ରେଳ ବଜେଟରେ ମୟୂରଭଞ୍ଜକୁ ଅବହେଳା ନେଇ ବିକ୍ଷୋଭ
ବାରିପଦା ଅଫିସ, ୭ା୨- ରେଳବଜେଟରେ ଓଡ଼ିଶାର ବିଭିନ୍ନ ରେଳପ୍ରକଳ୍ପ ଲାଗି ୪୩୭୩ କୋଟି ଟଙ୍କା ବ୍ୟୟ ବରାଦ ହୋଇଛି। ଓଡ଼ିଶାର ଅନ୍ୟାନ୍ୟ ରେଳ ପ୍ରକଳ୍ପ ଲାଗି ଟଙ୍କା ମଞ୍ଜୁର ହୋଇଥିବା ବେଳେ ମୟୂରଭଞ୍ଜ ଜିଲାରେ ରେଳପଥର ଉନ୍ନତିକରଣ ପାଇଁ ସେଭଳି ଆଖିଦୃଶିିଆ…
ଗୁଣ୍ଡୁରିଆ ଶହୀଦ ଦିବସ ସମାବେଶ
ରାଇରଙ୍ଗପୁର,୭ା୨(ଡି.ଏନ୍.ଏ.): ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚା(ଜେଏମ୍ଏମ୍) ପକ୍ଷରୁ ଗୁରୁବାର ଗୁଣ୍ଡୁରିଆ ଶହୀଦ ଦିବସ ସମାବେଶ ଅନୁଷ୍ଠିତ ହୋଇଯାଇଛି। ରାଇରଙ୍ଗପୁର କଚେରୀ ପଡ଼ିଆ ପରିସରରେ ଆୟୋଜିତ ସଭାରେ ମୁଖ୍ୟ ଅତିଥି ଭାବେ ପଡ଼ୋଶୀ ଝାଡ଼ଖଣ୍ଡର ପରିବହନ ଓ ଆଦିବାସୀ ବିଭାଗ ମନ୍ତ୍ରୀ ଚମ୍ପାଇ ସୋରେନ ଏବଂ…
ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟରେ ଛାତ୍ର ଅଶାନ୍ତି
ଖୁଣ୍ଟା,୭ା୨(ଡ଼ି.ଏନ୍.ଏ.): ଖୁଣ୍ଟା ବ୍ଲକ ଅଧୀନ ଧାନଘେରା ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟରେ ଗୁରୁବାର କେତେକ ସମସ୍ୟାକୁ ନେଇ ଛାତ୍ର ଅଶାନ୍ତି ଦେଖା ଦେଇଥିଲା। ଉଦଳା ଆଇଟିଡିଏ ପ୍ରକଳ୍ପ ପ୍ରଶାସକଙ୍କ ହସ୍ତକ୍ଷେପ ପରେ ଛାତ୍ରୀଛାତ୍ରମାନେ ଶାନ୍ତ ପଡିଥିବା ଜଣାପଡ଼ିଛି । ଉକ୍ତ ବିଦ୍ୟାଳୟରେ…
କନ୍ୟାଶ୍ରମ ଛାତ୍ରୀଙ୍କ ଅସ୍ବାଭାବିକ ମୃତ୍ୟୁ:ରାସ୍ତା ଅବରୋଧ
ରାସଗୋବିନ୍ଦପୁର,୭।୨(ଡି.ଏନ.ଏ)- ରାସଗୋବିନ୍ଦପୁର ବ୍ଲକ ଅଧୀନ ଦେବଶୋଳସ୍ଥିତ କନ୍ୟାଶ୍ରମର ଜଣେ ଆଦିବାସୀ ଛାତ୍ରୀଙ୍କ ଅସ୍ବାଭାବିକ ମୃତ୍ୟୁକୁ ନେଇ ରାସଗୋବିନ୍ଦପୁର ପେସା କମିଟି ପକ୍ଷରୁ ରାସ୍ତାରୋକ କରାଯାଇଥିଲା। ସାମାନ୍ୟ ଥଣ୍ଡାଜ୍ୱରରେ ଆକ୍ରାନ୍ତ ହୋଇଥିବା ଆଶ୍ରମ ସ୍କୁଲରେ ୭ମ ଶ୍ରେଣୀରେ ଅଧ୍ୟୟନରତ ଉକ୍ତ ଛାତ୍ରୀଙ୍କ ଅସ୍ବାଭାବିକ…
ବ୍ରାଉନ ସୁଗାର ଜବତ: ଜଣେ ଗିରଫ
ରାଇରଙ୍ଗପୁର,୬ା୨(ଡି.ଏନ୍.ଏ.)- ରାଇରଙ୍ଗପୁର ପୋଲିସ ବୁଧବାର ଚଢାଉ କରି ୧୨ ଗ୍ରାମ ବ୍ରାଉନସୁଗାର ଜବତ କରିବା ସହ ଜଣଙ୍କୁ ଗିରଫ କରିଛି। ସର୍କଲ ଏସ୍ଡିପିଓ ସ୍ନେହାଶିଷ ସାହୁଙ୍କ ନେତୃତ୍ୱରେ ଟାଉନ ଥାନା ଅଧିକାରୀ ଇନ୍ସପେକ୍ଟର ରେଣୁବାଳା ସାହୁ ଏବଂ ସବ୍ଇନ୍ସପେକ୍ଟର ସଙ୍ଗୀତା ଦାସ…
ବେକାରମୁକ୍ତ ମୟୂରଭଞ୍ଜ ଗଠନ ପାଇଁ ଦାବିପତ୍ର
ବାରିପଦା ଅଫିସ, ୬ା୨- ଅଣରାଜନୈତିକ ଯୁବ ସଂଗଠନ ଭଞ୍ଜ ସେନା ପକ୍ଷରୁ ବୁଧବାର ବେକାରମୁକ୍ତ ମୟୂରଭଞ୍ଜ ଗଠନ ଦାବିରେ ଜିଲା ପ୍ରଶାସନ ଜରିଆରେ ମୁଖ୍ୟମନ୍ତ୍ରୀଙ୍କ ନିକଟକୁ ଦାବିପତ୍ର ପ୍ରଦାନ କରାଯାଇଛି। ସେନାର ସଭାପତି ପିଣ୍ଟୁ ମାଇତିଙ୍କ ନେତୃତ୍ୱରେ ଏକାଧିକ କର୍ମୀ ବେକାରମୁକ୍ତ…
ଦନ୍ତା ଆକ୍ରମଣରେ ଦୁଇ ଆହତ
ବଡ଼ସାହି,୫ା୨(ସ୍ବ.ପ୍ର)- ବଡ଼ସାହି ଥାନା ଅଧୀନ ଦେଉଳିଆ ପଞ୍ଚାୟତ ଗଦଗଦି ଗ୍ରାମର ଦୁଇ ମହିଳା ଦନ୍ତା ଆକ୍ରମଣରେ ଆହତ ହୋଇଛନ୍ତି ା ମହିଳା ଦ୍ୱୟ ହେଲେ ସେହି ଗ୍ରାମର ଲକ୍ଷ୍ମୀ ଟୁଡୁ ଓ କାପୁରା ହେମ୍ବ୍ରମ ା ବନବିଭାଗ ପକ୍ଷରୁ ଆହତମାନଙ୍କୁ ବାରିପଦା…
ବିଦ୍ୟୁତ୍ ଖୁଣ୍ଟ , ଗଛ ନ ଉଠିବାରୁ ଧାରଣା
ବେତନଟୀ, ୫ା୨(ଡି.ଏନ୍.ଏ.)- ବେତନଟୀ ବଜାରରେ ନୂତନ ରାସ୍ତା ନିର୍ମାଣ ଚାଲିଥିବା ବେଳେ ବିଦ୍ୟୁତ୍ ଖୁଣ୍ଟ ଓ ଗଛ ନ ଉଠିବାରୁ ବେତନଟୀ ସିଭିଲ୍ ସୋସାଇଟି ସଂଗଠନ ପକ୍ଷରୁ ବଙ୍ଗଳାଛକ ନିକଟ ପୂର୍ତ୍ତ ବିଭାଗ ଫାଟକ ସମ୍ମୁଖରେ ମଙ୍ଗଳବାର ଧାରଣା ଦିଆଯାଇଥିଲା। ଖବରପାଇ…
୮୦ ବର୍ଷୀୟା ମହିଳାଙ୍କୁୁ ମିଳୁନି ଭତ୍ତା
ବଡ଼ସାହି,୫ା୨(ସ୍ବ.ପ୍ର)-୩୦ ବର୍ଷ ତଳେ ସ୍ବାମୀ ଆର ପାରିକୁ ଚାଲି ଗଲେଣି। ବୟସ ୮୦ ଛୁଇଁଲାଣି ା ଅଣ୍ଟାରେ ବଳ ନ ଥିବା ବେଳେ ଚାଲିବାକୁ ଅକ୍ଷମ ା ଏପରି ସ୍ଥଳେ ଆତ୍ମୀୟ ମୁହଁ ଫେରାଇ ନେଇ ଥିବାରୁ କେବଳ ନାତି ଆଶ୍ରାରେ…
ପୁରୁଣା ବାରିପଦା କଲେଜରେ ଉତ୍ତେଜନା
କୁଆମରା ୪।୨(ଡିଏନଏ)- ଗୋପବନ୍ଧୁ ନଗର ବ୍ଲକ ଅନ୍ତର୍ଗତ ପୁରୁଣା ବାରିପଦା ଆଞ୍ଚଳିକ ଡିଗ୍ରୀ ମହାବିଦ୍ୟାଳୟର ପୂର୍ବତନ ଅଧ୍ୟକ୍ଷ ମନୋଜ କୁମାର ସାହୁଙ୍କୁ ନେଇ କଲେଜର ସୋମବାର ପୁଣି ବିବାଦୀୟ ପରିସ୍ଥିତି ଦେଖାଦେଇଛି। ପୋଲିସ ହସ୍ତକ୍ଷେପ ପରେ ପରିସ୍ଥିତି ଶାନ୍ତ ପଡ଼ିଛି। ସୂଚନା…
ପୁଅର ଦରମା ପାଇଁ ମା’ ବାପାଙ୍କ ଆମରଣ ଅନଶନ
ଖୁଣ୍ଟା,୪ା୨(ଡ଼ି.ଏନ୍.ଏ.)-ପୁଅର ଦରମା ଟଙ୍କା ମଞ୍ଜୁର ପାଇଁ ମା’ବାପାଙ୍କୁ ଆମରଣ ଅନଶନରେ ବସିବାକୁ ପଡ଼ିଛି । ଏପରି ଘଟଣା ଘଟିଛି ମୟୂରଭଞ୍ଜ ଜିଲା ଖୁଣ୍ଟା ବ୍ଲକ ଅଧୀନ ଡୁକୁରା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ। ଉକ୍ତ ସ୍ବାସ୍ଥ୍ୟ କେନ୍ଦ୍ରରେ ସହକାରୀ ଡାକ୍ତର ରୂପେ କାର୍ଯ୍ୟରତ ସଂକଳ୍ପ…
ପିଆରଏମ ମେଡିକାଲ କଲେଜ ଅଧୀକ୍ଷକଙ୍କ ବହିଷ୍କାର ଦାବି କଲା ଭଞ୍ଜସେନା
ବାରିପଦା ଅଫିସ, ୪ା୨- ପଣ୍ଡିତ ରଘୁନାଥ ମୁର୍ମୁ (ପିଆରଏମ୍) ମେଡ଼ିକାଲ କଲେଜ ଓ ହସ୍ପିଟାଲରେ ବିପର୍ଯ୍ୟସ୍ଥ ସ୍ବାସ୍ଥ୍ୟସେବା ବିରୋଧରେ ସୋମବାର ଭଞ୍ଜସେନାର କାର୍ଯ୍ୟକର୍ତ୍ତା ଜିଲା ପ୍ରଶାସନ ଜରିଆରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ପ୍ରଦାନ କରିଛନ୍ତି। ଲାଗି ରହିଥିବା ଅବ୍ୟବସ୍ଥାକୁ ସଜାଡ଼ିବା…
Archives


