ଠାକୁରମୁଣ୍ଡା ବ୍ଲକର ୩୧୩୫ ପ୍ରବାସୀଙ୍କ ନାମ ପଞ୍ଜୀକରଣ
ଠାକୁରମୁଣ୍ଡା,୪।୫(ଡି.ଏନ୍.ଏ.): ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ବ୍ଲକ ଅଞ୍ଚଳରୁ ବିଭିନ୍ନ ରାଜ୍ୟକୁ ଯାଇ କାମ କରୁଥିବା ବ୍ୟକ୍ତି ତଥା ତାଙ୍କ ପରିବାର ସଦସ୍ୟ ନିଜର ନାମ ପଞ୍ଜୀକରଣ କରିଛନ୍ତି। ବାହାର ରାଜ୍ୟରେ ରହି କାମ କରୁଥିବା ବ୍ୟକ୍ତିଙ୍କ ମଧ୍ୟରୁ ୩ ତାରିଖ ସୁଦ୍ଧା…
ମାଛ ଧରିବାକୁ ଯାଇ ନିଖୋଜ ଥିବା ବାପ-ପୁଅଙ୍କ ମୃତଦେହ ଉଦ୍ଧାର
ବଡ଼ସାହି,୪।୫(ସ୍ବ.ପ୍ର.): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ ମାଣତ୍ରୀ ଗ୍ରାମର ବାପ-ପୁଅ ମାଛ ଧରିବାକୁ ଯାଇ ରବିବାର ନିଖୋଜ ହୋଇଥିଲେ। ତେବେ ସୋମବାର ସକାଳେ ସେମାନଙ୍କ ମୃତଦେହ ଉଦ୍ଧାର ହୋଇଛି। ନିଖୋଜ ବାପା-ପୁଅ ହେଲେ ଗଣେଶ୍ବର ଦେହୁରୀ ଓ ତାଙ୍କର ୮ବର୍ଷର ପୁଅ।…
ବାରିପଦାରେ ଶ୍ରଦ୍ଧା ଅର୍ପଣ କାର୍ଯ୍ୟକ୍ରମର ଶୁଭାରମ୍ଭ
ବାରିପଦା ଅଫିସ, ୪ା୫- ଭୁବନେଶ୍ୱରସ୍ଥିତ ସୋଏମ ଆଇ ଫାଉଣ୍ଡେସନ ପକ୍ଷରୁ ମୟୂରଭଞ୍ଜ ଜିଲାରେ ଶ୍ରଦ୍ଧା ଅର୍ପଣ କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଛି। ରାଜ୍ୟ ସଚିବାଳୟରେ ଭିଡ଼ିଓ କନଫରେନ୍ସିଂ ମାଧ୍ୟମରେ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ମହାପାତ୍ର ଏହାକୁ ଆନୁଷ୍ଠାନିକ ଭାବେ…
ବିଷାକ୍ତ ଛତୁ ଖାଇ ୧୦ ଅସୁସ୍ଥ
ଠାକୁରମୁଣ୍ଡା,୩।୫(ଡି.ଏନ୍.ଏ.): ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ବ୍ଲକ ଅଧୀନ ଚମକପୁର ଗ୍ରାମରେ ରବିବାର ବିଷାକ୍ତ ଜଙ୍ଗଲି ଛତୁ ଖାଇ ଗୋଟିଏ ପରିବାରର ୧୦ ଜଣ ଅସୁସ୍ଥ ହୋଇ ପଡିଛନ୍ତି। ସେମାନଙ୍କୁ ଠାକୁରମୁଣ୍ଡା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସା ନିମନ୍ତେ ଭର୍ତ୍ତି କରାଯାଇଛି। ଅସୁସ୍ଥଙ୍କ ମଧ୍ୟରୁ…
ମଦ ଭାଟିରେ ଚଢ଼ାଉ
ରାଇରଙ୍ଗପୁର,୩ା୫(ଡି.ଏନ୍.ଏ.)- ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଗ୍ରାମାଞ୍ଚଳ ଥାନା ଅଧୀନ ହାଟବାଦଡ଼ା ନିକଟବର୍ତ୍ତି ତେଣ୍ଟପୋଷି ଗ୍ରାମର ଏକ ନାଳ ପାର୍ଶ୍ୱରେ ଚାଲିଥିବା ବେଆଇନ ମଦ ରନ୍ଧା ଭାଟି ଉପରେ ପୋଲିସ ଚଢାଉ କରି ୫୦ ଲିଟର ଦେଶୀ ମଦ ଜବତ କରିଛି। ଚଢ଼ାଉ…
ବଚସାରୁ ଭୁଜାଲି ମାଡ଼
ବାରିପଦା ଅଫିସ, ୩ା୫- ମୟୂରଭଞ୍ଜ ଜିଲା ବାରିପଦା ହାଟରେ ରବିବାର ସାମାନ୍ୟ ବଚସାରୁ ଭୁଜାଲି ମାଡ଼ରେ ଜଣେ ବ୍ୟକ୍ତି ଗୁରତର ଆହତ ହୋଇଛନ୍ତି। ଚିକିତ୍ସା ପାଇଁ ତାଙ୍କୁ ପିଆରଏମ୍ ମେଡ଼ିକାଲ୍ରେ ଭର୍ତ୍ତି କରାଯାଇଛି। ଆହତ ବ୍ୟକ୍ତି ଜଣକ ହେଲେ ସହରର ୨୦…
ଶ୍ରମିକ ଦିବସ ପାଳିଲା ବିଦ୍ୟୁତ୍ କର୍ମଚାରୀ ସଂଘ
ବାରିପଦା ଅଫିସ, ୩ା୫- ନେସ୍କୋ ପାୱାର ଏମ୍ପ୍ଲଇଜ ୟୁନିୟନ ବାରିପଦା ପକ୍ଷରୁ ବିଶ୍ୱ ଶ୍ରମିକ ଦିବସ ପାଳିତ ହୋଇଯାଇଛି। ବିଶ୍ୱବ୍ୟାପୀ କରୋନା ମହାମାରୀ ହେତୁ ସରକାରଙ୍କ ସମସ୍ତ ନିୟମ ପାଳନ ପୂର୍ବକ ସାମାଜିକ ଦୂରତା ରକ୍ଷା, ମାସ୍କ ଏବଂ ଗ୍ଲୋଭସ ବ୍ୟବହାର…
ଜରିମାନା ଆଦାୟକୁ ବିରୋଧ: ଦୋକାନ ବନ୍ଦ କଲେ ବ୍ୟବସାୟୀ
ଉଦଳା,୩ା୫(ଡି.ଏନ୍.ଏ.)- ମୟୂରଭଞ୍ଜ ଜିଲା ଉଦଳା ବଜାରରେ ପୋଲିସ୍ର ଚେକିଂ ଏବଂ ଜରିମାନା ଆଦାୟକୁ ସ୍ଥାନୀୟ ବଣିକ ସଂଘ ବିରୋଧ କରିଛି। ଏନେଇ ଶନିବାର ପୋଲିସ୍ ଏବଂ ବଣିକ ସଂଘ ମଧ୍ୟରେ ବିବାଦୀୟ ପରିସ୍ଥିତି ଦେଖା ଦେଇଥିଲା। ପୋଲିସର ମାତ୍ରାଧିକ କାର୍ଯ୍ୟକଳାପ ପ୍ରତିବାଦରେ…
ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ସହାୟତା କଲେ ଚମ୍ପୁଆ ଡାକ୍ତର
ଚମ୍ପୁଆ, ୨।୫(ଡି.ଏନ.ଏ.)- କରୋନା ମହାମାରୀର ମୁକାବିଲାପାଇଁ ରାଜ୍ୟସରକାର ବହୁବିଧି ପଦକ୍ଷେପ ନେଇଥିବାରୁ ଦେଶରେ ଓଡିଶାର ସମ୍ମାନ ବୃଦ୍ଧି କରିଥିବା ବେଳେ କରୋନା ଯୋଦ୍ଧା ଭାବରେ ସେବା କ୍ଷେତ୍ରରେ ନିଜକୁ ସର୍ମପିତ କରିଥିବା ଡାକ୍ତର ମାନଙ୍କୁ ସବୁସ୍ତରର ଜନ ସାଧାରଣ ସାଧୁବାଦ ପ୍ରଦାନ…
ଛାତ୍ରୀଛାତ୍ରଙ୍କୁ ପାଠ୍ୟ ଉପକରଣ, ମାସ୍କ ବଣ୍ଟନ
ଚମ୍ପୁଆ, ୨।୫(ଡି.ଏନ.ଏ.) -କରୋନା ଭୂତାଣୁ ଠାରୁ ଦୂରେଇ ରହିବା ପାଇଁ ତଥା ଛାତ୍ରୀଛାତ୍ରଙ୍କୁ ସହଯୋଗ ପାଇଁ ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ ପକ୍ଷରୁ ମାସ୍କ, ପେନ, ଖାତା ଓ ସାବୁନ ଆଦି ବଣ୍ଟନ କରାଯାଇଛି। ଚମ୍ପୁଆ ବ୍ଲକ ସରେଇ ପଞ୍ଚାୟତରେ ଶନିବାର…
ଉଦ୍ଧାର ହେଲା ବିରଳ ପ୍ରଜାତିର ଗୋଧି
ଉଦଳା, ୧।୫(ଡି.ଏନ.ଏ.)-ଉଦଳା ବନଖଣ୍ଡ ଅଧୀନରେ ଥିବା ବହୁବନ୍ଧ ପଞ୍ଚାୟତର ନାବରା ଗ୍ରାମ ଜଙ୍ଗଲରୁ ଗ୍ରାମବାସୀମାନେ ଏକ ବିରଳ ପ୍ରଜାତିର ଗୋଧି ଉଦ୍ଧାର କରିଛନ୍ତି। ପରେ ଏହାକୁ ଉଦଳା ବନଖଣ୍ଡ କାର୍ଯ୍ୟାଳୟକୁ ହସ୍ତାନ୍ତର କରିଥିବା ଜଣାପଡିଛି। ସୂଚନାଯୋଗ୍ୟ ଯେ, ଏହି ବିରଳ ପ୍ରଜାତିର…
ଗଛରୁ ପଡ଼ି ଯୁବକଙ୍କ ଜୀବନଗଲା
ଠାକୁରମୁଣ୍ଡା, ୧।୫ (ଡି.ଏନ.ଏ.)-ମୟୂରଭଞ୍ଜ ଜିଲା ମହୁଲଡିହା ଥାନା ଅନ୍ତର୍ଗତ ଜରକ ପଞ୍ଚାୟତର କୁଚେଇଡ଼ିହି ଗ୍ରାମ ଜାମଚୁଆ ସାହିରେ ଶୁକ୍ରବାର ସକାଳେ ଜଣେ ଯୁବକ ଗଛରୁ ପଡିଯିବାରୁ ଘଟଣାସ୍ଥଳରେ ମୃତ୍ୟୁ ଘଟିଛି। ମୃତକ ହେଲେ ଶ୍ୟାମ ଚରଣ କୁଦାଦା। ଶୁକ୍ରବାର ଶ୍ୟାମ ଏକ…
Archives


