ମୟୂରଭଞ୍ଜ

ଟିକିଏ କଥାରେ ସାଙ୍ଗର ପେଟରେ ଛୁରି ଭୁସି ବାହାର କରିଦେଲେ ଅନ୍ତବୁଜୁଳା

ବାରିପଦା,୮।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୁରଭଞ୍ଜ ଜିଲା କୁଳିଅଣା ଥାନା ଅନ୍ତର୍ଗତ ବାଇଗଣବାଡିଆ ସ୍ଥିତ ବିବି କଲେଜରେ ଦୁଇ ଛାତ୍ର ମଧ୍ୟରେ ସଂଘର୍ଷ ହୋଇଛି। ଏଥିରେ ଜଣେ ଛାତ୍ରଙ୍କୁ ଛୁରାମାଡ଼ ହୋଇ ସେ ଗୁରୁତର ହୋଇଛନ୍ତି। ଗୁରୁତ୍ୱର ଛାତ୍ର ଜଣକ ହେଲେ ଯୁକ୍ତ…

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ ପଡୁଛି। ଏଥିସହ ଅସହ୍ୟ ଶୀତରେ ଲୋକେ ହନ୍ତସନ୍ତ ହେଉଛନ୍ତି। ସନ୍ଧ୍ୟା ପୂର୍ବରୁ…

ଲାଞ୍ଚ ନେବାବେଳେ ଏଡିଇଓଙ୍କୁ ରେଡ୍‌ ହ୍ୟାଣ୍ଡରେ ଧରିଲା ଭିଜିଲାନ୍ସ, ପାଖରୁ ମିଳିଲା…

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ୍‌ ଅଧୀନ ତାଳପଦା ପଞ୍ଚାୟତ ଆକାଉଣ୍ଟାଣ୍ଟ କମ୍‌ ଡାଟା ଏଣ୍ଟ୍ରି ଅପରେଟର(ଏଡିଇଓ) ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଜନୈକ ହିତାଧିକାରୀଙ୍କ ଏମ୍‌ଜିଏନ୍‌ଆରଇଜିଏ ଯୋଜନାର କାର୍ଯ୍ୟ କୋଡ୍‌ ସୃଷ୍ଟି କରିବା ନିମନ୍ତେ ୨୫…

ନିଜ ଘରେ ଦେଉଛନ୍ତି ଶିକ୍ଷା: ଉପାନ୍ତ ଅଞ୍ଚଳରେ ଶାଶୁ, ବୋହୂଙ୍କ ଅଙ୍ଗନଓ୍ବାଡି

ଉଦଳା,୩ା୧୨(ସନ୍ତୋଷ କୁମାର ବାଛିନୀ):ଅଙ୍ଗନଓ୍ବାଡିରେ ନା କରିଛନ୍ତି ଚାକିରି ନା ମିଳିଛି କର୍ମୀ ଦାୟିତ୍ୱ। ତଥାପି ନିଜ ଘରେ ଖୋଲିଛନ୍ତି ଏକ ସ୍ବତନ୍ତ୍ର ପାଠଶାଳା। ଘରଠାରୁ ୩ କି.ମି. ଦୂରରେ ଥିବା ଅଙ୍ଗନଓ୍ବାଡି କେନ୍ଦ୍ରକୁ ଯାଇପାରୁ ନ ଥିବା ପିଲାମାନଙ୍କୁ ଦେଉଛନ୍ତି ଶିକ୍ଷା…

ଯୁବକଙ୍କୁ ଇଟାରେ ଛେଚିଛେଚି ନିର୍ମମ ହତ୍ୟା, ରାସ୍ତାପାର୍ଶ୍ୱରେ ପଡ଼ିଛି…

ଉଦଳା,୨୮ା୧୧(ସନ୍ତୋଷ କୁମାର ବାଛିନି): ମୟୂରଭଞ୍ଜ ଜିଲା ଖୁଣ୍ଟା ଥାନା ବଡ଼ଖୁଣ୍ଟା ଗ୍ରାମରେ ଘଟିଛି ଏକ ଜଘନ୍ୟ ହତ୍ୟାକାଣ୍ଡ। ରାସ୍ତାପାର୍ଶ୍ୱରେ ପଡ଼ିଛି ମୃତଦେହ। ଖୁଣ୍ଟା ଥାନା ଖପରାପାଳ ଗ୍ରାମର ଗଣେଷ ହେମ୍ବ୍ରମ ଗୁରୁବାର ଖୁଣ୍ଟା ସାପ୍ତାହିକ ହାଟ ଆସିଥିଲେ। ହେଲେ ହାଟରୁ ଆଉ…

ବାଲି ମାଫିଆଙ୍କ ଆକ୍ରମଣରେ ବେତନଟୀ ତହସିଲଦାରଙ୍କ କର୍ମଚାରୀ ଆହତ , ଦୁଇ ଗିରଫ

ବୈଶିଙ୍ଗା,୨୫|୧୧(ରତନ ଦାଶ): ମୟୂରଭଞ୍ଜ ଜିଲାର ବେତନଟୀ ତହସିଲଦାରଙ୍କ ଉପରେ ୧୮ ନଂ ଜାତୀୟ ରାଜପଥର ତୁଳସୀଚଉରା ନିକଟରେ ଚୋରା ବାଲି ଟ୍ରାକ୍ଟରକୁ ଅଟକାଇବା ଘଟଣାରେ ଉତକ୍ଷିପ୍ତ ହୋଇ ୧୦ ରୁ ୧୫ ଜଣ ବାଲି ମାଫିଆମାନେ ମିଳିତ ଭାବେ ଆକ୍ରମଣ କରିଥିଲେ।…

ରାଜ୍ୟରେ ବଢ଼ିଲା ବାଘ ସଂଖ୍ୟା, ଶିମିଳିପାଳରେ ଏତିକିରେ ପହଞ୍ଚିଲା…

ବାରିପଦା,୨୫ା୧୧: ଚଳିତବର୍ଷ ରାଜ୍ୟରେ ବାଘ ସଂଖ୍ୟା ବୃଦ୍ଧି ପାଇଛି। ଏନେଇ ପିସିସିଏଫ୍‌ ପ୍ରେମ କୁମାର ଝା ସୂଚନା ଦେଇଛନ୍ତି। ଚଳିତ ବର୍ଷ ଶିମିଳିପାଳରେ ବାଘ ସଂଖ୍ୟା ବୃଦ୍ଧି ପାଇ ୩୨ରେ ପହଞ୍ଚିଛି। ଗତ ବର୍ଷ ତୁଳନାରେ ୫ ବାଘ ଅଧିକ ବଢ଼ିଛନ୍ତି।…

ବାରିପଦାରେ ଚାଞ୍ଚଲ୍ୟ: ପୋଖରୀରୁ ମିଳିଲା ନିଖୋଜ ଓକିଲଙ୍କ କାର, ପଚା ଗନ୍ଧରେ …

ବାରିପଦା,୨୪।୧୧(ନୀଳାଦ୍ରି ଦଣ୍ଡପାଟ): ସନ୍ଦେହଜନକ ଅବସ୍ଥାରେ ପୋଖରୀରୁ ନିଖୋଜ ଓକିଲଙ୍କ କାର ଉଦ୍ଧାର କରାଯଇଛି। ଏଭଳି ଘଟଣା ଘଟିଛି ମୟୂରଭଞ୍ଜ ଜିଲା ବାରିପଦା ସାରସକଣା ଝାରପୋଖରିଆ ଥାନା ଉପରବେଢ଼ା ଗାଁରେ। ତେବେ କାରଟି ସେପ୍ଟେମ୍ବରରୁ ନିଖୋଜ ଥିବା ବିଶୋୟୀ ଅଞ୍ଚଳର ଜଣେ ଓକିଲଙ୍କର…

ଜିନତ୍‌ ଶାବକଙ୍କ ଅପେକ୍ଷାରେ ଶିମିଳିପାଳ

ମହାରାଷ୍ଟ୍ରରୁ ମୟୂରଭଞ୍ଜର ଶିମିଳିପାଳ ଅଭୟାରଣ୍ୟକୁ ୨୦୨୪ରେ ଅଣାଯାଇଥିବା ମହାବଳ ବାଘୁଣୀ ଜିନତ୍‌ ଉପରେ ରହିଛି ସମସ୍ତଙ୍କ ନଜର। କାରଣ କିଛିଦିନ ତଳେ ପିସିସିଏଫ୍‌ ପ୍ରେମ କୁମାର ଝା ଦେଇଥିବା ସୂଚନା ଅନୁଯାୟୀ, ଜିନତ୍‌ ମା’ ହେବାକୁ ଯାଉଛି। ତା’ ଠାରୁ ଜନ୍ମ…

ପୁଣି ଜନନୀ ଯନ୍ତ୍ରଣା: ଖଟିଆରେ ପ୍ରସବ କଲେ ଗର୍ଭବତୀ

ଉଦଳା,୨୨ା୧୧(ସନ୍ତୋଷ କୁମାର ବାଛିନୀ): ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ୍‌ ପଦ୍ମପୋଖରୀ ଗ୍ରାମରୁ ପୁଣି ଜନନୀ ଯନ୍ତ୍ରଣା ଖବର ସାମ୍ନାକୁ ଆସିଛି। ଜଣେ ଗର୍ଭବତୀ ପ୍ରସବ ଯନ୍ତ୍ରଣା ପାଉଥିବା ବେଳେ ଗାଁକୁ ଆମ୍ବୁଲାନ୍ସ ନ ଆସିବାରୁ ଖଟିଆରେ ବୁହା ହୋଇଥିଲେ। ବୁହା ହୋଇ…

କଳାବାଘ ‘କାଳିଆ’କୁ ନେଇ ଚର୍ଚ୍ଚା: ଶିମିଳିପାଳ ପାଇଁ ଆଣିଲେ ଗୌରବ

ବାରିପଦା,୨୦ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ):ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର ମହାବଳ ବାଘ କାଳିଆକୁ ନେଇ ସୋସିଆଲ ମିଡିଆରେ ଚର୍ଚ୍ଚା ଜୋର୍‌ ଧରିଛି। ପୂର୍ବତନ ପିସିସିଏଫ୍‌ ସୁଶାନ୍ତ ନନ୍ଦ ଶିମିଳିପାଳର ହିରୋ ‘କାଳିଆ’କୁ ନେଇ ରୋଚକ ତଥ୍ୟ ଉପସ୍ଥାପନ କରିଛନ୍ତି। ଶିମିଳିପାଳରେ ବାଘବଂଶ ଲୋପ…

ଚୋରି କରିବାକୁ ଯାଇ ମାଡ଼ରେ ଗଲା ପ୍ରାଣ: ପରେ…

ଉଦଳା,୧୯।୧୧(ସନ୍ତୋଷ କୁମାର ବାଚ୍ଛିନୀ): ଗାଁ କୁ ଚୋରି କରିବାକୁ ପଶିଥିଲେ, ଆଉ ଗାଁ ଲୋକଙ୍କ ହାବୁଡ଼ରେ ଧରା ପଡିଯିବା ପରେ ଖାଇଲେ ନିର୍ଘାତ ମାଡ଼। ମାଡ଼ରେ ଚାଲିଗଲା ଚୋରଙ୍କ ଜୀବନ। ଅନ୍ୟ ଜଣେ ଗୁରୁତର। ଏଭଳି ଘଟଣା ଘଟିଛି ଉଦଳା ଥାନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?