୧୦ ସେକେଣ୍ଡରେ ସାନିଟାଇଜ୍: ଚର୍ଚ୍ଚାରେ ଦୁଇ ଭାଇ
ବାରିପଦା ଅଫିସ, ୧୫ା୪-ଏବେ କରୋନାକୁ ନେଇ ସାରା ବିଶ୍ୱବାସୀ ଚିନ୍ତିତ। ଏହି ମହାମାରୀ ସଂକ୍ରମଣକୁ ରୋକିବା ପାଇଁ ବିିିଭିନ୍ନ ସ୍ତରରେ ପଦକ୍ଷେପ ନିଆଯାଉଛି। ଏହିଭଳି ଘଡିସନ୍ଧି ମୁହୂର୍ତ୍ତରେ ମୟୂରଭଞ୍ଜ ଜିଲା ବାରିପଦା ସହରର ୨୮ନଂ. ୱାର୍ଡ଼ ବାଗଡିହା ଅଞ୍ଚଳର ଦୁଇ ଭାଇ…
ମାସ୍କ ତିଆରି କରି ବାଣ୍ଟୁୁଛନ୍ତି ଭାଜପା ନେତ୍ରୀ
ବାରିପଦା ଅଫିସ, ୧୫ା୪- କରୋନା ମହାମାରୀକୁ ଦୂରେଇବା ପାଇଁ ସାରା ରାଜ୍ୟରେ ମାସ୍କ ପିନ୍ଧିବା ନିୟମ କରାଯାଇଛି। ମାସ୍କ ବଦଳରେ ରୁମାଲ ଆଦି ମଧ୍ୟ ମୁହଁରେ ପିନ୍ଧା ଯାଇପାରିବେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆହ୍ବାନ କ୍ରମେ ମୟୂରଭଞ୍ଜ (ପୂର୍ବ) ଜିଲା ଭାଜପା…
ଶିମିଳିପାଳରୁ ଶମ୍ବର ଶିକାର: ୬ ଶିକାରୀ ଗିରଫ
ଠାକୁରମୁଣ୍ଡା,୧୪ା୪(ଡି.ଏନ୍.ଏ.): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଠାକୁରମୁଣ୍ଡା ରେଞ୍ଜ ଚମ୍ପାଝର ବିଟ ଅନ୍ତର୍ଗତ ଶିମିଳିପାଳ ସଂଲଗ୍ନ ଡ଼ଙ୍ଗାଡିହା ସଂରକ୍ଷିତ ଜଙ୍ଗଲରୁ ବନ ବିଭାଗ କର୍ମଚାରୀମାନେ ୬ ଶିକାରୀଙ୍କୁ ଗିରଫ କରିଛନ୍ତି। ଶିକାରୀମାନେ ଏକ ଶମ୍ବର ଶିକାର କରି ତାର ମାଂସକୁ ଭାଗବାଣ୍ଟ…
ସଚେତନତା ପାଇଁ ମାସ୍କ ବଣ୍ଟନ
ଚିତ୍ରଡା,୧୪ା୪(ଡି.ଏନ୍.ଏ.)- କରୋନା ସଚେତନତା ପାଇଁ ମୟୂରଭଞ୍ଜ ଜିଲା ମୋରଡା ବ୍ଲକ ଚିତ୍ରଡା ପଞ୍ଚାୟତ ଅଧୀନ ଡିମୁରଡିହା ଗ୍ରାମର ତନୁ ମହାନ୍ତ ଲୋକଙ୍କୁ ମାଗଣାରେ ମାସ୍କ ବାଣ୍ଟି ଅନ୍ୟମାନଙ୍କ ପାଇଁ ଉଦାହରଣ ପାଲଟିଛନ୍ତି। ବୟସ ୫୦ ଅତିକ୍ରମ କରିଥିଲେ ମଧ୍ୟ ଲୋକଙ୍କ ସେବା…
କରୋନା ପ୍ରଭାବ: ଶୂନଶାନ ବାରିପଦା ଛଉପଡ଼ିଆ
ବାରିପଦା ଅଫିସ, ୧୪ା୪- ଚୈତ୍ର ମାସ ଆସିଲେ ଦୁଲୁକି ଉଠେ ମୟୂରଭଞ୍ଜ ମାଟି। ବିଶ୍ୱ ପ୍ରସିଦ୍ଧ ଲୋକନୃତ୍ୟ ଛଉର ତାଳ ତାଳେ ବାଦ୍ୟକାର ଏବଂ ନୃତ୍ୟଶିଳ୍ପୀମାନେ ସାରା ଚୈତ୍ରମାସ ଆଖଡା ଘରେ ଅଭ୍ୟାସ କରନ୍ତି। ଏହା ପରେ ମାସର ଶେଷ ୩…
ଅସ୍ତ୍ରଶସ୍ତ୍ର ଜବତ:ଶିକାରୀ ଫେରାର
କପ୍ତିପଦା,୧୩ା୪(ଡି.ଏନ.ଏ)- ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ଅଧୀନ ଝିଲ୍ଲିରୀବଣୀ ଅଞ୍ଚଳରୁ ପୋଲିସ ଶିକାର ପାଇଁ ବ୍ୟବହୃତ କେତେକ ଅସ୍ତ୍ରଶସ୍ତ୍ର ଜବତ କରିଛି। ଲକ୍ଷ୍ମଣ ଟୁଡୁଙ୍କ ଘରେ ଏହି ଅସ୍ତ୍ରଶସ୍ତ୍ର ଗଚ୍ଛିତ ଥିବା ଖବରପାଇ ଉଭୟ ବନ ବିଭାଗ ଓ ପୋଲିସ ପକ୍ଷରୁ…
ବିଭିନ୍ନ ଅଞ୍ଚଳରେ କରାଗଲା ସାନିଟାଇଜ୍
