ମୟୂରଭଞ୍ଜ

ଚିତ୍ରଡ଼ା ପଞ୍ଚାୟତ ହେଲା ଶଟ୍‌ ଡାଉନ

ଚିତ୍ରଡ଼ା,୩ା୮(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚିତ୍ରଡ଼ା ପଞ୍ଚାୟତକୁ ସରପଞ୍ଚ ଦୁଲାରୀ ମାରାଣ୍ଡି ଆସନ୍ତା ୪୮ ଘଣ୍ଟା ପାଇଁ ଶଟ୍‌ ଡାଉନ ଘୋଷଣା କରିଛନ୍ତି। ପଞ୍ଚାୟତର ଜଣେ ଡ୍ରାଇଭର କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ଏହି ପଦକ୍ଷେପ ନିଆଯାଇଥିବା…

ବନ୍ଧୁତ୍ୱ ଦିବସ: ‘କହିବା ଆଗରୁ ବୁଝିଯାଏ ମନ କଥା’

ବାରିପଦା ଅଫିସ,୨ା୮-‘ଫ୍ରେଣ୍ଡ ଇଜ୍‌ ନିଡ୍‌ ଇଜ୍‌ ଏ ଫ୍ରେଣ୍ଡ ଇନ୍‌ଡିଡ୍‌’। ଇଂଲିଶରେ ଥିବା ଏହି ବାକ୍ୟର ଅର୍ଥ ବିପଦ ବେଳର ବନ୍ଧୁ ହିଁ ପ୍ରକୃତ ବନ୍ଧୁ। ବନ୍ଧୁମାନଙ୍କ ଉଦ୍ଦେଶ୍ୟରେ ପ୍ରତିବର୍ଷ ଅଗଷ୍ଟ ମାସର ପ୍ରଥମ ରବିବାରକୁ ଫ୍ରେଣ୍ଡଶିପ୍‌ ଡେ’ (ବନ୍ଧୁତ୍ୱ ଦିବସ)…

ଛାତ ପାଲଟିଛି ବଗିଚା

ବାରିପଦା ଅଫିସ, ୩୧ା୭- ପରିବେଶ ପ୍ରତି ଦୁର୍ବଳତା ରହିଛି ତାଙ୍କର। ସେଥିପାଇଁ ନିଜ ଛାତ ଉପରେ ତିଆରି କରିଛନ୍ତି ସୁନ୍ଦର ବଗିଚା। ଏହି ବଗିଚାରେ ଭଳିକି ଭଳିି ଫୁଲ ଓ ଫଳ ସାଙ୍ଗକୁ ରହିଛି ପନପରିବା ଗଛର ସମ୍ଭାର। ଏହି ବଗିଚାକୁ…

ଥିଲେ ଶିଶୁଶ୍ରମିକ, ମାଟ୍ରିକ୍‌ ପାସ୍‌ ପରେ ବଢ଼ିଲା ସ୍ବପ୍ନ

ବାରିପଦା ଅଫିସ, ୩୦ା୭- ଦିନେ ସେମାନେ ଶିଶୁ ଶ୍ରମିକ ଥିଲେ। ହେଲେ ବୁଧବାର ମାଟ୍ରିକ୍‌ ପାସ୍‌ କରିବା ପରେ ଏବେ ତାଙ୍କ ମନରେ ଅନେକ ସ୍ବପ୍ନ ଉଙ୍କି ମାରିଛି। କିଏ ପାଠ ପଢ଼ି ଚାକିରି କରିବ ତ ଆଉ କିଏ ନିଜକୁ…

ମହିଳାଙ୍କୁ ରୋଜଗାର ଦେଇଛି ସବାଇଘାସ

ବାରିପଦା ଅଫିସ,୨୬ା୭(ରଞ୍ଜନ କୁମାର ପ୍ରଧାନ): ସବାଇ ଘାସରେ ପ୍ରସ୍ତୁତ ସୁନ୍ଦର ହସ୍ତକଳା ଓ ବିଭିନ୍ନ ଘରକରଣା ଜିନିଷର ଚାହିଦା ରହିଛି। ଫୁଲ ଚାଙ୍ଗୁଡ଼ି,ପାଛିଆ, ବ୍ୟାଗ୍‌ ସହିତ ବିଭିନ୍ନ ଉପକରଣ ରାଜ୍ୟ ତଥା ରାଜ୍ୟ ବାହାରେ ଆଦୃତି ଲାଭ କରୁଛି। ମୟୂରଭଞ୍ଜ ଜିଲାର…

ଧରାପଡ଼ିଲେ ଫେରାର ଆଜୀବନ କଏଦୀ

ରାଇରଙ୍ଗପୁର,୨୫ା୭(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ସବ୍‌ ଜେଲ୍‌ରେ ଅଜୀବନ ସଜା କାଟୁଥିବା ଜଣେ କଏଦୀ ଶୁକ୍ରବାର ଚିକିତ୍ସା ପାଇଁ ଯାଇଥିବା ବେଳେ ଜେଲ୍‌ କର୍ମଚାରୀଙ୍କୁ ଚକ୍‌ମା ଦେଖାଇ ଚମ୍ପଟ ମାରିଥିଲେ। ଶନିବାର ସନ୍ଧ୍ୟାରେ ରାଇରଙ୍ଗପୁର ଗ୍ରାମାଞ୍ଚଳ ଥାନା ଅନ୍ତଗର୍ର୍ତ ରେହେଡ଼ାକୋଚା ଗ୍ରାମ…

ନାବାଳିକାଙ୍କୁ ବଳାତ୍କାର: ବନ୍ଧା ହେଲେ ଯୁବକ

ଚିତ୍ରଡ଼ା,୨୫ା୭(ଡି.ଏନ୍‌.ଏ.)-ମୟୂରଭଞ୍ଜ ଜିଲା ମୋରଡ଼ା ଥାନା ଅଞ୍ଚଳର ଜନୈକା ନାବାଳିକାଙ୍କୁ ବଳାତ୍କାର ଅଭିଯୋଗରେ ପୋଲିସ ଜଣେ ବିବାହିତ ଯୁବକଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ଲୁଗୁ ମାରାଣ୍ଡି(୨୦)। ଡାକ୍ତରୀମାଇନା ପରେ ଶନିବାର ସନ୍ଧ୍ୟାରେ ତାଙ୍କୁ କୋର୍ଟ ଚାଲାଣ କରାଯାଇଛି। ଏ ନେଇ…

ଚିକିତ୍ସା ପାଇଁ ଯାଇଥିବା କଏଦୀ ଅଧାବାଟରୁ ଚମ୍ପଟ

ରାଇରଙ୍ଗପୁର,୨୫ା୭(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଉପକାରାଗାରରେ ଏକ ହତ୍ୟା ମାମଲାରେ ଆଜୀବନ କାରାଦଣ୍ଡରେ ଦଣ୍ଡିତ ହୋଇଥିବା ଜନୈକ କଏଦୀ ଚିକିତ୍ସା ପାଇଁ ବାରିପଦା ଯାଇ ଫେରିବା ବେଳେ ଚମ୍ପଟ ମାରିଥିବା ସୂଚନା ମିଳିଛି। କଏଦୀ ଜଣକ ହେଲେ ବହଳଦା ବ୍ଲକ ଝରାଡ଼ିହି…

୩୧ଯାଏ ସର୍ବସାଧାରଣଙ୍କୁ ସରକାରୀ କାର୍ଯ୍ୟାଳୟ ମନା

ବାରିପଦା ଅଫିସ, ୨୫ା୭-କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଆସନ୍ତା ୩୧ତାରିଖ ଯାଏ ଜିଲାରେ ଥିବା ସମସ୍ତ ସରକାରୀ କାର୍ଯ୍ୟାଳୟକୁ ସର୍ବସାଧାରଣ ପ୍ରବେଶ କରିପାରିବେ ନାହିଁ। ଏନେଇ ଶୁକ୍ରବାର ଜିଲା ପ୍ରଶାସନ ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜ୍ଞପ୍ତିରେ ଦର୍ଶାଯାଇଛି ଯେ,…

ମହିଳା ଗୋଷ୍ଠୀଙ୍କ ପରିବା ଚାଷ :କ୍ଷେତ ପରିଦର୍ଶନ କଲେ ଜିଲାପାଳ

ଖୁଣ୍ଟା,୨୩ା୭(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଖୁଣ୍ଟା ବ୍ଲକ ଅଧୀନ ବଡ଼ପଥରା ପଞ୍ଚାୟତ ଚାପଲଡ଼ିହି ଗ୍ରାମରେ ମହିଳା ଗୋଷ୍ଠୀ ଚାଷ କରି ବେଶ ଲାଭବାନ ହୋଇ ପାରିଛନ୍ତି। ଗୁରୁବାର ଜିଲାପାଳ ବିନୀତ ଭରଦ୍ୱାଜ ପନିପରିବା କ୍ଷେତ ପରିଦର୍ଶନ କରିଥିଲେ। ବିଭିନ୍ନ ପନିପରିବା ଚାଷ ଦେଖିବା…

ପୋଷ୍ଟ ପିଅନଙ୍କୁ କରୋନା

ଚିତ୍ରଡ଼ା,୨୨ା୭(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଞ୍ଚଳର ଜଣେ ପୋଷ୍ଟ ପିଅନ କରୋନା ଆକ୍ରାନ୍ତ ହୋଇଛନ୍ତି। ଏ ନେଇ ସ୍ଥାନୀୟ ଅଞ୍ଚଳବାସୀ ଭୟଭୀତ ହୋଇ ପଡ଼ିଛନ୍ତି। ମଙ୍ଗଳବାର ବିଡିଓ ପ୍ରିୟବ୍ରତ ପାଢ଼ୀ ଓ ତହସିଲଦାର ପ୍ରିୟଦର୍ଶନୀ ମଲ୍ଲିକ ପହଞ୍ଚି ପୋଷ୍ଟମାଷ୍ଟରଙ୍କ ସହ…

ଖୁଣ୍ଟା କଲେଜରେ ଛାତ୍ର ଅଶାନ୍ତି

ଉଦଳା,୨୧ା୭(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ଖୁଣ୍ଟା ଡିଗ୍ରୀ ମହାବିଦ୍ୟାଳୟରେ ରିଆଡ୍‌ମିଶନ ଫି ବୃଦ୍ଧିକୁ ଛାତ୍ରୀଛାତ୍ର ବିରୋଧ କରିଛନ୍ତି। ନ୍ୟାୟ ପାଇଁ ମଙ୍ଗଳବାର ସେମାନେ ସ୍ଥାନୀୟ ଉପଜିଲାପାଳଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଏନେଇ କଲେଜରେ ଛାତ୍ର ଅଶାନ୍ତି ଦେଖାଦେଇଛି। କେବଳ ବର୍ଦ୍ଧିତ ଫି ନୁହେଁ ଚଳିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?