ମୟୂରଭଞ୍ଜ

ସରିଲା କୁନ୍ଦୁଳିଆ ମହୋତ୍ସବ

ବିଶୋଇ,୨୩ା୧(ଡ଼ି.ଏନ୍‌.ଏ.)- ବିଶୋଇ ଅଞ୍ଚଳର କୁନ୍ଦୁଳିଆଠାରେ ଦିଗବିଜୟ ସ୍ପୋର୍ଟିଂ କ୍ଲବ ଆନୁକୂଲ୍ୟରେ ଆୟୋଜିତ ୩୧ ତମ ବାର୍ଷିକ କ୍ରୀଡା ଓ ସାଂସ୍କୃତିକ କାର୍ଯ୍ୟକ୍ରମ ‘କୁନ୍ଦୁଳିଆ ମହୋତ୍ସବ- ୨୦୨୦’ ଉଦ୍‌ଯାପିତ ହୋଇଯାଇଛି। ୩ ଦିନିଆ ଏହି ମହୋତ୍ସବର ଉଦ୍‌ଯାପନୀ ଦିବସରେ ପରିବେଷଣ ହୋଇଥିବା ଢ଼ାବୁଲ…

ଶିମିଳିପାଳରୁ ଉଚ୍ଛେଦକୁ ନେଇ ଖେଜୁରୀ ଗ୍ରାମବାସୀଙ୍କ ବିକ୍ଷୋଭ

ଯଶିପୁର,୨୨ା୧(ଡ଼ି.ଏନ୍‌.ଏ.): ଶିମିଳିପାଳ ମଧ୍ୟରେ ଥିବା ଗୁଡଗୁଡିଆ ପଞ୍ଚାୟତ ଅଧୀନ ଖେଜୁରୀ ଗ୍ରାମର ବାସିନ୍ଦାଙ୍କୁ ଉଚ୍ଛେଦ ଉଦ୍ୟମକୁ ବିରୋଧକରି ବୁଧବାର ଯଶିପୁର ବ୍ଲକ କାର୍ଯ୍ୟାଳୟ ଆଗରେ ଗ୍ରାମବାସୀ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଶତାଧିକ ଗ୍ରାମବାସୀ ରରୁଆଁ ଛକଠାରୁ ଏକ ଶୋଭାଯାତ୍ରାରେ ଯାଇ ବ୍ଲକ…

ନଦୀରେ ବୁଡ଼ି ଶିଶୁ ମୃତ

କୁଆମରା ,୨୨ା୧(ଡ଼ି.ଏନ୍‌.ଏ.)- ଗୋପବନ୍ଧୁ ନଗର ବ୍ଲକ ଅଧୀନ ବରଡିହି ପଞ୍ଚାୟତର ପରିଛିପୁର ଗ୍ରାମର ଏକ ୪ ବର୍ଷର ଶିଶୁ ପୁତ୍ର ସୋନ ନଦୀରେ ବୁଡ଼ି ପ୍ରାଣ ହରାଇଛନ୍ତି। ସୂଚନା ଅନୁସାରେ ଗ୍ରାମର କନ୍ଦା ସିଂ ଓ ତାଙ୍କର ସ୍ତ୍ରୀ ମମତା ମଙ୍ଗଳବାର…

ନିଲମ୍ବିତ ହେଲେ ହଳଦୀପାଳ ସରପଞ୍ଚ

ଚିତ୍ରଡା,୨୨ା୧(ଡ଼ି.ଏନ୍‌.ଏ)- କାର୍ଯ୍ୟରେ ଅବହେଳା ଏବଂ କ୍ଷମତାର ଦୁରୂପଯୋଗ ଅଭିଯୋଗରେ ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ହଲଦୀପାଳ ପଞ୍ଚାୟତର ସରପଞ୍ଚ ମଙ୍ଗଲ ହାଁସଦାଙ୍କୁ ଜିଲାପାଳ ବିନୀତ ଭରଦ୍ୱାଜ ନିଲମ୍ବନ କରିଛନ୍ତି। ପତ୍ର ସଂଖ୍ୟା ୧୩୦/୨୦ା୧ା୨୦୨୦ରେ ଜିଲାପାଳ ଏହି ଆଦେଶନାମା ଦେଇଛନ୍ତି। ସୂଚନା…

