ମୟୂରଭଞ୍ଜ

ବାଇକ୍‌ରୁ ପଡ଼ି ୨ ଜଣଙ୍କ ଜୀବନ ଗଲା

କପ୍ତିପଦା,୧୬ା୩(ଡ଼ି.ଏନ୍‌.ଏ)- ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ଅଧୀନ ନେଦାମ ନିକଟରେ ସୋମବାର ଅପରାହ୍ନ ୪ଟାରେ ଏକ ବାଇକ୍‌ରୁ ପଡ଼ି ୨ ଜଣଙ୍କ ମୃତ୍ୟୁ ଘଟିଛି। ମୃତକ ଦ୍ୱୟ ହେଲେ ଉଦଳା ଥାନା ଅଧୀନ ପାଟପୁର ଗ୍ରାମର ମନୋଜ ଖଣ୍ଡେଇ ଓ ମଙ୍ଗୁଳୁ…

ମୟୂରଭଞ୍ଜ: ବିଦେଶ ଫେରନ୍ତାଙ୍କ ଉପରେ ନଜର ରଖିବାକୁ ନିର୍ଦ୍ଦେଶ

ବାରିପଦା ଅଫିସ, ୧୬ା୩- ବିଶ୍ୱ ବ୍ୟାପୀ ଆତଙ୍କ ଖେଳାଇଥିବା କରୋନା ଭାଇରସ୍‌ର ମୁକାବିଲା ଲାଗି ରାଜ୍ୟ ସରକାରଙ୍କ ନିର୍ଦ୍ଦେଶାବଳୀ ଅନୁଯାୟୀ ମୟୂରଭଞ୍ଜ ଜିଲା ପ୍ରଶାସନ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ବିଦେଶରୁ ଗ୍ରାମକୁ ଆସୁଥିବା ଲୋକଙ୍କ ଉପରେ କଡ଼ା ନଜର ରଖିବାକୁ…

ଜଙ୍ଗଲରୁ ଆଦିବାସୀଙ୍କ ଉଚ୍ଛେଦକୁ ବିରୋଧ

ଯଶୀପୁର,୧୬ା୩(ଡି.ଏନ୍‌.ଏ.)-ଶିମିଳିପାଳ ଅଭୟାରଣ୍ୟ ସଂଲଗ୍ନ ଅସ୍ତକୁମାର ପଞ୍ଚାୟତର ବଳାରାମପୁରଠାରେ ଶନିବାର ବନବାସୀଙ୍କୁ ନେଇ ବୈଠକ ଅନୁଷ୍ଠିତ ହୋଇଥିଲା। ଜଙ୍ଗଲ ଇଲାକାରେ ବସବାସ କରୁଥିବା ଆଦିବାସୀଙ୍କୁ ଉଚ୍ଛେଦ କରାଯିବା ସଂକ୍ରାନ୍ତ ନିଷ୍ପତ୍ତିକୁ ସେମାନେ ବିରୋଧ କରିଥିଲେ। ଏହାଦ୍ୱାରା ବନବାସୀ ତଥା ଆଦିବାସୀଙ୍କ ଜୀବନଜୀବିକା ପ୍ରଭାବିତ…

ପରଲୋକରେ ସଙ୍ଗୀତ ନିର୍ଦ୍ଦେଶକ ବାଚୁ ମୁଖାର୍ଜୀ

ବାରିପଦା ଅଫିସ, ୧୬ା୩- ଓଡ଼ିଆ ସିନେଜଗତର ବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ ବାଚୁ ମୁଖାର୍ଜୀ(୬୪)ଙ୍କ ରବିବାର ହୃଦ୍‌ଘାତରେ ପରଲୋକ ଘଟିଛି। ସନ୍ଧ୍ୟାରେ ବାରିପଦା ଲାଲବଜାରସ୍ଥିତ ନିଜ ବାସଭବନରେ ଥିବା ବେଳେ ହଠାତ୍‌ ତାଙ୍କ ଛାତିରେ ଯନ୍ତ୍ରଣା ହୋଇଥିଲା। ପରିବାର ଲୋକେ ଚିକିତ୍ସା ପାଇଁ…

