ମୟୂରଭଞ୍ଜ

ସଙ୍ଗରୋଧ କେନ୍ଦ୍ରରୁ ଫେରାର ପ୍ରବାସୀଙ୍କୁ ଉଦ୍ଧାର କଲେ ଗ୍ରାମବାସୀ

ବେତନଟୀ,୩ା୬(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଧୀନ ଯୁଗଳ ପଞ୍ଚାୟତ ସଙ୍ଗରୋଧ କେନ୍ଦ୍ରରୁ ଜଣେ ପ୍ରବାସୀ ମଙ୍ଗଳବାର ଅପରାହ୍ନ ୨ଟା ବେଳେ ଫେରାର ହୋଇଯାଇଥିଲେ। ସଙ୍ଗରୋଧ କେନ୍ଦ୍ର ଦାୟିତ୍ୱରେ ଥିବା ଅଧିକାରୀ ଓ ସ୍ଥାନୀୟ ଗ୍ରାମବାସୀ ସନ୍ଧ୍ୟାରେ ଯୁଗଳ ହାଟରୁ ତାଙ୍କୁ…

ବଜ୍ରପାତ ନେଲା ୨ ଜୀବନ

ରାଇରଙ୍ଗପୁର/ପାଟଣା,୨ା୬(ଡି.ଏନ୍‌.ଏ./ସ୍ବ.ପ୍ର.)-ମୟୂରଭଞ୍ଜ ଓ କେନ୍ଦୁଝର ଜିଲାରେ ମଙ୍ଗଳବାର ବଜ୍ରପାତ ଘଟି ୨ ଜଣଙ୍କ ପ୍ରାଣହାନୀ ଘଟିଛି। ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଗ୍ରାମାଞ୍ଚଳ ଥାନା ଅଧୀନ ମୁଣ୍ଡାକାଟି ଗ୍ରାମର ଅଟୋଚାଳକ ମେଘରାୟ ମୁର୍ମୁ ଅପରାହ୍ନରେ ବିଜାତଳା ନିକଟସ୍ଥ ରାସ୍ତାରେ ଅଟୋ ଧରି ଯାତ୍ରୀଙ୍କୁ ଅପେକ୍ଷା…

ପଥରରେ ଛେଚି ହତ୍ୟା, ଅଭିଯୁକ୍ତ ଗିରଫ

ରାଇରଙ୍ଗପୁର,୨ା୬(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଟାଉନଥାନା ଅଧୀନ ବଡ଼ପାଖଣା ଗ୍ରାମର ଜଣେ ବ୍ୟକ୍ତିଙ୍କୁ ପଥରରେ ଛେଚି ନିର୍ମମ ଭାବେ ହତ୍ୟା କରାଯାଇଛି। ଘଟଣାରେ ସମ୍ପୃକ୍ତ ଯୁବକଙ୍କୁ ପୋଲିସ ସୋମବାର ଗିରଫ କରିଛି। ଅଭିଯୁକ୍ତ ହେଲେ ବହଳଦା ଥାନା ଗୁହାଳଡ଼ାଙ୍ଗିରି ଗ୍ରାମର ତରଣୀସେନ…

ମୟୂରଭଞ୍ଜରେ ଖୋଲିଲା ୨୪ ସ୍ବତନ୍ତ୍ର କୋଭିଡ୍‌ କେୟାର ସେଣ୍ଟର

ବାରିପଦା ଅଫିସ,୨ା୬- ମୟୂରଭଞ୍ଜ ଜିଲା ପ୍ରଶାସନ ତତ୍ତ୍ୱାବଧାନରେ କୋଭିଡ୍‌ ଚିକିତ୍ସା ସେବା ଯୋଗାଇ ଦେବା ପାଇଁ ଜିଲାର ସମସ୍ତ ଉପଖଣ୍ଡ ଅନ୍ତର୍ଗତ ସହରାଞ୍ଚଳ ଓ ବ୍ଲକର ବିଭିନ୍ନ ବିଦ୍ୟାଳୟରେ ୨୪ଟି ସ୍ବତନ୍ତ୍ର କୋଭିଡ୍‌ କେୟାର ସେଣ୍ଟର ଖୋଲାଯାଇଛି। ଏଥିରେ ମୋଟ ୧୩୧୬…

ମହିଳାଙ୍କୁ ବଳାତ୍କାର, ଅଭିଯୁକ୍ତ କୋର୍ଟ ଚାଲାଣ

ରାଇରଙ୍ଗପୁର, ୨ା୬(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଗ୍ରାମାଞ୍ଚଳ ଥାନା ଅଞ୍ଚଳର ଜଣେ ମହିଳାଙ୍କୁ ବଳାତ୍କାର କରିଥିତ୍ବା ଅଭିଯୋଗରେ ପୋଲିସ ଜଣେ ଯୁବକଙ୍କୁ ଗିରଫ ପରେ ସୋମବାର କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ ହେଲେ କୃଷ୍ଣ ନାଏକ। ପୀଡିତା ଓ ଅଭିଯୁକ୍ତଙ୍କ ଡାକ୍ତରୀମାଇନା…

ବିରଳ ପ୍ରଜାତିର କଇଁଛ ଉଦ୍ଧାର

ବାରିପଦା ଅଫିସ,୧ା୬- ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ ଅଧୀନ ଦେଉଳିସ୍ଥିତ ଜମ୍ଭୀରା ଡ୍ୟାମ୍‌ରୁ ସୋମବାର ଏକ ବିରଳ ପ୍ରଜାତିର କଇଁଛ ଉଦ୍ଧାର କରାଯାଇଛି। ସକାଳେ କିଛି ମତ୍ସ୍ୟଜୀବୀ ମାଛ ଧରୁଥିବା ବେଳେ ଏହି କଇଁଛଟି ଜାଲରେ ଲାଗିଥିଲା। ଏହାର ଓଜନ ୩୦…

ଦୁର୍ଘଟଣାରେ ବୃଦ୍ଧଙ୍କ ଜୀବନ ଗଲା

ବିଶୋଇ, ୩୧।୫(ଡି.ଏନ.ଏ.)-ମୟୂରଭଞ୍ଜ ଜିଲା ବିଶୋଇ ଥାନା ଅଧୀନ ଅଶନା ଛକଠାରେ ଏକ ସଡକ ଦୁର୍ଘଟଣା ଘଟି ଜନୈକ ବୃଦ୍ଧଙ୍କ ଜୀବନ ଯାଇଛି। ମୃତକ ହେଲେ ଅଶନା ପଞ୍ଚାୟତର ପାଳଗଡ଼ା ଗ୍ରାମର ଗୋପାଳ ଗିରି (୮୦)। ରବିବାର ପୂର୍ବାହ୍ନ ୯ଟା ବେଳେ ଗୋପାଳ…

କରୋନା ଯୋଦ୍ଧାଙ୍କୁ ଫୁଲଚନ୍ଦନ ଦେଇ ସମ୍ବର୍ଦ୍ଧନା

ରାଇରଙ୍ଗପୁର,୩୧ା୫(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ରାଇରଙ୍ଗପୁରର ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ(ଏବିଭିପି) ପକ୍ଷରୁ ଅଞ୍ଚଳର କରୋନା ଯୋଦ୍ଧାମାନଙ୍କୁ ଫୁଲଚନ୍ଦନ ଦେଇ ସ୍ବାଗତ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି। ଶନିବାର ପରିଷଦ ପକ୍ଷରୁ ସୁପ୍ରିୟା ଜେନା ଓ ଜ୍ୟୋତିପ୍ରକାଶ ରଣାଙ୍କ ନେତୃତ୍ୱରେ ଛାତ୍ରୀଛାତ୍ରମାନେ ରାଇରଙ୍ଗପୁର ଟାଉନ…

ବାରିପଦାରେ ଆରମ୍ଭ ହେଲା କରୋନା ଟେଷ୍ଟିଂ

ବାରିପଦା ଅଫିସ,୩୧ା୫- ମୟୂରଭଞ୍ଜ ଜିଲା ବାରିପଦାର ରଙ୍ଗମାଟିଆସ୍ଥିତ ପଣ୍ଡିତ ରଘୁନାଥ ମୁର୍ମୁ ମେଡ଼ିକାଲ କଲେଜରେ ରବିବାରଠାରୁ କରୋନା ଟେଷ୍ଟିଂ ଆରମ୍ଭ ହୋଇଛି। ଜିଲାପାଳ ବିନୀତ ଭରଦ୍ୱାଜ ଏହି ଟେଷ୍ଟିଂ ଲ୍ୟାବ୍‌କୁ ଉଦ୍‌ଘାଟନ କରିଛନ୍ତି। ପ୍ରତିଦିନ ଏଠାରେ ୧୦୦ ଜଣଙ୍କ ସ୍ବାବ୍‌ ପରୀକ୍ଷା…

ଜଙ୍ଗଲରୁ ଶିଶୁପୁତ୍ର ଉଦ୍ଧାର

ଚିତ୍ରଡା,୩୧।୫(ଡି.ଏନ.ଏ.)-ମୟୁରଭଞ୍ଜ ଜିଲା ମୋରଡା ବ୍ଲକ ଅଧିନରେ ଥିବା ଚିତ୍ରଡା ଜଙ୍ଗଲରୁ ଶନିବାର ସାରେ ଏକ ଶିଶୁପୁତ୍ରକୁ ଉଦ୍ଧାର କରାଯାଇଛି। ଘଟଣାରୁ ଜଣାପଡ଼ିଛି, ମୁଲୁକଚାନ୍ଦ ମହନ୍ତ ଜଣେ ବୃଦ୍ଧ ଉକ୍ତ ଜଙ୍ଗଲକୁ ପତ୍ର ତୋଳିବା ପାଇଁ ଯାଇଥିଲେ। ସେହି ସମୟରେ ସେ ଏକ…

ଶ୍ରମ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

ବାରିପଦା ଅଫିସ,୩୦ା୫- ମୟୂରଭଞ୍ଜ ଜିଲା ନିର୍ମାଣ ଶ୍ରମିକ ସମନ୍ବୟ ସମିତି ପକ୍ଷରୁ ଶନିବାର ୯ ଦଫା ଦାବିରେ ପ୍ରଭାଗୀୟ ଶ୍ରମ ଆୟୁକ୍ତଙ୍କ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। ଶ୍ରମିକ ସଂଘ ସମନ୍ବୟ ସମିତିର ସଭାପତି ଅମଲ ଦେଙ୍କ ନେତୃତ୍ୱରେ ଅପରାହ୍ନରେ…

ବାରିପଦାରୁ ଭୁବନେଶ୍ୱର ଗଡ଼ିଲା ବସ୍‌

ବାରିପଦା ଅଫିସ,୩୦ା୫- ଦୀର୍ଘ ୨ ମାସ ପରେ ବାରିପଦାରୁ ଭୁବନେଶ୍ୱରକୁ ଗଡ଼ିଛି ବସ୍‌। ଶୁକ୍ରବାର ୩ଟି ବସ୍‌ରେ ୨୬ ଯାତ୍ରୀ ଭୁବନେଶ୍ୱର ଯାଇଛନ୍ତି। ପ୍ରଥମ ବସ୍‌ଟି ସକାଳ ୫ଟା ୩୦ରେ ବାରିପଦା ଛାଡ଼ିଥିବା ବେଳେ ସେଥିରେ ୧୧ ଜଣ, ୧୦ଟା୪୫ରେ ଯାଇଥିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri