ଗଡଦେଉଳିଆ ନିକଟରେ ମର୍ମନ୍ତୁଦ ଦୁର୍ଘଟଣାରେ ଜଣେ ମୃତ, ରଙ୍ଗ ରୁଟରେ ଆସି…
ବୈଶିଙ୍ଗା,୨୫|୧(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ୧୮ ନଂ ଜାତୀୟ ରାଜପଥର ଗଡଦେଉଳିଆ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ରବିବାର ଦିନ ୨ଟା୩୦ ସମୟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣଙ୍କ ମୃତ୍ୟୁ ହୋଇଯାଇଥିବା ବେଳେ ଅନ୍ୟ…
କାର୍କୁ ଧକ୍କା ଦେଇ ଟ୍ରକ୍କୁ ପିଟିଲା ପିକ୍ଅପ୍: ୩ ଗୁରୁତର
ବାରିପଦା,୨୧ା୧: ଏନ୍ଏଚ୍ ୧୬ ଦରକୋଳି ଛକରେ ସିରିଜ ଦୁର୍ଘଟଣା ଘଟିଛି। ଏକ କାର୍କୁ ଗୋଟିଏ ପିକ୍ଅପ୍ ଧକ୍କା ଦେଇଥିବାବେଳେ ପରେ ଟ୍ରକ୍କୁ ଧକ୍କା ଦେଇଥିଲା ପିକ୍ଅପ୍। ଫଳରେ ପିକ୍ଅପ୍ରେ ଥିବା ୩ ଜଣ ଗୁରୁତର ହୋଇଛନ୍ତି। ଅନ୍ୟପକ୍ଷରେ-ଟ୍ରକ୍ ଓ ପିକ୍ଅପ୍ ଜବତ…
ଯାଇଥିଲେ ଶ୍ୱଶୁର ଘର, ଘରେ କେହି ନ ଥିବା ସୁଯୋଗ ନେଇ ଲୁଟିନେଲେ…
ବୈଶିଙ୍ଗା,୧୨।୧(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଧୀନ ଦୁର୍ଗାପୁର ଗ୍ରାମରେ ଘଟିଯାଇଛି ଏକ ଅଭାବନୀୟ ଘଟଣା। ପରିବାର ଲୋକେ ଘରେ କେହି ନ ଥିବା ସୁଯୋଗରେ ତାଲା କାଟି ଲକ୍ଷାଧିକ ଟଙ୍କାର ସୁନା,ରୂପା ଗହଣା ସହ ଆସବାବ ପତ୍ର ଓ…
ମୟୂରଭଞ୍ଜରେ ଚାଞ୍ଚଲ୍ୟ: ବୃଦ୍ଧାଙ୍କୁ ବଳାତ୍କାର ପରେ ପଥରରେ ଛେଚି…
ଉଦଳା, ୧୨।୧(ସନ୍ତୋଷ କୁମାର ବାଚ୍ଛିନୀ): ପଡ଼ୋଶୀ ସାଜିଲା ନର ରାକ୍ଷସ। ନିଜ ଯୌନ ଲାଳସା ପୂରଣ କରିବା ପରେ ବୃଦ୍ଧାଙ୍କୁ ପଥରରେ ଛେଚି କରିଲେ ହତ୍ୟା। ଏଭଳି ଲୋମ ଟାଙ୍କୁରା ହତ୍ୟାକାଣ୍ଡ ଘଟିଛି ଉଦଳା ଥାନା ଅମ୍ବିକାଦେଇପୁର ମାହାଲୀସାହି ଗ୍ରାମରେ। ମୃତକ…
ବଡ଼ବାପାଙ୍କୁ ହତ୍ୟା କରି ମୃତଦେହ ପାଖରେ ଜଗି ରହିଲେ ପୁତୁରା, ସ୍ଥାନୀୟ ଲୋକେ ପହଞ୍ଚିବାରୁ…
ବାରିପଦା,୧୦ା୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା କରଞ୍ଜିଆ ଥାନା ଅଧୀନ କରଡ଼ିଆ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ମାନସିକ ବିକାରଗ୍ରସ୍ତ ପୁତୁରା ଜଣକ ବଡ଼ବାପାଙ୍କୁ ଠେଙ୍ଗାରେ ଆକ୍ରମଣ କରି ହତ୍ୟା କରିଛନ୍ତି। ଏପରିକି ହତ୍ୟା କରିବା ପରେ ପୁତୁରା ଜଣକ…
ଶୋ’ ରୁମ୍ରେ ଲାଗିଲା ନିଆଁ, ଜଳିଗଲା ଲକ୍ଷାଧିକ ଟଙ୍କାର ଗାଡ଼ି
ବାରିପଦା,୧୦ା୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ସହରସ୍ଥିତ ଦାରୋଗାଡ଼ାହି ଛକ ନିକଟରେ ଥିବା କାଇନେଟିକ୍ ଶୋ’ ରୁମ୍ରେ ନିଆଁ ଲାଗି ଲକ୍ଷାଧିକ ଟଙ୍କାର ଗାଡ଼ି ପୋଡ଼ି ଯାଇଛି। ଗତକାଲି ବିଳମ୍ବିତ ରାତିରେ ନିଆଁ ଲାଗିଥିବାରୁ ନିଆଁକୁ ଆୟତ୍ତ କରିବାରେ ବିଳମ୍ବ…
ରଙ୍ଗ୍ ରୁଟ୍ ହେଲା କାଳ: ଭାରସାମ୍ୟ ହରାଇ ମୁହାଁମୁହିଁ ହୋଇଗଲେ ଦୁଇ ଅଟୋ, ୫ ଯାତ୍ରୀ…
ବୈଶିଙ୍ଗା,୯।୧(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ୧୮ ନଂ ଜାତୀୟ ରାଜପଥର ଖଇରବଣି ଗ୍ରାମ ନିକଟସ୍ଥ ରୟାଲ ଢ଼ାବା ନିକଟରେ ଶୁକ୍ରବାର ଅପରାହ୍ନ ୩ ଟା ସମୟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୭ ଜଣ ଆହତ…
୧୩ ବର୍ଷର ରେକର୍ଡ ଭାଙ୍ଗିଲା ଶିମିଳିପାଳ, ପାରଦ -୧ ଡିଗ୍ରୀ
ବାରିପଦା,୯।୧(ନୀଳାଦ୍ରି ବିହାରୀ ଦଣ୍ଡପାଟ) : ମୟୂରଭଞ୍ଜ ଜିଲା ଶିମିଳିପାଳ ଜାତୀୟ ଉଦ୍ୟାନରେ ପାରଦ ନିମ୍ନଗାମୀ ହୋଇଛି । ଶୁକ୍ରବାର ତାପମାତ୍ରା ହ୍ରାସ ପାଇ ମାଇନାସ ୧ ଡିଗ୍ରୀରେ ପହଞ୍ଚିଛି । ବୁଧବାର ଓ ଗୁରୁବାର ଦୁଇ ଦିନ ଧରି ଉପରବାରହାକାମୁଡାରେ ତାପାମାତ୍ରା…
ଯୁବକଙ୍କ ଉନ୍ମତ୍ତ କାଣ୍ଡ, ବାପା ଓ ପଡୋଶୀକୁ ହାଣି ହତ୍ୟା
ବାରିପଦା, ୭।୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା କରଞ୍ଜିଆ ବ୍ଲକ କୁଶପଦା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି । ପୁଅର ଆକ୍ରମଣରେ ବାପା ସହ ପଡୋଶୀଙ୍କ ମୃତ୍ୟୁ ଘଟିଛି । ଏହା ସହିତ ଜଣେ ଗୁରୁତର ହୋଇ କରଞ୍ଜିଆ ଡାକ୍ତରଖାନାରେ…
ଶିମିଳିପାଳରେ ତାପମାତ୍ରା ‘ଶୂନ’
ବାରିପଦା,୭ା୧: ମୟୂରଭଞ୍ଜ ଜିଲା ଶିମିଳିପାଳରେ ତାପମାତ୍ରା ‘ଶୂନ’ ହୋଇଥିବା ରେକର୍ଡ କରାଯାଇଛି। ଉପରବାରକାମୁଡ଼ାରେ ‘ଶୂନ’ ତାପମାତ୍ରା ଥିବା ନେଇ ଆର୍ସିଏଫ୍ କାର୍ଯ୍ୟାଳୟ ପକ୍ଷରୁ ସୂଚନା ମିଳିଛି। ଚହଲାରେ ତାପମାତ୍ରା ୨ ଡିଗ୍ରୀ ଥିବାବେଳେ ବରେଇପାଣି ଓ ଗୁଡୁଗୁଡ଼ିଆରେ ୫ ଡିଗ୍ରୀ ରହିଛି।…
ଦୁଇ ମନ୍ଦିରରେ ବୁଲାଇଲେ କଳାକନ, ୭ ବର୍ଷ ଧରି ଖୋଲା ଯାଇ ନଥିବା ହୁଣ୍ଡିକୁ ଟାର୍ଗେଟ…
ଉଦଳା,୭।୧: ଅସହ୍ୟ ଜାଡୁଆ ଶୀତରେ ମନ୍ଦିରରୁ ବିଳମ୍ବିତ ରାତିରେ ଲୁଟିଲେ ଦୁର୍ବୃତ୍ତ। ଦୁଇ ମନ୍ଦିରରେ ବୁଲାଇଲେ କଳାକନା। ଏଭଳି ଅଭାବନୀୟ ଘଟଣା ଘଟିଛି ଉଦଳା ଥାନା ଏନ୍ଏସି ୯ ନମ୍ବର ୱାର୍ଡରେ ଥିବା ପୁରାତନ ମଣି ନାଗେଶ୍ୱର ମନ୍ଦିର ଓ ଗାୟତ୍ରୀ…
୨୫ରୁ ଊର୍ଦ୍ଧ୍ୱ ପିଲା ଜଣ୍ଡିସ ଆକ୍ରାନ୍ତ: ଗାଁରେ ପହଞ୍ଚଲା ଡାକ୍ତରୀ ଟିମ୍
ମୋରଡ଼ା,୭ା୧(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକରେ ଜଣ୍ଡିସ ଆତଙ୍କ ଦେଖାଦେଇଛି। ଏହି ବ୍ଲକ ଅଧୀନ ପଳାସମୁଣ୍ଡୁଳି ପଞ୍ଚାୟତର ଖୁରୁଣ୍ଟିଆ ଗ୍ରାମରେ ୨୫ରୁ ଊର୍ଦ୍ଧ୍ୱ ପିଲା ଜଣ୍ଡିସରେ ଆକ୍ରାନ୍ତ ହୋଇଛନ୍ତି। ଗ୍ରାମରେ ଥିବା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପଢ଼ୁଥିବା ୭ଜଣ…

