୩ୟ ସ୍ତ୍ରୀଙ୍କୁ ମାରି ଥାନାରେ ଅଭିଯୁକ୍ତ
ବିଶୋଇ,୧୩ା୨(ଡ଼ି.ଏନ୍.ଏ.)- ମୟୂରଭଞ୍ଜ ଜିଲା ବିଶୋଇ ଥାନା ଅଧୀନ ଖଡ଼ମବେଡା ପଞ୍ଚାୟତର ବାଢୁଣିଆ ଗ୍ରାମ କଲୋନୀ ସାହିରେ ତୃତୀୟ ସ୍ତ୍ରୀଙ୍କୁ ହତ୍ୟା କରି ଜଣେ ବ୍ୟକ୍ତି ଥାନାରେ ଆତ୍ମସମର୍ପଣ କରିଛନ୍ତି। ପୋଲିସ ଅଭିଯୁକ୍ତ ଗୋରା ମାହାଲି(୫୫)ଙ୍କୁ ଗିରଫ କରିବା ସହ ଏକ ମାମଲା…
ନିଖୋଜ ଶିଶୁ କନ୍ୟା ଉଦ୍ଧାର
ବଡ଼ସାହି,୧୩ା୨(ସ୍ବ.ପ୍ର)-ଉତ୍ତର ଓଡ଼ିଶାର ପ୍ରସିଦ୍ଧ ମା’ ହିଙ୍ଗୁଳାଙ୍କ ବାର୍ଷିକ ପୂଜାରେ ନିଖୋଜ ଥିବା ଶିଶୁକନ୍ୟାଙ୍କୁ ବୁଧବାର ସକାଳେ ଉଦ୍ଧାର କରାଯାଇଛି। ପୋଲିସ ତାଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରିବା ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି। ଶିଶୁ କନ୍ୟାଙ୍କୁ ପାଇ ପରିବାର ଲୋକେ ଆଶ୍ୱସ୍ତି…
ଜମିବାଡ଼ି ବିବାଦରୁ ଶିକ୍ଷକଙ୍କୁ ହତ୍ୟା: ବାପ,ପୁଅ ଗିରଫ
ରାଇରଙ୍ଗପୁର,୧୨ା୨(ଡି.ଏନ୍.ଏ.): ଜମିବାଡି ବିବାଦକୁ କେନ୍ଦ୍ର କରି ଜଣେ ଶିକ୍ଷକଙ୍କୁ ସୋମବାର ସନ୍ଧ୍ୟାରେ ଟାଙ୍ଗିଆରେ ହାଣି ନିର୍ମମ ହତ୍ୟା କରାଯାଇଛି। ଏହି ଘଟଣାରେ ପୋଲିସ ଏକ ମାମଲା(ନଂ.୬/୨୦) ରୁଜୁ କରି ହତ୍ୟାକାରୀ ମୟୂରଭଞ୍ଜ ଜିଲା ଗୋରୁମହିଷାଣୀ ଥାନା ଅନ୍ତର୍ଗତ ଜାମବଣି ଗ୍ରାମର ମଦନ…
ନାବାଳିକା ବଳାତ୍କାରୀଙ୍କୁ ୧୦ ବର୍ଷ କାରାଦଣ୍ଡ
ବାରିପଦା ଅଫିସ, ୧୨ା୨- ମୟୂରଭଞ୍ଜ ଅତିରିକ୍ତ ଜିଲା ଓ ଦୌରାଜଜ୍ ତଥା ପୋକ୍ସୋ କୋର୍ଟର ବିଚାରପତି ଇତିଶ୍ରୀ ମହାପାତ୍ର ଏକ ନାବାଳିକା ବଳାତ୍କାର ମାମଲାର ଶୁଣାଣି କରି ଜଣେ ଯୁବକଙ୍କୁ ୧୦ ବର୍ଷ ସଶ୍ରମ କାରାଦଣ୍ଡାଦେଶ ପ୍ରଦାନ କରିଛନ୍ତି। ସେହିଭଳି ଦୋଷୀଙ୍କୁ…
ମା’ ହିଙ୍ଗୁଳାଙ୍କ ବାର୍ଷିକ ପୂଜାରେ ଶ୍ରଦ୍ଧାଳୁଙ୍କ ଭିଡ଼
ବଡ଼ସାହି,୧୨ା୨(ସ୍ବ.ପ୍ର)- ଉତ୍ତର ଓଡ଼ିଶାର ପ୍ରସିଦ୍ଧ ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ ସୁହାଗପୁରା-ଚାନ୍ଦଡିହା ରାସ୍ତା ମଧ୍ୟଭାଗ ଶାଳ ଜଙ୍ଗଲ ପରିସରରେ ମା’ ହିଙ୍ଗୁଳାଙ୍କ ବାର୍ଷିକ ପୂଜା ଶନିବାର ଶାନ୍ତିଶୃଙ୍ଖଳା ସହିତ ଅନୁଷ୍ଠିତ ହୋଇଛି ା ମୟୂରଭଞ୍ଜ ଜିଲା ସମେତ ପଡୋଶୀ ବାଲେଶ୍ୱର, ଭଦ୍ରକ,…
ଜମି ଚିହ୍ନଟ ପାଇଁ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଗ୍ରାମବାସୀ
ବାରିପଦା ଅଫିସ, ୧୧ା୨- ମୟୂରଭଞ୍ଜ ଜିଲା ଶ୍ୟାମାଖୁଣ୍ଟା ବ୍ଲକ ଅଧୀନ ଦୁଧିଆଶୋଳ ଗ୍ରାମବାସୀ ଜମି ପଟ୍ଟା ପାଇଥିବା ବେଳେ ସେମାନଙ୍କ ଜମି ଚିହ୍ନଟ ହୋଇପାରୁ ନାହିଁ। ଫଳରେ କିଛି ଲୋକ ଅନ୍ୟାୟ ଭାବେ ସେମାନଙ୍କ ଜମିକୁ ମାଡ଼ି ବସିଛନ୍ତି। ଏହାର ସମାଧାନ…
ଗଳାପୋଲ ନିର୍ମାଣ ଦାବିରେ ଜାତୀୟ ରାଜପଥ ଅବରୋଧ
ବାରିପଦା ଅଫିସ, ୧୧ା୨- ବାରିପଦା ସହର ମୁର୍ଗାବାଡ଼ି ଛକ ନିକଟସ୍ଥ ନିଗମାନନ୍ଦ ଆଶ୍ରମଠାରେ ନିର୍ମାଣଧିନ ପ୍ଲାଏଓଭରରେ ଏକ ଗଳା ପୋଲ ନିର୍ମାଣ ଦାବିରେ ଅଞ୍ଚଳବାସୀ ସୋମବାର ରାସ୍ତା ଅବରୋଧ କରିଥିଲେ। ପୂର୍ବାହ୍ନ ୧୦ଟାରେ ବାଲେଶ୍ୱର ଝାରପୋଖରୀଆ ୧୮ ନମ୍ବର ଜାତୀୟ ରାଜପଥକୁ…
ଫରେଷ୍ଟର ଶୋଭାକର ସିଂ ଗିରଫ ଘଟଣା: ବନ ବିଭାଗ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା
କପ୍ତିପଦା,୧୦।୨(ଡି.ଏନ୍.ଏ.): ମୟୂରଭଞ୍ଜ ଜିଲା କପ୍ତିପଦା ବନ ବିଭାଗ କାର୍ଯ୍ୟାଳୟରେ ଭିଜିଲାନ୍ସ ଚଢ଼ାଉ କରି ଫରେଷ୍ଟର ଶୋଭାକର ସିଂଙ୍କୁ ଫେବୃୟାରୀ ୬ତାରିଖରେ ଗିରଫ କରିଥିଲା। ଏହି ଘଟଣାରେ ସୋମବାର କପ୍ତିପଦା ଉନ୍ନୟନ୍ନ ମଞ୍ଚ ପକ୍ଷରୁ ବନ ବିଭାଗ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦିଆଯାଇଛି…
ଆରମ୍ଭ ହେଲା ମା’ ହିଙ୍ଗୁଳାଙ୍କ ବାର୍ଷିକ ପୂଜା
ବଡ଼ସାହି,୧୦ା୨(ସ୍ବ.ପ୍ର)- ଉତ୍ତର ଓଡିଶାର ପ୍ରସିଦ୍ଧ ମା’ ହିଙ୍ଗୁଳାଙ୍କ ବାର୍ଷିକ ପୂଜା ଶନିବାରଠାରୁ ଆରମ୍ଭ ହୋଇଛି। ୪ ଦିନ ଧରି ଅନୁଷ୍ଠିତ ହେବାକୁ ଥିବା ଏହି ପୂଜା ୧୧ତାରିଖରେ ଉଦ୍ଯାପିତ ହେବ ା ପ୍ରତିକୂଳ ପାଗ ସତ୍ତ୍ୱେ ଏହି ପୀଠରେ ହଜାର ହଜାର…
ବସ୍ରେ ଲାଗିଲା ୧୧କେଭି ବିଦ୍ୟୁତ୍ ତାର: ଅଳ୍ପକେ ରକ୍ଷା ପାଇଲେ ୭୦ ପର୍ଯ୍ୟଟକ
ବାଲିଆପାଳ, ୯।୨(ସ୍ବ.ପ୍ର.)-ବାଲିଆପାଳ ବିଦ୍ୟୁତ୍ ବିଭାଗର ଖାମଖିଆଲି ନୀତି ଯୋଗୁ ଡଗରା ବେଳାଭୂମି ରାସ୍ତାରେ ନିଶ୍ଚିତ ବିପଦରୁ ଅଳ୍ପକେ ରକ୍ଷା ପାଇଯାଇଛନ୍ତି ୭୦ ପର୍ଯ୍ୟଟକ। ଏହାକୁ ନେଇ ରବିବାର ପୂର୍ବାହ୍ନରେ ସେଠାରେ କିଛି ସମୟ ପାଇଁ ଉତ୍ତେଜନା ପ୍ରକାଶ ପାଇଥିଲା। ବାରିପଦା ଉତ୍ତରଓଡ଼ିଶା…
ମୟୂରଭଞ୍ଜରେ ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ: କ୍ଷେତ୍ର ପରିଦର୍ଶନ ସହ ବିଭିନ୍ନ କାର୍ଯ୍ୟକ୍ରମର ସମୀକ୍ଷା
ବାରିପଦା ଅଫିସ, ୯।୨-ରାଜ୍ୟ ମହିଳା ଓ ଶିଶୁ ବିକାଶ ଏବଂ ମିଶନ ଶକ୍ତି ବିଭାଗ ମନ୍ତ୍ରୀ ଟୁକୁନି ସାହୁ ଶନିବାର ଦିନିକିଆ ମୟୂରଭଞ୍ଜ ଜିଲା ଗସ୍ତ କରି ବିଭିନ୍ନ ସ୍ଥାନ ପରିଦର୍ଶନ ସହ କାର୍ଯ୍ୟକ୍ରମର ସମୀକ୍ଷା କରିଥିଲେ। ସମନ୍ବିତ ଶିଶୁ ବିକାଶ…
ପୋଲ ତଳକୁ ଖସିଲା ଧାନ ବୋଝେଇ ଟ୍ରକ
ଠାକୁରମୁଣ୍ଡା/ଯଶିପୁର,୭ା୨(ଡ଼ି.ଏନ୍.ଏ.): ମୟୂରଭଞ୍ଜ ଜିଲା ଯଶୀପୁର-ରରୁଆଁ ରାସ୍ତାର ମଉଦି ଗ୍ରାମ ନିକଟରେ ଗୁରବାର ସାରେ ଏକ ଧାନ ବୋଝେଇ ଟ୍ରକ ଭାରସାମ୍ୟ ହରାଇ ପୋଲ ଉପରୁ ପ୍ରାୟ ୩୦ ଫୁଟ ତଳକୁ ଖସି ପଡ଼ିଛି। ଦୁର୍ଘଟଣାଗ୍ରସ୍ତ ଟ୍ରକ ଡ୍ରାଇଭରଙ୍କ ଅବସ୍ଥା ଗୁରୁତର ଥିବା…
Archives


