ମୟୂରଭଞ୍ଜ

ମୁମ୍ବାଇରୁ ସାଇକେଲ୍‌ରେ ମୟୂରଭଞ୍ଜ: ୧୦ ଦିନରେ୧୬ଶହ କି.ମି. ଆସିଲେ ଯୁବକ

ଉଦଳା,୧ା୫(ଡି.ଏନ୍‌.ଏ.)- ମୁମ୍ବାଇରୁ ମୟୂରଭଞ୍ଜ ଦୀର୍ଘ ୧୬ ଶହ କି.ମି. ଯାତ୍ରା। ମୟୂରଭଞ୍ଜ ଜିଲାର ଦିବ୍ୟରଞ୍ଜନ ଲେଙ୍କା ନାମକ ଜଣେ ଯୁବକ ସାଇକେଲ ଚଲାଇ ୧୦ଦିନରେ ଆସି ନିଜ ଗଁା ପାଖରେ ପହଞ୍ଚିଛନ୍ତି। ଆସିବା ବେଳେ ବିଭିନ୍ନ ସମସ୍ୟାର ସମ୍ମୁଖୀନ ହୋଇଥିଲେ ମଧ୍ୟ…

ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୧ ଲକ୍ଷ ଟଙ୍କାର ସହାୟତା

ବାରିପଦା ଅଫିସ,୧ା୫ – ମହାମାରୀ କରୋନାର ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ମହିନ୍ଦ୍ରା ଆଣ୍ଡ ମହିନ୍ଦ୍ରାର ବାରିପଦା ଡ଼ିଲର ମୟୂରଭଞ୍ଜ ଏଣ୍ଟରପ୍ରାଇଜସ୍‌ ପକ୍ଷରୁ ୧ ଲକ୍ଷ ଟଙ୍କାର ସହାୟତା ରାଶି ପ୍ରଦାନ କରାଯାଇଛି। ମ୍ୟାନେଜିଙ୍ଗ ପାର୍ଟନର ସନନ୍ଦ କୁମାର ଦାସ…

ସହାୟତା ଦାବି କଲେ ସେବାୟତ

ବାରିପଦା ଅଫିସ,୧ା୫- ବାରିପଦାସ୍ଥିତ ଶ୍ରୀ ଶ୍ରୀ ହରିବଳଦେବଜୀଉ ମହାପ୍ରଭୁ ବିଜେ ମନ୍ଦିରର ସେବାୟତମାନଙ୍କୁ ଆର୍ଥିକ ସହାୟତା ପ୍ରଦାନ ନିମନ୍ତେ ଜିଲାପାଳଙ୍କଠାରେ ଦାବି କରାଯାଇଛି। ସେବାୟତମାନେ ଗୁରୁବାର ଏ ନେଇ ବାରିପଦା ଉପଜିଲାପାଳଙ୍କୁ ଦାବିପତ୍ର ପ୍ରଦାନ କରିଥିଲେ। ସେମାନେ ଦାବି କରିଛନ୍ତିି ଯେ,…

କଟକରୁ ଫେରୁଥିବା ଶ୍ରମିକ ଠାକୁରମୁଣ୍ଡାରୁ ଉଦ୍ଧାର

ଠାକୁରମୁଣ୍ଡା,୧ା୫(ଡି.ଏନ୍‌.ଏ.)-କଟକ ସିଡିଏ ଅଞ୍ଚଳରେ ରହି ଶ୍ରମିକ ଭାବରେ କାମ କରୁଥିବା ଜଣେ ୨୭ ବର୍ଷୀୟ ଆଦିବାସୀ ଯୁବକ ଲକ୍‌ଡାଉନରେ ଫସି ରହି ଶେଷରେ ଚାଲି ଚାଲି ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡାରେ ପହଞ୍ଚିଛନ୍ତି। ୩ ଦିନ କାଳ ଦୀର୍ଘ ୧୫୦ କି.ମି ବାଟ…

ଶ୍ରମିକଙ୍କୁ ମାଡ଼ ମାରି ୪ ଗିରଫ

ବାରିପଦା ଅଫିସ, ୩୦ା୪- ରାସ୍ତା କାର୍ଯ୍ୟ କରୁଥିବା ଶ୍ରମିକଙ୍କୁ ଧମକ ଦେବା ଓ ମାଡ଼ ମାରିବା ଅଭିଯୋଗରେ ପୋଲିସ ୪ ଜଣଙ୍କୁ ଗିରଫ କରିଛି। ଅଭିଯୁକ୍ତମାନେ ହେଲେ କୁଳିଆଣା ଥାନା କାମତା ଗ୍ରାମର ଶିବପ୍ରସାଦ ବାରିକ, ସଂଗ୍ରାମ କେଶରୀ ବେହେରା, ଶୁଭମ…

ଫୁଟିଲା ପାରିଜାତ

ଚିତ୍ରଡ଼ା,୩୦।୪(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ନୂଆଝାଳିଆ ପଞ୍ଚାୟତ କାନ୍ଦଣା ଗ୍ରାମର ଶିକ୍ଷକ ମେଘନାଦ ସିଙ୍କ ବଗିଚାରେ ବିରଳ ପାରିଜାତ ଫୁଲ ଫୁଟିଛି। ଏହାକୁ ଦେଖିବା ପାଇଁ ସେଠାରେ ସ୍ଥାନୀୟ ଲୋକଙ୍କ ଭିଡ଼ ଜମୁଛି। ମେଘନାଦ ବର୍ତ୍ତମାନ ଉଫାଲ ଗଡ଼ିଆ…

୪୦ରୁ ଅଧିକ ଶ୍ରମିକଙ୍କୁ ଅଟକ ରଖିଲା ପୋଲିସ

ବାରିପଦା ଅଫିସ, ୩୦ା୪- ସାରା ଦେଶରେ ଦ୍ୱିତୀୟ ପର୍ଯ୍ୟାୟ ଲକଡାଉନ ଚାଲିଥିବା ବେଳେ ବାହାର ରାଜ୍ୟରେ ଥିବା ଶ୍ରମିକମାନଙ୍କୁ ଆଣିବା ପାଇଁ ରାଜ୍ୟ ସରକାର ଉଦ୍ୟମ ଆରମ୍ଭ କରିଛନ୍ତି। ଏଭଳି ସ୍ଥଳେ ଶ୍ରମିକମାନେ ଅପେକ୍ଷା ନ କରି ପଳାଇ ଆସୁଥିବା ଦେଖିବାକୁ…

ଦିବ୍ୟାଙ୍ଗ ଯୁବତୀଙ୍କୁ ବଳାତ୍କାର

ରାଇରଙ୍ଗପୁର,୨୯।୪(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଗୋରୁମହିଷାଣି ଥାନା ଅଞ୍ଚଳର ଜନୈକା ଦିବ୍ୟାଙ୍ଗ (ମାନସିକ ଅନଗ୍ରସର) ଯୁବତୀଙ୍କୁ ବଳାତ୍କାର ଅଭିଯୋଗରେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିଛି। ପୋଲିସ ସୂଚନା ଅନୁଯାୟୀ, ପୀଡ଼ିତା ଜଣଙ୍କ ତାଙ୍କ ଭଉଣୀ ଘରେ ରହୁଥିଲେ। ମଙ୍ଗଳବାର ଭଉଣୀ ଓ ଭିଣୋଇ…

ବଜ୍ରପାତରେ ମହିଳାଙ୍କ ଜୀବନ ଗଲା

ରାଇରଙ୍ଗପୁର,୨୯।୪(ଡି.ଏନ୍‌.ଏ.):  ମୟୂରଭଞ୍ଜ ଜିଲା ଗୋରୁମହିଷାଣି ଥାନା ଅଧୀନ ବଡ଼ଖିରୀ ଗ୍ରାମରେ ମଙ୍ଗଳବାର ବଜ୍ରପାତରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଉଡାନ ବାସ୍କେଙ୍କ ସ୍ତ୍ରୀ ଗିଥ ବାସ୍କେ। ଅପରାହ୍ନ ୪ଟା ସମୟରେ ସେ ନିଜ ଘର ବାଡ଼ିରେ କାମ କରୁଥିବା…

ମୟୂରଭଞ୍ଜ ବ୍ୟବସାୟୀ ସଂଘର ବୈଠକ

ବାରିପଦା ଅଫିସ, ୨୯ା୪- ମୟୂରଭଞ୍ଜ ବ୍ୟବସାୟୀ ସଂଘ ପକ୍ଷରୁ ମଙ୍ଗଳବାର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଦେଶ ତଥା ବିଶ୍ୱରେ ଦେଖା ଦେଇଥିବା ମହାମାରୀ କରୋନାର ମୁକାବିଲା ପାଇଁ ଅତ୍ୟାବଶ୍ୟକ ସାମଗ୍ରୀ ବିକ୍ରି କରୁଥିବା ଦୋକାନଗୁଡ଼ିକ ଖୋଲା ରହୁଛି। ତେଣୁ ଦୋକାନ…

ବହିରାଗତଙ୍କୁ ନେଇ ୨ ଗୋଷ୍ଠୀ ମୁହାଁମୁହିଁ

କୁଆମରା,୨୯।୪(ଡି.ଏନ୍‌.ଏ.)-କରୋନା ଯୋଗୁ ବହିରାଗତଙ୍କୁୁ ନେଇ ପ୍ରଶାସନର ଚିନ୍ତା ବଢିଛି। ପୂର୍ବରୁ ବାହାର ରାଜ୍ୟ ଓ ଜିଲାକୁ ଯାଇଥିବା ଶ୍ରମିକମାନେ ଏବେ ଲୁଚିଛପି ରାତିରେ ଚାଲିଚାଲି ନିଜ ନିଜ ଗାଁକୁ ପଳାଇ ଆସୁଛନ୍ତି। ଏହାକୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇବା…

ବିଳମ୍ବରେ ପହଞ୍ଚିଲା ସହାୟତା

ଚିତ୍ରଡ଼ା,୨୮ା୪(ଡି.ଏନ୍‌.ଏ.)- କରୋନା ପାଇଁ ଗରିବ ଓ ଅସହାୟ ଲୋକଙ୍କୁ ସରକାର ୩ ମାସର ଆଗୁଆ ସହାୟତା ଯୋଗାଇ ଦେଇଥିତ୍ବା ବେଳେ ମୟୂରଭଞ୍ଜ ଜିଲା ମୋରଡା ବ୍ଲକ ଅଧୀନ ଘଳୋମୁଁହା ପଞ୍ଚାୟତ ଅଧୀନ ଆଣୁଆ ଗ୍ରାମର ଏକ ଅସହାୟ ପରିବାର ବହୁ ବିଳମ୍ବରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri