ଜିଲାପାଳଙ୍କୁ ଦାବିପତ୍ର ଦେଲା ଭାଜପା
ବାରିପଦା ଅଫିସ, ୧୩ା୫- ମୟୂରଭଞ୍ଜ ଜିଲାରେ ବର୍ତ୍ତମାନ ଦେଖାଦେଇଥିବା ବିଭିନ୍ନ ସମସ୍ୟାର ସମାଧାନ ପାଇଁ ମଙ୍ଗଳବାର ଭାଜପାର ଏକ ପ୍ରତିନିଧିମଣ୍ଡଳୀ ଜିଲାପାଳଙ୍କୁ ଭେଟି ଦାବିପତ୍ର ପ୍ରଦାନ କରିଛନ୍ତି। ଏହି ଜିଲା ଏକ ଆଦିବାସୀ ଅଧ୍ୟୂଷିତ ଅଞ୍ଚଳ ହୋଇଥିବା ବେଳେ ପ୍ରାୟ ୮୦…
୨ ଆକ୍ରାନ୍ତଙ୍କ ଟ୍ରାଭେଲ୍ ହିଷ୍ଟ୍ରିକୁ ନେଇ ଲୋକେ ଛାନିଆ
କପ୍ତିପଦା,୧୨ା୫(ଡି.ଏନ.ଏ)- ସୁରତ ଫେରନ୍ତା ଲିଙ୍କ୍ରେ ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ୍ରୁ ୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ଭୟର ବାତାବରଣ ସୃଷ୍ଟି ହେବା ସହ ୨ ଆକ୍ରାନ୍ତଙ୍କ ଟ୍ରାଭେଲ୍ ହିଷ୍ଟ୍ରିକୁ ନେଇ ଅଞ୍ଚଳବାସୀ ଛାନିଆ ହୋଇ ପଡ଼ିଛନ୍ତି। ଏସଂକ୍ରାନ୍ତରେ…
ଟିକା ଦେବାକୁ ନେଇ ଫେରାଇଲେ ମୃତଦେହ: ଶିଶୁ ବଦଳ ଅଭିଯୋଗରେ ପିଆର୍ଏମ୍ ମେଡିକାଲରେ ଉତ୍ତେଜନା
ବାରିପଦା ଅଫିସ, ୧୨।୫: ମୟୂରଭଞ୍ଜ ଜିଲା ବାରିପଦା ପିଆର୍ଏମ୍ ମେଡିକାଲରେ ଶିଶୁ ପୁତ୍ର ବଦଳ ହୋଇଥିବା ଅଭିଯୋଗ ହୋଇଛି। ଏନେଇ ମଙ୍ଗଳବାର ମେଡିକାଲରେ ଉତ୍ତେଜନା ଦେଖାଦେଇଛି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିବା ସହ ଅଭିଭାବକଙ୍କୁ ବୁଝାଶୁଝା କରୁଥିବା ଦେଖିବାକୁ ମିଳିଛି।…
ଶିମିଳିପାଳରୁ ୩ ଶିକାରୀ ଗିରଫ
ଖୁଣ୍ଟା,୧୧ା୫(ଡି.ଏନ୍.ଏ.)- ମୟୂରଭଞ୍ଜ ଜିଲା ଡୁକୁରା ୱାଇଲ୍ଡ ଲାଇଫ୍ ରେଞ୍ଜ ଅଧୀନ ଶିମିଳିପାଳ ଜଙ୍ଗଲରୁ ରବିବାର ୩ ଶିକାରୀଙ୍କୁ ବନ ବିଭାଗ ଗିରଫ କରିଛିି। ଅଭିଯୁକ୍ତମାନେ ହେଲେ ଗୋମେଇଘାଟି ଗ୍ରାମର ସୁଜିତ ସିଂ ଓ ସଞ୍ଜୟ ସିଂ ଏବଂ ସୁର୍ଣମଞ୍ଜରୀ ଗ୍ରାମର ରବୀନ୍ଦ୍ର…
ଫୁଟିଲା ପାରିଜାତ
ବୈଶିଙ୍ଗା,୧୧ା୫(ଡି.ଏନ୍.ଏ.)-ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ବୈଶିଙ୍ଗା ଗ୍ରାମର ରାଜୀବ କୁମାର ଜେନାଙ୍କ ବାଡ଼ିରେ ରବିବାର ସକାଳେ ଏକ ପାରିଜାତ ଫୁଲ ଫୁଟିଥିବା ଦେଖିବାକୁ ମିଳିଛି। ଖବର ପ୍ରଚାରିତ ହେବା ପରେ ଏହାକୁ ଦେଖିବା ପାଇଁ ସେଠାରେ ଲୋକେ ଭିଡ଼ ଜମାଇଥିଲେ।…
ବାଘ ଛାଲ ଜବତ ଘଟଣା: ୪ କୋର୍ଟ ଚାଲାଣ
ଠାକୁରମୁଣ୍ଡା ,୧୧ା୫(ଡି.ଏନ୍.ଏ.)- ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଦୁଧିଆଣି ରେଞ୍ଜ ଅଧୀନସ୍ଥ ଟଙ୍ଗାବିଲାଠାରେ ଥିବା ଏକ ପରିତ୍ୟକ୍ତ ଘରେ କଲରାପତରିଆ ବାଘ ଚମଡ଼ାକୁ ବିକ୍ରି ପାଇଁ ମସୁଧା ଚାଲିଥିଲା। ଖବରପାଇ ଶନିବାର ବନ ବିଭାଗର ଏକ ଟିମ୍ ସେଠାରେ ଚଢ଼ାଉ କରି…
ଆଇସୋଲେଶନ ସେଣ୍ଟରକୁ ବିରୋଧ
ବିଶୋଇ,୧୧ା୫(ଡି.ଏନ୍.ଏ.)- ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବାହାର ରାଜ୍ୟରୁ ପ୍ରବାସୀଓଡ଼ିଆ ମାନେ ନିଜ ଅଞ୍ଚଳକୁ ଆସି ପ୍ରଥମେ ଆଇସୋଲେଶନ ସେଣ୍ଟରରେ ରହିବା ନିୟମ ଥିବାରୁ ଏହି ସେଣ୍ଟରକୁ ଲାଗି ରହୁଥିବା ଜନସାଧାରଣ ଭୟଭୀତ ହୋଇ ପଡ଼ିଛନ୍ତି। ମୟୂରଭଞ୍ଜ…
ବଜ୍ରପାତରେ ଜଣେ ମୃତ, ୩ ଗୁରୁତର
ଠାକୁରମୁଣ୍ଡା,୧୦ା୫(ଡି.ଏନ୍.ଏ.)- ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ବ୍ଲକ ଅଧୀନ କେଶଡ଼ିହା ପଞ୍ଚାୟତ ପୁରୁଣାପାଣି ଗ୍ରାମରେ ରବିବାର ଅପରାହ୍ନରେ ବଜ୍ରପାତ ଘଟି ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ୩ ଜଣ ଗୁରୁତର ଆହତ ହୋଇଛନ୍ତି। ଆହତମାନଙ୍କୁ ଚିକିତ୍ସା ପାଇଁ ଠାକୁରମୁଣ୍ଡା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି…
ଚାଲି ଚାଲି ଆସି ଥକି ପଡ଼ିଲେ
ବାରିପଦା ଅଫିସ, ୧୦ା୫- କରୋନା ସଂକ୍ରମଣକୁ ରୋକିବା ପାଇଁ ତୃତୀୟ ପର୍ଯ୍ୟାୟରେ ହୋଇଥିବା ଲକ୍ଡାଉନ ସମୟରେ ବିଭିନ୍ନ ସ୍ଥାନରେ ଫସି ରହିଥିବା ଶ୍ରମିକମାନେ ଏବେ ଘରମୁହଁ। ହୋଇଛନ୍ତି। କିଏ ବସ୍ରେ ତ ଆଉ କିଏ ଟ୍ରେନ୍ରେ ଆସୁଛନ୍ତି। ସେହିଭଳି କେତେକ ବାଇକ୍…
ସିଲ୍ ହେବ ୧୪ ଦୋକାନ
ବାରିପଦା ଅଫିସ,୯ା୫: ସାମାଜିକ ଦୁରତ୍ୱ ପାଳନ ନ କରିଥିବା ଅଭିଯୋଗରେ ବାରିପଦା ସହରରେ ଥିବା ୧୪ଟି ଦୋକାନକୁ ସିଲ୍ କରାଯିବ ବୋଲି ବାରିପଦା ତହସିଲଦାର ରାମଚନ୍ଦ୍ର ସୋରେନ୍ ପ୍ରକାଶ କରିଛନ୍ତି। କଚେରୀ ମାର୍କେଟ, ଲାଲ ବଜାର, ବାଣ୍ଠିଆ ଜଗନ୍ନାଥ ମନ୍ଦିର ସମ୍ମୁଖ,…
ଅଦିନିଆ ବର୍ଷାରେ ଭାଙ୍ଗିଲା ଘର
କପ୍ତିପଦା,୯ା୫(ଡି.ଏନ.ଏ)- କପ୍ତିପଦା ଖପରାପାଳ ଗ୍ରାମର ଜଣେ ଗରିବ ମହିଳାଙ୍କ ଘରଟି ଅଦିନିଆ ବର୍ଷାରେ ଭାଙ୍ଗି ମାଟିରେ ମିଶିଯାଇଛି। ସେ ହେଲେ ମୀନତି ଦାସ। ତାଙ୍କର ୨ପୁଅ ଓ ୨ ଝିଅ। ୨ ପୁଅ ଶ୍ରମିକ ଭାବେ କାମ କରୁଥିବାବେଳେ ୨ ଝିଅଙ୍କ…
ନଦୀ ପାର ବେଳେ ଜୀବନ ଗଲା
ରାଇରଙ୍ଗପୁର, ୯।୫(ଡି.ଏନ.ଏ.)-ମୟୂରଭଞ୍ଜ ଜିଲା ରାଇରାଙ୍ଗପୁର ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଶ୍ୟାମସୁନ୍ଦରପୁର ଗ୍ରାମରେ ପରମେଶ୍ୱର ମହାନ୍ତ ନାମକ ଜଣେ ବ୍ୟକ୍ତି ନଦୀ ପାର ହୋଇ ଯିବାବଳେ ଭାସିଯାଇ ପ୍ରାଣ ହରାଇଛନ୍ତି। ସେ ଶନିବାର ମାର୍କେଟିଂ କରିବାପାଇଁ ରାଇରଙ୍ଗପୁର ସହରାଞ୍ଚଳକୁ ଯାଉଥିଲେ। ନଦୀ ପାର…
Archives


