ମୟୂରଭଞ୍ଜ

ଅସହାୟ ବ୍ୟକ୍ତି, ବୁଲା ଗୋରୁଙ୍କୁ ଆହାର ଯୋଗାଇଲେ

ଉଦଳା,୩୦ା୩(ଡି.ଏନ୍‌.ଏ.)- ଲକ୍‌ଡାଉନ ଯୋଗୁ ମୟୂରଭଞ୍ଜ ଜିଲା ଉଦଳା ଅଞ୍ଚଳରେ ସମସ୍ତ ଦୋକାନ ବଜାର ବନ୍ଦ ରହିଛି। ଫଳରେ ଅସହାୟ ବ୍ୟକ୍ତି, ବୁଲା କୁକୁର ଓ ଗୋରୁ ଖାଇବାକୁ ନ ପାଇ ଭୋକିଲା ରହୁଛନ୍ତି। ସେମାନଙ୍କ ମୁଁହରେ ମୁଠାଏ ଦାନା ଦେବା ପାଇଁ…

ବାହାର ରାଜ୍ୟରେ ଫସିଛନ୍ତି ମୟୂରଭଞ୍ଜର ଶତାଧିକ ଯୁବକ

ବାରିପଦା ଅଫିସ, ୨୯ା୩- ମୟୂରଭଞ୍ଜ ଜିଲାର ବିିଭିନ୍ନ ଅଞ୍ଚଳରୁ ଅନ୍ୟ ରାଜ୍ୟକୁ କାମ କରିବାକୁ ଯାଇଥିବା ଶତାଧିକ ଯୁବକ ଲକଡାଉନ ଯୋଗୁଁ ଫସି ରହିଛନ୍ତି। ଉଦ୍ଧାର ପାଇଁ ସେମାନେ ଭିଡ଼ିଓ ପୋଷ୍ଟ କରି ଆକୁଳ ନିବେଦନ କରିଛନ୍ତି। ସେହିଭଳି ମୁଖ୍ୟମନ୍ତ୍ରୀ ନବୀନ…

ଶିକ୍ଷା ବ୍ୟବସ୍ଥାରେ ସୁଧାର ଆସୁନି

ଆଦିବାସୀ ଅଧ୍ୟୁଷିତ ମୟୂରଭଞ୍ଜ ଜିଲାରେ ଶିକ୍ଷା ବ୍ୟବସ୍ଥାରେ କୌଣସି ସୁଧାର ଆସୁ ନ ଥିବା ଅଭିଯୋଗ ହୋଇଛି। ଅଭିଭାବକମାନେ ସେମାନଙ୍କ ପିଲାମାନଙ୍କୁ ଶିକ୍ଷା ଗ୍ରହଣ ନିମନ୍ତେ ସରକାରୀ ବିଦ୍ୟାଳୟକୁ ପଠାଉଥିବା ବେଳେ ସେଠାରେ ନାନା ଅବ୍ୟବସ୍ଥା ଦେଖିବାକୁ ମିଳିଛି। ଉପଯୁକ୍ତ ଶିକ୍ଷା…

‘ସ୍ବାସ୍ଥ୍ୟକର୍ମୀଙ୍କ ଭଳି ପୋଲିସ କର୍ମଚାରୀଙ୍କୁ ସୁବିଧା ଦିଆଯାଉ’

ବାରିପଦା ଅଫିସ, ୨୯ା୩- ବର୍ତ୍ତମାନ ସାରା ବିଶ୍ୱରେ କରୋନା ଭାଇରସ୍‌କୁ ନେଇ ଆତଙ୍କ ପ୍ରକାଶ ପାଇଛି। ସାରା ଦେଶରେ ୨୧ ଦିନ ପାଇଁ ଲକଡାଉନ କରାଯାଇଛି। ଏଭଳି ପ୍ରତିକୂଳ ସମୟରେ ଡାକ୍ତର, ପାରା ମେଡ଼ିକାଲ୍‌ ଷ୍ଟାଫ୍‌, ସଫେଇ କର୍ମଚାରୀ, ପୋଲିସ କର୍ମଚାରୀ…

