ମୟୂରଭଞ୍ଜ

ସିଲ୍‌ ହେବ ୧୪ ଦୋକାନ

ବାରିପଦା ଅଫିସ,୯ା୫: ସାମାଜିକ ଦୁରତ୍ୱ ପାଳନ ନ କରିଥିବା ଅଭିଯୋଗରେ ବାରିପଦା ସହରରେ ଥିବା ୧୪ଟି ଦୋକାନକୁ ସିଲ୍‌ କରାଯିବ ବୋଲି ବାରିପଦା ତହସିଲଦାର ରାମଚନ୍ଦ୍ର ସୋରେନ୍‌ ପ୍ରକାଶ କରିଛନ୍ତି। କଚେରୀ ମାର୍କେଟ, ଲାଲ ବଜାର, ବାଣ୍ଠିଆ ଜଗନ୍ନାଥ ମନ୍ଦିର ସମ୍ମୁଖ,…

ଅଦିନିଆ ବର୍ଷାରେ ଭାଙ୍ଗିଲା ଘର

କପ୍ତିପଦା,୯ା୫(ଡି.ଏନ.ଏ)- କପ୍ତିପଦା ଖପରାପାଳ ଗ୍ରାମର ଜଣେ ଗରିବ ମହିଳାଙ୍କ ଘରଟି ଅଦିନିଆ ବର୍ଷାରେ ଭାଙ୍ଗି ମାଟିରେ ମିଶିଯାଇଛି। ସେ ହେଲେ ମୀନତି ଦାସ। ତାଙ୍କର ୨ପୁଅ ଓ ୨ ଝିଅ। ୨ ପୁଅ ଶ୍ରମିକ ଭାବେ କାମ କରୁଥିବାବେଳେ ୨ ଝିଅଙ୍କ…

ନଦୀ ପାର ବେଳେ ଜୀବନ ଗଲା

ରାଇରଙ୍ଗପୁର, ୯।୫(ଡି.ଏନ.ଏ.)-ମୟୂରଭଞ୍ଜ ଜିଲା ରାଇରାଙ୍ଗପୁର ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଶ୍ୟାମସୁନ୍ଦରପୁର ଗ୍ରାମରେ ପରମେଶ୍ୱର ମହାନ୍ତ ନାମକ ଜଣେ ବ୍ୟକ୍ତି ନଦୀ ପାର ହୋଇ ଯିବାବଳେ ଭାସିଯାଇ ପ୍ରାଣ ହରାଇଛନ୍ତି। ସେ ଶନିବାର ମାର୍କେଟିଂ କରିବାପାଇଁ ରାଇରଙ୍ଗପୁର ସହରାଞ୍ଚଳକୁ ଯାଉଥିଲେ। ନଦୀ ପାର…

ଚିନ୍ତା ବଢ଼ାଉଛନ୍ତି ସୁରଟ ଫେରନ୍ତା: ମୟୁରଭଞ୍ଜରେ ଆକ୍ରାନ୍ତଙ୍କ ସଂଖ୍ୟା ୭କୁ ବୃଦ୍ଧି

ବାରିପଦା ଅଫିସ,୯।୫: ମୟୁରଭଞ୍ଜ ଜିଲାରେ ଶନିବାର ସକାଳେ ଆଉ ୩ କରୋନା ପଜିଟିଭି ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତ କପ୍ତିପଦା ବ୍ଲକର ହୋଇଥିବା ବେଳେ ସମସ୍ତେ ସୁରଟ ଫେରନ୍ତା ବୋଲି ଜଣାପଡ଼ିଛି। ସମସ୍ତ ଆକ୍ରାନ୍ତ ପୁରୁଷ ବୋଲି ଜିଲାପାଳ…

ଚାଲି ଚାଲି ଝାଡଖଣ୍ଡ ଗଲେ ୧୫ ଶ୍ରମିକ

ଉଦଳା,୯ା୫(ଡି.ଏନ୍‌.ଏ.)- ରେଡ୍‌ ଜୋନ୍‌ରେ ରହିଥିବା ବାଲେଶ୍ୱର ଜିଲାର ଔପଦା ଅଞ୍ଚଳରୁ ୧୫ ଶ୍ରମିକ ଚାଲି ଚାଲି ନିଜ ରାଜ୍ୟ ଝାଡଖଣ୍ଡ ବାହୁଡ଼ିଛନ୍ତି । ଔପଦାଠାରେ କେନାଲ କାମ କରୁଥିବା ଏହି ଶ୍ରମିକମାନେ ଗୁରୁବାର ନିଜର ଆସବାବପତ୍ର ଧରି ସକାଳୁ ଚାଲି ଚାଲି…

ଆଶା କର୍ମୀ, ୱାର୍ଡ ମେମ୍ବରଙ୍କୁ ଆକ୍ରମଣ

ଉଦଳା,୯ା୫(ଡି.ଏନ୍‌.ଏ.)- ସାରା ଦେଶ ଏବେ କରୋନା ସହିତ ମୁକାବିଲା କରୁଛି। ଏହି ଯୁଦ୍ଧରେ ଯୋଦ୍ଧା ସାଜିଛନ୍ତି ସ୍ବାସ୍ଥ୍ୟକର୍ମୀ, ଆଶା ଓ ଅଙ୍ଗନବାଡି କର୍ମୀ। ମାତ୍ର ସେମାନଙ୍କୁ ଅନେକ ସ୍ଥାନରେ ଦୁର୍ବ୍ୟବହାର କରାଯିବା ସହିତ ମାଡ଼ ମରାଯାଉଥିବା କଥା ସାମ୍ନାକୁ ଆସୁଛି ା…

ବର୍ଷକ ପରେ ମିଳିଲା ଫନି ସହାୟତା: ବ୍ଲକ ଶିଳ୍ପ ଅଧିକାରୀଙ୍କ କାର୍ଯ୍ୟାଳୟ ଘେରାଉ

ବେତନଟୀ,୯ା୫(ଡି.ଏନ୍‌.ଏ.)- ୨୦୧୯ରେ ସାମୁଦ୍ରିକ ଝଡ଼ ‘ଫନି’ ପ୍ରଭାବରେ ବ୍ୟାପକ କ୍ଷୟକ୍ଷତି ହୋଇଥିଲା। ଏହାକୁ ଦୃଷ୍ଟିରେ କ୍ଷତିଗ୍ରସ୍ତମାନଙ୍କୁ ସରକାରଙ୍କ ପକ୍ଷରୁ ସହାୟତା ରାଶି ବଣ୍ଟନ କରାଯାଇଥିଲା। ମୟୂରଭଞ୍ଜ ଜିଲା ବେତନଟୀ ବ୍ଲକ ମୁକ୍ତାପୁର ପଞ୍ଚାୟତ ଅଧୀନ ଛଚିନାପଦା ଓ ଛୋଟରାୟପୁର ଗ୍ରାମର କୁମ୍ଭକାରମାନେ…

ପଣ୍ଡିତ ରଘୁନାଥ ମୁର୍ମୁଙ୍କୁ ଭାରତରତ୍ନ ପ୍ରଦାନ ଦାବି

ବାରିପଦା ଅଫିସ, ୭ା୫- ମୟୂରଭଞ୍ଜ ଆଦିବାସୀ ଛାତ୍ର ସଂଗଠନ ମାସା ଆର୍ମୀ ପକ୍ଷରୁ ବାରିପଦା ନିକଟସ୍ଥ ସୋଡ଼ଇମଠାରେ ସାନ୍ତାଳୀ ଭାଷା ଅଲ୍‌ଚିକି ଲିପିର ସ୍ରଷ୍ଟା ପଣ୍ଡିତ ରଘୁନାଥ ମୁର୍ମୁଙ୍କ ଜୟନ୍ତୀ ପାଳିତ ହୋଇଯାଇଛି। ଜିଲା ସଭାପତି ମୁକେଶ ମାରାଣ୍ଡିଙ୍କ ପୌରାହିତ୍ୟରେ ଅନୁଷ୍ଠିତ…

ଶିମିଳିପାଳରୁ ଶିକାରୀ ଗିରଫ

ଖୁଣ୍ଟା, ୭।୫(ଡି.ଏନ.ଏ.)-ଡୁକୁରା ରେଞ୍ଜ ଅଧୀନ ଶିମିଳିପାଳ ସଂରକ୍ଷିତ ଜଙ୍ଗଲରୁ ଗତ ବୁଧବାର ବିଳମ୍ବିତ ରାତିରେ ବନ କର୍ମଚାରୀମାନେ ଜଣେ ଶିକାରୀଙ୍କୁ ଗିରଫ କରିଛନ୍ତି। ସେ ହେଲେ ଉକ୍ତ ରେଞ୍ଜ ତଥା ଉଦଳା ଥାନା ଅଧୀନ କାଶୀକୁଣ୍ଡଳ ଗ୍ରାମର ମଧୁ ନାଏକ( ୪୦)।…

CORONAVIRUS UPDATE: ମୟୂରଭଞ୍ଜରେ ଆଉ ଜଣେ ପଜିଟିଭ୍‌ ଚିହ୍ନଟ; ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୨୦୬କୁ ବୃଦ୍ଧି

ଭୁବନେଶ୍ୱର,୭।୫(ବ୍ୟୁରୋ): ରାଜ୍ୟରେ ଆଉ ଜଣେ କୋଭିଡ-୧୯ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଜଣଙ୍କ ମୟୂରଭଞ୍ଜର ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨୦୫ରେ ପହଞ୍ଚିଛି। ପୂର୍ବାହ୍ନରେ ଜିଲାରେ ୩…

ଚାଲିଚାଲି ଘରକୁ ଫେରୁଛନ୍ତି ରାଜ୍ୟ ଭିତର ଶ୍ରମିକ

ଠାକୁରମୁଣ୍ଡା,୭ା୫(ଡି.ଏନ୍‌.ଏ.) : ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ବ୍ଲକ ଅଞ୍ଚଳରୁ ଯାଇ ରାଜ୍ୟର ବିଭିନ୍ନ ଅଞ୍ଚଳରେ ରହି ଶ୍ରମିକ ଭାବରେ କାମ କରୁଥିବା ଶ୍ରମିକ ଏବେ ଘରମୁହାଁ ହେଉଛନ୍ତି। ଲକ୍‌ଡାଉନ୍‌ର ୪୩ ଦିନ ପରେ ଯିଏ ଯେଉଁଠାରେ ଥିଲେ ଚାଲିଚାଲି ଘରକୁ ଫେରି…

ମୟୂରଭଞ୍ଜକୁ ଛୁଇଁଲା କରୋନା: ଜିଲାରେ ୩ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୭।୫(ବ୍ୟୁରୋ): ମୟୂରଭଞ୍ଜକୁ ଛୁଇଁଲା କରୋନା। ପ୍ରଥମ ଥର ପାଇଁ ଗୁରୁବାର ଜିଲାରେ ୩ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଏବେ ରାଜ୍ୟର ୧୮ ଜିଲା କୋଭିଡ-୧୯ କବଳକୁ ଆସିଛି। ପ୍ରକାଶ ଯେ, ରାଜ୍ୟରେ ଏବେ ମୋଟ ସଂକ୍ରମିତଙ୍କ ସଂଖ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?