ଅଞ୍ଚଳରେ ବେଆଇନଭାବେ ଗଚ୍ଛିତ ଝାଡ଼ଖଣ୍ଡ ରାଜ୍ୟର ୧୧୦୦ ବସ୍ତା ଧାନକୁ ପ୍ରଶାସନ ଜବତ କରିଛି। ସମସ୍ତ ଧାନକୁ ଟ୍ରକ୍‌ ଯୋଗେ ଆଣି ରାଇରଙ୍ଗପୁରସ୍ଥିତ ଏକ ଧାନ ମିଲ୍‌ରେ ରଖାଯାଇଛି। ପ୍ରାୟ…

ଭୟଙ୍କର ଦୁର୍ଘଟଣା ବାଇକ୍‌କୁ ଘୋଷାଡି ନେଲା ବସ୍‌: ଚକା ତଳେ ଗଲା ୩ ଜୀବନ

ବାରିପଦା,୨।୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଉପଖଣ୍ଡ ଗ୍ରାମାଞ୍ଚଳ ଥାନା ଅଧୀନ ହାଟବାଦଡା ରାଣାବନ୍ଧ ଅଞ୍ଚଳ ୨୨୦ ନଂ ଜାତୀୟ ରାଜପଥରେ ଶୁକ୍ରବାର ଏକ ଭୟଙ୍କର ଦୁର୍ଘଟଣା ଘଟିଛି । ଯାତ୍ରୀବାହୀ ବସ୍‌ଟି ଏକ ବାଇକକୁ ଧକ୍କା ଦେଇ ଘୋଷାଡି…

୫ମ ଶ୍ରେଣୀ ଛାତ୍ରୀଙ୍କୁ ଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ: ବାନ୍ଧିଲା ପୋଲିସ

ବାରିପଦା,୨୭ା୧୨: ଜଣେ ନାବାଳିକା ଛାତ୍ରୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ ଗିରଫ ହୋଇଛନ୍ତି ଜଣେ ଶିକ୍ଷକ। ଏପରି ଏକ ନିନ୍ଦନୀୟ ଘଟଣା ଘଟିଛି ମୟୂରଭଞ୍ଜ ଜିଲା-ଝାରପୋଖରିଆ ଥାନା ଅଞ୍ଚଳରେ। ଏତଲା ପରେ ଅଭିଯୁକ୍ତ ଶିକ୍ଷକ ଜଣକ ଗିରଫ ହୋଇଛନ୍ତି। ଛାତ୍ରୀ ଜଣକ ପଞ୍ଚମ…

ମୟୂରଭଞ୍ଜ ଜିଲାରେ ଖୋଲିଲା ଧାନମଣ୍ଡି

ମୋରଡ଼ା,୨୭ା୧୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ୍‌ ଅଧୀନ ଚିତ୍ରଡ଼ା ବୃହଦାକାର ଆଦିବାସୀ ବହୁମୁଖୀ ସମବାୟ ସମିତି ପରିସରରେ ଶୁକ୍ରବାର ପୂର୍ବାହ୍ନ ୧୦ଟାରେ ଜିଲାସ୍ତରୀୟ ଖରିଫ ଧାନମଣ୍ଡି ଜିଲାପାଳ ହେମକାନ୍ତ ସୟଙ୍କ ଦ୍ୱାରା ଉଦ୍‌ଘାଟିତ ହୋଇଯାଇଛି। କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥିଭାବେ ଜିଲା…

ପିକନିକ୍ ହେଲା କାଳ, ସୀତାକୁଣ୍ଡରେ ବୁଡ଼ି ୨ ପର୍ଯ୍ୟଟକଙ୍କ ମୃତ୍ୟୁ

ବାରିପଦା,୨୬।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶାମାଖୁଂଟା ବ୍ଲକ ଶିମିଳିପାଳ ପାଦଦେଶ ସୀତାକୁଣ୍ଡରେ ବୁଡ଼ିଗଲେ ୨ ପର୍ଯ୍ୟଟକ । ତେବେ ବର୍ତ୍ତମାନ ସେମାନଙ୍କର ମୃତଦେହ ଉଦ୍ଧାର କରାଯାଇଛି । ମୃତକ ଦ୍ବୟ ଭଦ୍ରକ ଜିଲାର ବୋଲି ଜଣାପଡିଛି । ବୁଡ଼ି ଯିବା…

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ ପରିବାର ସହ ଧାରଣାରେ ବସିଛନ୍ତି । ବଦଳି ଆଦେଶକୁ ପ୍ରତ୍ୟାଖ୍ୟାନ କରାଯାଇଥିବାରୁ ସେ ନିରୁପାୟ…

ଅଙ୍ଗନଓ୍ବାଡିି ପଛରେ ଗୋମାଂସ କଟାନେଇ ଅସନ୍ତୋଷ

ଉଦଳା, ୨୪ା୧୨(ସନ୍ତୋଷ କୁମାର ବାଚ୍ଛିନୀ): କପ୍ତିପଦା ଥାନା ଭୁଳାଘାଟି ଗ୍ରାମର ଏକ ଅଙ୍ଗନଓ୍ବାଡି କେନ୍ଦ୍ର ପଛରେ ଗୋମାଂସ କଟାକୁ ନେଇ ଅସନ୍ତୋଷ ପ୍ରକାଶ ପାଇଛି। ମଙ୍ଗଳବାର ସ୍ଥାନୀୟ ଯୁବକମାନେ ଘଟଣାସ୍ଥଳରେ ପହଞ୍ଚତ୍ବାପରେ ଗୋରୁ କାଟୁଥିବା ଦୁର୍ବୃତ୍ତମାନେ ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ। ଖବରପାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?