ମୟୂରଭଞ୍ଜ

ପ୍ରାର୍ଥନା କ୍ଲାସରେ ଆଣ୍ଠେଇଲେ ପିଲା

ବାରିପଦା ଅଫିସ, ୧୩ା୩- ବାରିପଦାରେ ଥିବା ଏକ ଉଚ୍ଚ ବିଦ୍ୟାଳୟରେ ମଙ୍ଗଳବାର କେତେକ ଛାତ୍ର ପ୍ରାର୍ଥନା କ୍ଲାସରେ ଆଣ୍ଠେଇଥିବା ଫଟୋ ସୋସିଆଲ ମିଡ଼ିଆରେ ଭାଇରାଲ୍‌ ହୋଇଛି। ଭାଇରାଲ ହୋଇଥିବା ଫଟୋରେ ପ୍ରାର୍ଥନା ସମୟରେ ପ୍ରଧାନ ଶିକ୍ଷୟିତ୍ରୀ ଆଗରେ ଛିଡ଼ା ହୋଇଥିବା ବେଳେ…

ଫାଇନାନ୍ସ କମ୍ପାନୀ କର୍ମଚାରୀଙ୍କଠାରୁ ଲୁଟ୍‌

ଖୁଣ୍ଟା,୧୨୦ା୩(ଡ଼ି.ଏନ୍‌.ଏ.)-ଖୁଣ୍ଟା ଥାନା ଅଧୀନ ବଡ଼ କରଞ୍ଜିଆ – ବାହାନଡା ରାସ୍ତାରେ ଦୁର୍ବୃତ୍ତମାନେ ବନ୍ଧୁକ ଦେଖାଇ ଜଣେ ଘରୋଇ ଫାଇନାନ୍ସ କମ୍ପାନୀର ମହିଳା କର୍ମଚାରୀଙ୍କଠାରୁ ସ୍କୁଟି ଓ ୬୫ ହଜାର ଟଙ୍କା ଲୁଟିନେଇଥିବା ସମ୍ପର୍କରେ ଖୁଣ୍ଟା ଥାନାରେ ଅଭିଯୋଗ ହୋଇଛି। ଏନେଇ ପୋଲିସ…

ମାମୁଘରେ ମସ୍ତିଷ୍କ ବିକୃତ ପୁତୁରାର ଉନ୍ମତ୍ତକାଣ୍ଡ, ମାଉସୀଙ୍କୁ କୁରାଢ଼ିରେ ହାଣି ହତ୍ୟା

ରାଇରଙ୍ଗପୁର,୧୨।୩(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ବହଳଦା ଥାନା ଅନ୍ତର୍ଗତ ଦଲଡ଼ିହା ଗ୍ରାମରେ ବୁଧବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଉକ୍ତ ଗ୍ରାମରେ ଥିବା ନିଜ ମାମୁ ଘରକୁ ବୁଲିବାକୁ ଆସିଥିବା ଉକ୍ତ ଥାନା ଅନ୍ତର୍ଗତ ଅସଦା ନିକଟ ଚହଲାପଦା ଗ୍ରାମର କାନ୍ଦରା…

ବାଉଁଶ ଖୁଣ୍ଟରେ ବିଲ୍‌ ଟାଙ୍ଗି ଚାଲି ଯାଉଛନ୍ତି କର୍ମଚାରୀ

ବାରିପଦା ଅଫିସ, ୧୨ା୩- ଦୀର୍ଘ ୧୫ ଦିନରୁ ଊର୍ଦ୍ଧ୍ୱ ହେବ ମୟୂରଭଞ୍ଜ ଜିଲା ଶାମାଖୁଣ୍ଟା ବ୍ଲକ ଅନ୍ତର୍ଗତ ତାରଯୋଡି ଗ୍ରାମର ୮୧ ପରିବାର ଅନ୍ଧାରରେ ରାତି କାଟୁଛନ୍ତି। ବିଦ୍ୟୁତ୍‌ ବିଭାଗ କର୍ମଚାରୀଙ୍କ ଅବହେଳା ଯୋଗୁଁ ଏହିଳି ହଇରାଣ ହେଉଥିବା ସେମାନେ ପ୍ରକାଶ…

ସଫେଇ କର୍ମଚାରୀଙ୍କ ବିକ୍ଷୋଭ

ବାରିପଦା ଅଫିସ, ୧୨ା୩- ବାରିପଦା ପୌର ପରିଷଦ କାର୍ଯ୍ୟାଳୟ ଆଗରେ ବୁଧବାର ସଫେଇ କର୍ମଚାରୀମାନେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଜାନୁୟାରୀ, ଫେବୃୟାରୀ ମାସର ଦରମା ନ ମିଳିବା, ସରକାରୀଙ୍କ ଧାର୍ଯ୍ୟ ମଜୁରୀଠାରୁ କମ୍‌ ଦରମା ମିଳିବା, ଠିକା ସଂସ୍ଥା ଇଫିଏଫ ବାବଦରେ…

ନଳକୂପ ବ୍ୟବହାରକୁ ନେଇ ମହିଳାଙ୍କୁ ଅସଦାଚରଣ: ୨ ଭାଇ କୋର୍ଟଚାଲାଣ

ରାଇରଙ୍ଗପୁର,୧୧।୩(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ନୁରୁବାଦଡ଼ା ଗ୍ରାମରେ ନଳକୂପ ବ୍ୟବହାରକୁ ନେଇ ଜଣେ ମହିଳାଙ୍କ ପ୍ରତି ଅସଦାଚରଣ ହୋଇଥିବା ରବିବାର ଥାନାରେ ଅଭିଯୋଗ ହୋଇଥିଲା। ଅଭିଯୋଗ ଅନୁଯାୟୀ,ମହିଳାଙ୍କୁ ନଳକୂପ ବ୍ୟବହାର କରିବାକୁ ଉକ୍ତ ଗ୍ରାମର ୨ ଭାଇ…

ଝୁଲନ୍ତା ଅବସ୍ଥାରେ ଶ୍ରମିକଙ୍କ ମୃତଦେହ ଉଦ୍ଧାର

ରାଇରଙ୍ଗପୁର,୧୧।୩(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଦୁବୁଲାଗୁଡ଼ା ଗ୍ରାମର ଦେବ୍ରାବେଡ଼ା ବସ୍ତିରେ ଜଣେ ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ସେ ହେଲେ ଶ୍ରମିକ ସଞ୍ଜୟ ସିଙ୍କୁ। ସଞ୍ଜୟଙ୍କ ଘର ଝାଡଖଣ୍ଡ ହୋଇଥିବା ବେଳେ ସେ ପରିବାର ସହ…

ଢାବାରେ ଚଢ଼ାଉ: ୯୬ ଲିଟର ବିଦେଶୀ ମଦ ଜବତ, ମାଲିକ କୋର୍ଟଚାଲାଣ

ରାଇରଙ୍ଗପୁର,୧୧।୩(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ସର୍କଲ ପୋଲିସ ସୋମବାର ରାତିରେ ବାଶିଙ୍ଗ ଗ୍ରାମ ନିକଟ ୨୨୦ ନଂ. ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ଏକ ଢାବା ଉପରେ ଚଢ଼ାଉ କରିଥିଲା। ଏହି ଚଢ଼ାଉରେ ବେଆଇନ ଭାବେ ଗଚ୍ଛିତ ଥିବା ବିଭିନ୍ନ ବ୍ରାଣ୍ଡର…

ଦୁଇଶହ ବର୍ଷର ପରମ୍ପରା: ପିଞ୍ଛାବଣିଆ ଦୋଳ ମେଳଣରେ ଲକ୍ଷାଧିକ ଶ୍ରଦ୍ଧାଳୁ

ବୈଶିଙ୍ଗା, ୧୦ା୩(ଡି.ଏନ.ଏ.)-ବାଲେଶ୍ୱର ଓ ମୟୂରଭଞ୍ଜ ଜିଲାର ସୀମାନ୍ତ ଅଞ୍ଚଳର ଏକ ବିରାଟ ପଡ଼ିଆରେ ଗତ ଦୁଇ ଶହ ବର୍ଷ ଧରି ଆୟୋଜିତ ହୋଇଆସୁଛି ପିଞ୍ଛାବଣିଆ ମେଳା। ଗ୍ରାମର ଆରାଧ୍ୟ ଦେବତା ଶ୍ରୀ ରାଧାକୃଷ୍ଣଙ୍କ ବିଗ୍ରହମାନଙ୍କୁ ନାମ ସଂକୀର୍ତ୍ତନ ଦ୍ବାରା ପରିକ୍ରମା କରାଇ…

ରୋଗୀଙ୍କ ମୃତ୍ୟୁକୁ ନେଇ ପିଆରଏମ୍‌ ମେଡିକାଲରେ ଉତ୍ତେଜନା

ବାରିପଦା ଅଫିସ, ୧୦।୩(ଡି.ଏନ.ଏ.)-ମୟୂରଭଞ୍ଜ ଜିଲା ପିଆରଏମ୍‌ ମେଡିକାଲରେ ଭୁଲ ଚିକିତ୍ସା ଯୋଗୁ ଜଣେ ରୋଗୀଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ମୃତକଙ୍କ ସମ୍ପର୍କୀୟମାନେ ପ୍ରତିବାଦରେ ଭଙ୍ଗାରୁଜା କରିଥିଲେ। ଏହାକୁ ନେଇ ଉତ୍ତେଜନା ଦେଖାଦେଇଥିଲା। ମୃତକ ହେଲେ ବାରିପଦା ସହର ପୁରୁଣାହାଟ ସାହିର…

ଅଲେଖ ଧର୍ମାବଲମ୍ବୀଙ୍କ ପଣାଟେକା ଉତ୍ସବ

କୋଷ୍ଠା, ୯ା୩(ଡି.ଏନ.ଏ.)-ମୟୂରଭଞ୍ଜ ଜିଲା ଶୂଳିଆପଦା ବ୍ଲକର ବିଭିନ୍ନ ଗ୍ରାମରେ ଦୀର୍ଘବର୍ଷ ଧରି ବସବାସ କରିଆସୁଥିବା ମହିମା ଅଲେଖ ଧର୍ମାବଲମ୍ବୀମାନେ ପିତୃପୁରୁଷଙ୍କ ସମ୍ମାନାର୍ଥେ ପ୍ରତିବର୍ଷ ଫାଲଗୁନ ପୂର୍ଣ୍ଣିମା ଅବସରରେ ପଣାଟେକା ଉତ୍ସବ ପାଳନ କରି ଆସୁଛନ୍ତି ା ମହିମା ଅଲେଖ ଧର୍ମାବଲମ୍ବୀ ପ୍ରଶ୍ନ…

ମେଳଣ ଆଣିଛି ଗାଁରେ ଏକତା

ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ୍‌ ଅଧୀନ ବଡ଼ବିଶୋଳ ପଞ୍ଚାୟତର ବେଲଡ଼ିହାରେ ୧୯୮୭ ମସିହାରୁ ପାଳିତ ହୋଇ ଆସୁଥିବା ଦୋଳ ଉତ୍ସବ ଗାଁରେ ଆଣିଛି ଏକତା। ନିଜ ନିଜ ଭିତରେ ଭେଦଭାବ ଭୁଲି ସ୍ବାଭିମାନ ରକ୍ଷା କରିବା ସହିତ ଭଗବତ ଚିନ୍ତାଧାରାରେ ଅନୁପ୍ରାଣିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?