ଦୋକାନ ବନ୍ଦ କଲା ପ୍ରଶାସନ
ବାରିପଦା ଅଫିସ, ୨୬ା୪- ସମସ୍ତ ଦୋକାନ ଖୋଲିବା ଗୁଜବ ପ୍ରଚାର ହେବା ପରେ ଶନିବାର ମୟୂରଭଞ୍ଜ ଜିଲା ବାରିପଦା ସହରରେ କେତେକ ଦୋକାନ ଖୋଲିଥିଲା। ଖବରପାଇ ଉପ ଜିଲାପାଳ ବସନ୍ତ କୁମାର ସେଠୀଙ୍କ ନେତୃତ୍ୱରେ ତହସିଲଦାର ରାମଚନ୍ଦ୍ର ସେରେନ୍, ଟାଉନଥାନା ଅଧିକାରୀ…
କୁଟରା ମାଂସ ଜବତ: ୩ ଶିକାରୀ ଗିରଫ
ଠାକୁରମୁଣ୍ଡା,୨୫ା୪(ଡି.ଏନ୍.ଏ.)- ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ସାତକୋଶିଆ ରେଞ୍ଜ ଅନ୍ତର୍ଗତ ବାଲିଘାଟ ସଂରକ୍ଷିତ ଜଙ୍ଗଲର କମ୍ପାର୍ମେଣ୍ଟ ନଂ. ୧୨ ତଳବନ୍ଧ ନାଳ ନିକଟରୁ ଗୁରବାର ରାତିରେ ବନ ବିଭାଗ ୩ ଶିକାରୀଙ୍କୁ ଗିରଫ କରିଛି। ସେମାନଙ୍କ ନିକଟରୁ ୧ କେ.ଜି କୁଟୁରା…
ଚୋରକୁ ପିଟି ହତ୍ୟା , ୫ଗିରଫ
ବାରିପଦା ଅଫିସ/ବେତନଟୀ,୨୫ା୪(ଡି.ଏନ୍.ଏ.)- ମୟୂରଭଞ୍ଜ ଜିଲା ବେତନଟୀ ଥାନା ଦହିକୁଟି ପଞ୍ଚାୟତ ଅନ୍ତର୍ଗତ ଖମାରି ଗ୍ରାମର କେତେକ ଲୋକଙ୍କ ମାଡ଼ରେ ଜଣେ ଚୋରର ମୃତ୍ୟୁ ଘଟିଛି। ଏନେଇ ପୋଲିସ ଏକ ମାମଲା(ନଂ.୯୫/୨୦୨୦) ରୁଜୁ କରି ୫ ଜଣଙ୍କୁ ଗିରଫ କରିଛି। ମୃତକ ହେଲେ…
ବଜ୍ରପାତରେ ଗଲା ୬ ଜୀବନ
ଖୁଣ୍ଟା/କୁଆମରା/କେନ୍ଦୁଝର/ରୂପ୍ସା,୨୪।୪(ଡି.ଏନ୍.ଏ./ସ୍ବ.ପ୍ର)-ମୟୂରଭଞ୍ଜ, କେନ୍ଦୁଝର ଓ ବାଲେଶ୍ୱର ଜିଲାରେ ଶୁକ୍ରବାର କାଳବୈଶାଖୀ ତାଣ୍ଡବ ରଚିଛି। ପ୍ରବଳ ଝଡ଼ତୋଫାନ ସାଙ୍ଗକୁ ବଜ୍ରପାତରେ ୬ ଜଣଙ୍କ ଜୀବନ ଯାଇଛି। ଜଣେ ଗୁରୁତର ଆହତ ହୋଇଥିବା ଜଣାପଡିଛି। ମୃତକମାନେ ହେଲେ ମୟୂରଭଞ୍ଜ ଜିଲା ଖୁଣ୍ଟା ଥାନା ଅଧୀନ ବଡ଼ପଥରା…
ବେଆଇନ ମଦଭାଟି ଭାଙ୍ଗିଲେ ମହିଳା
ଚିତ୍ରଡା, ୨୪।୪(ଡି.ଏନ.ଏ.)-ମୟୁରଭଞ୍ଜ ଜିଲ୍ଲାର ମୋରଡ଼ା ଥାନା ଅଧୀନରେ ଥିବା ହଲଦୀପାଳ ପଞ୍ଚାୟତର ମଦନଡ଼ିହି ଗ୍ରାମର ଶୁକ୍ରବାର ସକାଳୁ ସରପଞ୍ଚ ଅଞ୍ଜନା ମାଝୀଙ୍କ ସମେତ ମିଶନ ଶକ୍ତିର ମହିଳା ମାନେ ସାହାସିକତା ଦେଖାଇଛନ୍ତି। ଗତ ଗୁରୁବାର ରାତିରେ ଲକ୍ଡାଉନ୍ର ସୁଯୋଗ ନେଇ ମଦନଡ଼ିହିରେ…
ଅସୁରକ୍ଷିତ ବନ୍ୟପ୍ରାଣୀ: ସାତକୋଶିଆ ସଂରକ୍ଷିତ ଜଙ୍ଗଲରୁ କୁଟୁରା ଶିକାର; ୩ଜଣ ଶିକାରୀ ସହ ମାଂସ ଜବତ
ଠାକୁରମୁଣ୍ଡା, ୨୪।୪(ଡି.ଏନ୍.ଏ.): ମୟୂରଭଞ୍ଜ କରଞ୍ଜିଆ ବନଖଣ୍ଡ ସାତକୋଶିଆ ରେଞ୍ଜ ଅନ୍ତର୍ଗତ ବାଲିଘାଟ ସଂରକ୍ଷିତ ଜଙ୍ଗଲର କମ୍ପାର୍ମେଣ୍ଟ ନଂ ୧୨ ତଳବନ୍ଧ ନାଳ ନିକଟରେ ଗୁରବାର ରାତିରେ ସାତକୋଶିଆ ବନ କର୍ମଚାରୀ ୩ ଜଣ ଶିକାରୀଙ୍କୁ ଗିରଫ କରିଛନ୍ତି। ସେମାନଙ୍କ ନିକଟରୁ ୧…
ବାରିପଦାରେ ହେବ କରୋନା ପରୀକ୍ଷା
ବାରିପଦା ଅଫିସ, ୨୪ା୪- ଆସନ୍ତା ୨୦ ଦିନ ଭିତରେ ବାରିପଦା ପିଆରଏମ୍ ମେଡ଼ିକାଲ୍ କଲେଜରେ କରୋନା ସ୍ବାବ୍ ପରୀକ୍ଷା କରାଯିବ ବୋଲି ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ସୂଚନା ଦେଇଛି। ସେହିଭଳି ଗୁରୁବାର ଭିଡ଼ିଓ କନେଫେରେନ୍ସି ମାଧ୍ୟମରେ କୋଭିଡ଼ -୧୯ ଉପରେ ଏକ…
ଖାଲି ପଡ଼ୁଛିିି ପୋଲିସ କ୍ୟାମ୍ପ
ବାରିପଦା ଅଫିସ, ୨୩ା୪- ଦ୍ୱିତୀୟ ପର୍ଯ୍ୟାୟ ଲକ୍ ଡାଉନ ଆରମ୍ଭ ହେବା ପରେ ଗତ ୨୦ ତାରିଖଠାରୁ ଏହାକୁ କିଛି ମାତ୍ରାରେ କୋହଳ କରାଯାଇଛି। ଯାହାର ଫାଇଦା ଉଠାଇ ଲୋକେ ସହରରେ ବିନା କାରଣରେ ଯାତାୟତ କରୁଛନ୍ତି। ଏଭଳି ସ୍ଥଳେ ବାରିପଦା…
୩ ପୋଲିସ କରୋନା ଯୋଦ୍ଧା ପ୍ରଶଂସିତ
ବାରିପଦା ଅଫିସ, ୨୩ା୪-କରୋନା ଭଳି ମହାମାରୀର ମୁକାବିଲା ଲାଗି ଡାକ୍ତର, ସ୍ବାସ୍ଥ୍ୟକର୍ମୀ ଓ ପୋଲିସ କର୍ମଚାରୀମାନେ ମୁଖ୍ୟ ଭୂମିକା ନିର୍ବାହ କରୁଛନ୍ତିି। ମୟୂରଭଞ୍ଜ ଜିଲାର ୩ପୋଲିସ କର୍ମଚାରୀ କର୍ତ୍ତବ୍ୟ ଆଗରେ ସବୁ ତୁଚ୍ଛ କରିଦେଇଥିବାରୁ ସେମାନେ ଏବେ ପ୍ରଶଂସିତ ହୋଇଛନ୍ତି। ଜଣେ…
୩୩୧ ରିପୋର୍ଟକୁ ଅପେକ୍ଷା
ବାରିପଦା ଅଫିସ, ୨୨ା୪: ଓଡ଼ିଶାରେ ଚିହ୍ନଟ ହୋଇଥିବା ଅଧିକାଂଶ କରୋନା ଆକ୍ରାନ୍ତଙ୍କ ପଶ୍ଚିମବଙ୍ଗ ଲିଙ୍କ୍ ଥିବା ଜଣାପଡ଼ିବା ପରେ ମୟୂରଭଞ୍ଜ ଜିଲାର ବିଭିନ୍ନ ପ୍ରବେଶ ପଥକୁ ପ୍ରଶାସନ ପକ୍ଷରୁ ସିଲ୍ କରାଯାଇଛି। ବାଲେଶ୍ୱରରୁ ପଜିଟିଭି ବାହାରିବା ପରେ ପଡ଼ୋଶୀ ଜିଲା ମୟୂରଭବାସୀ…
ଲକ୍ ଡାଉନ ଅମାନ୍ୟକାରୀଙ୍କ ନାମରେ ମାମଲା
ଖୁଣ୍ଟା,୨୨ା୪(ଡି.ଏନ୍.ଏ.)-ରାଜ୍ୟର ବିଭିନ୍ନ ଅଞ୍ଚଳରେ କୋରନା ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଥିବା ବେଳେ ଏହାକୁ ଦୃଷ୍ଟିରେ ରଖି ସରକାର ଲକ୍ ଡାଉନର ଅବୋଧି ବଢ଼ାଇଛନ୍ତି। ଜନସଧାରଣଙ୍କୁ ଘରୁ ନ ବାହାରିବା ପାଇଁ ବାରମ୍ବାର ସଚେତନ କରାଯାଉଥିଲେ ମଧ୍ୟ କେତେକ ବ୍ୟକ୍ତି ବେପରୁଆ ଭାବେ…
ମୟୂରଭଞ୍ଜରେ ସ୍ଥିତି ସମୀକ୍ଷା କଲେ ଡିଜପିି
ବାରିପଦା ଅଫିସ, ୨୧ା୪- ରାଜ୍ୟ ପୋଲିସ ମହା ନିର୍ଦ୍ଦେଶକ(ଡିଜିପି) ଅଭୟ ମଙ୍ଗଳବାର ଅପରାହ୍ନରେ ମୟୂରଭଞ୍ଜ ଜିଲା ଗସ୍ତରେ ଆସି ପଶ୍ଚିମବଙ୍ଗ ସୀମା ଚକଶୁଳିଆପଦା ଯାଇ ସେଠାରେ ସ୍ଥିତି ଅନୁଧ୍ୟାନ କରିଥିଲେ। ଏହା ପରେ ଜିଲା ପୋଲିସ କାର୍ଯ୍ୟାଳୟରେ ଏକ ଖବରଦାତା ସମ୍ମିଳନୀରେ…
Archives


