ମୟୂରଭଞ୍ଜ

ସାଧାରଣତନ୍ତ୍ର ଦିବସ ଆଜି: ବାରିପଦା ସହରରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

ବାରିପଦା ଅଫିସ,୨୬।୧-ମୟୂରଭଞ୍ଜ ଜିଲା ସଦରମହକୁମା ବାରିପଦାରେ ରବିବାର ଜିଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ରିଜର୍ଭ ପୋଲିସ ପରେଡ୍‌ ପଡ଼ିଆରେ ପାଳନ କରାଯିବ। ରାଜ୍ୟ ସରକାରଙ୍କ ସୂଚନା ଓ ଲୋକସମ୍ପର୍କ ବିଭାଗ ମନ୍ତ୍ରୀ ରଘୁନନ୍ଦନ ଦାସ ମୁଖ୍ୟଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ…

ବାରିପଦା ବନଖଣ୍ଡରେ ଅଛନ୍ତି ୮୧୫୭ ପକ୍ଷୀ

ବାରିପଦା ଅଫିସ,୨୫ା୧- ଶୀତ ଋତୁରେ ମୟୂରଭଞ୍ଜ ଜିଲାକୁ ଦେଶ ବିଦେଶ ତଥା ବିଭିନ୍ନ ଅଞ୍ଚଳରୁ ଆସୁଥିବା ପକ୍ଷୀଙ୍କ ଗଣନା କାର୍ଯ୍ୟ ଗତ ୩ ଓ ୪ ତାରିଖ ଦୁଇଦିନ ଧରି କରାଯାଇଥିଲା। ବାରିପଦା ବନଖଣ୍ଡର ୭ଟି ବନାଞ୍ଚଳରେ ଗଣନା କାର୍ଯ୍ୟ ଶେଷ…

କାର୍ଯ୍ୟ ବନ୍ଦ ଡକରା ଦେଲା ବ୍ୟାଙ୍କ ଅଧିକାରୀ ଓ କର୍ମଚାରୀ ସଂଘ

ବାରିପଦା ଅଫିସ,୨୫ା୧- ବାରିପଦା ବ୍ୟାଙ୍କ ଅଫ ଇଣ୍ଡିଆ ଶାଖାର ସମସ୍ତ ଅଧିକାରୀ ଓ କର୍ମଚାରୀମାନେ ମିଳିତ ଭାବେ ବିଭିନ୍ନ ଦାବି ନେଇ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ସମ୍ମାନଜନକ ଦରମା ବୃଦ୍ଧି, ୫ ଦିବସ ବ୍ୟାଙ୍କ ସେବା ଏବଂ ଅନ୍ୟାନ୍ୟ ଦାବି ଏଥିରେ…

୭ ଟ୍ରେଲର ଡ୍ରାଇଭରଙ୍କ ଲାଇସେନ୍ସ ବାତିଲ୍‌

ବାରିପଦା ଅଫିସ,୨୫ା୧- ଅତ୍ୟଧିକ ମାଲ୍‌ ପରିବହନ କରୁଥିବା ୭ ଭାରିଯାନ (ଟ୍ରେଲର) ଡ୍ରାଇଭରଙ୍କ ଲାଇସେନ୍ସ ୩ ମାସ ପର୍ଯ୍ୟନ୍ତ ବାତିଲ କରାଯାଇଛି। ଏହି ଟ୍ରେଲରଗୁଡିକରୁ ୫ ଲକ୍ଷ ୫୫୦ ଟଙ୍କା ଜରିମାନା ମଧ୍ୟ ଆଦାୟ କରାଯାଇଛି। ମୟୂରଭଞ୍ଜ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ…

ରୋଗୀ ନେଇ ଯାଉଥିବା ଗାଡ଼ିି ଦୁର୍ଘଟଣାଗ୍ରସ୍ତ

ଠାକୁରମୁଣ୍ଡା,୨୪ା୧(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ତିରିଂ ଥାନା ଅଧୀନ ଝରାଡ଼ିର ବଡ଼କଦମ ଗ୍ରାମରୁ ଜଣେ ରୋଗୀଙ୍କୁ ଚିକିତ୍ସା ପାଇଁ କଟକ ନେବା ବାଟରେ କରଞ୍ଜିଆଠାରୁ ୪ କିମି ଦୂର ମାଣ୍ଡୁଆ ନିକଟରେ ବୁଧବାର ବିଳମ୍ବିତ ରାତିିରେ ଗାଡ଼ି ଦୁର୍ଘଟଣା ହୋଇଛି। ଫଳରେ ଗାଡ଼ିରେ…

ଶିକ୍ଷକଙ୍କୁ ଛାତ୍ର ମସାଜ୍‌ କରୁଥିବା ଭିଡିଓ ଭାଇରାଲ୍‌

ବାରିପଦା ଅଫିସ,୨୪ା୧- ମୟୂରଭଞ୍ଜ ଜିଲା ସାରସକଣା ବ୍ଲକ ଅଧୀନ ଏକ ସରକାରୀ ଉଚ୍ଚ ବିଦ୍ୟାଳୟରେ ଜଣେ ଶିକ୍ଷକଙ୍କୁ ଛାତ୍ରମାନେ ମସାଜ କରୁଥିବା ଭିଡିଓ ସୋସିଆଲ ମିଡିଆରେ ଭାଇରାଲ୍‌ ହୋଇଛି। ଭିଡିଓଟି କେବେକାର ଜଣାପଡି ନାହିଁ। ତେବେ ବିଦ୍ୟାଳୟ ଛାତ୍ରାବାସରେ ଶିକ୍ଷକ ଜଣକ…

ବାଘ ଆକ୍ରମଣରେ ବଳଦ ମୃତ, ଲୋକେ ଆତଙ୍କିତ

ରାଇରଙ୍ଗପୁର,୨୪ା୧(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ସବ୍‌ଡିଭିଜନ ବିଶୋଇ ରେଞ୍ଜ ସରଗଡ଼ା ରିଜର୍ଭ ଜଙ୍ଗଲରେ ବାଘ ଆକ୍ରମଣରେ ଏକ ବଳଦର ମୃତ୍ୟୁ ଘଟିଛି। ଗ୍ରାମପାର୍ଶ୍ୱ ଜଙ୍ଗଲରେ ବାଘର ଉପସ୍ଥିତି ନେଇ ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ ଖେଳିଯାଇଛି। ଖବରପାଇ ସରଗଡ଼ା ବନ ବିଭାଗ ବିଟ୍‌…

କାର୍‌ ଧକ୍କାରେ ବୃଦ୍ଧାଙ୍କ ମୃତ୍ୟୁ ପ୍ରତିବାଦରେ ରାସ୍ତାରୋକୋ

ଚିତ୍ରଡା,୨୪ା୧(ଡି.ଏନ୍‌.ଏ.)- କାର୍‌ ଧକ୍କାରେ ଜଣେ ବୃଦ୍ଧାଙ୍କ ମୃତ୍ୟୁ ପ୍ରତିବାଦରେ ମୟୂରଭଞ୍ଜ ଜିଲା ସଦର ଥାନା ଅନ୍ତର୍ଗତ ବାଘୁଆଶୋଳ ଛକରେ ଗୁରୁବାର ରାସ୍ତାରୋକୋ କରାଯାଇଥିଲା। ବାଘୁଆଶୋଳ ଏବଂ ନିଚୁଆପଦା ଗ୍ରାମବାସୀ ପୂର୍ବାହ୍ନ ୧୦ଟାରୁ କ୍ଷତିପୂରଣ ଦାବିରେ ରାସ୍ତାରେ ମୃତଦେହ ରଖି ବସି ରହିଥିଲେ।…

ଭଞ୍ଜସେନାର ପ୍ରତିଷ୍ଠା ଦିବସ

ବାରିପଦା ଅଫିସ,୨୪ା୧- ମୟୂରଭଞ୍ଜ ଜିଲାର ଅଣରାଜନୈତିକ ଯୁବଛାତ୍ର ସଂଗଠନ ଭଞ୍ଜସେନାର ୨୨ତମ ପ୍ରତିଷ୍ଠା ଦିବସ ଗୁରୁବାର ପାଳିତ ହୋଇଯାଇଛି। ସେନାର ସଭାପତି ପିଣ୍ଟୁ ମାଇତିଙ୍କ ନେତୃତ୍ୱରେ ସକାଳେ ମଧୁବନ ସ୍ଥିତ ମା ଭୈରବୀ ମନ୍ଦିରରେ ସମସ୍ତ କର୍ମକର୍ତ୍ତା ପୂଜାର୍ଚ୍ଚନା କରିଥିଲେ। ପରେ…

ଛାତ୍ରାବାସରେ ମସାଜ୍‌ର ମଜା ନେଉଛନ୍ତି ଶିକ୍ଷକ, ଭିଡିଓ ଭାଇରାଲ

ବାରିପଦା ଅଫିସ,୨୩।୧- ମୟୂରଭଞ୍ଜ ଜିଲା ସାରସକଣା ବ୍ଲକ ଖେରଣା ସ୍ଥିତ ଈଶ୍ୱରଚନ୍ଦ୍ର ସରକାରୀ ଉଚ୍ଚ ବିଦ୍ୟାଳୟରେ ଜଣେ ଶିକ୍ଷକଙ୍କୁ ଛାତ୍ରମାନେ ମସାଜ କରୁଥିବାର ଏକ ଭିଡିଓ ସୋସିଆଲ ମେଡିଆରେ ଭାଇରାଲ ହେଉଛି। ଭିଡିଓ କେଉଁ ଦିନର ତାହା ଜଣାପଡ଼ି ନ ଥିବା…

ନେସ୍କୋ ଡେପୁଟି ମ୍ୟାନେଜରଙ୍କ ସନ୍ଦେହଜନକ ମୃତ୍ୟୁ

ରାଇରଙ୍ଗପୁର,୨୩ା୧(ଡ଼ି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ନେସ୍କୋ ବିଦ୍ୟୁତ୍‌ ଡିଭିଜନର ଡେପୁଟି ମ୍ୟାନେଜର ଇଂ.ସୁର କୁମାର ଟୁଡୁଙ୍କ ବୁଧବାର ପୂର୍ବାହ୍ନରେ ସନ୍ଦେହଜନକ ମୃତ୍ୟୁ ଘଟିଛି। ରାଇରଙ୍ଗପୁର ସ୍ଥିତ ଭଡ଼ା ଘରେ ସେ ହଠାତ୍‌ ଅସୁସ୍ଥ ହୋଇ ପଡ଼ିବାରୁ ତାଙ୍କୁ ବିଭାଗୀୟ କର୍ମଚାରୀମାନେ ଚିକିତ୍ସା…

ସରିଲା କୁନ୍ଦୁଳିଆ ମହୋତ୍ସବ

ବିଶୋଇ,୨୩ା୧(ଡ଼ି.ଏନ୍‌.ଏ.)- ବିଶୋଇ ଅଞ୍ଚଳର କୁନ୍ଦୁଳିଆଠାରେ ଦିଗବିଜୟ ସ୍ପୋର୍ଟିଂ କ୍ଲବ ଆନୁକୂଲ୍ୟରେ ଆୟୋଜିତ ୩୧ ତମ ବାର୍ଷିକ କ୍ରୀଡା ଓ ସାଂସ୍କୃତିକ କାର୍ଯ୍ୟକ୍ରମ ‘କୁନ୍ଦୁଳିଆ ମହୋତ୍ସବ- ୨୦୨୦’ ଉଦ୍‌ଯାପିତ ହୋଇଯାଇଛି। ୩ ଦିନିଆ ଏହି ମହୋତ୍ସବର ଉଦ୍‌ଯାପନୀ ଦିବସରେ ପରିବେଷଣ ହୋଇଥିବା ଢ଼ାବୁଲ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri