ମୟୂରଭଞ୍ଜ

ବହିରାଗତଙ୍କୁ ନେଇ ୨ ଗୋଷ୍ଠୀ ମୁହାଁମୁହିଁ

କୁଆମରା,୨୯।୪(ଡି.ଏନ୍‌.ଏ.)-କରୋନା ଯୋଗୁ ବହିରାଗତଙ୍କୁୁ ନେଇ ପ୍ରଶାସନର ଚିନ୍ତା ବଢିଛି। ପୂର୍ବରୁ ବାହାର ରାଜ୍ୟ ଓ ଜିଲାକୁ ଯାଇଥିବା ଶ୍ରମିକମାନେ ଏବେ ଲୁଚିଛପି ରାତିରେ ଚାଲିଚାଲି ନିଜ ନିଜ ଗାଁକୁ ପଳାଇ ଆସୁଛନ୍ତି। ଏହାକୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇବା…

ବିଳମ୍ବରେ ପହଞ୍ଚିଲା ସହାୟତା

ଚିତ୍ରଡ଼ା,୨୮ା୪(ଡି.ଏନ୍‌.ଏ.)- କରୋନା ପାଇଁ ଗରିବ ଓ ଅସହାୟ ଲୋକଙ୍କୁ ସରକାର ୩ ମାସର ଆଗୁଆ ସହାୟତା ଯୋଗାଇ ଦେଇଥିତ୍ବା ବେଳେ ମୟୂରଭଞ୍ଜ ଜିଲା ମୋରଡା ବ୍ଲକ ଅଧୀନ ଘଳୋମୁଁହା ପଞ୍ଚାୟତ ଅଧୀନ ଆଣୁଆ ଗ୍ରାମର ଏକ ଅସହାୟ ପରିବାର ବହୁ ବିଳମ୍ବରେ…

ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ସହାୟତା

ବାରିପଦା ଅଫିସ, ୨୮ା୪- କରୋନା ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ବିଜୁ ଛାତ୍ର ଜନତା ଦଳର ରାଜ୍ୟ ସାଧାରଣ ସମ୍ପାଦକ ସୁନିଲ କୁମାର ନାୟକ ୧୧ ହଜାର ଟଙ୍କାର ଚେକ୍‌ ପ୍ରଦାନ କରିଛନ୍ତି। ସୋମବାର ଜିଲାପାଳ ବିନୀତ ଭରଦ୍ୱାଜଙ୍କ ଜରିଆରେ…

ବନ କର୍ମଚାରୀଙ୍କୁ ଆକ୍ରମଣ ଘଟଣାରେ ୯ ଗିରଫ

ରାଇରଙ୍ଗପୁର,୨୮ା୪(ଡି.ଏନ୍‌.ଏ.)- ବନ କର୍ମଚାରୀଙ୍କୁ ଆକ୍ରମଣ ଘଟଣାରେ ରବିବାର ବିଶୋଇ ଥାନା ପୋଲିସ ୯ ଜଣ କାଠ ଚୋରଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ଆଲପାଣି ଗ୍ରାମ ବଡ଼ଗୁଣ ବସ୍ତି ଅଞ୍ଚଳର ଗୋବିନ୍ଦ ଦାସ, ଲକ୍ଷ୍ମଣ ଦେହୁରୀ, ପୁରୁଷୋତ୍ତମ ଦେହୁରୀ, ପୀତବାସ…

ବିଧାୟକଙ୍କ କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ

କୁଆମରା,୨୮ା୪(ଡି.ଏନ୍‌.ଏ.)- ୩ ଦିନ ତଳେ କାଳ ବୈଶାଖୀ ତାଣ୍ଡବରେ ଗୋପବନ୍ଧୁ ନଗର ବ୍ଲକରେ ବ୍ୟାପକ କ୍ଷୟକ୍ଷତି ଘଟିଛି। କୁଆମରା ବଜାରର କେତେକ ଦୋକାନ ଛପର ଉଡ଼ି ଯାଇଥିବା ବେଳେ ପୁରୁଣା ବାରିପଦା ଆଞ୍ଚଳିକ ଡିଗ୍ରୀ ମହାବିଦ୍ୟାଳୟ ଓ କୁଆମରା ସାରସ୍ବତ କନିଷ୍ଠ…

୧୦୭୧ରୁ ୯୮୯ ନମୁନା ନେଗେଟିଭ୍‌

ବାରିପଦା ଅଫିସ, ୨୭ା୪:  କରୋନା ସନ୍ଦେହରେ ମୟୂରଭଞ୍ଜ ଜିଲାର ୧୦୭୧ ଜଣଙ୍କ ସାମ୍ପୁଲ ପରୀକ୍ଷା ପାଇଁ ପଠାଯାଇଥିବା ବେଳେ ସେଥିମଧ୍ୟରୁ ୯୮୯ ଜଣଙ୍କ ରିପୋର୍ଟ ନେଗେଟିଭ୍‌ ଆସିଛି। ଅବଶିଷ୍ଟ ୮୨ ଜଣଙ୍କ ରିପୋର୍ଟକୁ ଅପେକ୍ଷା କରାଯାଇଛି। ୧୦୭୧ ଜଣଙ୍କ ମଧ୍ୟରୁ ୭୯…

ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ରଥ ଅନୁକୂଳ

ବାରିପଦା ଅଫିସ, ୨୭ା୪- ଅକ୍ଷୟ ତୃତୀୟା ଅବସରରେ ଦ୍ୱିତୀୟ ଶ୍ରୀକ୍ଷେତ୍ର ମୟୂରଭଞ୍ଜ ଜିଲା ବାରିପଦାସ୍ଥିତ ଶ୍ରୀ ଶ୍ରୀ ହରିବଳଦେବଜୀଉ ବିଜେ ମହାପ୍ରଭୁଙ୍କ ଘୋଷଯାତ୍ରା ନିମନ୍ତେ ରଥ ନିର୍ମାଣ କାର୍ଯ୍ୟର ଅନୁକୂଳ ହୋଇଛି। ରବିବାର ରଥର ଅଖ ଓ ଚକ କାର୍ଯ୍ୟ ଆରମ୍ଭ…

ଉଲ୍ଲଂଘନକାରୀଙ୍କ ବିରୋଧରେ ଏତଲା

ବାରିପଦା ଅଫିସ/ଚିତ୍ରଡ଼ା, ୨୭ା୪(ଡି.ଏନ୍‌.ଏ.)- କରୋନା ସଂକ୍ରମଣକୁ ଏଡ଼ାଇବା ପାଇଁ ରାଜ୍ୟ ସରକାର ଗୋଟିଏ ପରେ ଗୋଟିଏ ପଦକ୍ଷେପମାନ ନେଉଛନ୍ତି। କରୋନା ମୁକାବିଲାରେ ସରପଞ୍ଚମାନଙ୍କୁ ଜିଲାପାଳ କ୍ଷମତା ଦେଇ ଆଗଧାଡ଼ିର ଯୋଦ୍ଧା ଭାବେ ଛିଡ଼ା କରାଇଛନ୍ତି। ମାତ୍ର କୋଭିଡ୍‌-୧୯ ନିୟମକୁ ବାରମ୍ବାର ଉଲ୍ଲଂଘନ…

ମେ ୩ ପର୍ଯ୍ୟନ୍ତ ବନ୍ଦ ରହିବ ଦୋକାନ

ବାରିପଦା ଅଫିସ, ୨୭ା୪- ମେ ୩ ପର୍ଯ୍ୟନ୍ତ ଦ୍ୱିତୀୟ ପର୍ଯ୍ୟାୟ ଲକ୍‌ଡ଼ାଉନ ଅବଧି ରହିଛି। ଏହି ସମୟ ମଧ୍ୟରେ ମୟୂରଭଞ୍ଜ ଜିଲା ବାରିପଦା ସହରର ସମସ୍ତ ମାର୍କେଟ କମ୍ଲେକ୍ସରେ ଥିବା ଦୋକାନ, ମଲ୍‌, ଏକତ୍ର ଲାଇନରେ ଥିବା ସମୂହ ଅନ୍ୟ ଦୋକାନ…

ଶାଗୁଆନ କାଠ ସହ ୩ ବାଇକ୍‌ ଜବତ, ୧ ଗିରଫ

କପ୍ତିପଦା,୨୭ା୪(ଡି.ଏନ.ଏ)- ମୟୂରଭଞ୍ଜ କପ୍ତିପଦା ବ୍ଲକ୍‌ ଅଧୀନ ଜଡିଦା ବିଦ୍ୟାଳୟ ନିକଟରୁ ବନବିଭାଗ ଶାଗୁଆନ କାଠ ସହ ୩ଟି ବାଇକ ଜବତ୍‌ କରିଛି। ଏହି ଘଟଣାରେ ଜଣଙ୍କୁ ଗିରଫ କରାଯାଇଛି। ଅଭିଯୁକ୍ତ ହେଲେ ଶିଶିର ବେହେରା। ଏନେଇ ବନ ବିଭାଗ ପକ୍ଷରୁ ଏକ…

ଅଖିମୁଠି ଅନୁକୂଳ

ବାରିପଦା ଅଫିସ, ୨୭ା୪- ଅକ୍ଷୟତୃତୀୟା ଅବସରରେ ପ୍ରତିବର୍ଷ ଭଳି ଚଳିତ ବର୍ଷ ସବୁଜ ମୟୂରଭଞ୍ଜ ପକ୍ଷରୁ ଏହାର ସଭାପତି ତଥା ରାଜ୍ୟ କୃଷି ଶିଳ୍ପ ନିଗମ ଅଧ୍ୟକ୍ଷ ଦେବାଶିଷ ମହାନ୍ତି ଅଖିମୁଠି ଅନୁକୂଳ କରିଛନ୍ତି। ବାଉଁଶଭିଲାଠାରେ ପାରମ୍ପରିକ ପୂଜାର୍ଚ୍ଚନା ସହ କୃଷି…

କାଳବୈଶାଖୀରେ ବ୍ୟାପକ କ୍ଷୟକ୍ଷତି

କୁଆମରା, ୨୬।୪(ଡି.ଏନ.ଏ.)-ଗ୍ରୀଷ୍ମ ପ୍ରବାହ ସାଙ୍ଗକୁ କାଳ ବୈଶାଖୀ ତାଣ୍ଡବ ରଚିଛି ଗୋପବନ୍ଧୁ ନଗର ବ୍ଲକରେ। ପବନ ସାଙ୍ଗକୁ କୁଆପଥର ମାଡ ଓ ମୂଷଳ ଧାରାରେ ବର୍ଷା ଜନ ଜୀବନ ଅସ୍ତବ୍ୟସ୍ତ କରିପକାଇଛି। ସ୍ବାଭାବିକ ଜୀବନ ଯାତ୍ରା ପ୍ରଭାବିତ ହୋଇ ପଡିଛି। ଘଣ୍ଟା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri