ମୟୂରଭଞ୍ଜ

ପୋଷ୍ଟାଲ ଇନ୍ସପେକ୍ଟରଙ୍କୁ ଗିରଫ କଲା ସିବିଆଇ

ରାଇରଙ୍ଗପୁର,୧୫ା୧(ଡି.ଏନ.ଏ)- ମୟୂରଭଞ୍ଜ ଜିଲା ରାଇରଙ୍ଗପୁରସ୍ଥିତ ଜଣେ ପୋଷ୍ଟାଲ ଇନ୍ସପେକ୍ଟର ଲାଞ୍ଚ ମାମଲାରେ ସିବିଆଇ ଦ୍ୱାରା ମଙ୍ଗଳବାର ଗିରଫ ହୋଇଥିବା ଜଣାପଡ଼ିଛି। ଭୁବନେଶ୍ୱର ସିବିଆଇ ଅଫିସର ଏକ ୮ ଜଣିଆ ଟିମ୍‌ ରାଇରଙ୍ଗପୁର ଗ୍ରାମାଞ୍ଚଳ ଥାନା ଅଧୀନ ଜାମବଣି ଗ୍ରାମସ୍ଥିତ ସମ୍ପୃକ୍ତ ପୋଷ୍ଟାଲ…

କାଠ ବୋଝେଇ ଗାଡ଼ି ଜବତ

କୁଆମରା,୧୨ା୧(ଡି.ଏନ୍‌.ଏ.): ଖୁଣ୍ଟା-ବାଲେଶ୍ୱର ରାସ୍ତାର ଦାମାସାହି ଛକ ନିକଟରେ ଉଦଳା ବନବିଭାଗ ପକ୍ଷରୁ ଚଢାଉ କରାଯାଇ ଚୋରା କାଠ ବୋଝେଇ ଏକ ଟାଟା ଏସି ଗାଡ଼ି ଜବତ କରାଯାଇଛି। ଚୋରା କାଠ ଚାଲାଣ ହେଉଥିବା ସମ୍ପର୍କରେ ସୂଚନା ପାଇ ବନ ବିଭାଗ କର୍ମଚାରୀମାନେ…

ଆନ୍ଦୋଳନ ପାଇଁ ବିଦ୍ୟୁତ୍‌ କର୍ମଚାରୀ ସଂଘର ସଜବାଜ

ବାରିପଦା ଅଫିସ,୧୨ା୧- ବାରିପଦା ସହର ରଘୁନାଥପୁରସ୍ଥିତ ଗଣେଶ ମଣ୍ଡପଠାରେ ପାୱାର ଏମ୍ପ୍ଲଇଜ୍‌ ସଂଘର ଏକ ଜରୁରୀ ବୈଠକ ଅନୁଷ୍ଠିତ ହୋଇଯାଇଛି। ସଂଘର ଜିଲା ସଭାପତି ସୁବ୍ରମଣ୍ୟମ ମହାନ୍ତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ସଂଘର ସହ ସାଧାରଣ ସମ୍ପାଦକ ଜ୍ୟୋତିକୃଷ୍ଣ ବେହେରା ଓ…

ଯୁବକଙ୍କ ରକ୍ତ ଜୁଡ଼ୁବୁଡ଼ୁ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ରାଇରଙ୍ଗପୁର,୧୨।୧(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ବିଶୋଇ ଥାନା ଅନ୍ତର୍ଗତ ମଣଦା ଗ୍ରାମର ଜଣେ ଯୁବକଙ୍କ ରକ୍ତ ଜୁଡ଼ୁବୁଡ଼ୁ ମୃତଦେହ ତାଙ୍କ ଘରୁ ପୋଲିସ ରବିବାର ଉଦ୍ଧାର କରିଛି। ମୃତକ ହେଲେ ଟିକାଚରଣ ନାୟକ। ସେ ଘରେ ଏକା ରହୁଥିବା ବେଳେ ସ୍ଥାନୀୟ ଲୋକେ…