ବାଲଡିହା ଡ୍ୟାମ ନବକଳେବର ନେଇ ଆଶଙ୍କାରେ ଚାଷୀ

ବାରିପଦା ଅଫିସ, ୧୬ା୩- ମୟୂରଭଞ୍ଜ ଜିଲା ଶ୍ୟାମାଖୁଣ୍ଟା ବ୍ଲକ ଅଧୀନ ବାଲଡି଼ହା ଡ଼୍ୟାମର ବର୍ତ୍ତମାନ ନବକଳେବର ହୋଉଥିବା ବେଳେ ଏହାକୁ ନେଇ ଚାଷୀମାନେ ଆଶଙ୍କା ବ୍ୟକ୍ତ କରିଛନ୍ତି। ଚାଷୀମାନେ ଅଭିଯୋଗ କରିଛନ୍ତି ଯେ, ଡ୍ୟାମ୍‌ରୁ ବାହାରୁଥିବା ମାଟିକୁ ଡ୍ୟାମ୍‌ କଡ଼ରେ ଦିଆ…

ସବୁଜିମା ଆଣିବା ଲକ୍ଷ୍ୟରେ  ‘ସବୁଜ ସୁନ୍ଦର ବାରିପଦା’

ବାରିପଦା ଅଫିସ, ୧୫ା୩- ବାରିପଦା ସହରକୁ ସବୁଜ ସୁନ୍ଦର କରିବା ଲକ୍ଷ୍ୟରେ ୨୦୧୪ରେ କେତେକ ଯୁବକ ସଂଗଠିତ ହୋଇ ‘ସବୁଜ ସୁନ୍ଦର ବାରିପଦା’ ସଙ୍ଗଠନ ଗଢିଥିଲେ । ଇତିମଧ୍ୟରେ ୬ ବର୍ଷ ବିତିଲାଣି। ସଂଗଠନର ସଦସ୍ୟା ଓ ସଦସ୍ୟମାନେ ସହରରେ ଥିବା…

କରୋନାରୁ ରକ୍ଷା ପାଇଁ ମା’ ଅମ୍ବିକା ମନ୍ଦିରରେ ଦୀପଦାନ

ବାରିପଦା ଅଫିସ, ୧୫ା୩ -ସାରା ବିଶ୍ୱରେ ମହାମାରୀ ରୂପ ନେଇଥିବା କରୋନା ଭାଇରସ ଦାଉରୁ ରକ୍ଷା ପାଇବା ଲାଗି ସ୍ଥାନୀୟ ‘ହେଲ୍ପିଂ ବୟ’ ଅନୁଷ୍ଠାନ ପକ୍ଷରୁ ସ୍ଥାନୀୟ ମା’ ଅମ୍ବିକା ମନ୍ଦିରରେ ଶନିବାର ଦୀପଦାନ କରାଯାଇଥିଲା। ମୟୂରଭଞ୍ଜବାସୀଙ୍କ ସମେତ ସାରା ଦେଶରେ…

ବ୍ରାଉନସୁଗାର ଜବତ: ମହିଳାଙ୍କ ସମେତ ୨ ଗିରଫ

ବାରିପଦା ଅଫିସ, ୧୫ା୩- ମୟୂରଭଞ୍ଜ ଜିଲାରେ ବ୍ରାଉନ ସୁଗାର ର଼୍ୟାକେଟ ସକ୍ରିୟ ଥିବା ସୂଚନା ମିଳିଛି। ଶନିବାର ବାରିପଦା ଟାଉନ ପୋଲିସ ଚଢ଼ାଉ କରି ୧୦.୦୯ ଗ୍ରାମ୍‌ ବ୍ରାଉନ ସୁଗାର ଜବତ କରି ଜଣେ ମହିଳାଙ୍କ ସମେତ ୨ ଜଣଙ୍କୁ ଗିରଫ…

