ମୟୂରଭଞ୍ଜ

ମହାମାରୀରୁ ରକ୍ଷା ଲାଗି ବାହାରିଲେ ସୁଦର୍ଶନ ମହାପ୍ରଭୁ

ବାରିପଦା ଅଫିସ, ୧୭ା୪-ମହାମାରୀ କରୋନା ଏବେ ବିଶ୍ୱରେ ଆତଙ୍କ ସୃଷ୍ଟି କରିଛି। ଏହି ସଂକ୍ରମଣକୁ କିପରି ରୋକାଯାଇପାରିବ ସେନେଇ ସମସ୍ତେ ଚେଷ୍ଟିତ। ହିନ୍ଦୁ ପରମ୍ପରା ଅନୁଯାୟୀ ଯେତେବେଳେ ମାନବସମାଜ ବିପଦରେ ପଡ଼େ ସେହି ସମୟରେ ପ୍ରଭୁଙ୍କ ଶରଣାପନ୍ନ ହୋଇଥାଏ। ମହାମାରୀ କବଳରୁ…

କରୋନା ମୁକାବିଲା ପାଇଁ ଶିକ୍ଷକ ଦମ୍ପତିିଙ୍କ ସହାୟତା

ବିଶୋଇ,୧୭।୪(ଡି.ଏନ୍‌.ଏ.): କରୋନା ମୁକାବିଲା ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ଗ୍ରହଣ କରୁଛନ୍ତି। ବିଭିନ୍ନ ସଂଗଠନ ଓ ବ୍ୟକ୍ତି ବିଶେଷ ମଧ୍ୟ ସରକାରଙ୍କୁ ସହାୟତା ପ୍ରଦାନ କରୁଛନ୍ତି। ମୟୂରଭଞ୍ଜ ଜିଲା ବିଶୋଇ ବ୍ଲକ ଅଧୀନ ମନ୍ଦିରସାହି ବାସିନ୍ଦା…

ମୟୂରଭଞ୍ଜ ଜିଲାର ୧୧୭୦୮ଶ୍ରମିକଙ୍କ ହୋମ୍‌ କ୍ୱାରାଣ୍ଟାଇନ ସରିଲା

ବାରିପଦା ଅଫିସ, ୧୬ା୪- କରୋନା ସନ୍ଦେହରେ ମୟୂରଭଞ୍ଜ ଜିଲାର ୩୧୭ଜଣଙ୍କ ରକ୍ତ ନମୁନା ପରୀକ୍ଷା ପାଇଁ ପଠାଯାଇଥିବା ବେଳେ ସେଥିମଧ୍ୟରୁ ଆସିଥିବା ୨୨୨ଟି ସାମ୍ପୁଲ ନେଗେଟିଭ୍‌ ଥିବା ଜିଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଅବଶିଷ୍ଟ ୯୫ଟି ସାମ୍ପୁଲର ରିପୋର୍ଟ ଆସି…

ବାଟ ନ ଛାଡ଼ିବାରୁ ସୀମାନ୍ତ ପୋଲିସ ଉପରେ ଆକ୍ରମଣ: ଜଣେ ମହିଳା କନଷ୍ଟେବଳ, ୩ ହୋମଗାର୍ଡ ଆହତ

ଠାକୁରମୁଣ୍ଡା,୧୬ା୪(ଡି.ଏନ୍‌.ଏ.) : ଓଡ଼ିଶା-ଝାଡ଼ଖଣ୍ଡ ସୀମାନ୍ତ ଅଞ୍ଚଳ ବେନିସାଗର ଛକ ରାସ୍ତାରେ ଅସ୍ଥାୟୀ ବ୍ୟାରିକେଟ୍‌ ଲଗାଇ ଜଗି ରହିଥିବା ଓଡ଼ିଶା ପୋଲିସ ଉପରେ ଝାଡ଼ଖଣ୍ଡ ଅଞ୍ଚଳର ପ୍ରାୟ ୨୦/୩୦ ଜଣ ବ୍ୟକ୍ତି ଆକ୍ରମଣ କରିଛନ୍ତି। ଏହି ଆକ୍ରମଣରେ ୪ ଜଣ ପୋଲିସ ଆହତ…

ଭୁବନେଶ୍ୱର ଫେରନ୍ତାଙ୍କୁ ନେଇ ଗାଁରେ ଅଶାନ୍ତି

ଚିତ୍ରଡା,୧୬ା୪(ଡ଼ି.ଏନ୍‌.ଏ.)- ମହାମାରୀ କରୋନା ପାଇଁ ସାରା ବିଶ୍ୱ ଚିନ୍ତିତ ଥିବାବେଳେ କେନ୍ଦ୍ର ଓ ରାଜ୍ୟ ସରକାର ଏହାର ମୁକାବିଲା ପାଇଁ ବିଭିନ୍ନ ପଦକ୍ଷେପ ଗ୍ରହଣ କରୁଛନ୍ତି। ସାରା ରାଜ୍ୟ ଏବେ ତାଲା ବନ୍ଦ ଥିବା ବେଳେ ମୟୂରଭଞ୍ଜ ଜିଲା ମୋରଡା ବ୍ଲକ ଅଧୀନ…

ରକ୍ତଦାନ ପାଇଁ ଆଗେଇ ଆସିଲେ

ବାରିପଦା ଅଫିସ,୧୬ା୪- ବର୍ତ୍ତମାନ କରୋନା ସଂକ୍ରମଣକୁ ରୋକିବା ପାଇଁ ଲକ୍‌ ଡାଉନ କରାଯାଇଛି। ଏଥି ଯୋଗୁଁ ବିଭିନ୍ନ ସ୍ଥାନରେ ହେଉଥିବା ରକ୍ତଦାନ ଶିବିର ବନ୍ଦ ହୋଇ ଯାଇଛି। ଫଳରେ ବ୍ଲଡ ବ୍ୟାଙ୍କ୍‌ରେ ରକ୍ତର ଅଭାବ ପରିଲ୍ଲକ୍ଷିତ ହୋଇଛି। ଏହାକୁ କିଛି ମାତ୍ରାରେ…

କରୋନା ମୁକାବିଲା ପାଇଁ ସହାୟତା

ବଡ଼ସାହି,୧୬।୪(ସ୍ବପ୍ର)- କରୋନା ମହାମାରୀର ମୁକାବିଲା ପାଇଁ ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ ଅଧୀନ ବେଲପାଳ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପକ୍ଷରୁ ପ୍ରଧାନମନ୍ତ୍ରୀ ରିଲିଫ ଫଣ୍ଡକୁ ୧୦ହଜାର ଟଙ୍କା ପ୍ରଦାନ କରାଯାଇଛି। ଏହି ରାଶି ବଡ଼ସାହି ବିଡ଼ିଓ ଦିଲୀପ କୁମାର ମହାରଣାଙ୍କ…

ମୟୂରଭଞ୍ଜରେ କୋଭିଡ଼ ହସ୍ପିିଟାଲ

ବାରିପଦା ଅଫିସ, ୧୫ା୪: କରୋନା ଆକ୍ରାନ୍ତଙ୍କ ପାଇଁ ମୟୂରଭଞ୍ଜ ଜିଲାରେ କୋଭିଡ଼ -୧୯ ହସ୍ପିଟାଲ କାର୍ଯ୍ୟକ୍ଷମ ହୋଇଛି। ବାରିପଦାଠାରୁ ୭ କି.ମି ଦୂର ବାଙ୍କିଶୋଳଠାରେ ଥିବା ଆଦାନୀ କିସ୍‌ ଆବସିକ ବିଦ୍ୟାଳୟ କ୍ୟାମ୍ପସରେ ଏହା ବୁଧବାର କାର୍ଯ୍ୟକ୍ଷମ ହୋଇଛି। ଭୁବନେଶ୍ୱରଠାରେ ମୁଖ୍ୟମନ୍ତ୍ରୀ…

ଠିକାଦାର ସଂଘ ପ୍ରଦାନ କଲା ୨ ଲକ୍ଷ

ବାରିପଦା ଅଫିସ, ୧୫ା୪- କରୋନା ମହାମାରୀର ମୁକାବିଲା କରିବା ପାଇଁ ମୟୂରଭଞ୍ଜ ଜିଲା ଠିକାଦାର ସଂଘ ୨ ଲକ୍ଷ ଟଙ୍କାର ସହାୟତା ରାଶି ପ୍ରଦାନ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ରିଲିଫ ଫଣ୍ଡକୁ ୧ ଲକ୍ଷ ଏବଂ ପ୍ରଧାନମନ୍ତ୍ରୀ ରିଲିଫ ଫଣ୍ଡଙ୍କୁ ୧ ଲକ୍ଷ…

ସହାୟତା ତାଲିକାରେ ନାଁ ନାହିଁ: ଉଠା ଦୋକାନୀ ଜିଲାପାଳଙ୍କ ଦ୍ୱାରସ୍ଥ

ବାରିପଦା ଅଫିସ, ୧୫ା୪- ଲକ୍‌ ଡାଉନ ଲାଗୁ ହେବାଠାରୁ ବାରିପଦା ସହରରେ ଥିବା ଉଠାଦୋକାନୀମାନଙ୍କ ଦୋକାନ ବନ୍ଦ ହୋଇ ପଡ଼ି ରହିଛି। ପରିବାର ପ୍ରତିପୋଷଣ କରିବା ସେମାନଙ୍କ ପାଇଁ କଷ୍ଟକର ହୋଇ ପଡ଼ିଛି। ରାଜ୍ୟ ସରକାରଙ୍କ ପକ୍ଷରୁ ଉଠା ଦୋକାନୀମାନଙ୍କୁ ଚିହ୍ନଟ…

୨୫୦ରୁ ୧୯୮ଟି ସାମ୍ପୁଲ ନେଗେଟିଭ୍‌

ବାରିପଦା ଅଫିସ, ୧୫ା୪- କରୋନା ସନ୍ଦେହରେ ଜିଲାର ୨୫୦ ଜଣଙ୍କ ରକ୍ତ ନମୁନା ପରୀକ୍ଷା ପାଇଁ ପଠାଯାଇଥିବା ବେଳେ ସେଥିମଧ୍ୟରୁ ଆସିଥିବା ୧୯୮ଟି ସାମ୍ପୁଲ ନେଗେଟିଭ୍‌ ବୋଲି ଜିଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ବାକି ୫୨ଟି ସାମ୍ପୁଲର ରିପୋର୍ଟ ଆସି…

ବନ୍ଦ ହେଲା ଉଡ଼ାପର୍ବ

ଠାକୁରମୁଣ୍ଡା,୧୫ା୪(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡାସ୍ଥିତ ମା’ ବାସୁଳିଙ୍କ ପୀଠରେ ପଣା ସଂକ୍ରାନ୍ତି ଅବସରରେ ପାଳିତ ହୋଇ ଆସୁଥିବା ପ୍ରସିଦ୍ଧ ଉଡ଼ାପର୍ବ ଚଳିତ ବର୍ଷ କରୋନା ଲାଗି ବନ୍ଦ ହୋଇଛି। କେବଳ ବିଧି ରକ୍ଷା କରିବାକୁ ଯାଇ ମନ୍ଦିରରେ ପୂଜାର୍ଚ୍ଚନା କରାଯାଇ ଥିଲା।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri