ମଧ୍ୟାହ୍ନଭୋଜନରୁ ବାହାରିଲା କାଚଗୁଣ୍ଡ, ଗୋଡ଼ି
ରାଇରଙ୍ଗପୁର, ୧ା୩(ଡି.ଏନ.ଏ.)-ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ସହରାଞ୍ଚଳ ପୁରୁଣାଘାଟି ବସ୍ତି ଅଞ୍ଚଳସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ଯୋଗାଇ ଦିଆଯାଉଥିବା ମଧ୍ୟାହ୍ନଭୋଜନରୁ କାଚଗୁଣ୍ଡ, ଗୋଡି ସମେତ ଅପରିଷ୍କାର ସାମଗ୍ରୀ ବାହାରିବା ପରେ ଅସନ୍ତୋଷ ଦେଖାଦେଇଛି। ଚାଉଳକୁ ସମ୍ପୃକ୍ତ ରୋଷେୟା ଭଲ ଭାବେ…
ଦ୍ୱାରଶୁଣି ଘାଟିରେ ଟ୍ରେଲର ଦୁର୍ଘଟଣାଗ୍ରସ୍ତ: ତେଲ ବୋହିନେଲେ ଲୋକେ
ବାଙ୍ଗିରିପୋଷି, ୧।୩(ଡି.ଏନ.ଏ.)-ବାଙ୍ଗିରିପୋଷି ଥାନା ଅନ୍ତର୍ଗତ ୪୯ ନମ୍ବର ଜାତୀୟ ରାଜପଥର ଦ୍ୱାରଶୁଣି ଘାଟିରେ ଶନିବାର ସକାଳେ ଏକ ଆଇରନ ଡଷ୍ଟ ବୋଝେଇ ଟ୍ରେଲର ଯୋଡାରୁ ଖଡଗପୁର ଯାଉଥିବା ବେଳେ ଭାରସାମ୍ୟ ହରାଇ ଦୁର୍ଘଟଣାଗ୍ରସ୍ତ ହୋଇଛି। ଟ୍ରେଲର ଚାଳକ ଓ ଅନ୍ୟ ଜଣେ…
କାଠମାଫିଆଙ୍କ ଆକ୍ରମଣରେ ୨ ବନ କର୍ମଚାରୀ ଆହତ
ବାରିପଦା ଅଫିସ, ୨୯ା୨- ମୟୂରଭଞ୍ଜ ଜିଲା ବାରିପଦା ରେଞ୍ଜ ଅଧୀନ ମହୁଲିଆଠାରେ କାଠମାଫିଆଙ୍କ ଆକ୍ରମଣରେ ଜଣେ ଫରେଷ୍ଟ ଗାର୍ଡ ଓ ବନ ବିଭାଗର ଅନ୍ୟ ଜଣେ କର୍ମଚାରୀ ଆହତ ହୋଇଛନ୍ତି। ଆହତ ଫରେଷ୍ଟଗାର୍ଡ ହେଲେ ଛତିଶ ଚନ୍ଦ୍ର ମହାନ୍ତ ଓ ବନ…
ଦ୍ୱାରଶୁଣି ଘାଟିରେ ଟ୍ରେଲର ଦୁର୍ଘଟଣାଗ୍ରସ୍ତ
ବାଙ୍ଗିରିପୋଷି,୨୮ା୨(ଡି.ଏନ୍.ଏ.): ବାଙ୍ଗିରିପୋଷି ଥାନା ଅଧୀନ ୪୯ ନମ୍ବର ଜାତୀୟ ରାଜପଥର ଦ୍ୱାରଶୁଣି ଘାଟିରେ ପୁଣି ଘଟିଛି ଦୁର୍ଘଟଣା ା ଗୁରୁବାର ମଧ୍ୟାହ୍ନରେ ଏକ ଆଇରନ ଡଷ୍ଟ ବୋଝେଇ ଟ୍ରେଲର କଲିକତା ଯାଉଥିବା ବେଳେ ଭାରସାମ୍ୟ ହରାଇ ଘାଟି ରାସ୍ତାରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା।…
ତାରା ସାଜିବେ ନୟନ ତାରା
ବଡ଼ସାହି,୨୮ା୨(ସ୍ବ.ପ୍ର)-ହୃଦଘାତରେ ମୃତ୍ୟୁବରଣ କରିଥିବା ଜଣେ ମହିଳାଙ୍କ ଦୁଇ ଆଖିକୁ ତାଙ୍କ ପରିବାର ଲୋକେ ମେଡିକାଲ କର୍ତ୍ତୃପକ୍ଷଙ୍କୁ ଦାନ କରି ଅନ୍ୟମାନଙ୍କ ପାଇଁ ଉଦାହରଣ ପାଲଟିଛନ୍ତି। ବଡ଼ସାହି ଥାନା ଅଧୀନ ଗୁଡିଆଲବନ୍ଧ ଗ୍ରାମର ମହିଳା ତାରା ବିନ୍ଧାଣୀ(୫୦)ଙ୍କ ଏହି ଆଖି ଦୁଇଟି ଅନ୍ୟ…
ପଲିଥିନ ତଳେ ବିତୁଛି ଜୀବନ
ବାରିପଦା ଅଫିସ, ୨୭ା୨- ପକ୍କା ଘର ଖଣ୍ଡିଏ ପାଇଁ ଯେତେ ଗୁହାରି କଲେ ବି ଘରଟିଏ ମିଳିଲା ନାହିଁ। ଭାଗ୍ୟକୁ ଆଦରି ଟାଇଲ ଛପର ଘରେ ରହି ଆସୁଥିଲେ। ହେଲେ ୨ ବର୍ଷ ତଳେ ଉକ୍ତ ଘରଟି ଭାଙ୍ଗି ଯାଇଥିଲା। ଏହା…
ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ, ଅଭିଯୁକ୍ତ ଅଟକ
କପ୍ତିପଦା,୨୬ା୨(ଡ଼ି.ଏନ୍.ଏ.)- ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ଅଞ୍ଚଳର ଜନୈକା ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ନେଇ ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତି କରି ଅଭିଯୁକ୍ତଙ୍କୁ ପୋଲିସ୍ ଅଟକ ରଖି ତଦନ୍ତ ଜାରି ରଖିଛି । ପୋଲିସ ସୂଚନା ଅନୁଯାୟୀ, ୨୦ ତାରିଖରେ…
ଚୋରି କରି ନେଇଗଲେ ଇନ୍ଦିରା ଆବାସ
ବାରିପଦା ଅଫିସ, ୨୫ା୨- ଦୀର୍ଘ ବର୍ଷ ହେଲା ପକ୍କା ଘରଟିଏ ପାଇଁ ବିଭିନ୍ନ ଅଧିକାରୀଙ୍କୁ ଗୁହାରି କରିିଥିଲେ ମଧ୍ୟ ଘର ଖଣ୍ଡିଏ ମିଳିଲା ନାହିଁ। ଫଳରେ ଏକ ଟାଇଲି ଛପର ଘରେ ମୁଣ୍ଡ ଗୁଞ୍ଜିଛନ୍ତି ଗୋଟିଏ ପରିବାରର ୬ ପ୍ରାଣୀ କୁଟୁମ୍ବ।…
ଶିକାରୀ ଗିରଫ: ଶମ୍ବର ମାଂସ, ବନ୍ଧୁକ ଜବତ
ଉଦଳା, ୨୪।୨: ମୟୂରଭଞ୍ଜ ଜିଲା ଉଦଳା ବନବିଭାଗ ପକ୍ଷରୁ ସୋମବାର ଆଠପଡ଼ା ଗ୍ରାମ ନିକଟରେ ଚଢ଼ାଉ କରାଯାଇ ଜଣେ ଶିକାରୀଙ୍କୁ ଗିରଫ କରାଯାଇଛି। ସେ ହେଲେ ଗ୍ରାମର ମୋହନ ହାଁସଦା। ତାଙ୍କ ନିକଟରୁ ୫୦ କେଜି ସମ୍ବର ମାଂସ, ଗୋଟିଏ ଦେଶୀ…
ଜୋର୍ ଧରିଲା ସରକାର ମୋତେ ରୋଜଗାର ଦିଅ ନାରା
ବାରିପଦା ଅଫିସ, ୨୪ା୨- ଜିଲାକୁ ବେକାରମୁକ୍ତ କରିବା ପାଇଁ ଦାବିପତ୍ର ପ୍ରଦାନ ସହିତ ବିକ୍ଷୋଭ ପ୍ରଦର୍ଶନ କରାଗଲା। ହେଲେ କିଛି ବି ଫଳପ୍ରଦ ହେଲା ନାହିଁ। ଆଉ ନୁହେଁ ଏଥର ବେକାରମୁକ୍ତ ମୟୂରଭଞ୍ଜ ରଥ ଗଠନ କରାଯାଇ ଜିଲାର ବିଭିନ୍ନ ସ୍ଥାନରେ…
ମଧ୍ୟାହ୍ନଭୋଜନ ପାଚିକା, ସହାୟିକା ସଂଘ ସମାବେଶ
କୋଷ୍ଠା,୨୪ା୨(ଡି.ଏନ୍.ଏ.)- ଶୂଳିଆପଦା ବ୍ଲକ ମଧ୍ୟାହ୍ନଭୋଜନ ପାଚିକା ଓ ସହାୟିକା ସଂଘର ଏକ ସମାବେଶ କୋଷ୍ଠାସ୍ଥିତ ଉଦୟନାଥ ଆଇଟିଆଇ ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି। ସଂଘର ସମ୍ପାଦିକା ଅନ୍ନଦା ଧଳଙ୍କ ଆହ୍ବାନ କ୍ରମେ ଆୟୋଜିତ ସମାବେଶରେ ଶତାଧିକ ସଦସ୍ୟା ଯୋଗ ଦେଇଥିଲେ। ଏଥିରେ ଭାରତୀୟ…
ଡେଲିଭରି ବୟଠାରୁ ଠକିନେଲେ ୮ମୋବାଇଲ
ବାରିପଦା ଅଫିସ, ୨୩।୨-ବାରିପଦା ଟାଉନରେ ଜଣେ ଡେଲିଭରି ବୟଠାରୁ ଦୁଇ ଜଣ ଯୁବକ ୮ମୋବାଇଲ ଠକି ନେଇଥିବା ନେଇ ଥାନାରେ ଅଭିଯୋଗ ହୋଇଛି। ପୋଲିସ ଅଭିଯୋଗକୁ ଭିତ୍ତି କରି ଏହି ଘଟଣାରେ ସମ୍ପୃକ୍ତ ଥିବା ଦୁଇ ଜଣଙ୍କୁ ଯାଜପୁର ଓ ଭୁବନେଶ୍ୱରରୁ…
Archives