ରାଜ୍ୟ ସ୍ତରୀୟ ସିପାକଟାକ୍ରୋ ପ୍ରତିଯୋଗିତା: ମୟୂରଭଞ୍ଜ ବାଳିକା ଟିମ୍‌ ରନର୍ସଅପ୍‌

ବାରିପଦା ଅଫିସ,୧୨ା୧- ରାଜ୍ୟ ବିଦ୍ୟାଳୟ ସ୍ତରୀୟ ୧୭ ବର୍ଷରୁ କମ ବାଳିକା ଓ ବାଳକ ବର୍ଗର ସିପାକଟାକ୍ରୋ ପ୍ରତିଯୋଗିତା ଗତ ୯ ଓ ୧୦ ତାରିଖ ଦୁଇ ଦିନ ଧରି ପୁରୀ ଜିଲା ହାଇସ୍କୁଲଠାରେ ଅନୁଷ୍ଠିତ ହୋଇଥିଲା। ଏହି ପ୍ରତିଯୋଗିତାରେ ମୟୂରଭଞ୍ଜ…

କାକର ସାଙ୍ଗକୁ ଘନ କୁହୁଡ଼ି

ଉଦଳା, ୧୨।୧ (ଡି.ଏନ.ଏ.) – ଶିମିଳିପାଳ ପାଦଦେଶରେ ଅବସ୍ଥିତ ମୟୂରଭଞ୍ଜ ଜିଲା କପ୍ତିପଦା ଉପଖଣ୍ଡରେ ଏବେ ରାତିରେ ପ୍ରବଳ କାକର ପଡୁଥିବା ବେଳେ ସକାଳେ ଘନ କୁହୁଡିର ଚାଦର ସବୁ ଅଞ୍ଚଳକୁ ଢାଙ୍କି ରଖିଛି। ଦୁଇ ଦିନ ପୂର୍ବରୁ ବର୍ଷା ହୋଇ…

ବାଲିଡିପୋ ବିବାଦରୁ ଯୁବକଙ୍କୁ ହତ୍ୟା ଘଟଣା: ୩ ଗିରଫ

ରାସଗୋବିନ୍ଦପୁର,୧୧ା୧(ଡ଼ି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଧୀନ ମୂଷାମାରୀଠାରେ ବାଲିଡିପୋ ବିବାଦରୁ ଜଣେ ଯୁବକଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଥିଲା। ପୋଲିସ ଘଟଣାର ତଦନ୍ତ ଚଳାଇ ୩ ଅଭିଯୁକ୍ତଙ୍କୁ ଗିରଫ କରି ଶୁକ୍ରବାର କୋର୍ଟଚାଲାଣ କରିଛି। ଅଭିଯୁକ୍ତମାନେ ହେଲେ ମୂଷାମାରୀ ଗ୍ରାମର…

ପର୍ଯ୍ୟଟନସ୍ଥଳୀର ବିକାଶ ଦାବି: ଦୁଇ କାର୍ଯ୍ୟାଳୟ ଘେରିଲା ଭଞ୍ଜସେନା

ବାରିପଦା ଅଫିସ,୧୧ା୧- ମୟୂରଭଞ୍ଜ ଜିଲାରେ ବହୁ ସଂଖ୍ୟକ ପର୍ଯ୍ୟଟନସ୍ଥଳୀ ଥିଲେ ମଧ୍ୟ ଏହାର ଉନ୍ନତି ଓ ରକ୍ଷଣାବେକ୍ଷଣ ଦିଗରେ ରାଜ୍ୟ କିମ୍ବା କେନ୍ଦ୍ର ସରକାର କୌଣସି ପଦକ୍ଷେପ ନେଉ ନାହାନ୍ତି। ବିଭିନ୍ନ ସଂଗଠନ ଜିଲାରେ ପର୍ଯ୍ୟଟନ ଶିଳ୍ପ ସ୍ଥାପନ ପାଇଁ ଦାବି…

ବୋଲେରୋ ଧକ୍କାରେ ବୃଦ୍ଧାଙ୍କ ମୃତ୍ୟୁ: ମୃତଦେହ ରଖି ରାସ୍ତାରୋକୋ

କୁଳିଅଣା,୧୧ା୧(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା କୁଳିଅଣା ଥାନା ଅନ୍ତର୍ଗତ ୧୮ ନଂ. ଜାତୀୟ ରାଜପଥ ବାଇଗଣବାଡ଼ିଆ ଛକଠାରେ ଶୁକ୍ରବାର ପୂର୍ବାହ୍ନରେ ଏକ ବୋଲେରୋ ଧକ୍କାରେ ଜଣେ ବୃଦ୍ଧାଙ୍କ ମୃତ୍ୟୁ ଘଟିଛି। ଏହାର ପ୍ରତିବାଦରେ ସ୍ଥାନୀୟ ଲୋକେ ମୃତଦେହ ରଖି ରାସ୍ତାରୋକୋ କରିଥିଲେ। ଖବରପାଇ…

ନିମ୍ନମାନର କାର୍ଯ୍ୟକୁ ବିରୋଧ କଲେ ଗ୍ରାମବାସୀ

ବଡସାହି,୧୧ା୧(ସ୍ବ.ପ୍ର.)-ବଡ଼ସାହି ବ୍ଲକ ଅଧୀନ ଭୀମଦା ପଞ୍ଚାୟତ ଚେଙ୍ଗୁଆ-ମଙ୍ଗଳପୁର ଗ୍ରାମରେ ଚାଲିଥିବା ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନାରେ ନିର୍ମାଣାଧୀନ ରାସ୍ତା କାର୍ଯ୍ୟ ନିମ୍ନମାନର ହେଉଥିବା ନେଇ ଗ୍ରାମବାସୀ ଅଭିଯୋଗ କରିଛନ୍ତି । ମାଟି ଉପରେ ପିଚୁ ପକାଇ ରାସ୍ତା ତିଆରି କରୁଥିବା ଦେଖି…

ବଡ଼ସାହି ଜଙ୍ଗଲରେ ଘୂରିବୁଲୁଛି ଦନ୍ତାହାତୀ: ଲୋକେ ଭୟଭୀତ

ବଡ଼ସାହି,୧୦।୧(ସ୍ବ.ପ୍ର.): ମୟୂରଭଞ୍ଜ ଜିଲା ବଡ଼ସାହି-ଉଦଳା ରାସ୍ତାର ସୁହାଗପୁର ଜଙ୍ଗଲରେ ଶୁକ୍ରବାର ଭୋର୍‌ରୁ ଏକ ଦନ୍ତାହାତୀ ବାଟବଣା ହୋଇ ଘୂରିବୁଲୁଛି। ରାସ୍ତାରେ ଚଳପ୍ରଚଳ କରୁଥିବା ଦେଖି ଲୋକମାନେ ଭୟଭୀତ ହୋଇଛନ୍ତି। ଖବରପାଇ ଡୁକୁରା ରେଞ୍ଜର କର୍ମଚାରୀ, ବଡ଼ସାହି ଫରେଷ୍ଟର ଓ ସ୍ଥାନୀୟ ଲୋକେ…

ଇଉଫୋରିଆ-୨୦୨୦ ଉଦ୍‌ଘାଟିତ:୨୮ ଶିକ୍ଷାନୁଷ୍ଠାନର ୩୮୯ ଛାତ୍ରୀଛାତ୍ର ଭାଗନେଲେ

ବାରିପଦା ଅଫିସ,୧୦ା୧- ବାରିପଦା ସହରସ୍ଥିତ ଶହୀଦ ସ୍ମୃତି ଭବନଠାରେ ୨୩ତମ ରାଜ୍ୟସ୍ତରୀୟ ଆନ୍ତଃ ମହାବିଦ୍ୟାଳୟ ସାଂସ୍କୃତିକ ମହୋତ୍ସବ ଇଉଫୋରିଆ -୨୦୨୦ ଉଦ୍‌ଘାଟିତ ହୋଇଯାଇଛି। ରାଜ୍ୟର ୨୮ଟି ଶିକ୍ଷାନୁଷ୍ଠାନର ୩୮୯ ଛାତ୍ରୀଛାତ୍ର ଏଥିରେ ଯୋଗ ଦେଇଛନ୍ତି। ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ଆୟୋଜକ କମିଟିର ଅଧ୍ୟକ୍ଷ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri