ମୟୂରଭଞ୍ଜ

ବିଜୁ ଛାତ୍ର ଜନତା ଦଳ ପକ୍ଷରୁ ଶୁଖିଲା ଖାଦ୍ୟ ବଣ୍ଟନ

ବାରିପଦା ଅଫିସ, ୧୧ା୪-ମୟୂରଭଞ୍ଜ ଜିଲା ବିଜୁ ଛାତ୍ର ଜନତା ଦଳ ପକ୍ଷରୁ ଜିଲାର ବିିଭିନ୍ନ ସ୍ଥାନରେ ଅସହାୟ ଲୋକମାନଙ୍କୁ ରନ୍ଧା ଓ ଶୁଖିଲା ଖାଦ୍ୟ ବଣ୍ଟନ କରାଯାଇଛି। ରାଜ୍ୟ ସାଧାରଣ ସମ୍ପାଦକ ସୁନିଲ କୁମାର ନାୟକଙ୍କ ନେତୃତ୍ୱରେ ବାରିପଦା ମ୍ୟୁନିସପାଲିଟିର ବିଭିନ୍ନ…

ଦୁର୍ଦ୍ଦଶାରେ କ୍ୟାପସିକମ ଚାଷୀ

ବାରିପଦା ଅଫିସ, ୧୧ା୪-କରୋନା ସଂକ୍ରମଣକୁ ରୋକିବା ଲାଗି ସାରା ଦେଶରେ ଲକ୍‌ଡ଼ାଉନ ଜାରି ରହିଛି। ଏଥିଯୋଗୁ ଜନଜୀବନ ପ୍ରଭାବିତ ହେଉଥିବା ବେଳେ ଚାଷୀମାନେ ଚିନ୍ତାରେ ପଡ଼ିଛନ୍ତି। ଅଭାବୀ ବିକ୍ରି ସାଙ୍ଗକୁ ଫସଲ ନଷ୍ଟ ହେବା ଯୋଗୁ ଚାଷୀଙ୍କ ମେରୁଦଣ୍ଡ ଭାଙ୍ଗିଦେଇଛି। ଏଭଳି…

ରକ୍ତଦାନ କଲେ ଜିଲାପାଳ

ବାରିପଦା ଅଫିସ, ୧୦ା୪- କରୋନାକୁ ନେଇ ଲକଡାଉନ ହୋଇଥିବାରୁ ବିଭିନ୍ନ ସ୍ଥାନରେ ରକ୍ତଦାନ କାର୍ଯ୍ୟକ୍ରମ ହୋଇପାରୁ ନାହିଁ। ଫଳରେ ଜିଲାରେ ଥିବା ବ୍ଲଡ ବ୍ୟାଙ୍କରେ ରକ୍ତର ଅଭାବ ଦେଖାଦେଇଛି। ଏହାକୁ ଦୂର କରିବା ପାଇଁ ଶୁକ୍ରବାର ଜିଲା ପ୍ରଶାସନ ପକ୍ଷରୁ ଭ୍ରାମ୍ୟମାଣ…

ସହାୟତାର ହାତ ବଢ଼ାଇଲା ଡିଭାଇନ୍‌ କଲେଜ

ବାରିପଦା ଅଫିସ, ୧୦ା୪- କରୋନା ମୁକାବିଲା ଲାଗି ଡିଭାଇନ ଓ ଏମଏସଇ କଲେଜ ଅଫ ଇଞ୍ଜିିନିୟରିଂ ସହାୟତାର ହାତ ବଢାଇଛି। ପ୍ରଧାନମନ୍ତ୍ରୀ ରିଲିଫ ଫଣ୍ଡକୁ ୧ ଲକ୍ଷ ଓ ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡକୁ ୧ ଲକ୍ଷ ଟଙ୍କା ଡିଭାଇନ ଇଞ୍ଜିିନିୟରିଂ କଲେଜର…

ପୋଲିସ ମାଡ଼ ପ୍ରତିବାଦରେ ସଫେଇ କର୍ମଚାରୀଙ୍କ ଆନ୍ଦୋଳନ

ରାଇରଙ୍ଗପୁର, ୧୦।୪(ଡି.ଏନ୍‌.ଏ.) : ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ସହରାଞ୍ଚଳରେ ପୋଲିସ ସଫେଇ କର୍ମଚାରୀଙ୍କ ଜଣେ ସୁପରଭାଇଜରଙ୍କୁ ମାଡ଼ ମାରିବା ପ୍ରତିବାଦରେ ଗୁରୁବାର ସଫେଇ କର୍ମଚାରୀମାନେ କାର୍ଯ୍ୟବନ୍ଦ ଆନ୍ଦୋଳନ କରିଥିଲେ। ସ୍ଥାନୀୟ ଉପ ଜିଲାପାଳ ଧର୍ମାନନ୍ଦ ବେହେରାଙ୍କ ନିର୍ଦ୍ଦେଶ କ୍ରମେ ଟାଉନଥାନା ଆଇଆଇସି…

ଲକ୍‌ଡାଉନ୍‌: ୭୮ ବାଇକ୍‌ ଜବତ

ରାଇରଙ୍ଗପୁର,୯ା୪(ଡି.ଏନ୍‌.ଏ.): କରୋନା ସଂକ୍ରମଣ ରୋକିବା ଲାଗି ସାରା ଭାରତରେ ଲକ୍‌ ଡାଉନ କରାଯାଇଥିବା ବେଳେ ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ସବ୍‌ ଡିଭିଜନର ବିଭିନ୍ନ ସ୍ଥାନରେ ଅମାନିଆ ଗାଡ଼ି ଚାଳକମାନେ ଏହାକୁ ଉଲ୍ଲଂଘନ କରୁଥିବା ଦେଖିବାକୁ ମିଳିଥିଲା। କଟକଣା ଉଲ୍ଲଂଘନକାରୀଙ୍କୁ ସାବାଡ କରିବା…

ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ସହାୟତା

ଠାକୁରମୁଣ୍ଡା,୯ା୪(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ବ୍ଲକ ଅଧୀନ ନାରୀ ଶକ୍ତି ସ୍ବୟଂ ସହାୟିକା ଗୋଷ୍ଠୀ ପକ୍ଷରୁ ବୁଧବାର କରୋନା ମୁକାବିଲା ନିମନ୍ତେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୧୦,୦୫୧ ଟଙ୍କାର ଚେକ୍‌ ପ୍ରଦାନ କରାଯାଇଛି। ଠାକୁରମୁଣ୍ଡା ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ୟାମସୁନ୍ଦର ଟୁଡୁଙ୍କ…

୬ଘଣ୍ଟାରେ ୨୦ ବାଇକ୍‌ ଜବତ

ବଡ଼ସାହି,୯ା୪(ସ୍ବ.ପ୍ର.)-କରୋନା ମୁକାବିଲା ପାଇଁ ସାରା ଦେଶ ଲକ୍‌ଡାଉନରେ ରହିଛି। ସରକାରଙ୍କ ନିୟମକୁ ଊଲ୍ଲଂଘନ କରି କେତେକ ଅସାମାଜିକ ଯୁବକ ବାଇକ ଯୋଗେ ଏଣେ ତେଣେ ବୁଲୁଥିବା ବେଳେ ସାମାଜିକ ଦୂରତା ଅବଲମ୍ବନ କରୁ ନାହାନ୍ତି। ସ୍ଥାନୀୟ ବଜାରକୁ ଆସୁଥିବା ୨୦ଟି ବାଇକ୍‌କୁ…

କରୋନା ମୁକାବିଲା ପାଇଁ ସହାୟତା

ଖୁଣ୍ଟା,୮ା୪(ଡି.ଏନ୍‌.ଏ.): କରୋନାର ମୁକାବିଲା ପାଇଁ ଖୁଣ୍ଟା ଅଞ୍ଚଳର କେତେକ ସହୃଦୟ ବ୍ୟକ୍ତି ସହଯୋଗର ହାତ ବଢ଼ାଇଛନ୍ତି। ବ୍ୟାଙ୍କ ଅଫ୍‌ ଇଣ୍ଡିଆ ଖୁଣ୍ଟା ଶାଖାରେ ବ୍ୟାଙ୍କ ମିତ୍ର ଭାବେ କାର୍ଯ୍ୟରତ ବାନ୍ଧଗଡ଼ା ଗ୍ରାମର ଭାରତୀ ସିଂ ନିଜର ଏକ ମାସର ବେତନ ୬୦୦୦…

୧୨୨ ନମୁନାରୁ ୯୦ ନେଗେଟିଭ୍‌

ବାରିପଦା ଅଫିସ, ୮ା୪: କରୋନା ଭାଇରସ୍‌ ଆକ୍ରାନ୍ତ ହୋଇଥିବା ସନ୍ଦେହରେ ଜିଲାର ୧୨୨ଟି ନମୁନା ପରୀକ୍ଷା ପାଇଁ ପଠାଯାଇଛି। ଏଥିମଧ୍ୟରୁ ବର୍ତ୍ତମାନ ସୁଦ୍ଧା ୯୦ଟି ନମୁନା ନେଗେଟିଭ୍‌ ଆସିଥିବା ବେଳେ ବାକିଗୁଡ଼ିକର ରିପୋର୍ଟ ଆସି ନ ଥିବା ଜିଲା ପ୍ରଶାସନ ପକ୍ଷରୁ…

ଠାକୁରମୁଣ୍ଡା ବଜାର ହେଲା ବିଶୋଧନ

ଠାକୁରମୁଣ୍ଡା,୮ା୩ (ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ବଜାର ଅଞ୍ଚଳକୁ ବିଶୋଧନ କରାଯାଇଛି। କରୋନା ସଂକ୍ରମଣକୁ ରୋକିବାଲାଗି କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ଲକ୍‌ ଡାଉନ କରାଯାଇଥିବାରୁ ଲୋକେ ଘରୁ ବାହାରକୁ ବାହାରୁ ନାହାନ୍ତି। ପ୍ରତ୍ୟେହ କିଛି ଲୋକ ବଜାରକୁ ପନିପରିବା,…

ବାଙ୍କିଶୋଳରେ ହେବ ୨୦୦ ଶଯ୍ୟା ବିଶିଷ୍ଟ କୋଭିଡ-୧୯ ହସ୍ପିଟାଲ୍‌

ବାରିପଦା ଅଫିସ, ୮ା୪- ମୟୂରଭଞ୍ଜ ଜିଲା ବାରିପଦା ସଦର ବ୍ଲକ ଅଧୀନ ବାଙ୍କିଶୋଳଠାରେ ଥିବା କିସ୍‌ ବିଦ୍ୟାଳୟ ପରିସରରେ ୨୦୦ ଶଯ୍ୟା ବିଶିଷ୍ଟ କୋଭିଡ଼- ୧୯ ହସ୍ପିଟାଲ୍‌ ସ୍ଥାପନ ହେବ। ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ଜିଲା ପ୍ରଶାସନ ଓ କିମସ୍‌ ମଧ୍ୟରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri