ମୟୂରଭଞ୍ଜ

‘ ବିଦ୍ୟାର୍ଥୀ ସମୟର ସଦୁପଯୋଗ କରନ୍ତୁ’

ମୋରଡ଼ା,୧୫।୧୧(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚିତ୍ରଡ଼ାସ୍ଥିତ ଜବାହର ସରକାରୀ ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ ଶୁକ୍ରବାର ପାଳିତ ହୋଇଯାଇଛି। ପ୍ରଧାନ ଶିକ୍ଷୟିତ୍ରୀ ମୀନାକ୍ଷୀ ନନ୍ଦୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବେ ନଗର ଉନ୍ନୟନ ମନ୍ତ୍ରୀ…

ଗଣମାଧ୍ୟମ ପ୍ରତିନିଧିଙ୍କୁ ମାଡ଼ ଅଭିଯୋଗ

ମୋରଡ଼ା,୯ା୧୧(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ଥାନା ଅଧୀନ ସରାଶୋଳ ଗ୍ରାମର କାର୍ଯ୍ୟରତ ଖବରଦାତାଙ୍କୁ ମାଡ଼ ଅଭିଯୋଗ ହୋଇଛି। ଏନେଇ ଅଭିଯୋଗ ପରେ ପୋଲିସ ମାମଲା ରୁଜୁ କରି ତଦନ୍ତ କରୁଛି। ସୂଚନା ଅନୁଯାୟୀ, ସରାଶୋଳ ଗ୍ରାମର କାର୍ଯ୍ୟରତ ଖବରଦାତା ଚିତ୍ତରଞ୍ଜନ…

ମୋରଡ଼ା ପଞ୍ଚାୟତ ସମିତିର ସ୍ବତନ୍ତ୍ର ଅଧିବେଶନ

ମୋରଡ଼ା,୭ା୧୧(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ପଞ୍ଚାୟତ ସମିତିର ସ୍ବତନ୍ତ୍ର ସାଧାରଣ ଅଧିବେଶନ ଚିତ୍ରଡାସ୍ଥିତ ବ୍ଲକ କାଯଳୟ କନଫରେନ୍ସ ହଲରେ ଅନୁଷ୍ଠିତ ହୋଇଯାଇଛି। ବ୍ଲକ ଅଧ୍ୟକ୍ଷ ପୀଥନାଥ ସୋରେନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଅଧିବେଶନରେ ବିଡିଓ ଅଣାକର ନାଏକ, ଅତିରିକ୍ତ ତହସିଲଦାର ଜୟନ୍ତ…

୩ ବନ କର୍ମଚାରୀଙ୍କୁ ନିଲମ୍ବନ କଲା ବନ ବିଭାଗ

ବାରିପଦା,୬ା୧୧: ବାରିପଦା ବେତନଟୀ ରେଞ୍ଜର ବନପାଳ ଏବଂ ଦୁଇ ବନରକ୍ଷୀଙ୍କୁ ନିଲମ୍ବନ କରାଯାଇଛି। ହାତୀ ମୃତ୍ୟୁ ଘଟଣାରେ ଏହି ୩ ବନ କର୍ମଚାରୀ ନିଲମ୍ବିତ ହୋଇଛନ୍ତି। ସୂଚନାନୁଯାୟୀ, ବେତନଟୀ ରେଞ୍ଜରେ ବିଭିନ୍ନ ସ୍ଥାନରେ ୨୦ରୁ ଅଧିକ ଝାଡ଼ଖଣ୍ଡୀ ହାତୀ ବୁଲୁଥିବାବେଳେ ଏକ…

ଗ୍ୟାରେଜରେ ପଶିଲା ମିକ୍ସଚର ମେଶିନ, ୨ ଗୁରୁତର

ମୋରଡ଼ା/ରାସଗୋବିନ୍ଦପୁର,୫ା୧୦(ସ୍ମାରକ ମାଜୀ/ସତ୍ୟବାଦୀ ପରିଡ଼ା)- ଏକ ଟାଟା ଏସ୍‌ରେ ଥିବା ମିକ୍ସଚର ମେଶିନଟି ଗଳି ପଡ଼ି ଏକ ଗ୍ୟାରେଜରେ ପଶି ଯିବାରୁ ୨ ଜଣ ଗୁରୁତର ହୋଇଛନ୍ତି। ସୂଚନା ମୁତାବକ, ମଙ୍ଗଳବାର ଅପରାହ୍ନ ୫ଟା୩୦ରେ ଏକ ଟାଟାଏସ ଗାଡ଼ି ମିକ୍ସଚର ମେଶିନ ନେଇ…

ଜଳେଶ୍ୱରରୁ ଚୋରି ଟ୍ରକ୍‌ ରାସଗୋବିନ୍ଦପୁରରେ ଠାବ, ୩ ଗିରଫ

ମୋରଡ଼ା,୨।୧୧(ସ୍ମାରକ ମାଜୀ): ବାଲେଶ୍ୱର ଜିଲା ଜଳେଶ୍ୱର ଥାନା ଅଞ୍ଚଳରୁ ଶନିବାର ଚୋରି ହୋଇଥିବା ଏକ ଟ୍ରକ୍‌କୁ ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ପୋଲିସ ଠାବ କରିବା ସହ ୩ଜଣଙ୍କୁ ଗିରଫ କରିଛି। ଗିରଫ ୩ଜଣ ହେଲେ ବାରିପଦା ଟାଉନ ଥାନା ଅଞ୍ଚଳର ଭିକି…

ଶାଲିମାର ଟ୍ରେନ ଧକ୍କାରେ ଦାନ୍ତହାତୀର ମୃତ୍ୟୁ

ବାରିପଦା, ୧।୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶାଲିମାର-ଭଞ୍ଜପୁର ଏକ୍ସପ୍ରେସ ଟ୍ରେନ ଧକ୍କାରେ ଶନିବାର ରାତି ଦନ୍ତାହାତୀର ମୃତ୍ୟୁ ଘଟିଛି । ଭଞ୍ଜପୁର ଅଭିମୁଖେ ଯାଉଥିବା ସମୟରେ ବେତନଟୀ ଠାରୁ ୪କିମି ଦୂର ଆଗ୍ରିଆ ରେଳକ୍ରସିଂ ନିକଟରେ ଏକ ଦନ୍ତା ହାତୀକୁ ଧକ୍କା ଦେବା…

ବ୍ୟବସାୟୀଙ୍କୁ ଅପହରଣ କରି ଅସୁଲିଥିଲେ ୪୦ ଲକ୍ଷ ଟଙ୍କା, ୪ ଡ଼କାୟତଙ୍କୁ ବାନ୍ଧିଲା ବୈଶିଙ୍ଗା ପୋଲିସ…

ବୈଶିଙ୍ଗା,୧।୧୧(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅଞ୍ଚଳରେ ଜନୈକ ରାଇସ ମିଲ ମାଲିକଙ୍କୁ ଦିନ ଦ୍ବିପହରରେ ମାରଣାସ୍ତ୍ର ଦେଖାଇ ୧୮ ନଂ ଜାତୀୟ ରାଜପଥ ଉପରୁ ଅପହରଣ କରି ନେଇଥିଲେ। ପରେ ତାଙ୍କ ଠାରୁ ୪୦ ଲକ୍ଷ ଟଙ୍କା ଅସୁଲିଥିବା…

ଅଲୋଡ଼ା ଶିଶୁ କନ୍ୟା: ବ୍ୟାଗରେ ପଡ଼ିଛି ନବଜାତ

ମୋରଡ଼ା(ସ୍ମାରକ ମାଜୀ)/ରାସଗୋବିନ୍ଦପୁର(ସତ୍ୟବାଦୀ ପରିଡ଼ା),୧ା୧୧- ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ପୋଲିସ ଶୁକ୍ରବାର ଏକ ନବଜାତ ଶିଶୁ କନ୍ୟା ମୃତଦେହ ଜବତ କରିଛି। ସୂଚନା ଅନୁଯାୟୀ, ଅପରାହ୍ନ ୨ଟା ସମୟରେ ରାସଗୋବିନ୍ଦପୁର ଥାନା ଅଧୀନ ମୂଷାମାରୀ ଛକଠାରୁ ୨୦୦ ମିଟର ଦୂର ଏକ…

ଗୋମାସଂ ନେଇ ଯାଉଥିଲେ, ଧରିପକାଇଲେ ଲୋକେ

ମୋରଡ଼ା,୨୯ା୧୦(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ବଜାର ଦେଇ ଜଣେ ବେପାରୀ ଗୋ ମାଂସ ବିକ୍ରି କରିବାକୁ ନେଉଥିବା ସମୟରେ ସ୍ଥାନୀୟ ଲୋକଙ୍କ ହାତରେ ଧରା ପଡ଼ିଛନ୍ତି। ଲୋକେ ତାଙ୍କୁ ପୋଲିସ ଜିମା ଦେଇଛନ୍ତି। ସୂଚନା ଅନୁଯାୟୀ, ମଙ୍ଗଳବାର ପୂର୍ବାହ୍ନ ୧୧ଟା…

ବସ୍‌କୁ ଗୋଡ଼ାଇଲା ହାତୀ: ଯାତ୍ରୀ ଆତଙ୍କିତ

ବେତନଟୀ, ୨୫ା୧୦ (ଧରଣୀଧର ମହାନ୍ତି): ଖାଦ୍ୟ ଅନ୍ବେଷଣରେ ବନ୍ୟଜନ୍ତୁ ଜନବସତିମୁହାଁ ହେଉଛନ୍ତି। ବିଭିନ୍ନ ସମୟରେ ହାତୀପଲ ଜନବସତିରେ ପଶି ଘରଦ୍ୱାର ଭାଙ୍ଗିବା ସହ ଚାଷଜମିରେ ପଶି ଦଳମକଚି ନଷ୍ଟ କରିଦେଉଛନ୍ତି। ଅନେକ ସମୟରେ ଜୀବନହାନି ମଧ୍ୟ ହେଉଛି। ମୟୂରଭଞ୍ଜ ଜିଲା ବେତନଟୀ…

ଯାତ୍ରା ଦେଖି ଘରକୁ ଫେରୁଥିଲେ ୨ ନାବାଳିକା: କେନାଲକୁ ଟାଣିନେଇ ଗଣବଳାତ୍କାର

ମୋରଡା,୨୫/୧୦(ସ୍ମାରକ ମାଜୀ )- ଯାତ୍ରା ଦେଖି ଘରକୁ ଫେରୁଥିବା ସମୟରେ ୨ ଜଣ ଆଦିବାସୀ ନାବାଳିକାଙ୍କୁ ଗଣବଳାତ୍କାର ହୋଇଥିବାର ଅଭିଯୋଗ ହୋଇଛି l ଏପରି ଲଜ୍ଜାଜନକ ଘଟଣା ଘଟିଛି ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଞ୍ଚଳରେ l ସୂଚନା ଅନୁଯାୟୀ, ଉକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?