ମୟୂରଭଞ୍ଜ

କରୋନା ସଚେତନତା ନାଁରେ ବୈଠକ କରି ଜଣେ ଗିରଫ

ଠାକୁରମୁଣ୍ଡା,୩ା୪(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ବ୍ଲକ ହାତୀଘୋଡା ପଞ୍ଚାୟତର ଘୋଡାବିନ୍ଧା ଗ୍ରାମରେ ଗୁରୁବାର ଅପରାହ୍ନରେ ଗ୍ରାମବାସୀମାନଙ୍କୁ ନେଇ କରୋନା ସଚେତନତା ନାମରେ ବୈଠକ କରିବା ଘଟଣାରେ ଠାକୁରମୁଣ୍ଡା ଥାନା ପୋଲିସ ଜଣକୁ ଗିରଫ କରିଛି। ଗିରଫ ବ୍ୟକ୍ତି ଜଣକ ହେଲେ ନେପା…

ଅସହାୟଙ୍କୁ ଖାଦ୍ୟ ସାମଗ୍ରୀ ପ୍ରଦାନ

ରାଇରଙ୍ଗପୁର, ୩ା୪(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ପୌର ପରିଷଦ ପକ୍ଷରୁ ସହରରେ ଥିବା ଗରିବ, ଅସହାୟ ଓ ଅଟକି ରହିଥିବା ପଡ଼ୋଶୀ ଝାରଖଣ୍ଡ ଓ ପଶ୍ଚିମବଙ୍ଗ ରାଜ୍ୟର ଶ୍ରମିକମାନଙ୍କୁ ଖାଦ୍ୟ ସାମଗ୍ରୀ ପ୍ରଦାନ କରାଯାଇଛି। ପୌରାଞ୍ଚଳର ୧୫ଟି ଓ୍ବାର୍ଡର ମୋଟ ୭୭୯…

ଲକଡାଉନ୍‌ ଅମାନିଆଙ୍କୁ ଛାଟ

ବାରିପଦା ଅଫିସ, ୨ା୪- ମୟୂରଭଞ୍ଜ ଜିଲାରେ ଲକ୍‌ଡ଼ାଉନ ଅମାନ୍ୟ କରୁଥିବା ଲୋକଙ୍କୁ ବାଜିଛି ଛାଟ। ୭ ଦିନ ମଧ୍ୟରେ ଜିଲାର ବିଭିନ୍ନ ଥାନାରେ କୋଭିଡ଼-୧୯ ଆଇନ ଅମାନ୍ୟ କରାଯାଇଥିବା ନେଇ ୧୦୬ଟି ମାମଲା ରୁଜୁ ହୋଇଛି। ୧୪୨ ଜଣଙ୍କୁ ଗିରଫ କରାଯାଇ…

ରନ୍ଧା ଖାଦ୍ୟ ବଣ୍ଟନ

କୁଆମରା,୨।୪(ଡି.ଏନ୍‌.ଏ.)- ମହାମାରୀ କରୋନା ଭୂତାଣୁ ସଂକ୍ରମଣ ପ୍ରତିରୋଧ ସହ ବ୍ୟାପକ ସଚେତନତା ପାଇଁ ଆଗାମୀ ୧୪ ତାରିଖ ପର୍ଯ୍ୟନ୍ତ ଲକ୍‌ ଡାଉନ ଯୋଗୁଁ ସମସ୍ତ ଦୋକାନ ବଜାର ବନ୍ଦ ରହିଛି। ଏହି ପରିସ୍ଥିତିରେ ବାହାରୁ ଆସି ଅଟକି ରହିଥିବା ଅସହାୟ ବ୍ୟକ୍ତିମାନେ…

ପୋଷ୍ଟାଲ ଗାଡ଼ିରେ ଶ୍ରମିକ

ବାରିପଦା ଅଫିସ, ୧ା୪: କରୋନା ଭାଇରସ୍‌ ସଂକ୍ରମଣକୁ ରୋକିବା ପାଇଁ ଲକ୍‌ଡାଉନ ହେବା ଯୋଗୁ ଅନେକ ସ୍ଥାନରେ ଶ୍ରମିକମାନେ ଫସି ରହି ଯାଇଛନ୍ତି। ଯିଏ ଯେଉଁଠି ଅଛନ୍ତି ସେହିଠାରେ ରହିବା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର କହୁଥିଲେ ମଧ୍ୟ ଶ୍ରମିକମାନେ…

ରାଜପଥ କଡ଼ରେ ଖୋଲାରହିବ ୮ ଢାବା

ବାରିପଦା ଅଫିସ, ୧ା୪- ଲକ୍‌ଡାଉନ ସମୟରେ ଅତ୍ୟାବଶ୍ୟକ ସାମଗ୍ରୀ ନେବା ଆଣିବା ପାଇଁ ଜାତୀୟ ରାଜପଥରେ ଗାଡ଼ିମୋଟର ଚଳାଚଳ ହେଉଛି। ଏହାକୁ ଦୃଷ୍ଟିରେ ରଖି ମୟୂରଭଞ୍ଜ ଜିଲାରେ ୮ଟି ଢାବାକୁ ଖୋଲିବା ପାଇଁ ଜିଲା ପ୍ରଶାସନ ପକ୍ଷରୁ ଅନୁମତି ମିଳିଛି। ଜାତୀୟ…

ମଦ ଦୋକାନକୁ ସିଲ୍‌ କଲା ଅବକାରୀ ବିଭାଗ

ଉଦଳା,୧।୪(ଡି.ଏନ୍‌.ଏ.)- ଲକ୍‌ଡାଉନ ସମୟରେ ମଦ ଦୋକାନ ବନ୍ଦ ରଖିବାକୁ ସରକାର ନିର୍ଦ୍ଦେଶ ଦେଇଥିବା ବେଳେ ସିଲ୍‌ ଭାଙ୍ଗି ଚୋରା ମଦ କାରବାର ଚାଲିଥିଲା। ଅବକାରୀ ବିଭାଗ ଚଢାଉ କରି ଏହି ମଦ ଦୋକାନକୁ ପୁଣି ସିଲ୍‌ କରି ଦେଇଥିବା ଜଣାପଡ଼ିଛି। ଏଭଳି…

 ସୀମାନ୍ତ ପରିଦର୍ଶନ କଲେ ପୂର୍ବାଞ୍ଚଳ ଆଇଜି

ବାରିପଦା ଅଫିସ, ୩୧ା୩- ଆସନ୍ତା ଏପ୍ରିଲ ୧୪ ପର୍ଯ୍ୟନ୍ତ ଲକଡାଉନକୁ କଡ଼ାକଡ଼ି ପାଳନ କରାଯିବା ସହିତ ସମସ୍ତ ରାଜ୍ୟ ଓ ଜିଲାର ସୀମାନ୍ତବର୍ତ୍ତୀ ସ୍ଥାନଗୁଡ଼ିକ ସିଲ୍‌ କରାଯାଇଛି। ଏହି ପରିପ୍ରେକ୍ଷୀରେ ମଙ୍ଗଳବାର ପୂର୍ବାଞ୍ଚଳ ଆଇଜି ଦିପ୍ତେଶ ପଟ୍ଟନାୟକ ମୟୂରଭଞ୍ଜ ଜିଲା ଗସ୍ତରେ…

ବିନା ପାରିଶ୍ରମିକରେ ମାସ୍କ ତିଆରି କରୁଛନ୍ତି ବାରିପଦାର ରାଜେନ୍ଦ୍ର: ଟୁଇଟ୍‌ କରି ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ

ବାରିପଦା ଅଫିସ, ୩୧ା୩- ବାରିପଦା ସହରର ତକତପୁର ଅଞ୍ଚଳର ରାଜେନ୍ଦ୍ର କବାଟଙ୍କ ପରିବାରବର୍ଗ ବିନା ପାରିଶ୍ରମିକରେ ମାସ୍କ ତିଆରି କରୁଛନ୍ତି। ଏନେଇ ମଙ୍ଗଳବାର ‘ଧରିତ୍ରୀ’ରେ ଖବର ପ୍ରକାଶ ପାଇବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟୁଇଟ କରି ରାଜେନ୍ଦ୍ରଙ୍କ ପରିବାରକୁ ପ୍ରଶଂସା…

ମୟୂରଭଞ୍ଜର ସବୁ ପ୍ରବେଶ ପଥ ସିଲ୍‌

ବାରିପଦା ଅଫିସ, ୩୧ା୩- କରୋନାର ମୁକାବିଲା ପାଇଁ କେନ୍ଦ୍ର ସରକାରଙ୍କ ନିର୍ଦ୍ଦେଶକ୍ରମେ ମୟୂରଭଞ୍ଜ ଜିଲାର ସମସ୍ତ ପ୍ରବେଶ ପଥକୁ ବନ୍ଦ କରି ଦିଆଯାଇଛି। ଜିଲାରେ ରହିଯାଇଥିବା ଅନ୍ୟ ରାଜ୍ୟର ଶ୍ରମିକମାନଙ୍କୁ ଲକ୍‌ଡାଉନ ସମୟରେ ବାହାରକୁ ଛଡ଼ାଯିବ ନାହିଁ। ସମସ୍ତଙ୍କୁ ଜିଲା ପ୍ରଶାସନ…

କ୍ଷେତରେ ନଷ୍ଟ ହେଉଛି ଟମାଟୋ: ଚାଷୀ ମୁଣ୍ଡରେ ଚଡ଼କ

ଠାକୁରମୁଣ୍ଡା,୩୦ା୩(ଡି.ଏନ୍‌.ଏ.)- କରୋନା ସଂକ୍ରମଣକୁ ରୋକିବା ପାଇଁ ସାରା ଭାରତରେ ଲକ୍‌ଡାଉନ ହୋଇଥିବାରୁ ଚାଷୀମାନଙ୍କ ଉପରେ ଏହାର ପ୍ରଭାବ ପଡ଼ିଛି। ବିଶେଷ କରି ଟମାଟୋ ଚାଷୀମାନଙ୍କର ଅବସ୍ଥା ସଙ୍ଗୀନ ହୋଇପଡ଼ିଛି। ଲକ୍‌ଡାଉନ ଯୋଗୁ ଲୋକେ ଘରୁ ବାହାରି ପାରୁ ନ ଥିବା ବେଳେ…

ବିନା ପାରିଶ୍ରମିକରେ ମାସ୍କ ତିଆରି

ବାରିପଦା ଅଫିସ, ୩୦ା୩- ବର୍ତ୍ତମାନ ସାରା ବିଶ୍ୱ କରୋନା ଭାଇରସ୍‌କୁ ନେଇ ଚିନ୍ତିତ। ଏହି ଭାଇରସ୍‌ ସଂକ୍ରମଣର ଚେନ୍‌କୁ ଭାଙ୍ଗିବା ପାଇଁ ଭାରତରେ ଆସନ୍ତା ୧୪ ତାରିଖ ପର୍ଯ୍ୟନ୍ତ ଲକଡାଉନ କରାଯାଇଛି। ବର୍ତ୍ତମାନ ସମୟରେ ସମସ୍ତେ ନିଜେ ନିଜ ଘରେ ରହୁଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?