ଦନ୍ତା ଉତ୍ପାତରେ ବ୍ୟାପକ କ୍ଷତି

ବଡ଼ସାହି,୨୨ା୧(ସ୍ବ.ପ୍ର)- ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ ଅଧୀନ ଦେଉଳିଆ ପଞ୍ଚାୟତ ଅଗାଶୋଳ ଗ୍ରାମର ୪ ଜଣ ଚାଷୀଙ୍କ ଧାନ କଳେଇକୁ ଦନ୍ତାହାତୀ ଖାଇବା ସହ ନଷ୍ଟ କରିଛି ା ହାତୀର ଗତିପଥ ଉପରେ ବନ ବିଭାଗ ଦୃଷ୍ଟି ଦେଉଥିଲେ ହେଁ ଅଦ୍ୟାବଧି…

ଗଜଡିହୀ ଗ୍ରାମରେ ନିଆଁ ଲାଗି ଜଳିଗଲା ୩ ବଖରା

ବଡ଼ସାହି,୨୧ା୧(ସ୍ବ.ପ୍ର)- ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ ଅଧୀନ ସୁହାଗପୁର ପଞ୍ଚାୟତ ଗଜଡିହୀ ଗ୍ରାମର ଖଗେଶ୍ୱର ବିନ୍ଧାଣୀଙ୍କ ଘରେ ନିଆଁ ଲାଗି ୩ ବଖରା ପୋଡି ପାଉଁଶ ହୋଇଯାଇଛି । ମଙ୍ଗଳବାର ପୂର୍ବାହ୍ନରେ ଘରେ ନିଆଁ ଲାଗିବା ଦେଖି ଅଗ୍ନିଶମ ବିଭାଗକୁ ଖବର…

ଭୀମକୁଣ୍ଡ ସ୍ବତୀ ଘାଟରେ ଦାମୋଦର ମେଳା

ଠାକୁରମୁଣ୍ଡା,୨୧ା୧(ଡ଼ି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ବ୍ଲକ ପର୍ଯ୍ୟଟନସ୍ଥଳୀ ଭୀମକୁଣ୍ଡ ନିକଟରେ ଥିବା ବୈତରଣୀ ନଦୀର ସ୍ବତୀ ଘାଟରେ ସୋମବାର ସାନ୍ତାଳ ସମ୍ପ୍ରଦାୟର ଦାମୋଦର ମେଳା ଅନୁଷ୍ଠିତ ହୋଇଯାଇଛି। ଚଳିତ ବର୍ଷ ମେଳାରେ ପ୍ରାୟ ୫୦ହଜାରରୁ ଉର୍ଦ୍ଧ୍ୱ ସାନ୍ତାଳ ସମ୍ପ୍ରଦାୟର ଲୋକେ ଉପସ୍ଥିତ…

ଧାନ କିଣାରେ ଅନିୟମିତତା,ଥାନାରେ ଏତଲା

ଖୁଣ୍ଟା,୨୧ା୧(ଡ଼ି.ଏନ୍‌.ଏ.)- ଖୁଣ୍ଟା ବ୍ଲକ ଅଧୀନ ବାହାନଡା ଲ୍ୟାମ୍ପସ ପକ୍ଷରୁ ଧାନ କିଣାରେ ଅନିୟମିତତା ନେଇ ନବ ନିର୍ମାଣ କୃଷକ ସଂଗଠନର ସଦସ୍ୟ ଶିମଗଡ଼ିଆ ଗ୍ରାମର ଜୟଦୀପ ସାହୁ ଖୁଣ୍ଟା ଥାନାରେ ଅଭିଯୋଗ କରିଛନ୍ତି। ଧାନ ନ କିଣି ନକଲି ଚାଷୀଙ୍କ ସହାୟତାରେ…

