ପାଣି ପାଇଁ ରାସ୍ତାରୋକୋ
ବାରିପଦା ଅଫିସ, ୧୮ା୨- ଗ୍ରୀଷ୍ମ ଆରମ୍ଭ ନ ହେଉଣୁ ବାରିପଦା ସହରର ବିଭିନ୍ନ ସ୍ଥାନରେ ଜଳକଷ୍ଟ ସମସ୍ୟା ଦେଖାଗଲାଣି। ଜନସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଜଳଯୋଗାଣ ବ୍ୟବସ୍ଥା ଥିଲେ ମଧ୍ୟ ଏହା ଠିକ୍ ଭାବେ କାର୍ଯ୍ୟକ୍ଷମ ହୋଇ ନ ଥିବାରୁ ଲୋକମାନେ ପାଣି…
ଏସ୍ୟୁସିଆଇର ପ୍ରତିବାଦ ସଭା
ଯଶିପୁର,୧୭ା୨(ଡି.ଏନ୍.ଏ.): କେନ୍ଦ୍ର ସରକାରଙ୍କ ଦ୍ୱାରା ଏଲ୍ପିଜି ଗ୍ୟାସ୍ର ସିଲିଣ୍ଡର ପିଛା ୧୪୪.୫୦ ଟଙ୍କା ବୃଦ୍ଧି ଘଟଣା ପ୍ରତିବାଦରେ ଯଶିପୁର ବଜାରଛକଠାରେ ଏସ୍ୟୁସିଆଇ(କମ୍ୟୁନିଷ୍ଟ)ର କର୍ମୀମାନେ ଏକ ପ୍ରତିବାଦ ସଭା କରିଥିଲେ। ପ୍ଲାକାର୍ଡ, ଫ୍ଲାଗ୍ ଧରି କର୍ମୀମାନେ ଗ୍ୟାସ୍ର ମୂଲ୍ୟବୃଦ୍ଧି ପ୍ରତ୍ୟାହାର ଦାବିରେ ବିଭିନ୍ନ…
ଦୁର୍ଘଟଣାରେ ଯୁବକଙ୍କ ମୃତ୍ୟୁ:ରାସ୍ତା ଅବରୋଧ
ଠାକୁରମୁଣ୍ଡା,୧୭ା୨(ଡ଼ି.ଏନ୍.ଏ.)- ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା-କରଞ୍ଜିଆ ରାସ୍ତାର କେନ୍ଦୁମୁଣ୍ଡି ଘାଟି ବାଙ୍କରେ ରବିବାର ଏକ ଯାତ୍ରୀବାହୀ ବସ୍ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଠାକୁରମୁଣ୍ଡା ଥାନା ଅନ୍ତର୍ଗତ ଏଦେଲବେଡ଼ା ଗ୍ରାମର ତୁରାମ ହୋ। ଦୁର୍ଘଟଣା ପରେ ପରିବାର ଓ…
ଭାଲୁ ଆକ୍ରମଣରେ ଯୁବକ ଗୁରୁତର
ଉଦଳା,୧୭ା୨(ଡ଼ି.ଏନ୍.ଏ.)- ମୟୂରଭଞ୍ଜ ଜିଲା ଉଦଳା ବ୍ଲକ ଅଧୀନ ରାଢୋ ଚନ୍ଦ୍ରପୁର ଗ୍ରାମରେ ଶୌଚ ହେବାକୁ ଯାଇଥିବା ବେଳେ ଭାଲୁ ଆକ୍ରମଣରେ ଯୁବକ ଗୁରୁତର ହୋଇଛନ୍ତି ା ଆହତ ଯୁବକ ଜଣକ ହେଲେ କୁନା ବେଶ୍ରା। ଶନିବାର ରାତିରେ କୁନା ନିଜ ବାଡିକୁ…
କଳା, ସଂସ୍କୃତିର ଏନ୍ତୁଡ଼ିଶାଳ ମୟୂରଭଞ୍ଜ
ବାରିପଦା ଅଫିସ, ୧୬ା୨-ସ୍ଥାନୀୟ ସଂସ୍କୃତି ଭବନଠାରେ କ୍ରିଏଟିଭ ସ୍କୁଲ ଅଫ୍ ଆର୍ଟ ଆଣ୍ଡ କ୍ରାଫ୍ଟର୍ସ ପକ୍ଷରୁ ୫ ଦିନ ଧରି ଅନୁଷ୍ଠିତ ହୋଇଥିବା ନବମ ରାଜ୍ୟସ୍ତରୀୟ ଚିତ୍ର ପ୍ରଦର୍ଶନୀ ଉଦ୍ଯାପିତ ହୋଇଯାଇଛି। ପରିଚାଳନା କମିଟି ସଭାପତି କଳ୍ପନା ଷଡ଼ଙ୍ଗୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ…
‘ପ୍ରତ୍ୟେକ ବ୍ୟକ୍ତି ଚାରାରୋପଣ କରିବା ଦରକାର’
ବାରିପଦା ଅଫିସ, ୧୫ା୨- ରାଜ୍ୟ ସରକାରଙ୍କ ଜଙ୍ଗଲ ଓ ପରିବେଶ ବିଭାଗ (ଜଳବାୟୁ ପରିବର୍ତ୍ତନ ସେଲ) ପକ୍ଷରୁ ଜଳବାୟୁ ପରିବତ୍ତର୍ର୍ନ ସମ୍ପର୍କିତ ଆଞ୍ଚଳିକସ୍ତରୀୟ ଦୁଇ ଦିନିଆ ପରାମର୍ଶ କର୍ମଶାଳା ବାରିପଦାଠାରେ ଅନୁଷ୍ଠିତ ହୋଇଯାଇଛି ା କେନ୍ଦ୍ର ବିଜ୍ଞାନ ଓ ପ୍ରଯୁକ୍ତି ବିିଭାଗ…
ବିଶୃଙ୍ଖଳିତ ଆଚରଣ ପାଇଁ ନିଲମ୍ବିତ ହେଲେ ଯବାନ
ବଡ଼ସାହି,୧୫ା୨(ସ୍ବ.ପ୍ର)- ଡ୍ୟୁଟି ସମୟରେ ନିଶାଗ୍ରସ୍ତ ଅବସ୍ଥାରେ ପାଟିତୁଣ୍ଡ କରିବା ସହ ଅଶ୍ରାବ୍ୟ ଭାଷା ପ୍ରୟୋଗ କରିଥିବା ଅଭିଯୋଗରେ ଓଡ଼ିିଶା ଅକ୍ଜୁଲେରୀ ପ୍ରୋଟେକ୍ସନ ଫୋର୍ସ (ଓଏପିଏଫ୍)ର ଜଣେ ଯବାନଙ୍କୁ ମୟୂରଭଞ୍ଜ ଏସପି କାର୍ଯ୍ୟରୁ ନିଲମ୍ବନ କରିଛନ୍ତି। ଏସ୍ପିଙ୍କ ଚିଠି ନଂ.୧୭/୧୪ା୨ା୨୦୨୦ରେ ତାଙ୍କୁ ଚାକିରିରୁ…
ସ୍ତ୍ରୀଙ୍କୁ କାଠଫାଳିଆରେ ପିଟି ହତ୍ୟା
ଉଦଳା,୧୫ା୨(ଡ଼ି.ଏନ୍.ଏ.)- ତରକାରୀ ଦେବାରେ ବିଳମ୍ବ ହେବାରୁ ମୟୂରଭଞ୍ଜ ଜିଲା ଉଦଳା ଥାନା ଅଧୀନ ଖଡିକାଶୁଳ ଗ୍ରାମର ଜଣେ ବ୍ୟକ୍ତି ଗୁରୁବାର ତାଙ୍କ ସ୍ତ୍ରୀଙ୍କୁ କାଠଫାଳିଆରେ ପିଟି ହତ୍ୟା କରିଥିବା ଅଭିଯୋଗ ହୋଇଛି। ପୋଲିସ ଅଭିଯୁକ୍ତ ସ୍ବାମୀ ଗଦାଧର ଭକ୍ତାଙ୍କୁ ଥାନାରେ ଅଟକ…
ସାମାନ୍ୟ କଳହରୁ ବାପାଙ୍କୁ ଟାଙ୍ଗିଆରେ ହାଣିଲା ପୁଅ
ବାରିପଦା ଅଫିସ/ରାସଗୋବିନ୍ଦପୁର(ଡି.ଏନ୍.ଏ.),୧୪।୨: ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅନ୍ତର୍ଗତ ରଙ୍ଗଜାମ ଗ୍ରାମରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି। ପୁଅଙ୍କ ଟାଙ୍ଗିଆ ଚୋଟରେ ବାପାଙ୍କ ମୃତ୍ୟୁ ଘଟିଛି। ସାମାନ୍ୟ ପାରିବାରିକ କଳହକୁ ନେଇ ହତ୍ୟାକାଣ୍ଡ ଘଟିଥିବା କୁହାଯାଉଛି। ମୃତକ ହେଲେ ରାବଣ…
୨ ହାତୀଦାନ୍ତ ଜବତ: ୫ ଗିରଫ
ବାରିପଦା ଅଫିସ ୧୪ା୨- ମୟୂରଭଞ୍ଜ ଜିଲା ବାରିପଦା ରେଞ୍ଜ ଅଧୀନ ଟିଟିଆ ଛକରୁ ବନ ବିଭାଗ ଗୁରୁବାର ସନ୍ଧ୍ୟାରେ ଦୁଇଟି ହାତୀଦାନ୍ତ ଜବତ କରିବା ସହିତ ୫ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ଉଦଳା ଥାନା ଅନ୍ତର୍ଗତ ଉପର…
ଅପମିଶ୍ରିତ ସୋରିଷ ତେଲ ବିକ୍ରି ଅଭିଯୋଗରେ ଚଢାଉ
ବାରିପଦା ଅଫିସ, ୧୪ା୨- ମୟୂରଭଞ୍ଜ ଜିଲା ବାରିପଦା ବଜାରରେ ଅପମିଶ୍ରିତ ସୋରିଷ ତେଳ ବିକ୍ରି ହେଉଥିବା ଅଭିଯୋଗ ପାଇ ଟାଉନ ପୋଲିସ ବୁଧବାର ରାତିରେ ଏକ ଦୋକାନରେ ଚଢାଉ କରିଥିଲା। ଉକ୍ତ ଦୋକାନରୁ ୧୧ଟି ୨୦୦ ମି.ଲି ସୋରିଷ ତେଲ ବୋତଲ…
ବେକାରମୁକ୍ତ ମୟୂରଭଞ୍ଜ ଗଠନ ଦାବିରେ ବିକ୍ଷୋଭ
ବାରିପଦା ଅଫିସ, ୧୩ା୨- ବେକାରମୁକ୍ତ ମୟୂରଭଞ୍ଜ ଗଠନ ଦାବିରେ ଭଞ୍ଜସେନା ପକ୍ଷରୁ ବୁଧବାର ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ ପ୍ରଦର୍ଶନ ସହିତ ଧାରଣା ଦିଆଯାଇଥିଲା। ଶିମିଳିପାଳର ସୁରକ୍ଷା ସମେତ ଜିଲାରେ ଥିବା ବିଭିନ୍ନ ପର୍ଯ୍ୟଟନସ୍ଥଳୀର ବିକାଶ ଏବଂ ବନ୍ୟଜାତ ଦ୍ରବ୍ୟର ଉଚିତ…
Archives


