ମୟୂରଭଞ୍ଜ

ମଧୁର ଜଳ ମୁକ୍ତା ଚାଷ

ବାରିପଦା ଅଫିସ, ୧୦।୮- କରୋନା ଯୋଗୁ ସମଗ୍ର ବିଶ୍ୱରେ ମାନ୍ଦାବସ୍ଥା। ଏହିଭଳି ପରିସ୍ଥିତିରେ ନିଜେ ଆତ୍ମନିର୍ଭରଶୀଳ ହେବା ସହ ୩୫ ଜଣଙ୍କୁ ରୋଜଗାର ଯୋଗାଇ ଦେବା କମ୍‌ ବଡ଼ କଥା ନୁହେଁ। ଆତ୍ମନିଭରଶୀଳତାର ମାର୍ଗ ଦେଖାଇ ଅନ୍ୟମାନଙ୍କ ପାଇଁ ପ୍ରେରଣା ପାଲଟିଥିବା…

ବାରିପଦାରେ ନିର୍ମାଣ ହେବ ରାମମନ୍ଦିର

ବାରିପଦା ଅଫିସ,୬ା୮- ଅଯୋଧ୍ୟାଠାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶ୍ରୀରାମ ଚନ୍ଦ୍ରଙ୍କର ମନ୍ଦିର ନିର୍ମାଣ ନିମନ୍ତେ ଭୂମି ପୂଜା କରିଛନ୍ତି। ଏହି ଅବସରରେ ମୟୂରଭଞ୍ଜ ଜିଲା ବାରିପଦାର ଭୁଗୁଡାକଟାଠାରେ ଏକ ରାମ ମନ୍ଦିର ନିର୍ମାଣ ପାଇଁ ବୁଧବାର ସ୍ଥାନ ନିରୂପଣ କରାଯାଇଛି। ଏହି…

କେନ୍ଦୁଜିଆଣି ପଞ୍ଚାୟତକୁ ୭୨ ଘଣ୍ଟା ଶଟ୍‌ଡାଉନ୍‌ ଘୋଷଣା କଲେ ସରପଞ୍ଚ

ଠାକୁରମୁଣ୍ଡା,୫ା୮(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ବ୍ଲକ କେନ୍ଦୁଜିଆଣି ପଞ୍ଚାୟତରେ କରୋନା ଗୋଷ୍ଠୀ ସଂକ୍ରମଣ ଆଶଙ୍କା କରି ୭୨ ଘଣ୍ଟା ପାଇଁ ଶଟ୍‌ଡାଉନ୍‌ ଘୋଷଣା କରିଛନ୍ତି ସ୍ଥାନୀୟ ସରପଞ୍ଚ ଦୁର୍ଗୀ ମାରାଣ୍ଡି। ମଙ୍ଗଳବାରଠାରୁ ଶୁକ୍ରବାର ସନ୍ଧ୍ୟା ୭ଟା ପର୍ଯ୍ୟନ୍ତ ଏହି ଶଟ୍‌ଡାଉନ୍‌ କରାଯାଇଛି।…

ଚିତ୍ରଡ଼ା ପଞ୍ଚାୟତ ହେଲା ଶଟ୍‌ ଡାଉନ

ଚିତ୍ରଡ଼ା,୩ା୮(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚିତ୍ରଡ଼ା ପଞ୍ଚାୟତକୁ ସରପଞ୍ଚ ଦୁଲାରୀ ମାରାଣ୍ଡି ଆସନ୍ତା ୪୮ ଘଣ୍ଟା ପାଇଁ ଶଟ୍‌ ଡାଉନ ଘୋଷଣା କରିଛନ୍ତି। ପଞ୍ଚାୟତର ଜଣେ ଡ୍ରାଇଭର କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ଏହି ପଦକ୍ଷେପ ନିଆଯାଇଥିବା…

ବନ୍ଧୁତ୍ୱ ଦିବସ: ‘କହିବା ଆଗରୁ ବୁଝିଯାଏ ମନ କଥା’

ବାରିପଦା ଅଫିସ,୨ା୮-‘ଫ୍ରେଣ୍ଡ ଇଜ୍‌ ନିଡ୍‌ ଇଜ୍‌ ଏ ଫ୍ରେଣ୍ଡ ଇନ୍‌ଡିଡ୍‌’। ଇଂଲିଶରେ ଥିବା ଏହି ବାକ୍ୟର ଅର୍ଥ ବିପଦ ବେଳର ବନ୍ଧୁ ହିଁ ପ୍ରକୃତ ବନ୍ଧୁ। ବନ୍ଧୁମାନଙ୍କ ଉଦ୍ଦେଶ୍ୟରେ ପ୍ରତିବର୍ଷ ଅଗଷ୍ଟ ମାସର ପ୍ରଥମ ରବିବାରକୁ ଫ୍ରେଣ୍ଡଶିପ୍‌ ଡେ’ (ବନ୍ଧୁତ୍ୱ ଦିବସ)…

ଛାତ ପାଲଟିଛି ବଗିଚା

ବାରିପଦା ଅଫିସ, ୩୧ା୭- ପରିବେଶ ପ୍ରତି ଦୁର୍ବଳତା ରହିଛି ତାଙ୍କର। ସେଥିପାଇଁ ନିଜ ଛାତ ଉପରେ ତିଆରି କରିଛନ୍ତି ସୁନ୍ଦର ବଗିଚା। ଏହି ବଗିଚାରେ ଭଳିକି ଭଳିି ଫୁଲ ଓ ଫଳ ସାଙ୍ଗକୁ ରହିଛି ପନପରିବା ଗଛର ସମ୍ଭାର। ଏହି ବଗିଚାକୁ…

ଥିଲେ ଶିଶୁଶ୍ରମିକ, ମାଟ୍ରିକ୍‌ ପାସ୍‌ ପରେ ବଢ଼ିଲା ସ୍ବପ୍ନ

ବାରିପଦା ଅଫିସ, ୩୦ା୭- ଦିନେ ସେମାନେ ଶିଶୁ ଶ୍ରମିକ ଥିଲେ। ହେଲେ ବୁଧବାର ମାଟ୍ରିକ୍‌ ପାସ୍‌ କରିବା ପରେ ଏବେ ତାଙ୍କ ମନରେ ଅନେକ ସ୍ବପ୍ନ ଉଙ୍କି ମାରିଛି। କିଏ ପାଠ ପଢ଼ି ଚାକିରି କରିବ ତ ଆଉ କିଏ ନିଜକୁ…

ମହିଳାଙ୍କୁ ରୋଜଗାର ଦେଇଛି ସବାଇଘାସ

ବାରିପଦା ଅଫିସ,୨୬ା୭(ରଞ୍ଜନ କୁମାର ପ୍ରଧାନ): ସବାଇ ଘାସରେ ପ୍ରସ୍ତୁତ ସୁନ୍ଦର ହସ୍ତକଳା ଓ ବିଭିନ୍ନ ଘରକରଣା ଜିନିଷର ଚାହିଦା ରହିଛି। ଫୁଲ ଚାଙ୍ଗୁଡ଼ି,ପାଛିଆ, ବ୍ୟାଗ୍‌ ସହିତ ବିଭିନ୍ନ ଉପକରଣ ରାଜ୍ୟ ତଥା ରାଜ୍ୟ ବାହାରେ ଆଦୃତି ଲାଭ କରୁଛି। ମୟୂରଭଞ୍ଜ ଜିଲାର…

ଧରାପଡ଼ିଲେ ଫେରାର ଆଜୀବନ କଏଦୀ

ରାଇରଙ୍ଗପୁର,୨୫ା୭(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ସବ୍‌ ଜେଲ୍‌ରେ ଅଜୀବନ ସଜା କାଟୁଥିବା ଜଣେ କଏଦୀ ଶୁକ୍ରବାର ଚିକିତ୍ସା ପାଇଁ ଯାଇଥିବା ବେଳେ ଜେଲ୍‌ କର୍ମଚାରୀଙ୍କୁ ଚକ୍‌ମା ଦେଖାଇ ଚମ୍ପଟ ମାରିଥିଲେ। ଶନିବାର ସନ୍ଧ୍ୟାରେ ରାଇରଙ୍ଗପୁର ଗ୍ରାମାଞ୍ଚଳ ଥାନା ଅନ୍ତଗର୍ର୍ତ ରେହେଡ଼ାକୋଚା ଗ୍ରାମ…

ନାବାଳିକାଙ୍କୁ ବଳାତ୍କାର: ବନ୍ଧା ହେଲେ ଯୁବକ

ଚିତ୍ରଡ଼ା,୨୫ା୭(ଡି.ଏନ୍‌.ଏ.)-ମୟୂରଭଞ୍ଜ ଜିଲା ମୋରଡ଼ା ଥାନା ଅଞ୍ଚଳର ଜନୈକା ନାବାଳିକାଙ୍କୁ ବଳାତ୍କାର ଅଭିଯୋଗରେ ପୋଲିସ ଜଣେ ବିବାହିତ ଯୁବକଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ଲୁଗୁ ମାରାଣ୍ଡି(୨୦)। ଡାକ୍ତରୀମାଇନା ପରେ ଶନିବାର ସନ୍ଧ୍ୟାରେ ତାଙ୍କୁ କୋର୍ଟ ଚାଲାଣ କରାଯାଇଛି। ଏ ନେଇ…

ଚିକିତ୍ସା ପାଇଁ ଯାଇଥିବା କଏଦୀ ଅଧାବାଟରୁ ଚମ୍ପଟ

ରାଇରଙ୍ଗପୁର,୨୫ା୭(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଉପକାରାଗାରରେ ଏକ ହତ୍ୟା ମାମଲାରେ ଆଜୀବନ କାରାଦଣ୍ଡରେ ଦଣ୍ଡିତ ହୋଇଥିବା ଜନୈକ କଏଦୀ ଚିକିତ୍ସା ପାଇଁ ବାରିପଦା ଯାଇ ଫେରିବା ବେଳେ ଚମ୍ପଟ ମାରିଥିବା ସୂଚନା ମିଳିଛି। କଏଦୀ ଜଣକ ହେଲେ ବହଳଦା ବ୍ଲକ ଝରାଡ଼ିହି…

୩୧ଯାଏ ସର୍ବସାଧାରଣଙ୍କୁ ସରକାରୀ କାର୍ଯ୍ୟାଳୟ ମନା

ବାରିପଦା ଅଫିସ, ୨୫ା୭-କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଆସନ୍ତା ୩୧ତାରିଖ ଯାଏ ଜିଲାରେ ଥିବା ସମସ୍ତ ସରକାରୀ କାର୍ଯ୍ୟାଳୟକୁ ସର୍ବସାଧାରଣ ପ୍ରବେଶ କରିପାରିବେ ନାହିଁ। ଏନେଇ ଶୁକ୍ରବାର ଜିଲା ପ୍ରଶାସନ ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜ୍ଞପ୍ତିରେ ଦର୍ଶାଯାଇଛି ଯେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?