ମୟୂରଭଞ୍ଜ

ମାଛ ଚାଷ ଦେଇଛି ପରିଚୟ

ବାରିପଦା ଅଫିସ,୩୦ା୫- ବର୍ତ୍ତମାନ ସମୟରେ ଜୀବିକା ବଞ୍ଚାଇବା କଷ୍ଟକର ହୋଇପଡ଼ିଛି। କରୋନା ମହାମାରୀ ଯୋଗୁ ପ୍ରବାସୀମାନେ ଘରମୁହାଁ ହେଉଛନ୍ତି। ସେହିଭଳି ଅନେକ ସ୍ଥାନରେ ଯୁବତୀଯୁବକମାନେ ଚାକିରି ପଛରେ ଗୋଡ଼ାଇ ନ ପାରି ନିରାଶ ହୋଇ ଘରେ ବସି ରହୁଛନ୍ତି। ହେଲେ ମୟୂରଭଞ୍ଜ…

ବିଦ୍ୟୁତ୍‌ ବିଲ୍‌କୁ ନେଇ ଚିନ୍ତାରେ ଉପଭୋକ୍ତା

ଚିତ୍ରଡା,୩୦ା୫(ଡି.ଏନ୍‌.ଏ.)-ମୟୂରଭଞ୍ଜ ଜିଲାର ମୋରଡ଼ା ବ୍ଲକ ଅଞ୍ଚଳରେ ନେସ୍କୋ ପକ୍ଷରୁ ଚଳିତ ମାସରେ ପ୍ରଦାନ କରାଯାଇଥିବା ବିଦ୍ୟୁତ୍‌ ବିଲ୍‌କୁ ନେଇ ଉପଭୋକ୍ତାମାନେ ଅସନ୍ତୋଷ ପ୍ରକାଶ କରିଛନ୍ତି। ଲକ୍‌ଡାଉନ ଯୋଗୁ ସରକାରଙ୍କ ଘୋଷଣା କ୍ରମେ ବିଲ୍‌ ପ୍ରଦାନ କରାଯାଇ ନ ଥିଲା ବେଳେ ଦୀର୍ଘ…

ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ କାମ ବନ୍ଦ ପ୍ରତିବାଦରେ ବ୍ଲକ ଘେରାଉ

ବାଙ୍ଗିରିପୋଷି,୩୦ା୫(ଡି.ଏନ.ଏ.)- ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ କାମ ବନ୍ଦ ପ୍ରତିବାଦରେ ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ବ୍ଲକ ବୁଢୀଖମାରୀ ପଞ୍ଚାୟତ ଅନ୍ତର୍ଗତ ଯୋକା (ଆତନାବେଡା) ଗ୍ରାମର ଶତାଧିକ ମହିଳା ଓ ପୁରୁଷ ଶୁକ୍ରବାର ବ୍ଲକ କାର୍ଯ୍ୟାଳୟ ଘେରାଉ କରିବା ସହ ସମସ୍ତ ଅଧିକାରୀଙ୍କୁ ତାଲାବନ୍ଦ କରି ଅଟକ…

ପିଆରଏମ୍‌ ମେଡ଼ିକାଲ୍‌ରେ ଚିକିତ୍ସା ଅବହେଳାରୁ ଶିଶୁ ମୃତ୍ୟୁ ଅଭିଯୋଗ

ବାରିପଦା ଅଫିସ,୩୦ା୫- ବାରିପଦା ପିଆରଏମ୍‌ ମେଡ଼ିକାଲ୍‌ରେ ଦିନକୁ ଦିନ ଚିକିତ୍ସା ଅବହେଳା ନେଇ ଅଭିଯୋଗ ଲମ୍ବିବାରେ ଲାଗିଛି। କିଛି ଦିନ ତଳେ ଶିଶୁ ପୁତ୍ର ଅଦଳବଦଳ ହୋଇଥିବା ଘଟଣା ମନରୁ ନ ଲିଭୁଣୁ ପୁଣି ଜଣେ ଶିଶୁକନ୍ୟାର ଚିକିତ୍ସା ଅବହେଳାରୁ ମୃତ୍ୟୁ…