ରାଜ୍ୟ ବାହାରୁ ଆସିଥିବା ଲୋକଙ୍କ ଉପରେ କଡ଼ା ନଜର

କପ୍ତିପଦା, ୨୯ା୩(ଡି.ଏନ.ଏ)- ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକରେ ଲକଡାଉନର ବେଶ ପ୍ରଭାବ ପଡ଼ିଥିତ୍ବା ଦେଖିବାକୁ ମିଳିଛି। ଜରୁରୀ ସାମଗ୍ରୀ ବ୍ୟତୀତ ଅନ୍ୟ ଦୋକାନ ଗୁଡିକ ସମ୍ପୂର୍ଣ୍ଣ ବନ୍ଦ ରହିଛି । ସ୍ଥାନୀୟ ଥାନା ଆଇଆଇସି ସଞ୍ଜୟ କୁମାର ପ୍ରଧାନଙ୍କ ନେତୃତ୍ୱରେ ପୋଲିସ…

ଟାୟାର ଜାଳି ରାସ୍ତା ବନ୍ଦ କଲେ ଗ୍ରାମବାସୀ

ବାରିପଦା ଅଫିସ,୨୮ା୩: କରୋନା ଭାଇରସ୍‌କୁ ନେଇ ଜିଲାର ବିଭିନ୍ନ ଗ୍ରାମର ଲୋକେ ବେଶ ସଚେତନ ହୋଇ ପଡ଼ିଥିବା ଦେଖିବାକୁ ମିଳୁଛି। ଗ୍ରାମବାସୀ ନିଜେ ନିଜକୁ ଲକଡାଉନ କରି ଘରେ ରହୁଥିବା ବେଳେ ଗାଁ ମୁଣ୍ଡକୁ ମଧ୍ୟ ସିଲ୍‌ କରି ଦେଇଛନ୍ତି। ଶ୍ୟାମାଖଣ୍ଟା…

ବାଘ ଆକ୍ରମଣରେ ମଇଁଷି ଗୁରୁତର: ଭୟଭୀତ ଅବସ୍ଥାରେ ସ୍ଥାନୀୟ ଲୋକେ

ଠାକୁରମୁଣ୍ଡା, ୨୮।୩ (ଡି.ଏନ୍‌.ଏ.): କରୋନା ଭାଇରସ୍‌ ସଂକ୍ରମଣକୁ ନେଇ ସାରା ବିଶ୍ୱ ଚିନ୍ତାରେ ଥିବାବେଳେ ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଠାକୁରମୁଣ୍ଡା ରେଞ୍ଜ ଚମ୍ପାଝର ଫରେଷ୍ଟ ବିଟ୍‌ ଅଞ୍ଚଳବାସୀ ଏବେ ବାଘକୁ ନେଇ ଭୟଭୀତ ହୋଇପଡ଼ିଛନ୍ତି। ଗୁରୁବାର ବିଳମ୍ବିତ ରାତିରେ ଠାକୁରମୁଣ୍ଡା-ଶରତ…

ଅସହାୟଙ୍କୁ ଖାଦ୍ୟ ପ୍ରଦାନ

ବାରିପଦା ଅଫିସ, ୨୮ା୩- କରୋନା ଭାଇରସ ସଂକ୍ରମଣକୁ ରକ୍ଷା ପାଇବା ପାଇଁ ସାରା ଦେଶକୁ ଲକ୍‌ଡାଉନ କରାଯାଇଛି। ସହରରେ ସବୁ ଦୋକାନ ବଜାର ବନ୍ଦ ରହିଛି। ଫଳରେ ଅସହାୟ ଓ ରାସ୍ତାକଡ଼ରେ ବୁଲୁଥିବା ମାନସିକ ବିକୃତ ବ୍ୟକ୍ତି ହଇରାଣ ହେଉଛନ୍ତି। ଏଭଳି…

‘ସାବୁନରେ ହାତ ଧୋଇ ଗାଁରେ ପଶ’

ଠାକୁରମୁଣ୍ଡା,୨୭ା୩(ଡ଼ି.ଏନ୍‌.ଏ.)-କରୋନା ସଂକ୍ରମଣ ରୋକିବା ଦିଗରେ ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ବ୍ଲକ ସାଲେଇବେଡା ପଞ୍ଚାୟତ ଅନ୍ତର୍ଗତ ସାନମହୁଲଡିହା ଗ୍ରାମବାସୀ ଅଭିନବ ପ୍ରୟାସ ଆପଣାଇଛନ୍ତି। ବାହାର ଅଞ୍ଚଳର ଯେଉଁ ବ୍ୟକ୍ତି ଗଁାକୁ ଆସୁଛନ୍ତି ସେମାନଙ୍କୁ ଗଁା ମୁଣ୍ଡରୁ ପ୍ରଥମେ ସାନିଟାଇଜର ଓ ସାବୁନରେ ହାତ…

ଠାକୁରାଣୀ ପୂଜା ବେଳେ ପୂଜାରୀ ଗିରଫ

କପ୍ତିପଦା,୨୭ା୩(ଡ଼ି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ଅଧୀନ ଶାଳଚୁଆ ପଞ୍ଚାୟତ ସୋଲଗଡିଆ ଦେହୁରୀ ସାହି ପକ୍ଷରୁ ବରଛକ ଠାକୁରାଣୀ ନିକଟରେ ଶୁକ୍ରବାର ଡାଳକଟା ପୂଜା ଅନୁଷ୍ଠିତ ହେଉଥିଲା ା ଲକ୍‌ ଡାଉନ ସତ୍ତ୍ୱେ ସାହି ବାସିନ୍ଦା ଏକତ୍ରିତ ହୋଇ ଢୋଲ ବଜାଇ…

ଲକ୍‌ଡାଉନ୍‌ ଅମାନ୍ୟ କରି ୧୦ ବାଇକ୍‌ ଅଟକ

ଠାକୁରମୁଣ୍ଡା,୨୭ା୩(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ଅଞ୍ଚଳରେ ଲକ୍‌ଡାଉନ୍‌ କଟକଣାକୁ ଅମାନ୍ୟ କରିବା ଅଭିଯୋଗରେ ପୋଲିସ ୧୦ଟି ବାଇକ୍‌ ଜବତ କରିଛି। ଠାକୁରମୁଣ୍ଡା ବଜାରରେ ଜରୁରୀ କାମ ନ ଥାଇ ବାଇକ ଯୋଗେ ଘୁରି ବୁଲୁଥିବା ଲୋକଙ୍କ ବିରୋଧରେ ପୋଲିସ ଏଭଳି ପଦକ୍ଷେପ…

ଲକ୍‌ଡାଉନ ଉଲ୍ଲଂଘନ କରି ୪୯ ଜଣ ଗିରଫ

ବାରିପଦା ଅଫିସ, ୨୬ା୩- କରୋନା ଭୂତାଣୁ ସଂକ୍ରମଣକୁ ରୋକିବା ଲାଗି ଗୁରୁବାର ଲକଡାଉନର ଦ୍ୱିତୀୟ ଦିନରେ ମୟୂରଭଞ୍ଜ ଜିଲା ପୋଲିସ ପକ୍ଷରୁ ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇଥିଲା। ଏହି ସମୟରେ ଜିଲାର ବିଭିନ୍ନ ଥାନାରେ କଟକଣା ଉଂଲ୍ଲଘନକାରୀଙ୍କ ନାମରେ ୨୪ଟି ମାମଲା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri