ଘରେ ପଶିଲା ଡ୍ରେନ୍ ପାଣି,ପ୍ରତିବାଦରେ ରାସ୍ତାରୋକୋ
ବାରିପଦା ଅଫିସ, ୨୧ା୩- ଗୁରୁବାର ରାତିରେ ହୋଇଥିବା ବର୍ଷାରେ ବାରିପଦା ପୌରପରିଷଦର ୨୭ନଂ. ୱାର୍ଡ଼ ତୁଳସୀଚଉରା ଅଞ୍ଚଳରେ ବସବାସ କରୁଥିବା ବିଭିିନ୍ନ ବ୍ୟକ୍ତିଙ୍କ ଘରେ ଡ୍ରେନ ପାଣି ପଶି ଯାଇଥିଲା। ଏହାର ପ୍ରତିବାଦରେ ଶୁକ୍ରବାର ସକାଳେ ୭ଟାରେ ଅଞ୍ଚଳବାସୀ ତୁଳସୀଚଉରା ଛକଠାରେ…
ଚାକିରି ଅପେକ୍ଷାରେ ୩୩,୭୨୧ ବେକାର
ବାରିପଦା ଅଫିସ, ୨୧ା୩- ଆଦିବାସୀ ଅଧ୍ୟୁଷିତ ମୟୂରଭଞ୍ଜ ଜିଲାରେ ବର୍ତ୍ତମାନ ବେକାରି ସମସ୍ୟା ଉତ୍କଟ ହେବାରେ ଲାଗିଛି। ପ୍ରତିବର୍ଷ ବେକାରିଙ୍କ ସଂଖ୍ୟା ବଢ଼ି ବଢ଼ି ଚାଲୁଛି। ସରକାରଙ୍କ ପକ୍ଷରୁ ନିଯୁକ୍ତି ମେଳା ଆୟୋଜନ କରାଯାଉଛି। ବିଜୁ ଦକ୍ଷତା କେନ୍ଦ୍ର ଓ…
ଘର ଉପରେ ବଜ୍ରପାତ: ଜଣେ ମୃତ,୨ଗୁରୁତର
ଠାକୁରମୁଣ୍ଡା,୨୦।୩(ଡି.ଏନ୍.ଏ.): ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ନିକଟ ଜୁଡାମ୍ବ ଗ୍ରାମରେ ଗୁରୁବାର ସନ୍ଧ୍ୟାରେ ଏକ ଘର ଉପରେ ବଜ୍ରପାତ ଘଟିଛି। ଏଥିରେ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨ ଜଣ ଗୁରୁତର ହୋଇଛନ୍ତି। ମୃତକ ହେଲେ ଦିଗଧର ପଞ୍ଚାୟତ ସୁନିନ୍ଦା ଗ୍ରାମର ଦଶରା…
ୱାର୍ଡମେମ୍ବରଙ୍କ ସନ୍ଦେହଜନକ ମୃତ୍ୟୁ
ଚିତ୍ରଡ଼ା,୨୦ା୩(ଡି.ଏନ୍.ଏ.): ମୟୂରଭଞ୍ଜ ଜିଲା ବେତନଟୀ ଥାନା ଅଧୀନ ଦୁର୍ଗାପୁର ପଞ୍ଚାୟତର ସାତଶଳ ଗ୍ରାମ ୪ନଂ. ୱାର୍ଡର ୱାର୍ଡମେମ୍ବର ରାମାଇ ମୁର୍ମୁଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ଗ୍ରାମରେ ଥିବା ଏକ କୂଅରୁ ଗୁରୁବାର ସକାଳେ ପୋଲିସ ତାଙ୍କ ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ…
‘ପଖାଳ’ ପ୍ରତିଟି ଓଡ଼ିଆଙ୍କ ପସନ୍ଦ
ବାରିପଦା ଅଫିସ,୨୦ା୩ (ରଞ୍ଜନ କୁମାର ପଧାନ)- ରୋଷେଇ ଘରର ୪ କାନ୍ଥରେ ଅଟକି ଯାଇନି ପଖାଳ ଭାତ। ଓଡ଼ିଆ ଲୋକଙ୍କ ଅତି ଆପଣାର ପ୍ରିୟ ଖାଦ୍ୟ ପଖାଳ ବର୍ତ୍ତମାନ ବିଶ୍ୱ ଦରବାରରେ ପହଞ୍ଚି ସାରିଲାଣି। ବିଶ୍ୱର ବିଭିନ୍ନ ବଡ଼ ବଡ଼ ହୋଟେଲର…
ସଙ୍କଟରେ ମହୁଲ ସଂଗ୍ରହକାରୀ
କପ୍ତିପଦା,୧୯ା୩(ଡି.ଏନ୍.ଏ.)- ବସନ୍ତ ଋତୁରେ ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ ଅଞ୍ଚଳର ଶିମିଳିପାଳ ସଂଲଗ୍ନ ପଞ୍ଚାୟତ ଅଞ୍ଚଳର ଗରିବ ଆଦିବାସୀଙ୍କ ଆୟର ଅନ୍ୟତମ ପନ୍ଥା ହେଲା ମହୁଲ ସଂଗ୍ରହ। ଏହାକୁ ସେମାନେ ଖାଦ୍ୟ, ପାନୀୟ ଓ ଜାଳେଣି ରୂପେ ବ୍ୟବହାର କରୁଥିବା ବେଳେ…
ଛାତ୍ରୀନିବାସରେ ନାଗ