ରାଇରଙ୍ଗପୁର, ୧୩।୪(ଡି.ଏନ.ଏ.)-କରୋନା ଭୂତାଣୁ ରୋକିବା ସକାଶେ ସ୍ଥାନୀୟ ପ୍ରଶାସନ ପକ୍ଷରୁ ରାଇରଙ୍ଗପୁର ସହରାଞ୍ଚଳ ସମେତ ବିଭିନ୍ନ ପୁରପଲ୍ଲୀ ଅଞ୍ଚଳର ରାସ୍ତାଘାଟକୁ ସାନିଟାଇଜ୍ କରାଯାଇଛି। ରାଇରଙ୍ଗପୁର ଦମକଳବାହିନୀ ପକ୍ଷରୁ ସୋମବାର ରାଇରଙ୍ଗପୁର ହସ୍ପିଟାଲ ପରିସରର ବିଭିନ୍ନ ରୁମ୍ ସମେତ ଏହାର ପରିସରକୁ ମଧ୍ୟ…
ଓଜନରେ କମିଲା ପିଡ଼ିଏସ୍ ଚାଉଳ: ତଦନ୍ତ କଲେ ଯୋଗାଣ ଅଧିକାରୀ
ଚିତ୍ରଡା,୧୩ା୪(ଡ଼ି.ଏନ୍.ଏ.): କରୋନା ଯୋଗୁ ଲକ ଡାଉନ ଚାଲି ଥିବାରୁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ଖାଦ୍ୟ ସୁରକ୍ଷା ଯୋଜନାରେ ରାଶନକାର୍ଡଧାରୀ ପରିବାରର ସଦସ୍ୟଙ୍କ ମୁଣ୍ଡ ପିଛା ୫ କିଲୋ ଚାଉଳ ଆଗୁଆ ୩ ମାସର ଦେବାର ବ୍ୟବସ୍ଥା କରିଛନ୍ତି। ତେବେ…
ହିତାଧିକାରୀଙ୍କୁ ମିଳିନି ହଜାରେ ଟଙ୍କା ସହାୟତା
ବାରିପଦା ଅଫିସ, ୧୨ା୪- ଖାଦ୍ୟ ସୁରକ୍ଷା ଯୋଜନାରେ ଅନ୍ତର୍ଭୁକ୍ତ ହୋଇଥିବା ରାଶନ କାର୍ଡ଼ଧାରୀମାନଙ୍କୁ ୧ ହଜାର ଟଙ୍କା ଲେଖାଏ କରୋନା ସହାୟତା ପ୍ରଦାନ କରିବା ପାଇଁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି। ଏହି ପରିପ୍ରେକ୍ଷୀରେ ଜିଲାର ବିିଭନ୍ନ ପଞ୍ଚାୟତରେ ଟଙ୍କା ବଣ୍ଟନ…
ପୂଜକଙ୍କୁ ଆର୍ଥତ୍କ ସହାୟତା ଦିଆଯାଉ
ବାରିପଦା ଅଫିସ, ୧୨ା୪- କରୋନା ଯୋଗୁଁ ମୟୂରଭଞ୍ଜ ଜିଲା ବାରିପଦାସ୍ଥିତ ଶ୍ରୀ ଶ୍ରୀ ହରିବଳଦେବଜୀଉ ମନ୍ଦିର ୧୫ ଦିନ ହେବ ବନ୍ଦ ରହିଛି। ଫଳରେ ଏହି ମନ୍ଦିରର ପୂଜକମାନେ ବର୍ତ୍ତମାନ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ତେଣୁ ସେମାନଙ୍କୁ ଆର୍ଥତ୍କ ସହାୟତା ପ୍ରଦାନ…
ସାନିଟାଇଜ ହେଲା ସ୍ବାସ୍ଥ୍ୟକେନ୍ଦ୍ର ପରିସର
ଚିତ୍ରଡା, ୧୨।୪(ଡି.ଏନ.ଏ.)-କରୋନା ଭୂତାଣୁ ସଂକ୍ରମଣକୁ ରୋକିବା ପାଇଁ ବ୍ଲକ ପ୍ରଶାସନ ତରଫରୁ ଶନିବାର କିଷାନତାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ସାନିଟାଇଜ କରାଯାଇଛି। ଏହି ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ଥିବା କରୋନା ୱାର୍ଡ, ଓପିଡି ଆଦି ବିଭିନ୍ନ ସ୍ଥାନରେ ସାନିଟାଇଜ କରାଯାଇଛି। ଅଗ୍ନିଶମ ବିଭାଗର ଗୋଟିଏ…
ପରିବା ବିକ୍ରି ବନ୍ଦ କଲେ ବ୍ୟବସାୟୀ
ବାରିପଦା ଅଫିସ, ୧୧ା୪: ପୋଲିସର ମାତ୍ରାଧିକ କାର୍ଯ୍ୟାନୁଷ୍ଠାନ ପ୍ରତିବାଦରେ ମୟୂରଭଞ୍ଜ ଜିଲା ବାରିପଦାସ୍ଥିତ କଚେରୀ ବଜାର ପରିବା ମାର୍କେଟକୁ ଶନିବାର ବ୍ୟବସାୟୀମାନେ ବନ୍ଦ କରି ଦେଇଥିଲେ। ଫଳରେ ଲୋକେ ପରିବା ପାଇଁ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହୋଇଥିଲେ। ପରେ…
Archives


