୧୦ ଦିନରେ ଚେନ୍ନାଇରୁ ମୟୂରଭଞ୍ଜ
ବିଶୋଇ,୨୩ା୫(ଡି.ଏନ୍.ଏ.)-କରୋନା ଯୋଗୁ ବର୍ତ୍ତମାନ ସାରା ଦେଶରେ ଲକ୍ଡାଉନ ପରିସ୍ଥିତି ଜାରି ହୋଇଥିବାବେଳେ ଏଥିରେ ନିଜର ପରିବାର ପୋଷଣ ନିମନ୍ତେ ବାହାର ରାଜ୍ୟକୁ ଯାଇଥିବା ପ୍ରବାସୀ ଓଡିଆଙ୍କୁ ବହୁ ଅସୁବିଧାର ସମ୍ମୁଖୀନ ହେବାକୁ ପଡୁଛି। ଲକ୍ଡାଉନ କାରଣରୁ ବାହାର ରାଜ୍ୟର ଅଧିକାଂଶ ଘରୋଇ…
ବୃଦ୍ଧା ମା’ଙ୍କୁ ପିଟିପିଟି ମାରିଦେଲେ ଦୁଇ ପୁଅ
ବାରିପଦା ଅଫିସ,୨୨ା୫: ମୟୂରଭଞ୍ଜ ଜିଲା ବାଙ୍ଗରିପୋଷି ଥାନା ସାତଭାୟା ଗ୍ରାମରେ ଗୁରୁବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ବାଙ୍ଗିରିପୋଷି ବ୍ଲକ ଅନ୍ତର୍ଗତ ବଣକାଟି ପଞ୍ଚାୟତ ସାତଭାୟା ଗ୍ରାମର ବୃଦ୍ଧା ମା’ ତୁଳସୀ ସିଂଙ୍କୁ ଦୁଇ ପୁଅ ପିଟିପିଟି ମାରି ଦେଇଛନ୍ତି।…
ଅମ୍ଫନ୍ର ପ୍ରଭାବ: ୨୪ ଘଣ୍ଟା ଧରି ବନ୍ଦ ରହିଛି ବିଦ୍ୟୁତ୍ ସରବରାହ
ଚିତ୍ରଡ଼ା,୨୧ା୫(ଡି.ଏନ୍.ଏ.): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକରେ ବାତ୍ୟା ଅମ୍ପନ୍ର ପ୍ରଭାବ ବୁଧବାର ଦେଖିବାକୁ ମିଳିଥିଲା। ଫଳରେ ବିଭିନ୍ନ ଘର କ୍ଷତିଗ୍ରସ୍ତ ହେବା ସହ ଗଛ ଏବଂ ବିଦ୍ୟୁତ୍ ଖୁଣ୍ଟ ଉପୁଡ଼ି ପଡ଼ିଛି। ଏଥିନେଇ ବିଦ୍ୟୁତ୍ ସେବା ବୁଧବାରଠାରୁ ଗୁରୁବାର ଅପରାହ୍ନ ପର୍ଯ୍ୟନ୍ତ…
ଠାକୁରମୁଣ୍ଡା ବ୍ଲକରୁ ପ୍ରଥମ କରୋନା ଆକ୍ରାନ୍ତ ଚିହ୍ନଟ, ତୀର୍ଥ ଭ୍ରମଣରେ ଯାଇ ଫେରିଥିଲେ ବୃଦ୍ଧ
ଠାକୁରମୁଣ୍ଡା, ୨୧।୫(ଡି.ଏନ୍.ଏ.): ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ବ୍ଲକରେ ପ୍ରଥମ କରି ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗୁରୁବାର ଜିଲାରେ ୩ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେଥିମଧ୍ୟରୁ ଠାକୁରମୁଣ୍ଡାର ଜଣେ ୭୦ ବର୍ଷୀୟ ବୃଦ୍ଧ ରହିଛନ୍ତି। ଚିହ୍ନଟ ବୃଦ୍ଧ ତୀର୍ଥ…
ଅମ୍ଫନ୍ ପ୍ରଭାବରେ ପ୍ରବଳ ବର୍ଷା,ପବନ: ବିଭିନ୍ନ ସ୍ଥାନରେ ଉପୁଡ଼ିଲା ଗଛ
ବାରିପଦା ଅଫିସ,୨୦ା୫: ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ଅମ୍ଫନ୍ ପ୍ରଭାବରେ ମୟୂରଭଞ୍ଜ ଜିଲାରେ ପ୍ରବଳ ପବନ ସାଙ୍ଗକୁ ବର୍ଷା ଜାରି ରହିଛି। ବୁଧବାର ଭୋର୍ ୩ଟାରୁ ଜିଲାର ବିଭିନ୍ନ ସ୍ଥାନରେ ବର୍ଷା ସାଙ୍ଗକୁ ପବନ ଲାଗିରହିଛି। ଜିଲାର ୨୬ଟି…
ବାହାର ରାଜ୍ୟରୁ ଆସିବା କାଳ ହେଲା : କରୋନା କଟକଣା ଯୋଗୁ ଆଖିବୁଜିଲେ ଯାଆଁଳା ଶିଶୁ
ବାରିପଦା ଅଫିସ,୨୦ା୫- ବର୍ଷକ ତଳେ ବିବାହ କରିଥିବା ଦମ୍ପତି ପ୍ରଥମ ସନ୍ତାନ ପାଇଁ କେତେ ସ୍ବପ୍ନ ଦେଖିଥିଲେ। ମାତ୍ର କରୋନା କଟକଣା ଯୋଗୁ ସବୁ ଖୁସି ପାଣି ଫୋଟକା ପରି ମିଳେଇଗଲା। ଦୁନିଆର ଆଲୋକ ଦେଖିବା ଆଗରୁ ଯମଜ ଶିଶୁପତ୍ର ଆଖି…
ମଝିଗଡ଼ିଆରୁ ହରିଣ ଉଦ୍ଧାର
କପ୍ତିପଦା,୨୦।୫(ଡି.ଏନ.ଏ.)- ମୟୂରଭଞ୍ଜ ଜିଲା କପ୍ତିପଦା ରେଞ୍ଜ ଅଧୀନ ମଝିଗଡ଼ିଆ ଗ୍ରାମରେ ମଙ୍ଗଳବାର ଏକ ହରିଣକୁ ଉଦ୍ଧାର କରାଯାଇଛି ା ଉଦ୍ଧାର ହରିଣଟିକୁ ଶିମିଳିପାଳ ଅଭୟାରଣ୍ୟ ସଂଲଗ୍ନ ଜାମୁଦଲକି ଜଙ୍ଗଲରେ ଛାଡ଼ି ଦିଆଯାଇଛି। ହରିଣଟି ଶିମିଳିପାଳରୁ ବାଟବଣା ହୋଇ ଗ୍ରାମ ଭିତରକୁ ପଶି…
ଜିଲାପାଳଙ୍କ କାର୍ଯ୍ୟାଳୟରେ ଧସେଇ ପଶିଲେ ମହିଳା: ୮ ଗିରଫ
ବାରିପଦା ଅଫିସ,୧୯ା୫- ପିଆରଏମ୍ ମେଡିକାଲରେ ଶିଶୁ ବଦଳ ଘଟଣାକୁ ସପ୍ତାହେ ବିତି ଯାଇଥିବା ବେଳେ ଏ ଦିଗରେ ମେଡ଼ିକାଲ କର୍ତ୍ତୃପକ୍ଷ କିମ୍ବା ଜିଲାପ୍ରଶାସନ ପକ୍ଷରୁ କୌଣସି ପଦକ୍ଷେପ ଗ୍ରହଣ କରାଯାଇନି। ଫଳରେ ନ୍ୟାୟ ଦାବିରେ ସୋମବାର ଶିଶୁଙ୍କ ଅଭିଭାବକଙ୍କ ସମେତ ଶତାଧିକ…
ଆଦିବାସୀ ଯୁବନେତାଙ୍କ ପରଲୋକ
ଠାକୁରମୁଣ୍ଡା,୧୯ା୫(ଡି.ଏନ୍.ଏ.)- ଆଦିବାସୀ ଯୁବ ନେତା ତଥା ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ପଞ୍ଚାୟତ ସମିତି ଅଧୀନ ସାଲେଇବେଡା ପଞ୍ଚାୟତର ସମିତି ସଭ୍ୟ ଅଜୟ କଳୁଣ୍ଡିଆ(୪୬)ଙ୍କ ସୋମବାର ପରଲୋକ ଘଟିଛି। କର୍କଟ ରୋଗରେ ପୀଡିତ ହୋଇ ସେ ଚିକିତ୍ସିତ ହେଉଥିଲେ। ମୃତ୍ୟୁ ପୂର୍ବରୁ ସ୍ତ୍ରୀ…
ପାଗ ଭିଡ଼ିଲେଣି ଚାଷୀ : ଖରିଫ ଋତୁରେ ୪ ଲକ୍ଷ ୩୭ ହଜାର ହେକ୍ଟର ଜମିରେ ହେବ ଚାଷ
ବାରିପଦା ଅଫିସ,୧୯ା୫- କରୋନା ପାଇଁ ଲକ୍ଡାଉନ ଯୋଗୁ ରବି ଚାଷରେ କ୍ଷତି ସହିଥିବା ମୟୂରଭଞ୍ଜ ଜିଲାର ଚାଷୀ ଏବେ ଖରିଫ ଚାଷ ପାଇଁ ପାଗ ଭିଡ଼ିଲେଣି। ପବିତ୍ର ଅକ୍ଷିତୃତୀୟାରେ ଅଖିମୁଠି ଅନୁକୂଳ ସରିଛି। ଜିଲାର ଅନେକ ସ୍ଥାନରେ ଚାଷୀମାନେ ଚାଷ…
ମୟୂରଭଞ୍ଜର ୪ କରୋନା ଆକ୍ରାନ୍ତ ସୁସ୍ଥ
କପ୍ତିପଦା,୧୮ା୫(ଡି.ଏନ୍.ଏ)- ମୟୂରଭଞ୍ଜ ଜିଲାର ୧୧ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ସୋମବାର ୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସୁସ୍ଥ ହୋଇଥିବା ଆକ୍ରାନ୍ତମାନେ ପୁରୁଷ ଓ କପ୍ତିପଦା ବ୍ଲକ ଅଞ୍ଚଳର। ସେମାନଙ୍କ ମଧ୍ୟରୁ ୩ ଜଣ ପିଙ୍ଗୁ ପଞ୍ଚାୟତର ଓ ଜଣେ…
ଶିମିଳିପାଳରୁ ୨ ଶିକାରୀ ଗିରଫ
ଖୁଣ୍ଟା,୧୮ା୫(ଡି.ଏନ୍.ଏ.)- ଶିମିଳିପାଳ ଅଭୟାରଣ୍ୟର ଡୁକୁରା ୱାଇଲ୍ଡ ଲାଇଫ୍ ରେଞ୍ଜ ଅଞ୍ଚଳରୁ ରବିବାର ରାତିରେ ୨ ଶିକାରୀଙ୍କୁ ବନ ବିଭାଗ ଗିରଫ କରିଛି। ଅଭିଯୁକ୍ତ ଦ୍ୱୟ ହେଲେ ଭୋଳାଗଡ଼ିଆ ଗ୍ରାମର ନରେନ୍ଦ୍ର ହେମ୍ବ୍ରମ ଓ ହାତିକୋଟ ଗ୍ରାମର କିରଣ ବିଶ୍ୱାଳ। ଉଭୟଙ୍କଠାରୁ ଏକ…
Archives