ମୋରଡ଼ା ବ୍ଲକରେ ଥିବା ଏକମାତ୍ର ଷ୍ଟେଟ୍‌ବ୍ୟାଙ୍କ ଏଟିଏମ୍‌ ଅଚଳ, ନିରାଶ ହୋଇ ଫେରୁଛନ୍ତି ଗ୍ରାହକ

ଚିତ୍ରଡା,୨୮।୫(ଡି.ଏନ୍‌.ଏ.): ମୟୁରଭଞ୍ଜ ଜିଲା ମୋରଡା ବ୍ଲକର ଏକମାତ୍ର ଷ୍ଟେଟବ୍ୟାଙ୍କ ଏଟିଏମ୍‌ ଚିତ୍ରଡା ବସଷ୍ଟାଣ୍ଡରେ ରହିଛି। ପାଖାପାଖି କୋଡିଏ କିଲୋମିଟର ମଧ୍ୟରେ ଏହା ଗୋଟିଏ ମାତ୍ର ଏଟିଏମ୍‌ ହେତୁ ଅଞ୍ଚଳବାସୀ ଏହା ଉପରେ ନିର୍ଭର କରନ୍ତି। ହେଲେ ପାଖାପାଖି ଦେଢ଼ମାସରୁ ଉର୍ଦ୍ଧ ସମୟ…

ସଂଗରୋଧ କେନ୍ଦ୍ରରୁ ଘରକୁ ଫେରିବାର ୩ ଦିନ ପରେ ପ୍ରବାସୀ ଓଡ଼ିଆଙ୍କ ମୃତ୍ୟୁ

ବେତନଟୀ,୨୮।୫(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ବେତନଟୀ ବ୍ଲକ ଅଧୀନ ଏସ୍‌ଏସ୍‌ ନହଣ୍ଡାଶୋଲ ପଞ୍ଚାୟତର ଭାଲୁବସା ଗ୍ରାମର ପରେଶ ଚନ୍ଦ୍ର ମହାନ୍ତ(୫୫)ଙ୍କ ବୁଧବାର ବିଳମ୍ବିତ ରାତ୍ରିରେ ନିଜ ଘରେ ମୃତ୍ୟୁ ଘଟିଛି। ତେବେ ତାଙ୍କ ମୃତ୍ୟୁର କାରଣ ଅସ୍ପଷ୍ଟ ଥିଲା ବେଳେ ଏହା କରୋନା…

ଜନବସତିରେ ପଶିଲା ବାର୍‌ହା : ଲୋକେ ଆତଙ୍କିତ

ଉଦଳା,୨୮ା୫ (ଡି.ଏନ.ଏ) – ବନ୍ୟଜନ୍ତୁଙ୍କ ପାଇଁ ଅସୁରକ୍ଷିତ ହୋଇପଡ଼ିିଛି ଜଙ୍ଗଲ। ଯାହାଫଳରେ ବିଭିନ୍ନ ସମୟରେ ସେମାନେ ଜନବସତି ମୁହଁ। ହେଉଛନ୍ତି। ମୟୂରଭଞ୍ଜ ଜିଲା ଉଦଳା ଏନଏସି ଅଞ୍ଚଳରେ ଏପରି ଏକ ଘଟଣା ସାମ୍ନାକୁ ଆସିଛି। ଏକ ବାର୍‌ହା ଜନବସତିରେ ପଶି ବେଶ…

ଘାଟି ରାସ୍ତାରେ ଦୁର୍ଘଟଣା: ୧୦ ଆହତ

ବାଙ୍ଗିରିପୋଷି,୨୮ା୫(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଦେଇ ଯାଇଥିବା ୪୯ନଂ. ଜାତୀୟ ରାଜପଥର ଦ୍ୱାରଶୁଣି ଘାଟି ରାସ୍ତାରେ ଏକ ଟେମ୍ପୋ ଓ କାର୍‌ ମଧ୍ୟରେ ଧକ୍କା ହେବା ଫଳରେ ୧୦ ଜଣ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରୁ ୨ ଜଣଙ୍କ ଅବସ୍ଥା…

ଆଶାୟୀଙ୍କ ଆମରଣ ଅନଶନ: ସ୍ବାସ୍ଥ୍ୟ କର୍ମୀ ନିଯୁକ୍ତିରେ ଅନିୟମିତତା ଅଭିଯୋଗ

ବାରିପଦା ଅଫିସ,୨୮ା୫- କୋଭିଡ୍‌-୧୯ ପାଇଁ ସ୍ବତନ୍ତ୍ର ଭାବେ ନିଯୁକ୍ତି ପାଇଥିବା ମଲ୍ଟି ପ୍ରପୋଜ ହେଲଥ୍‌ ୱାର୍କର ( ସ୍ବାସ୍ଥ୍ୟ କର୍ମୀ) ନିଯୁକ୍ତିରେ ଅନିୟମିତତା ହୋଇଥିବା ଅଭିଯୋଗ କରି ବୁଧବାର ଆଶାୟୀ ପ୍ରାର୍ଥୀନୀମାନେ ମୟୂରଭଞ୍ଜ ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀଙ୍କ କାର୍ଯ୍ୟାଳୟ ଆଗରେ…

ପ୍ରବାସୀଙ୍କୁ ନେଇ ଆଜି ଆସିବ ଆଉ ଏକ ଟ୍ରେନ୍‌

ବାରିପଦା ଅଫିସ,୨୮ା୫-ଲକ୍‌ଡାଉନ ଯୋଗୁ ବାଙ୍ଗାଲୋରରେ ଫସି ରହିଥିବା ପ୍ରବାସୀମାନଙ୍କୁ ନେଇ ପୁଣି ଏକ ଶ୍ରମିକ ସ୍ପେଶାଲ୍‌ ଟ୍ରେନ୍‌ ଗୁରୁବାର ମୟୂରଭଞ୍ଜ ଜିଲାର ବାରିପଦାକୁ ଆସିବ। ମଙ୍ଗଳବାର ଅପରାହ୍ନ ୪ଟା ସମୟରେ ଏହି ଟ୍ରେନଟି ବାଙ୍ଗାଲୋର ଷ୍ଟେସନରୁ ପ୍ରବାସୀ ଶ୍ରମିକଙ୍କୁ ନେଇ ବାରିପଦା…

ସାପ କାମୁଡ଼ାରେ ଆଶା କର୍ମୀଙ୍କ ଜୀବନ ଗଲା

ଠାକୁରମୁଣ୍ଡା,୨୭ା୫(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ବ୍ଲକ ସାଲେଇବେଡା ପଞ୍ଚାୟତ ରାଣୀଭୋଳ ଗ୍ରାମର ଆଶା କର୍ମୀ ଅମ୍ବିକା ମହାନ୍ତଙ୍କ ବୁଧବାର ସାପ କାମୁଡ଼ାରେ ପ୍ରାଣହାନୀ ଘଟିଛି। ମଙ୍ଗଳବାର ରାତିରେ ସେ ଘରେ ଶୋଇଥିବା ବେଳେ ଏକ ବିଷଧର ସାପ ତାଙ୍କୁ କାମୁଡି ଦେଇଥିଲା।…

ସ୍ବତନ୍ତ୍ର ଟ୍ରେନ୍‌ରେ ଫେରିିଲେ ୨୮୪ ପ୍ରବାସୀ

ବାରିପଦା ଅଫିସ,୨୭ା୫- ଲକ୍‌ଡାଉନ ଯୋଗୁ ତାମିଲନାଡ଼ୁରେ ଫସି ରହିଥିବା ୨୮୪ ପ୍ରବାସୀ ମଙ୍ଗଳବାର ସ୍ବତନ୍ତ୍ର ଟ୍ରେନ୍‌ରେ ମୟୂରଭଞ୍ଜ ଜିଲା ବାରିପଦାକୁ ଫେରିଛନ୍ତି। ଏହି ପ୍ରବାସୀମାନଙ୍କ ମଧ୍ୟରୁ ୨୧୮ ଜଣ ମୟୂରଭଞ୍ଜ ଜିଲାର ହୋଇଥିବା ବେଳେ ୬୬ ଜଣ ଅନ୍ୟ ଜିଲାର। ଅପରାହ୍ନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri