ମୟୂରଭଞ୍ଜ

କେନ୍ଦୁପତ୍ର ସହ କାଠ ଜବତ: ୩ ଗିରଫ

ବାଙ୍ଗିରିପୋଷି,୯ା୬(ଡି.ଏନ୍‌.ଏ.)- ରାତି ପାଟ୍ରୋଲିଂ ବେଳେ ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ବନ ବିଭାଗ ୩ଟି ମଟର ସାଇକେଲ ସହ କେନ୍ଦୁପତ୍ର ଓ କାଠପଟା ଜବତ କରିଛି। ଏହି ଘଟଣାରେ ୩ ଅଭିଯୁକ୍ତ ଗିରଫ ହୋଇଛନ୍ତି। ଗିରଫ ଅଭିଯୁକ୍ତମାନେ ହେଲେ ଝାରପୋଖରୀଆ ଥାନା ଅନ୍ତର୍ଗତ…

ମାନସିକ ବିକାରଗ୍ରସ୍ତ ଯୁବକଙ୍କୁ ଏସିଡ୍‌ ମାଡ: ପୋଲିସର ତଦନ୍ତ ଆରମ୍ଭ

କପ୍ତିପଦା,୮।୬(ଡି.ଏନ.ଏ)- କପ୍ତିପଦା ଥାନା ଅଧୀନ ଜଡିଦା ପଞ୍ଚାୟତ ଜଡିଦା ଗ୍ରାମରେ ଜଣେ ମାନସିକ ବିକାରଗ୍ରସ୍ତ ଯୁବକଙ୍କୁ କେହି ଜଣେ ଦୁର୍ବୃତ୍ତ ଏସିଡ ମାଡ କରିଥିବା ସୂଚନା ମିଳିଛି। ଫଳରେ ତାଙ୍କର ପେଟ, ଛାତି, ଜଙ୍ଘ ଓ ପିଠି ୫୦ ପ୍ରତିଶତ ପୋଡି…

କରୋନା ଆକ୍ରାନ୍ତ ଓଡ଼ିଆ ଶ୍ରମିକଙ୍କର ହରିୟାଣାରେ ମୃତ୍ୟୁ

ଉଦଳା,୮।୬(ଡି.ଏନ୍‌.ଏ.): ହରିୟାଣାରେ ଦାଦନ ଶ୍ରମିକ ଭାବେ କାର୍ଯ୍ୟ କରୁଥିବା ଜଣେ ଓଡ଼ିଆ ଶ୍ରମିକଙ୍କର ମୃତ୍ୟୁ ଘଟିଛି। ସେ ହେଲେ ୩୨ ବର୍ଷୀୟ ସୁଶାନ୍ତ ସେନାପତି। ତାଙ୍କ ଘର ମୟୂରଭଞ୍ଜ ଜିଲା ଉଦଳା ବ୍ଲକ ଡିହିରାକୁଳ ଗ୍ରାମରେ। ଦୀର୍ଘଦିନ ହେବ ସୁଶାନ୍ତ ହରିୟାଶାର…

ମୟୂରଭଞ୍ଜରୁ ୬ କରୋନା ପଜିଟିଭ ଚିହ୍ନଟ: ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୭୬ ଛୁଇଁଲା

ବାରିପଦା ଅଫିସ, ୮।୬: ମୟୂରଭଞ୍ଜ ଜିଲାରୁ ସୋମବାର ନୂଆ ୬ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭୬ରେ ପହଞ୍ଚିଛି। ତେବେ ନୂଆ ଚିହ୍ନଟ ୬ ଆକ୍ରାନ୍ତଙ୍କ ମଧ୍ୟରୁ ୪ ଜଣ ଶୁଲିଆପଦା ବ୍ଲକର…

କୁକୁଡ଼ାଯୋଡ଼ି ଗ୍ରାମରେ ହାତୀ ଆତଙ୍କ: ବୃଦ୍ଧଙ୍କୁ ଦଳି ମାରିଦେଲା

ବାରିପଦା ଅଫିସ ୭।୬- ମୟୁରଭଞ୍ଜ ଜିଲା ବାରିପଦା ବ୍ଲକ ରଜାବସା ପଞ୍ଚାୟତ କୁକୁଡାଯୋଡ଼ି ଗ୍ରାମରେ ହାତୀ ଆକ୍ରମଣରେ ଜଣେ ବୃଦ୍ଧଙ୍କ ମୃତ ଘଟିଛି। ବୃଦ୍ଧଜଣଙ୍କ ହେଲେ କୁକୁଡାଯୋଡି ଗ୍ରାମର ଚତୁର୍ଭୁଜ ନାୟକ। ମିଳିଥିବା ସୂଚନା ଅନୁସାରେ, ରାସଗୋବିନ୍ଦପୁର ବନାଞ୍ଚଳ ଅନ୍ତର୍ଗତ କୁକୁଡାଯୋଡ଼ି…

ଜବରଦଖଲ ଉଚ୍ଛେଦ ପାଇଁ ଗ୍ରାମବାସୀଙ୍କ ପ୍ରତିବାଦ ସଭା

ବେତନଟୀ, ୭ା୬(ଡି.ଏନ.ଏ)-ବେତନଟୀ ମହାବିଦ୍ୟାଳୟ ନିକଟ ରେଳଫାଟକରୁ ମହୁଲିଆକୁ ଯାଇଥିବା ରାସ୍ତାପାର୍ଶ୍ୱରେ ଦେବତ୍ତୋର ବିଭାଗର କେତେକ ଜମି ରହିଛି। ପ୍ରାୟ ଏକ ସପ୍ତାହ ମଧ୍ୟରେ ୨୦ଏକରରୁ ଊର୍ଦ୍ଧ୍ୱ ଦେବତ୍ତୋର ଜମିକୁ ବାଡ଼ ବସାଇବା ସହିତ ହିଡ଼ ମଧ୍ୟ ଦେଉଥିଲେ l ଏହି ଖବର…

ବହଳଦା ବ୍ଲକରେ ପ୍ରଥମ କରୋନା ରୋଗୀ ଚି଼ହ୍ନଟ

ବହଳଦା,୬।୬(ଡି.ଏନ୍‌.ଏ.): ମୟୁରଭଞ୍ଜ ଜିଲା ବହଳଦା ବ୍ଲକରେ ପ୍ରଥମ କରୋନା ରୋଗୀ ଚି଼ହ୍ନଟ ହୋଇଛନ୍ତି। ନୂଆ ଆକ୍ରାନ୍ତ ଜଣଙ୍କ ଶଶ ଗାଁ ର ଜଣେ ୨୩ବର୍ଷୀୟା ବିବାହିତା ମହିଳା ବୋଲି ଜଣାପଡିଛି। ଗତ ମେ ୯ ତାରିଖରେ ମହିଳା ଜଣକ ସ୍ବାସ୍ଥ୍ୟ ଖରାପ୍‌…

କୋଭିଡ୍‌- ୧୯ ପର୍ଯ୍ୟବେକ୍ଷକଙ୍କ ମୟୂରଭଞ୍ଜ ଗସ୍ତ

ବାରିପଦା ଅଫିସ,୬।୬- କୋଭିଡ୍‌-୧୯ର ରାଜ୍ୟ ପର୍ଯ୍ୟବେକ୍ଷକ ତଥା ଜଳସମ୍ପଦ ସଚିବ ସୁରେନ୍ଦ୍ର କୁମାର ଶୁକ୍ରବାର ମୟୂରଭଞ୍ଜ ଜିଲା ଗସ୍ତ କରିଥିଲେ। ସେ ଜିଲାର ବେତନଟୀ ଓ ବଡ଼ସାହି ବ୍ଲକର ବିଭିନ୍ନ ଅଞ୍ଚଳରେ ହୋଇଥିବା ଅସ୍ଥୀୟୀ ସଙ୍ଗରୋଧ କେନ୍ଦ୍ର ପରିଦର୍ଶନ କରି ସେଠାରେ…

୨ ଘଣ୍ଟା ବିଳମ୍ବରେ ହେଲା ଅବକାଶ ନୀତି

ବାରିପଦା ଅଫିସ,୫।୬- ଦ୍ୱିତୀୟ ଶ୍ରୀକ୍ଷେତ୍ର ଭାବେ ପରିଚିତ ମୟୂରଭଞ୍ଜ ଜିଲା ବାରିପଦାସ୍ଥିତ ଶ୍ରୀଶ୍ରୀ ହରିବଳଦେବ ଜୀଉ ମହାପ୍ରଭୁଙ୍କ ମନ୍ଦିରରେ ଶୁକ୍ରବାର ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ନୀତିକାନ୍ତି ପାଳିତ ହୋଇଯାଇଛି। ପ୍ରଶାସନ ପକ୍ଷରୁ ହୋଇଥିବା ନିଷ୍ପତ୍ତି ଅନୁଯାୟୀ ଭୋର ୪ ଘଟିକାରେ ଶ୍ରୀଜୀଉମାନେ…

ଗରା,ବାଲ୍‌ଟି ଧରି ବିକ୍ଷୋଭ କଲେ ଗ୍ରାମବାସୀ

ଉଦଳା,୫ା୬(ଡି.ଏନ୍‌.ଏ.)- ଜଳକଷ୍ଟ ସମସ୍ୟା ନେଇ ମୟୂରଭଞ୍ଜ ଜିଲା ଉଦଳା ଏନଏସି ଅଧୀନ ମେଣ୍ଢାଖାଇ ଗ୍ରାମବାସୀ ଶୁକ୍ରବାର ଉପ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ କରିଥିଲେ। ଗ୍ରାମର ଶତାଧିକ ମହିଳା ପୁରୁଷ ହାତରେ ଗରା ଓ ବାଲ୍‌ଟି ଧରି ଉପଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ…

ଥାନା ପରିସରରେ ଦିବ୍ୟାଙ୍ଗ ଯୁବତୀଙ୍କୁ ବଳାତ୍କାର

ଠାକୁରମୁଣ୍ଡା, ୫ା୬(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ଥାନାରେ କାର୍ଯ୍ୟରତ ଡ୍ରାଇଭର ଥାନା ପରିସରରେ ଜଣେ ଦିବ୍ୟାଙ୍ଗ ଯୁବତୀଙ୍କୁ ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ପୋଲିସ ଏକ ମାମଲା(ନଂ.୫୪/୨୦) ରୁଜୁ କରିବା ସହ ଅଭିଯୁକ୍ତ ଡ୍ରାଇଭର ଏମ.ଡି.ଅଜାରୁଦ୍ଦିନଙ୍କୁ ଗିରଫ କରିଛି। ସୂଚନା ଅନୁଯାୟୀ,…

ପ୍ରବାସୀ ଶ୍ରମିକଙ୍କୁ ଟଙ୍କା ନ ମିଳିବାରୁ ପଞ୍ଚାୟତ ଅଫିସରେ ଉତ୍ତେଜନା

ଚିତ୍ରଡ଼ା,୫।୬(ଡି.ଏନ୍‌.ଏ.): ମୟୁରଭଞ୍ଜ ଜିଲାର ମୋରଡା ବ୍ଲକ ଅଧିନ ହଲଦୀପାଳ ପଞ୍ଚାୟତ ଅଫିସରେ ଶୁକ୍ରବାର ଅପରାହ୍ନରେ ପ୍ରବାସୀ ଓଡ଼ିଆ ଶ୍ରମିକମାନେ ପାଟିତୁଣ୍ଡ କରିଥିବା ଦେଖିବାକୁ ମିଳିଛି। ଏହି ଘଟଣା ସମ୍ପର୍କରେ ସରପଞ୍ଚ ଜାଣି ମଧ୍ୟ ପଞ୍ଚାୟତ ଅଫିସକୁ ଆସି ନ ଥିବାରୁ ଲୋକମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?