ବାରିପଦା ଅଫିସ, ୧୯ା୩- ମୟୂରଭଞ୍ଜ ଜିଲା ଶ୍ୟାମାଖୁଣ୍ଟା ବ୍ଲକ ଅଧୀନ ଧନପୁରଠାରେ ଥିବା ଲାଲମୋହନ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଛାତ୍ରୀନିବାସରୁ ବୁଧବାର ଏକ ୬ ଫୁଟର ନାଗସାପ ଉଦ୍ଧାର କରାଯାଇଛି। କରୋନା ଯୋଗୁ ବିଦ୍ୟାଳୟ ଛୁଟି ଥିବା ବେଳେ ଛାତ୍ରୀମାନେ ଛାତ୍ରୀନିବାସରେ…
ଏଟିଏମ୍ରେ ଜାଲ ନୋଟ ଭର୍ତ୍ତି ଅଭିଯୋଗରେ ଜଣେ ଗିରଫ
ବଡ଼ସାହି,୧୯ା୩(ସ୍ବ.ପ୍ର)- ବ୍ୟାଙ୍କ ଏଟିଏମ୍ରେ ଜାଲ ନୋଟ ଭର୍ତ୍ତି କରିବା ଅଭିଯୋଗରେ ମୟୂରଭଞ୍ଜ ଜିଲା ବଡ଼ସାହି ଥାନା ପୋଲିସ ବୁଧବାର ଜଣଙ୍କୁ ଗିରଫ ପରେ କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ ହେଲେ ଛେଳିଆ(ବି) ଗ୍ରାମର ପୂର୍ଣ୍ଣଚନ୍ଦ୍ର ଜେନା। ପୋଲିସ ସୂଚନା ଅନୁଯାୟୀ, ବଡ଼ସାହି…
ବିଦ୍ୟୁତ୍ କାଟ ପ୍ରତିବାଦରେ ଧାରଣା ଦେଲେ ବିସ୍ଥାପିତ
ବାରିପଦା ଅଫିସ, ୧୯ା୩- ମୟୂରଭଞ୍ଜ ଜିଲା ବାରିପଦା ବ୍ଲକ ଲକ୍ଷ୍ମୀପୋଷିଠାରେ ସୁବର୍ଣ୍ଣରେଖା ଜଳସେଚନ ପ୍ରକଳ୍ପ ଯୋଗୁଁ ବିସ୍ଥାପିତ ହୋଇଥିବା ଶତାଧିକ ପରିବାରଙ୍କ ମଙ୍ଗଳବାରଠାରୁ ବିଦ୍ୟୁତକାଟ୍ କରାଯାଇଛି। ସୁବର୍ଣ୍ଣରେଖା ଜଳସେଚନ ପ୍ରକଳ୍ପ ବିଭାଗ ଗ୍ରାମବାସୀଙ୍କ ବିଦ୍ୟୁତ୍ କାଟ କରି ଥିବାରୁ ସେମାନେ ଅସୁବିଧାର…
ଫଳକରେ ଅଟକିଛି ଉନ୍ନୟନ କାର୍ଯ୍ୟ
ବାରିପଦା ଅଫିସ, ୧୮ା୩- ବାରିପଦାର ସହରରେ ଥିବା ୭ଟି ବନ୍ଧର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ପାଇଁ ୧୨ ଫେବୃୟାରୀ ୨୦୧୯ରେ ଭିିତ୍ତିପ୍ରସ୍ଥର ସ୍ଥାପନ ହୋଇଥିଲା। ଭିତ୍ତିପ୍ରସ୍ଥର ସ୍ଥାପନ ହେବାର ବର୍ଷେ ବିତି ଯାଇଥିଲେ ମଧ୍ୟ ଏ ପର୍ଯ୍ୟନ୍ତ କାଣିଚାଏ କାମ ହୋଇ…
ବେଆଇନ ବାଲି ଉଠାଣକୁ ଗ୍ରାମବାସୀଙ୍କ ବିରୋଧ
କପ୍ତିପଦା,୧୭ା୩(ଡି଼.ଏନ୍.ଏ)- ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ୍ ଅଧୀନ ସୋନ ନଦୀର ବିଶୋଳ ପଞ୍ଚାୟତ ନିକଟ ଏକ ବାଲି ଘାଟରୁ ଜେସିବି ଲଗାଇ ବେଆଇନ ଭାବେ ବାଲି ଉତ୍ତୋଳନ ଘଟଣାକୁ ନେଇ ଉତ୍ତେଜନାପୂର୍ଣ୍ଣ ପରିସ୍ଥିତି ସୃଷ୍ଟି ହୋଇଛି। ଏହି ଘଟଣା ମଧ୍ୟ ଉଚ୍ଚ…
ପଲିଥିନ ତଳେ ଜୀବନ
କପ୍ତିପଦା,୧୭ା୩(ଡି.ଏନ୍.ଏ)- ସରକାର ଗରିବ ସୀମାରେଖା ତଳେ ଥିବା ହିତାଧିକାରୀଙ୍କୁ ଗ୍ରାମୀଣ ଗୃହ ନିର୍ମାଣ ଯୋଜନାରେ ପକ୍କା ଘର ପ୍ରଦାନ ପାଇଁ ନିୟମ କରିଛନ୍ତି ା ଯୋଗ୍ୟ ହିତାଧିକାରୀ କିପରି ଏହି ଯୋଜନାରେ ସାମିଲ ହେବେ ସେଥିପାଇଁ ପ୍ରତି ପଞ୍ଚାୟତର ଗ୍ରାମସଭା ଓ…
Archives