କରୋନା ପାଇଁ ଖୋଲିଲା ସ୍ବତନ୍ତ୍ର ୱାର୍ଡ଼

ବାରିପଦା ଅଫିସ,୧୪ା୩: କରୋନା ଭାଇରସ୍‌ ଯେଭଳି ନ ବ୍ୟାପିବ ସେଥିଲାଗି ବିଭିନ୍ନ ସ୍ତରରେ ସଚେତନତା ସୃଷ୍ଟି କରାଯାଉଛି । ଏହି ରୋଗ ବିଶ୍ୱବ୍ୟାପୀ ଆତଙ୍କ ଖେଳାଇଥିବାରୁ ଏ ଦିଗରେ ସଚେତନା ସୃଷ୍ଟି ଲାଗି ,ଠାକାର ପ୍ରଶାସନ ତତ୍ପର ହୋଇ ଉଠିଛି। ଏହି…

ଅଦିନିଆ ଝଡ଼ରେ ଉଡ଼ିଲା ସ୍କୁଲ ଛପର

କପ୍ତିପଦା,୧୪ା୩(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ୍‌ ଶାଳଚୁଆ ପଞ୍ଚାୟତ ଅଞ୍ଚଳରେ ଶନିବାର ଅପରାହ୍ନରେ ଅଦିନିଆ ଝଡ଼ବର୍ଷା ହେବାରୁ ବ୍ୟାପକ କ୍ଷୟକ୍ଷତି ଘଟିଛି। ସ୍ଥାନୀୟ ସରକାରୀ ଉଚ୍ଚ ବିଦ୍ୟାଳୟର ଆଜବେଷ୍ଟସ୍‌ ଛପର ଉଡି ନଷ୍ଟଭ୍ରଷ୍ଟ ହୋଇଛି। ଣ୍ରେଣୀ ଗୃହରେ ପିଲା ପାଠ ପଢୁଥିବା…

ବକେୟା ବିଦ୍ୟୁତ୍‌ ବିଲ୍‌ ଆଦାୟକୁ ନେଇ ହାତାହାତି

ଉଦଳା,୧୪ା୩(ଡ଼ି.ଏନ୍‌.ଏ.)- ବକେୟା ବିଲ୍‌ ଆଦାୟ ନ ହେବାରୁ ବିଦ୍ୟୁତ୍‌ କାଟକୁ କେନ୍ଦ୍ର କରି ମୟୂରଭଞ୍ଜ ଜିଲା ଉଦଳା ନେସ୍କୋ କାର୍ଯ୍ୟାଳୟ କର୍ମଚାରୀ ଏବଂ ଉପଭୋକ୍ତା ମୁହଁାମୁହିଁ ହୋଇଛନ୍ତି ା ଉଭୟ ପକ୍ଷଙ୍କ ମଧ୍ୟରେ ପ୍ରଥମେ ବାକ୍‌ବିତଣ୍ଡା ଓ ପରେ ହାତାହାତି ପର୍ଯ୍ୟନ୍ତ…

ଯଶିପୁରରେ ସିଏଏ,ଏନ୍‌ଆର୍‌ସିକୁ ବିରୋଧ

ଯଶିପୁର,୧୩ା୩(ଡି.ଏନ୍‌.ଏ.)- ସିଏଏ, ଏନ୍‌ଆରସି, ଏନ୍‌ପିଆରକୁ ବିରୋଧ କରି ଯଶିୁପରଠାରେ ଏକ ଗଣ କନଭେନଶନ ଅନୁଷ୍ଠିତ ହୋଇଯାଇଛି। ସ୍ଥାନୀୟ ଅଞ୍ଚଳର ଶିକ୍ଷାବିତ, ବୁଦ୍ଧିଜୀବୀ ଓ ସଚେତନ ନାଗରିକମାନଙ୍କୁ ନେଇ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଶିକ୍ଷକ ନେତା କ୍ଷୀରୋଦ କୁମାର କର ମୁଖ୍ୟବକ୍ତା ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?