ପିଆର୍ଏମ୍ ମେଡ଼ିକାଲ୍ରେ ଅବ୍ୟବସ୍ଥା ନେଇ ବିକ୍ଷୋଭ
ବାରିପଦା ଅଫିସ,୨୦ା୨- ବାରିପଦାସ୍ଥିତ ପଣ୍ଡିତ ରଘୁନାଥ ମୁର୍ମୁ ମେଡ଼ିକାଲ କଲେଜ ଓ ହସପିିଟାଲ୍ (ପିଆରଏମ୍)ର ଅଧୀକ୍ଷକ ବୈକୁଣ୍ଡ ନାଥ ମହାପାତ୍ରଙ୍କ ବହିଷ୍କାର ଦାବିରେ ଭଞ୍ଜସେନା ପକ୍ଷରୁ ବୁଧବାର ମେଡ଼ିକାଲ ଆଗରେ ଧାରଣା ଦିଆଯିବା ସହିତ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। ଏପରିକି ଅଧୀକ୍ଷକଙ୍କୁ…
ବାରିପଦାରେ ନକଲି ଆର୍ଆଇ ଅଟକ
ବାରିପଦା ଅଫିସ,୨୦ା୨- ମୟୂରଭଞ୍ଜ ଜିଲା ବାରିପଦା ସର୍କଲ-୧ ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟରୁ ବୁଧବାର ରାତିରେ ଜଣେ ନକଲି ଆର୍ଆଇଙ୍କୁ ଟାଉନ ଥାନା ପୋଲିସ କାବୁ କରିଛି। ତାଙ୍କୁ ଥାନାରେ ଅଟକ ରଖି ପୋଲିସ ପଚରା ଉଚରା ଜାରି ରଖିଛି। ପୋଲିସ ସୂଚନା…
ପରୀକ୍ଷା ଫି’ ବୃଦ୍ଧିକୁ ଛାତ୍ରୀଛାତ୍ରଙ୍କ ବିରୋଧ
ବାରିପଦା ଅଫିସ, ୧୯ା୨- ଉତ୍ତର ଓଡ଼ିଶା ବିଶ୍ୱ ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ମନୋମୁଖୀ ପରୀକ୍ଷା ଫି’ ବୁଦ୍ଧିକୁ ମଙ୍ଗଳବାର ଛାତ୍ରୀଛାତ୍ରମାନେ ବିରୋଧ କରିଛନ୍ତି। ଦୁଇ ଦିନ ଭିତରେ ଏହାର ସମାଧାନ କରା ନ ଗଲେ ଗୁରୁବାର ବିଶ୍ୱ ବିଦ୍ୟାଳୟ ଆଗରେ ଧାରଣା ଦେବେ…
ବିଦ୍ୟୁତ୍ ବିଲ୍ ଆଦାୟକୁ ନେଇ ଥାନାରେ ମାମଲା
କୁଆମରା,୧୯ା୨(ଡ଼ି.ଏନ୍.ଏ.)- ମୟୂରଭଞ୍ଜ ଜିଲା ଗୋପବନ୍ଧୁ ନଗର ବ୍ଲକ ଅଧୀନ ରାଣୀବନ୍ଧ ପଞ୍ଚାୟତର ନାଉପଦା ଗ୍ରାମକୁ ସୋମବାର ବିଦ୍ୟୁତ୍ ବିଲ ଆଦାୟ କରିବାକୁ ଯାଇଥିତ୍ବା ନେସ୍କୋ କର୍ମଚାରୀଙ୍କୁ ଉପଭୋକ୍ତା ଅଟକ ରଖିବା ନେଇ ଥାନା ଅଭିଯୋଗ ହୋଇଛି। ଅନ୍ୟପକ୍ଷେ ବିଭାଗୀୟ କର୍ମଚାରୀ ଦୁର୍ବ୍ୟବହାର…
ପରୀକ୍ଷା ଫି’ ବୃଦ୍ଧିକୁ ନେଇ ବୈସିଙ୍ଗା ମହାତ୍ମା ଗାନ୍ଧୀ ମହାବିଦ୍ୟାଳୟରେ ଛାତ୍ର ଅଶାନ୍ତି: ମୁଖ୍ୟ ଫାଟକରେ ତାଲା ପକାଇ ଧାରଣା
ବୈସିଙ୍ଗା, ୧୮।୨(ଡି.ଏନ୍.ଏ.): ମୟୂରଭଞ୍ଜ ଜିଲା ବୈସିଙ୍ଗା ମହାତ୍ମା ଗାନ୍ଧୀ ମହାବିଦ୍ୟାଳୟରେ ଯୁକ୍ତ ୩ କଳା ଓ ବିଜ୍ଞାନ ପାଠ୍ୟକ୍ରମ ଶେଷ ବର୍ଷ ବା ଷଷ୍ଠ ସେମିଷ୍ଟର ପରୀକ୍ଷା ନିମନ୍ତେ ୨୧ ତାରିଖ ଫର୍ମପୂରଣର ଶେଷଦିନ ରହିଛି। ହେଲେ ପରୀକ୍ଷା ଫି’ ଅଧିକ…
ନିୟମ ଉଲ୍ଲଂଘନ କରୁଛନ୍ତି ବାଲି ବ୍ୟବସାୟୀ
ବାରିପଦା ଅଫିସ, ୧୮ା୨- ଜିଲାର ବିଭିନ୍ନ ସ୍ଥାନରେ ନିଲାମ ନେଇଥିବା ବାଲିଘାଟ ବ୍ୟବସାୟୀମାନେ ସରକାରୀ ନିୟମକୁ ଉଂଲଘନ କରୁଛନ୍ତି। ବାଲି ଖୋଳିବା ପାଇଁ ସରକାରଙ୍କଠାରୁ ପାଇଥିବା ଚୁକ୍ତିଠାରୁ ଅଧିକ ମାତ୍ରାରେ ବାଲି ଉତ୍ତୋଳନ କରୁଛନ୍ତି। ଏ ନେଇ ତହସିଲ କର୍ମଚାରୀମାନେ କୌଣସି…
ପାଣି ପାଇଁ ରାସ୍ତାରୋକୋ
ବାରିପଦା ଅଫିସ, ୧୮ା୨- ଗ୍ରୀଷ୍ମ ଆରମ୍ଭ ନ ହେଉଣୁ ବାରିପଦା ସହରର ବିଭିନ୍ନ ସ୍ଥାନରେ ଜଳକଷ୍ଟ ସମସ୍ୟା ଦେଖାଗଲାଣି। ଜନସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଜଳଯୋଗାଣ ବ୍ୟବସ୍ଥା ଥିଲେ ମଧ୍ୟ ଏହା ଠିକ୍ ଭାବେ କାର୍ଯ୍ୟକ୍ଷମ ହୋଇ ନ ଥିବାରୁ ଲୋକମାନେ ପାଣି…
ଏସ୍ୟୁସିଆଇର ପ୍ରତିବାଦ ସଭା
ଯଶିପୁର,୧୭ା୨(ଡି.ଏନ୍.ଏ.): କେନ୍ଦ୍ର ସରକାରଙ୍କ ଦ୍ୱାରା ଏଲ୍ପିଜି ଗ୍ୟାସ୍ର ସିଲିଣ୍ଡର ପିଛା ୧୪୪.୫୦ ଟଙ୍କା ବୃଦ୍ଧି ଘଟଣା ପ୍ରତିବାଦରେ ଯଶିପୁର ବଜାରଛକଠାରେ ଏସ୍ୟୁସିଆଇ(କମ୍ୟୁନିଷ୍ଟ)ର କର୍ମୀମାନେ ଏକ ପ୍ରତିବାଦ ସଭା କରିଥିଲେ। ପ୍ଲାକାର୍ଡ, ଫ୍ଲାଗ୍ ଧରି କର୍ମୀମାନେ ଗ୍ୟାସ୍ର ମୂଲ୍ୟବୃଦ୍ଧି ପ୍ରତ୍ୟାହାର ଦାବିରେ ବିଭିନ୍ନ…
ଦୁର୍ଘଟଣାରେ ଯୁବକଙ୍କ ମୃତ୍ୟୁ:ରାସ୍ତା ଅବରୋଧ
ଠାକୁରମୁଣ୍ଡା,୧୭ା୨(ଡ଼ି.ଏନ୍.ଏ.)- ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା-କରଞ୍ଜିଆ ରାସ୍ତାର କେନ୍ଦୁମୁଣ୍ଡି ଘାଟି ବାଙ୍କରେ ରବିବାର ଏକ ଯାତ୍ରୀବାହୀ ବସ୍ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଠାକୁରମୁଣ୍ଡା ଥାନା ଅନ୍ତର୍ଗତ ଏଦେଲବେଡ଼ା ଗ୍ରାମର ତୁରାମ ହୋ। ଦୁର୍ଘଟଣା ପରେ ପରିବାର ଓ…
ଭାଲୁ ଆକ୍ରମଣରେ ଯୁବକ ଗୁରୁତର
ଉଦଳା,୧୭ା୨(ଡ଼ି.ଏନ୍.ଏ.)- ମୟୂରଭଞ୍ଜ ଜିଲା ଉଦଳା ବ୍ଲକ ଅଧୀନ ରାଢୋ ଚନ୍ଦ୍ରପୁର ଗ୍ରାମରେ ଶୌଚ ହେବାକୁ ଯାଇଥିବା ବେଳେ ଭାଲୁ ଆକ୍ରମଣରେ ଯୁବକ ଗୁରୁତର ହୋଇଛନ୍ତି ା ଆହତ ଯୁବକ ଜଣକ ହେଲେ କୁନା ବେଶ୍ରା। ଶନିବାର ରାତିରେ କୁନା ନିଜ ବାଡିକୁ…
କଳା, ସଂସ୍କୃତିର ଏନ୍ତୁଡ଼ିଶାଳ ମୟୂରଭଞ୍ଜ
ବାରିପଦା ଅଫିସ, ୧୬ା୨-ସ୍ଥାନୀୟ ସଂସ୍କୃତି ଭବନଠାରେ କ୍ରିଏଟିଭ ସ୍କୁଲ ଅଫ୍ ଆର୍ଟ ଆଣ୍ଡ କ୍ରାଫ୍ଟର୍ସ ପକ୍ଷରୁ ୫ ଦିନ ଧରି ଅନୁଷ୍ଠିତ ହୋଇଥିବା ନବମ ରାଜ୍ୟସ୍ତରୀୟ ଚିତ୍ର ପ୍ରଦର୍ଶନୀ ଉଦ୍ଯାପିତ ହୋଇଯାଇଛି। ପରିଚାଳନା କମିଟି ସଭାପତି କଳ୍ପନା ଷଡ଼ଙ୍ଗୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ…
‘ପ୍ରତ୍ୟେକ ବ୍ୟକ୍ତି ଚାରାରୋପଣ କରିବା ଦରକାର’
ବାରିପଦା ଅଫିସ, ୧୫ା୨- ରାଜ୍ୟ ସରକାରଙ୍କ ଜଙ୍ଗଲ ଓ ପରିବେଶ ବିଭାଗ (ଜଳବାୟୁ ପରିବର୍ତ୍ତନ ସେଲ) ପକ୍ଷରୁ ଜଳବାୟୁ ପରିବତ୍ତର୍ର୍ନ ସମ୍ପର୍କିତ ଆଞ୍ଚଳିକସ୍ତରୀୟ ଦୁଇ ଦିନିଆ ପରାମର୍ଶ କର୍ମଶାଳା ବାରିପଦାଠାରେ ଅନୁଷ୍ଠିତ ହୋଇଯାଇଛି ା କେନ୍ଦ୍ର ବିଜ୍ଞାନ ଓ ପ୍ରଯୁକ୍ତି ବିିଭାଗ…
Archives


