ମୟୂରଭଞ୍ଜ

୨ ହାତୀଦାନ୍ତ ଜବତ: ୫ ଗିରଫ

ବାରିପଦା ଅଫିସ ୧୪ା୨- ମୟୂରଭଞ୍ଜ ଜିଲା ବାରିପଦା ରେଞ୍ଜ ଅଧୀନ ଟିଟିଆ ଛକରୁ ବନ ବିଭାଗ ଗୁରୁବାର ସନ୍ଧ୍ୟାରେ ଦୁଇଟି ହାତୀଦାନ୍ତ ଜବତ କରିବା ସହିତ ୫ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ଉଦଳା ଥାନା ଅନ୍ତର୍ଗତ ଉପର…

ଅପମିଶ୍ରିତ ସୋରିଷ ତେଲ ବିକ୍ରି ଅଭିଯୋଗରେ ଚଢାଉ

ବାରିପଦା ଅଫିସ, ୧୪ା୨- ମୟୂରଭଞ୍ଜ ଜିଲା ବାରିପଦା ବଜାରରେ ଅପମିଶ୍ରିତ ସୋରିଷ ତେଳ ବିକ୍ରି ହେଉଥିବା ଅଭିଯୋଗ ପାଇ ଟାଉନ ପୋଲିସ ବୁଧବାର ରାତିରେ ଏକ ଦୋକାନରେ ଚଢାଉ କରିଥିଲା। ଉକ୍ତ ଦୋକାନରୁ ୧୧ଟି ୨୦୦ ମି.ଲି ସୋରିଷ ତେଲ ବୋତଲ…

ବେକାରମୁକ୍ତ ମୟୂରଭଞ୍ଜ ଗଠନ ଦାବିରେ ବିକ୍ଷୋଭ

ବାରିପଦା ଅଫିସ, ୧୩ା୨- ବେକାରମୁକ୍ତ ମୟୂରଭଞ୍ଜ ଗଠନ ଦାବିରେ ଭଞ୍ଜସେନା ପକ୍ଷରୁ ବୁଧବାର ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ ପ୍ରଦର୍ଶନ ସହିତ ଧାରଣା ଦିଆଯାଇଥିଲା। ଶିମିଳିପାଳର ସୁରକ୍ଷା ସମେତ ଜିଲାରେ ଥିବା ବିଭିନ୍ନ ପର୍ଯ୍ୟଟନସ୍ଥଳୀର ବିକାଶ ଏବଂ ବନ୍ୟଜାତ ଦ୍ରବ୍ୟର ଉଚିତ…

ତହସିଲ କାର୍ଯ୍ୟାଳୟ ଘେରିଲେ ହିତାଧିକାରୀ

ବାରିପଦା ଅଫିସ,୧୩ା୨ – ରାଜ୍ୟସରକାରଙ୍କ ଯୋଜନା ଅନୁଯାୟୀ ମୟୂରଭଞ୍ଜ ଜିଲା ଶାମାଖୂଣ୍ଟା ବ୍ଲକ ଅଧୀନ ଦୁଧିଆଶୋଳ ପଞ୍ଚାୟତର ଭୂମିହୀନ କାଳିନ୍ଦୀ ସମ୍ପ୍ରଦାୟର ଲୋକମାନଙ୍କୁ ବସୁନ୍ଧରା ଯୋଜନାରେ ପ୍ରଶାସନ ପକ୍ଷରୁ ୨୦୦୬ରେ ୪ ଡେସିମିଲ ଜମି ଯୋଗାଇ ଦିଆଯାଇଥିଲା ା ମାତ୍ର ଏହି…

୩ୟ ସ୍ତ୍ରୀଙ୍କୁ ମାରି ଥାନାରେ ଅଭିଯୁକ୍ତ

ବିଶୋଇ,୧୩ା୨(ଡ଼ି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ବିଶୋଇ ଥାନା ଅଧୀନ ଖଡ଼ମବେଡା ପଞ୍ଚାୟତର ବାଢୁଣିଆ ଗ୍ରାମ କଲୋନୀ ସାହିରେ ତୃତୀୟ ସ୍ତ୍ରୀଙ୍କୁ ହତ୍ୟା କରି ଜଣେ ବ୍ୟକ୍ତି ଥାନାରେ ଆତ୍ମସମର୍ପଣ କରିଛନ୍ତି। ପୋଲିସ ଅଭିଯୁକ୍ତ ଗୋରା ମାହାଲି(୫୫)ଙ୍କୁ ଗିରଫ କରିବା ସହ ଏକ ମାମଲା…

ନିଖୋଜ ଶିଶୁ କନ୍ୟା ଉଦ୍ଧାର

ବଡ଼ସାହି,୧୩ା୨(ସ୍ବ.ପ୍ର)-ଉତ୍ତର ଓଡ଼ିଶାର ପ୍ରସିଦ୍ଧ ମା’ ହିଙ୍ଗୁଳାଙ୍କ ବାର୍ଷିକ ପୂଜାରେ ନିଖୋଜ ଥିବା ଶିଶୁକନ୍ୟାଙ୍କୁ ବୁଧବାର ସକାଳେ ଉଦ୍ଧାର କରାଯାଇଛି। ପୋଲିସ ତାଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରିବା ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି। ଶିଶୁ କନ୍ୟାଙ୍କୁ ପାଇ ପରିବାର ଲୋକେ ଆଶ୍ୱସ୍ତି…

ଜମିବାଡ଼ି ବିବାଦରୁ ଶିକ୍ଷକଙ୍କୁ ହତ୍ୟା: ବାପ,ପୁଅ ଗିରଫ

ରାଇରଙ୍ଗପୁର,୧୨ା୨(ଡି.ଏନ୍‌.ଏ.): ଜମିବାଡି ବିବାଦକୁ କେନ୍ଦ୍ର କରି ଜଣେ ଶିକ୍ଷକଙ୍କୁ ସୋମବାର ସନ୍ଧ୍ୟାରେ ଟାଙ୍ଗିଆରେ ହାଣି ନିର୍ମମ ହତ୍ୟା କରାଯାଇଛି। ଏହି ଘଟଣାରେ ପୋଲିସ ଏକ ମାମଲା(ନଂ.୬/୨୦) ରୁଜୁ କରି ହତ୍ୟାକାରୀ ମୟୂରଭଞ୍ଜ ଜିଲା ଗୋରୁମହିଷାଣୀ ଥାନା ଅନ୍ତର୍ଗତ ଜାମବଣି ଗ୍ରାମର ମଦନ…

ନାବାଳିକା ବଳାତ୍କାରୀଙ୍କୁ ୧୦ ବର୍ଷ କାରାଦଣ୍ଡ

ବାରିପଦା ଅଫିସ, ୧୨ା୨- ମୟୂରଭଞ୍ଜ ଅତିରିକ୍ତ ଜିଲା ଓ ଦୌରାଜଜ୍‌ ତଥା ପୋକ୍‌ସୋ କୋର୍ଟର ବିଚାରପତି ଇତିଶ୍ରୀ ମହାପାତ୍ର ଏକ ନାବାଳିକା ବଳାତ୍କାର ମାମଲାର ଶୁଣାଣି କରି ଜଣେ ଯୁବକଙ୍କୁ ୧୦ ବର୍ଷ ସଶ୍ରମ କାରାଦଣ୍ଡାଦେଶ ପ୍ରଦାନ କରିଛନ୍ତି। ସେହିଭଳି ଦୋଷୀଙ୍କୁ…

ମା’ ହିଙ୍ଗୁଳାଙ୍କ ବାର୍ଷିକ ପୂଜାରେ ଶ୍ରଦ୍ଧାଳୁଙ୍କ ଭିଡ଼

ବଡ଼ସାହି,୧୨ା୨(ସ୍ବ.ପ୍ର)- ଉତ୍ତର ଓଡ଼ିଶାର ପ୍ରସିଦ୍ଧ ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ ସୁହାଗପୁରା-ଚାନ୍ଦଡିହା ରାସ୍ତା ମଧ୍ୟଭାଗ ଶାଳ ଜଙ୍ଗଲ ପରିସରରେ ମା’ ହିଙ୍ଗୁଳାଙ୍କ ବାର୍ଷିକ ପୂଜା ଶନିବାର ଶାନ୍ତିଶୃଙ୍ଖଳା ସହିତ ଅନୁଷ୍ଠିତ ହୋଇଛି ା ମୟୂରଭଞ୍ଜ ଜିଲା ସମେତ ପଡୋଶୀ ବାଲେଶ୍ୱର, ଭଦ୍ରକ,…

ଜମି ଚିହ୍ନଟ ପାଇଁ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଗ୍ରାମବାସୀ

ବାରିପଦା ଅଫିସ, ୧୧ା୨- ମୟୂରଭଞ୍ଜ ଜିଲା ଶ୍ୟାମାଖୁଣ୍ଟା ବ୍ଲକ ଅଧୀନ ଦୁଧିଆଶୋଳ ଗ୍ରାମବାସୀ ଜମି ପଟ୍ଟା ପାଇଥିବା ବେଳେ ସେମାନଙ୍କ ଜମି ଚିହ୍ନଟ ହୋଇପାରୁ ନାହିଁ। ଫଳରେ କିଛି ଲୋକ ଅନ୍ୟାୟ ଭାବେ ସେମାନଙ୍କ ଜମିକୁ ମାଡ଼ି ବସିଛନ୍ତି। ଏହାର ସମାଧାନ…

ଗଳାପୋଲ ନିର୍ମାଣ ଦାବିରେ ଜାତୀୟ ରାଜପଥ ଅବରୋଧ

ବାରିପଦା ଅଫିସ, ୧୧ା୨- ବାରିପଦା ସହର ମୁର୍ଗାବାଡ଼ି ଛକ ନିକଟସ୍ଥ ନିଗମାନନ୍ଦ ଆଶ୍ରମଠାରେ ନିର୍ମାଣଧିନ ପ୍ଲାଏଓଭରରେ ଏକ ଗଳା ପୋଲ ନିର୍ମାଣ ଦାବିରେ ଅଞ୍ଚଳବାସୀ ସୋମବାର ରାସ୍ତା ଅବରୋଧ କରିଥିଲେ। ପୂର୍ବାହ୍ନ ୧୦ଟାରେ ବାଲେଶ୍ୱର ଝାରପୋଖରୀଆ ୧୮ ନମ୍ବର ଜାତୀୟ ରାଜପଥକୁ…

ଫରେଷ୍ଟର ଶୋଭାକର ସିଂ ଗିରଫ ଘଟଣା: ବନ ବିଭାଗ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା

କପ୍ତିପଦା,୧୦।୨(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା କପ୍ତିପଦା ବନ ବିଭାଗ କାର୍ଯ୍ୟାଳୟରେ ଭିଜିଲାନ୍ସ ଚଢ଼ାଉ କରି ଫରେଷ୍ଟର ଶୋଭାକର ସିଂଙ୍କୁ ଫେବୃୟାରୀ ୬ତାରିଖରେ ଗିରଫ କରିଥିଲା। ଏହି ଘଟଣାରେ ସୋମବାର କପ୍ତିପଦା ଉନ୍ନୟନ୍ନ ମଞ୍ଚ ପକ୍ଷରୁ ବନ ବିଭାଗ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦିଆଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?