ଜେଲରେ ପ୍ରେମୀ ଯୁଗଳଙ୍କ ବିବାହ

ଠାକୁରମୁଣ୍ଡା,୨୦ା୧(ଡି.ଏନ୍‌.ଏ.)- ଜେଲରେ ହେଲା ପ୍ରେମୀ ଯୁଗଳଙ୍କ ବିବାହ। ପ୍ରେମିକାଙ୍କୁ ବରଣମାଳା ଦେଇ ଜୀବନସାଥୀର ସ୍ବୀକୃତି ଦେଲେ ବଳାତ୍କାର ଅଭିଯୁକ୍ତ ପ୍ରେମିକ। ମୟୂରଭଞ୍ଜ ଜିଲା କରଞ୍ଜିଆ ଜେଲରେ ଶୁକ୍ରବାର ଏହି ବହୁଚର୍ଚ୍ଚିତ ବିବାହ ଅନୁଷ୍ଠିତ ହୋଇଯାଇଛି। ଝାରପୋଖରିଆ ଥାନା ଅଧୀନ ସାରିପଦା ଗ୍ରାମର…

ରାସ୍ତାରେ ଜଳିଗଲା ଆଇରନ ବୋଝେଇ ଟ୍ରକ୍‌

ଠାକୁରମୁଣ୍ଡା,୨୦ା୧(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ଯଶୀପୁର ଥାନା ଅଧୀନ କେନ୍ଦୁଝର-ଯଶୀପୁର ୪୯ନଂ. ଜାତୀୟ ରାଜପଥରେ ରବିବାର ସକାଳେ ଏକ ୧୨ଚକିଆ ଆଇରନ ବୋଝେଇ ଟ୍ରକ୍‌ରେ ନିଆଁ ଲାଗି ଜଳିଯାଇଛି। ଡ୍ରାଇଭର ଓ ହେଲ୍‌ପର ଅଳ୍ପକେ ନିଆଁରୁ ବର୍ତ୍ତି ଯାଇଛନ୍ତି। କେନ୍ଦୁଝରରୁ ଆଇରନ ବୋଝେଇ…

ମୁଣ୍ଡାରୀ ସମ୍ପ୍ରଦାୟର ବୁରୁବଙ୍ଗା ମହୋତ୍ସବ

ବଡ଼ସାହି,୨୦ା୧(ସ୍ବ.ପ୍ର)-ବଡସାହି ପଞ୍ଚାୟତ କେନ୍ଦୁଆସାହି ବିର୍ସା ମଇଦାନରେ ବୁରୁବଙ୍ଗା ସାସାଂକିର୍‌ କମିଟି ଓ ବୁରୁବଙ୍ଗା ଯୁବକ ସଂଘ ଆନୁକୂଲ୍ୟରେ ମୁଣ୍ଡାରୀ ସମ୍ପ୍ରଦାୟ ତରଫରୁ ୬ଷ୍ଠ ବାର୍ଷିକ ‘ବୁରୁବଙ୍ଗା ମହୋତ୍ସବ’ ଶନିବାର ଆରମ୍ଭ ହୋଇଛି। ପ୍ରାରମ୍ଭରେ ମୁଣ୍ଡାରୀ ସମ୍ପ୍ରଦାୟର ପାହାନ୍‌ ଗମ୍‌କେ(ପୁରୋହିତ) ବସନ୍ତ କୁମାର…

ପ୍ରଧାନମନ୍ତ୍ରୀଙ୍କ ‘ପରୀକ୍ଷା ପର ଚର୍ଚ୍ଚା’ରେ ଅଂଶଗ୍ରହଣ କରିବେ ସ୍ବସ୍ତିକ

ରାଇରଙ୍ଗପୁର,୧୮ା୧(ଡି.ଏନ୍‌.ଏ.): ନୂଆଦିଲ୍ଲୀଠାରେ ଆସନ୍ତା ୨୦ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ‘ପରୀକ୍ଷା ପର ଚର୍ଚ୍ଚା’ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବା ନେଇ ସମଗ୍ର ଭାରତରୁ ୨୨ ହଜାର ଛାତ୍ରୀଛାତ୍ରଙ୍କୁ ଚୟନ କରାଯାଇଛି। ଓଡ଼ିଶାର ବିଭିନ୍ନ ଶିକ୍ଷାନୁଷ୍ଠାନରୁ ମନୋନୀତ ହୋଇଥିବା ଛାତ୍ରୀଛାତ୍ରଙ୍କ ମଧ୍ୟରୁ ମୟୂରଭଞ୍ଜ ଜିଲା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri