ମୟୂରଭଞ୍ଜ

ବାରିପଦାରେ ରଥ କାର୍ଯ୍ୟ ଆରମ୍ଭ କରିବାକୁ ନିର୍ଦ୍ଦେଶ

ବାରିପଦା ଅଫିସ,୧୯ା୪- ଦ୍ୱିତୀୟ ଶ୍ରୀକ୍ଷେତ୍ର ମୟୂରଭଞ୍ଜ ଜିଲା ବାରିପଦାସ୍ଥିତ ଶ୍ରୀଶ୍ରୀ ହରି ବଳଦେବଜୀଉ ଜଗନ୍ନାଥ ମହାପ୍ରଭୁଙ୍କ ଚଳିତ ବର୍ଷର ରଥ ଯାତ୍ରା ଲାଗି ପ୍ରଶାସନିକ ତତ୍ପରତା ପ୍ରକାଶ ପାଇଛି। ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ କରିବାକୁ ମହାରଣାମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଆସନ୍ତା…

ଜୀବନ ବିନ୍ଦୁ କାର୍ଯ୍ୟକ୍ରମରେ ୭୮ ୟୁନିଟ ରକ୍ତ ସଂଗୃହୀତ

ବାରିପଦା ଅଫିସ, ୧୮ା୪: ପ୍ରବାଦ ପୁରୁଷ ବିଜୁବାବୁଙ୍କ ୨୩ତମ ଶ୍ରାଦ୍ଧ ଦିବସ ଅବସରରେ ବାରିପଦା ମେଡ଼ିକାଲ ପରିସରରେ ଥିବା ରେଡ଼କ୍ରସ ରକ୍ତଭଣ୍ଡାରରେ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା। ଜୀବନ ବିନ୍ଦୁ କାର୍ଯ୍ୟକ୍ରମର ମୟୂରଭଞ୍ଜ ଜିଲା ସଂଯୋଜକ ତଥା ବିଜେଡି…

ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ସହାୟତା

ଚିତ୍ରଡା,୧୮।୪(ଡି.ଏନ୍‌.ଏ.)-କରୋନା ଭାଇରସର ମୁକାବିଲା ପାଇଁ ରାଜ୍ୟ ସରକାରଙ୍କୁ ସହଯୋଗ ନିମନ୍ତେ ମୟୂରଭଞ୍ଜ ଜିଲା ମୋରଡା ବ୍ଲକ ଅଧୀନରେ ଥିବା ଚିତ୍ରଡା ପଞ୍ଚାୟତର ମା’ ସିଂହାସନୀ ନାରୀ ସଂଘ ତରଫରୁ ଶୁକ୍ରବାର ମୋରଡା ବିଡିଓ ପ୍ରିୟବ୍ରତ ପାଢ଼ୀଙ୍କ ଜରିଆରେ ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡକୁ…

ମହାମାରୀରୁ ରକ୍ଷା ଲାଗି ବାହାରିଲେ ସୁଦର୍ଶନ ମହାପ୍ରଭୁ

ବାରିପଦା ଅଫିସ, ୧୭ା୪-ମହାମାରୀ କରୋନା ଏବେ ବିଶ୍ୱରେ ଆତଙ୍କ ସୃଷ୍ଟି କରିଛି। ଏହି ସଂକ୍ରମଣକୁ କିପରି ରୋକାଯାଇପାରିବ ସେନେଇ ସମସ୍ତେ ଚେଷ୍ଟିତ। ହିନ୍ଦୁ ପରମ୍ପରା ଅନୁଯାୟୀ ଯେତେବେଳେ ମାନବସମାଜ ବିପଦରେ ପଡ଼େ ସେହି ସମୟରେ ପ୍ରଭୁଙ୍କ ଶରଣାପନ୍ନ ହୋଇଥାଏ। ମହାମାରୀ କବଳରୁ…

କରୋନା ମୁକାବିଲା ପାଇଁ ଶିକ୍ଷକ ଦମ୍ପତିିଙ୍କ ସହାୟତା

ବିଶୋଇ,୧୭।୪(ଡି.ଏନ୍‌.ଏ.): କରୋନା ମୁକାବିଲା ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ଗ୍ରହଣ କରୁଛନ୍ତି। ବିଭିନ୍ନ ସଂଗଠନ ଓ ବ୍ୟକ୍ତି ବିଶେଷ ମଧ୍ୟ ସରକାରଙ୍କୁ ସହାୟତା ପ୍ରଦାନ କରୁଛନ୍ତି। ମୟୂରଭଞ୍ଜ ଜିଲା ବିଶୋଇ ବ୍ଲକ ଅଧୀନ ମନ୍ଦିରସାହି ବାସିନ୍ଦା…

ମୟୂରଭଞ୍ଜ ଜିଲାର ୧୧୭୦୮ଶ୍ରମିକଙ୍କ ହୋମ୍‌ କ୍ୱାରାଣ୍ଟାଇନ ସରିଲା

ବାରିପଦା ଅଫିସ, ୧୬ା୪- କରୋନା ସନ୍ଦେହରେ ମୟୂରଭଞ୍ଜ ଜିଲାର ୩୧୭ଜଣଙ୍କ ରକ୍ତ ନମୁନା ପରୀକ୍ଷା ପାଇଁ ପଠାଯାଇଥିବା ବେଳେ ସେଥିମଧ୍ୟରୁ ଆସିଥିବା ୨୨୨ଟି ସାମ୍ପୁଲ ନେଗେଟିଭ୍‌ ଥିବା ଜିଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଅବଶିଷ୍ଟ ୯୫ଟି ସାମ୍ପୁଲର ରିପୋର୍ଟ ଆସି…

ବାଟ ନ ଛାଡ଼ିବାରୁ ସୀମାନ୍ତ ପୋଲିସ ଉପରେ ଆକ୍ରମଣ: ଜଣେ ମହିଳା କନଷ୍ଟେବଳ, ୩ ହୋମଗାର୍ଡ ଆହତ

ଠାକୁରମୁଣ୍ଡା,୧୬ା୪(ଡି.ଏନ୍‌.ଏ.) : ଓଡ଼ିଶା-ଝାଡ଼ଖଣ୍ଡ ସୀମାନ୍ତ ଅଞ୍ଚଳ ବେନିସାଗର ଛକ ରାସ୍ତାରେ ଅସ୍ଥାୟୀ ବ୍ୟାରିକେଟ୍‌ ଲଗାଇ ଜଗି ରହିଥିବା ଓଡ଼ିଶା ପୋଲିସ ଉପରେ ଝାଡ଼ଖଣ୍ଡ ଅଞ୍ଚଳର ପ୍ରାୟ ୨୦/୩୦ ଜଣ ବ୍ୟକ୍ତି ଆକ୍ରମଣ କରିଛନ୍ତି। ଏହି ଆକ୍ରମଣରେ ୪ ଜଣ ପୋଲିସ ଆହତ…

ଭୁବନେଶ୍ୱର ଫେରନ୍ତାଙ୍କୁ ନେଇ ଗାଁରେ ଅଶାନ୍ତି

ଚିତ୍ରଡା,୧୬ା୪(ଡ଼ି.ଏନ୍‌.ଏ.)- ମହାମାରୀ କରୋନା ପାଇଁ ସାରା ବିଶ୍ୱ ଚିନ୍ତିତ ଥିବାବେଳେ କେନ୍ଦ୍ର ଓ ରାଜ୍ୟ ସରକାର ଏହାର ମୁକାବିଲା ପାଇଁ ବିଭିନ୍ନ ପଦକ୍ଷେପ ଗ୍ରହଣ କରୁଛନ୍ତି। ସାରା ରାଜ୍ୟ ଏବେ ତାଲା ବନ୍ଦ ଥିବା ବେଳେ ମୟୂରଭଞ୍ଜ ଜିଲା ମୋରଡା ବ୍ଲକ…

ରକ୍ତଦାନ ପାଇଁ ଆଗେଇ ଆସିଲେ

ବାରିପଦା ଅଫିସ,୧୬ା୪- ବର୍ତ୍ତମାନ କରୋନା ସଂକ୍ରମଣକୁ ରୋକିବା ପାଇଁ ଲକ୍‌ ଡାଉନ କରାଯାଇଛି। ଏଥି ଯୋଗୁଁ ବିଭିନ୍ନ ସ୍ଥାନରେ ହେଉଥିବା ରକ୍ତଦାନ ଶିବିର ବନ୍ଦ ହୋଇ ଯାଇଛି। ଫଳରେ ବ୍ଲଡ ବ୍ୟାଙ୍କ୍‌ରେ ରକ୍ତର ଅଭାବ ପରିଲ୍ଲକ୍ଷିତ ହୋଇଛି। ଏହାକୁ କିଛି ମାତ୍ରାରେ…

କରୋନା ମୁକାବିଲା ପାଇଁ ସହାୟତା

ବଡ଼ସାହି,୧୬।୪(ସ୍ବପ୍ର)- କରୋନା ମହାମାରୀର ମୁକାବିଲା ପାଇଁ ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ ଅଧୀନ ବେଲପାଳ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପକ୍ଷରୁ ପ୍ରଧାନମନ୍ତ୍ରୀ ରିଲିଫ ଫଣ୍ଡକୁ ୧୦ହଜାର ଟଙ୍କା ପ୍ରଦାନ କରାଯାଇଛି। ଏହି ରାଶି ବଡ଼ସାହି ବିଡ଼ିଓ ଦିଲୀପ କୁମାର ମହାରଣାଙ୍କ…

ମୟୂରଭଞ୍ଜରେ କୋଭିଡ଼ ହସ୍ପିିଟାଲ

ବାରିପଦା ଅଫିସ, ୧୫ା୪: କରୋନା ଆକ୍ରାନ୍ତଙ୍କ ପାଇଁ ମୟୂରଭଞ୍ଜ ଜିଲାରେ କୋଭିଡ଼ -୧୯ ହସ୍ପିଟାଲ କାର୍ଯ୍ୟକ୍ଷମ ହୋଇଛି। ବାରିପଦାଠାରୁ ୭ କି.ମି ଦୂର ବାଙ୍କିଶୋଳଠାରେ ଥିବା ଆଦାନୀ କିସ୍‌ ଆବସିକ ବିଦ୍ୟାଳୟ କ୍ୟାମ୍ପସରେ ଏହା ବୁଧବାର କାର୍ଯ୍ୟକ୍ଷମ ହୋଇଛି। ଭୁବନେଶ୍ୱରଠାରେ ମୁଖ୍ୟମନ୍ତ୍ରୀ…

ଠିକାଦାର ସଂଘ ପ୍ରଦାନ କଲା ୨ ଲକ୍ଷ

ବାରିପଦା ଅଫିସ, ୧୫ା୪- କରୋନା ମହାମାରୀର ମୁକାବିଲା କରିବା ପାଇଁ ମୟୂରଭଞ୍ଜ ଜିଲା ଠିକାଦାର ସଂଘ ୨ ଲକ୍ଷ ଟଙ୍କାର ସହାୟତା ରାଶି ପ୍ରଦାନ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ରିଲିଫ ଫଣ୍ଡକୁ ୧ ଲକ୍ଷ ଏବଂ ପ୍ରଧାନମନ୍ତ୍ରୀ ରିଲିଫ ଫଣ୍ଡଙ୍କୁ ୧ ଲକ୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?