ମୟୂରଭଞ୍ଜ

ଶହୀଦ ନନ୍ଦୁରାମଙ୍କୁ ଅଶ୍ରୁଳ ଶ୍ରଦ୍ଧାଞ୍ଜଳି: ପୈତୃକ ଗ୍ରାମରେ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷକୃତ୍ୟ ସମ୍ପନ୍ନ

ବାରିପଦା ଅଫିସ/ରାଇରଙ୍ଗପୁର,୨୦ା୬(ଡି.ଏନ୍‌.ଏ.)- ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଓଡ଼ିଆ ଯବାନ ଶହୀଦ ନନ୍ଦୁରାମ ସୋରେନ୍‌ଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି। ଶୁକ୍ରବାର ସକାଳେ ମୟୂରଭଞ୍ଜ ଜିଲା ବିଜତଳା ବ୍ଲକ ବଡ଼ଚମ୍ପାଉଦାସ୍ଥିତ ପୈତୃକ ଗ୍ରାମରେ ଶୋକାକୁଳ ପରିବେଶରେ ପଞ୍ଚଭୂତରେ ଲୀନ ହୋଇଛି ଶହୀଦଙ୍କ ମରଶରୀର। ଅନ୍ତିମ…

ଆଉ କିଛି ସମୟ ମଧ୍ୟରେ ପଞ୍ଚଭୂତରେ ବିଲୀନ ହେବେ ୨ ବୀର ଯବାନ

ଭୁବନେଶ୍ୱର,୧୯ା୬(ବ୍ୟୁରୋ): ପୂର୍ବ ଲଦାଖ ସୀମା ଗଲ୍‌ଓ୍ବାନ୍‌ ଉପତ୍ୟକାରେ ଚାଇନା ଶତ୍ରୁ ସହ ଲଢ଼ି ଦେଶ ପାଇଁ ଶହୀଦ ହୋଇଥିବା ଦୁଇ ଓଡ଼ିଆ ବୀରଙ୍କ ଜନ୍ମମାଟିରେ ଆଉ ମାତ୍ର କିଛି ସମୟ ମଧ୍ୟରେ ଶେଷକୃତ୍ୟ ସମ୍ପନ୍ନ ହେବ। ଦୁଇ ବୀରଙ୍କୁ ନିଜ ନିଜ…

ଧାନକିଣାରେ ଅବ୍ୟବସ୍ଥା ନେଇ ଅସନ୍ତୋଷ

ବାରିପଦା ଅଫିସ, ୧୯ା୬-ରବି ଧାନ କିଣାରେ ବ୍ୟାପକ ଅବ୍ୟବସ୍ଥା ନେଇ ଚାଷୀଙ୍କ ମଧ୍ୟରେ ଅସନ୍ତୋଷ ଦାନା ବାନ୍ଧିବାରେ ଲାଗିଛି। ଏଥିରେ ସରକାରୀ କର୍ମଚାରୀ, ମିଲର, ଦଲାଲମାନେ ସମ୍ପୃକ୍ତ ଥିବା ଚାଷୀମାନେ ଅଭିଯୋଗ କରିଛନ୍ତି। ଏହାର ପ୍ରତିବାଦ କରି ଚାଷୀମାନେ ଗୁରୁବାର ଜିଲାପାଳଙ୍କୁ…

ଖଟିଆରେ ବୁହା ହେଲେ ରୋଗୀ

ଠାକୁରମୁଣ୍ଡା, ୧୮।୬(ଡି.ଏନ.ଏ.)-ଖଟିଆରେ ବୁହାହେଲା ରୋଗୀ ଏଭଳି ଏକ ଘଟଣା ଦେଖିବାକୁ ମିଳିଛି, ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ବ୍ଲକ ଚମ୍ପାଝର ପଞ୍ଚାୟତର ଅଶନବଣି ଗାଁରେ। ପଞ୍ଚାୟତ କାର୍ଯ୍ୟାଳୟ ଠାରୁ ୨ କି.ମି ରାସ୍ତା ଖାଲ ଖମା ସହିତ କାଦୁଅ ହୋଇଥିବାରୁ ଆମ୍ବୁଲାନ୍ସ ଆସିପାରିଲା…

ଭାରତ-ଚାଇନା ସଂଘର୍ଷରେ ଶହୀଦ ହୋଇଛନ୍ତି ରାଇରଙ୍ଗପୁରର ଯବାନ ନନ୍ଦୁରାମ, ଗ୍ରାମରେ ଶୋକର ଛାୟା

ରାଇରଙ୍ଗପୁର,୧୭।୬(ଡି.ଏନ୍‌.ଏ.): ଗଲଓ୍ବାନ୍‌ ଉପତ୍ୟକାରେ ସୋମବାର ଭାରତ ଓ ଚାଇନା ସେନା ମଧ୍ୟରେ ହୋଇଥିବା ରକ୍ତାକ୍ତ ସଂଘର୍ଷରେ ଭାରତର ୨୦ ଯବାନ ଶହୀଦ ହୋଇଛନ୍ତି। ସେଥିରେ ୨ଜଣ ଓଡ଼ିଆ ଯବାନ ଥିବା ଜଣାପଡ଼ିଛି। ସେମାନେ ହେଲେ କନ୍ଧମାଳ ଜିଲା ରାଇକିଆ ବ୍ଲକ ବିୟରପାଙ୍ଗା…

ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ପ୍ରାପ୍ୟ ଦାବିରେ ବ୍ଲକ ଘେରାଉ

ବାରିପଦା ଅଫିସ,୧୭ା୬- ମହାତ୍ମାଗାନ୍ଧୀ ଜାତୀୟ ଗ୍ରାମୀଣ କର୍ମନିଶ୍ଚିତ ନିଯୁକ୍ତି ଯୋଜନା (ଏମ୍‌ଜିଏନ୍‌ଆର୍‌ଇଜିଏସ୍‌)ରେ କାର୍ଯ୍ୟ କରିଥିବା ବେଳେ ମାସରୁ ଉର୍ଦ୍ଧ୍ୱ ଦିନ ହେଲାଣି ଶ୍ରମିକମାନଙ୍କୁ ଟଙ୍କା ମିଳିନାହିଁ। ସେମାନଙ୍କ ପ୍ରାପ୍ୟ ପାଇଁ ଶ୍ରମିକମାନେ ପଞ୍ଚାୟତ ନିର୍ବାହୀ ଅଧିକାରୀ (ପିଇଓ)ଙ୍କଠାରୁ ଆରମ୍ଭ କରି ସରପଞ୍ଚଙ୍କୁ…

ଗୋରୁ ବୋଝେଇ ଗାଡ଼ି ଜବତ

ରାଇରଙ୍ଗପୁର,୧୭।୬(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ବିଶୋଇ ନିକଟସ୍ଥ ୪୯ନଂ. ଜାତୀୟ ରାଜପଥର ବାଇପାସ୍‌ ଛକରେ ସୋମବାର ରାତିରେ ପୋଲିସ ଏକ ଗୋରୁ ବୋଝେଇ ଗାଡ଼ି ଜବତ କରିଛି। ଏହି ଘଟଣାରେ ୨ ଜଣ ଗିରଫ ହୋଇଥିତ୍ବା ବିଶୋଇ ଥାନା ଅଧିକାରୀ ଫଣିଭୂଷଣ ନାୟକ…

ସଙ୍ଗରୋଧ କେନ୍ଦ୍ରରେ ଟିକଟିକ୍‌, ପ୍ରଶାସନ ପାଖରେ ଖବର ନାହିଁ

ବାରିପଦା ଅଫିସ,୧୭ା୬- ପ୍ରଶାସନ ପକ୍ଷରୁ ହୋଇଥିବା ଅସ୍ଥାୟୀ ସଙ୍ଗରୋଧ କେନ୍ଦ୍ରରେ ଜଣେ ଯୁବକ କିଛି ଦିନ ହେଲାଣି ଟିକଟିକ୍‌ ଭିଡ଼ିଓ ପ୍ରସ୍ତୁତ କରିବାରେ ଲାଗିଛନ୍ତି। ଦୁଇଦିନ ତଳେ ସେ କରିଥିବା ଏକ ଭିଡ଼ିଓ ଏବେ ସୋସିଆଲ ମିଡ଼ିଆରେ ଭାଇରାଲ ହେବା ପରେ…

ସଙ୍ଗରୋଧ କେନ୍ଦ୍ରରେ ଯୁବତୀଙ୍କ ଅଶ୍ଳୀଳ ଫଟୋ ଉଠାଇ ବ୍ଲାକମେଲିଂ: ଅଭିଯୁକ୍ତ ଗିରଫ

ରାଇରଙ୍ଗପୁର,୧୭।୬(ଡି.ଏନ୍‌.ଏ.)-ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଗ୍ରାମାଞ୍ଚଳ ଥାନା ଅଧୀନ ଏକ ସଙ୍ଗରୋଧ କେନ୍ଦ୍ରରେ ରହୁଥିତ୍ବା ଜଣେ ଯୁବତୀଙ୍କ ଅଶ୍ଳୀଳ ଫଟୋ ଉଠାଇ ବ୍ଲାକମେଲିଂ କରିବା ଅଭିଯୋଗରେ ପୋଲିସ ଜଣେ ଯୁବକଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ଏନେଇ(ନଂ.୭୨/୨୦୨୦)ରେ ମାମଲା ରୁଜୁ ହୋଇଛି। ପୋଲିସ…

‘ବନ୍ଦେ ଉକତ୍ଳ ଜନନୀ’ ସଙ୍ଗୀତ ପ୍ରତିଯୋଗିତା

ବାଙ୍ଗିରିପୋଷି,୧୬ା୬(ଡି.ଏନ୍‌.ଏ.)- ‘ଗାଁକୁ ଫେରିଚାଲ’ ସାମାଜିକ ଅନୁଷ୍ଠାନ ପକ୍ଷରୁ ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ବ୍ଲକ ଅଧୀନ ନିଶ୍ଚିନ୍ତା ପଞ୍ଚାୟତର ହେମଚନ୍ଦ୍ରପୁର (ଶୁଣ୍ଡିସାହି) ଗ୍ରାମରେ ବନ୍ଦେ ଉକତ୍ଳ ଜନନୀ ପ୍ରାଦେଶିକ ସଙ୍ଗୀତ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ସଂଗଠକ ନବ କୁମାର ମାଇତିଙ୍କ ପ୍ରଚେଷ୍ଠାରେ ଅନୁଷ୍ଠିତ…

ରାଜସ୍ବ ନିରୀକ୍ଷକଙ୍କୁ ଆକ୍ରମଣ, ଥାନାରେ ମାମଲା

ବାରିପଦା ଅଫିସ,୧୬ା୬- ମୟୂରଭଞ୍ଜ ଜିଲା ବାରିପଦା ତହସିଲ ଅଧୀନ ଆରଆଇ-୩ର ରାଜସ୍ବ ନିରୀକ୍ଷକ ତନ୍ମୟ ରଞ୍ଜନ ସାହୁଙ୍କୁ ଆକ୍ରମଣ କରାଯାଇଥିତ୍ବା ନେଇ ସୋମବାର ଟାଉନ ଥାନାରେ ଅଭିଯୋଗ ହୋଇଛି। ପୋଲିସ ସୂଚନା ଅନୁଯାୟୀ, ରବିବାର ଅପରାହ୍ନରେ ରାଜସ୍ବ ନିରୀକ୍ଷକ ସାହୁ ଦେବେନ୍ଦ୍ରପୁରଠାରେ…

ବଜ୍ରପାତରେ ସ୍ବାମୀ ମୃତ, ସ୍ତ୍ରୀ ଗୁରୁତର

ବାରିପଦା ଅଫିସ/ରାଇରଙ୍ଗପୁର,୧୬ା୬(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ବାଦାମପାହାଡ଼ ଥାନା ଅନ୍ତର୍ଗତ ପଢିଆ ଗ୍ରାମ ନିକଟରେ ସୋମବାର ବଜ୍ରପାତରେ ସ୍ବାମୀଙ୍କ ମୃତ୍ୟୁ ଘଟିଥିବା ବେଳେ ସ୍ତ୍ରୀ ଗୁରୁତର ଆହତ ହୋଇଛନ୍ତି। ମୃତକ ହେଲେ ଝାରପୋଖରିଆ ଥାନା ଅଧୀନ ପାନ୍ଧଡା ଗ୍ରାମର ଅଜୟ କୁମାର ଗୋଚ୍ଛାୟତ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?