ସୌନ୍ଦର୍ଯ୍ୟ ଅଛି, ବିକାଶ ନାହିଁ
କପ୍ତିପଦା,୩୦।୧୨(ଡି.ଏନ.ଏ.)- ମୟୂରଭଞ୍ଜ ଜିଲା କପ୍ତିପଦା ରେଞ୍ଜ୍ ପୋଡ଼ାଡିହା ବନଖଣ୍ଡ ଅଧୀନ ମାଛକାନ୍ଦଣା ଓ ଚିଙ୍ଗୁଡିଆ ଜଳପ୍ରପାତର ମନୋରମ ସୌନ୍ଦର୍ଯ୍ୟ ସଭିଙ୍କୁ ଆନମନା କରିଥାଏ। ଶିମିଳିପାଳର ଜୈବବିବିଧତା, ସବୁଜିିମାପୂର୍ଣ୍ଣ ପରିବେଶ ଓ ଜଳପ୍ରପାତର ନିଆରା ଆକର୍ଷଣ ସବୁ ସମୟରେ ପର୍ଯ୍ୟଟକ, କବି, ଦାର୍ଶନିକ…
ବଧୂହତ୍ୟା ଉଦ୍ୟମ ଅଭିଯୋଗ, ଶ୍ୱଶୁର ଅଟକ
କୁଆମରା,୨୮।୧୨(ଡି.ଏନ୍.ଏ.): ମୟୂରଭଞ୍ଜ ଜିଲା ଗୋପବନ୍ଧୁନଗର ବ୍ଲକ ଅନ୍ତର୍ଗତ ସାଇଁକୂଳା ପଞ୍ଚାୟତରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ମହିଳାଙ୍କୁ ଶାଶୁଘର ଲୋକେ ପୋଡ଼ି ମାରିଦେବାକୁ ଉଦ୍ୟମ କରିଥିବା ଖୁଣ୍ଟା ଥାନାରେ ଅଭିଯୋଗ ହୋଇଛି। ମହିଳାଜଣଙ୍କ ହେଲେ ନିବେଦିତା ଦେ(୨୦)। ସୂଚନାନୁଯାୟୀ,…
ହାତୀ ଆକ୍ରମଣରେ ଜଣେ ବୃଦ୍ଧା ଗୁରୁତର
ଉଦଳା,୨୮।୧୨(ଡି.ଏନ୍.ଏ.): ଉଦଳା ବନଖଣ୍ତ ଅଞ୍ଚଳରେ ହାତୀ ଆତଙ୍କ ଦେଖାଦେଇଛି। ଶନିବାର ହାତୀପଲଙ୍କ ଆକମ୍ରଣରେ ଜଣେ ବୃଦ୍ଧା ଗୁରୁତର ଆହତ ହୋଇଛନ୍ତି । ସୂଚନାଯୋଗ୍ୟ, ଉଦଳା ବ୍ଲକ ଅଧିନରେ ଥିବା ଖଲାଡି ଓ କୋଚିଳା ଡିହା ପଞ୍ଚାୟତ ଅଞ୍ଚଳରେ ସକାଳେ କିଛି ହାତୀପଲ…
ହୋମିଓପାଥିକ କଲେଜ
ଆଦିବାସୀ ଅଧ୍ୟୁଷିତ ତଥା ବଣପାହାଡ ଘେରା ମୟୂରଭଞ୍ଜ ଜିଲା। ଏହି ଜିଲାର ବାରିପଦାଠାରେ କେତେଜଣ ସାମାଜିକ କର୍ମୀ ଓ ହୋମିଓପାଥିକ ଔଷଧ ସେବନକୁ ଭଲ ପାଉଥିବା ଲୋକଙ୍କ ପ୍ରଚେଷ୍ଟାରେ ୧୯୮୦ ମସିହାରେ ଆରମ୍ଭ ହୋଇଥିଲା ହୋମିଓପାଥିକ କଲେଜ। କଲେଜର ପ୍ରତିଷ୍ଠାତା ଡାକ୍ତର…
ଖଣି ଶ୍ରମିକଙ୍କ ବିକ୍ଷୋଭ
ରାଇରଙ୍ଗପୁର,୨୮ା୧୨(ଡି.ଏନ୍.ଏ.): ମୟୂରଭଞ୍ଜ ଜିଲା ବାଦାମପାହାଡ଼ସ୍ଥିତ ଲାଲ ଟ୍ରେର୍ଡ୍ସ ଲୁହାଖଣି କାର୍ଯ୍ୟାଳୟ ସମ୍ମୁଖରେ ଶୁକ୍ରବାର ବକେୟା ଅର୍ଥ ଏବଂ ଦରମା ପ୍ରଦାନ ସମେତ ବିଭିନ୍ନ ଦାବି ନେଇ ଖଣି ଶ୍ରମିକମାନେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ବାମନଘାଟି ମାଇନ୍ସ ଓ୍ବାର୍କର୍ସ ସଂଗଠନର ସାଧାରଣ ସମ୍ପାଦକ…
ଚାଷୀଙ୍କୁ ଦାଉ ସାଧିଲା ଅଦିନିଆ ବର୍ଷା
ବଡ଼ସାହି,୨୮ା୧୨(ସ୍ବ.ପ୍ର)- ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ ଅଞ୍ଚଳରେ ଅଦିନିଆ ବର୍ଷା ଦାଉ ସାଧିଛି। ଅମଳ ହୋଇ ବିଲରେ ଗଦା ହୋଇ ରହିଥିବା ପାଚିଲା ଧାନ ବର୍ଷାରେ ଓଦା ହୋଇ ଯାଇଛି ା ଚାଷ ଜମିଗୁଡିକରେ ପାଣି ଜମି ରହିଥିବାରୁ କଟା ହୋଇ…
ସେଲ୍ଫି ନେଲା ବେଳେ ଯୁବକଙ୍କୁ କଚାଡ଼ିଲା ଦନ୍ତା
କୁଆମରା,୨୮ା୧୨(ଡି.ଏନ୍.ଏ.)- ହାତୀ ଦେଖିବାକୁ ଯାଇ ଜଣେ ଯୁବକ ମୋବାଇଲରେ ସେଲ୍ଫି ନେବା ବେଳେ ମାଡ଼ି ଆସିଲା ବିପଦ। ୫୦୦ ମିଟର ପର୍ଯ୍ୟନ୍ତ ଗୋଡାଇଲା ଦନ୍ତାହାତୀ। ଶୁଣ୍ଢରେ ତାଙ୍କୁ ଉଠାଇ ଫିଙ୍ଗିଦେଲା କିଛି ଦୂରକୁ । ସୌଭାଗ୍ୟବଶତଃ ହାତୀ ଆକ୍ରମଣରୁ ବର୍ତ୍ତି ଯାଇଥିଲେ…
ଭିଜିଲାନ୍ସ ଜାଲରେ ଉଦ୍ୟାନ ବିଭାଗ ମାଳି, ୪ ସ୍ଥାନରେ ଚାଲିଛି ଏକକାଳୀନ ଚଢ଼ାଉ
ଉଦଳା,୨୭।୧୨(ଡି.ଏନ୍.ଏ.): ଭିଜିଲାନ୍ସ ଜାଲରେ ମୟୂରଭଞ୍ଜ ଜିଲା ଉଦଳା ଉଦ୍ୟାନ ବିଭାଗ ମାଳି ଉଦ୍ଧବ ବେହେରା। ଶୁକ୍ରବାର ଉଦ୍ଦବଙ୍କ ୪ ସ୍ଥାନରେ ଥିବା ଘରେ ଭିଜିଲାନ୍ସ ଟିମ୍ ଏକକାଳୀନ ଚଢ଼ାଉ କରିଛି। କପ୍ତିପଦା ବ୍ଲକ ବଡ଼ାମପଦାସ୍ଥିତ ବାସଭବନ ସମେତ ଶ୍ୱଶୁର ଘର ନୁଦଡ଼ିହା,…
ରାଜ୍ୟସ୍ତରୀୟ ରଗ୍ବୀ ଫୁଟବଲ୍: ମୟୂରଭଞ୍ଜକୁ ସଫଳତା
ବାରିପଦା ଅଫିସ,୨୭ା୧୨- ରାଜ୍ୟସ୍ତରୀୟ ୧୪ ଓ ୧୭ ବର୍ଷରୁ କମ୍ ବାଳିକା ଓ ବାଳକ ବର୍ଗର ରଗ୍ବୀ ଫୁଟବଲ୍ ପ୍ରତିଯୋଗିତା ଚଳିତ ମାସ ୨୨ ଓ ୨୩ ତାରିଖରେ ଭୁବନେଶ୍ୱରସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟଠାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୟୂରଭଞ୍ଜ ଜିଲାକୁ…
କୁଆମରାରେ ହାତୀ ଉପଦ୍ରବ
କୁଆମରା,୨୭ା୧୨(ଡି.ଏନ୍.ଏ.): ବାଲେଶ୍ୱର ଜିଲା ନୀଳଗିରିର କୁଲଡ଼ିହା ଅଞ୍ଚଳରୁ ଏକ ଦନ୍ତା ସମେତ ମୋଟ ୭ଟି ହାତୀ କୁଆମରା ଫରେଷ୍ଟ ଅଞ୍ଚଳରେ ପ୍ରବେଶ କରିବାରୁ ସାଧାରଣରେ ଆତଙ୍କ ସୃଷ୍ଟି ହୋଇଛି। ଏହି ହାତୀପଲ ବ୍ୟାପକ କ୍ଷୟକ୍ଷତି ଘଟାଇଛନ୍ତି। ସୂଚନା ଅନୁଯାୟୀ, ବୁଧବାର ରାତିରେ…
ଦୁର୍ଘଟଣାରେ ହୋମଗାର୍ଡ ମୃତ
ବାରିପଦା ଅଫିସ,୨୬ା୧୨- ଡ୍ୟୁଟି ପରେ ଘରକୁ ଫେରିବା ବାଟରେ ମଙ୍ଗଳବାର ରାତିରେ ଦୁର୍ଘଟଣା ଘଟି ଜଣେ ହୋମଗାର୍ଡଙ୍କ ମୃତ୍ୟୁ ଘଟିଛି। ମୃତ ହୋମଗାର୍ଡ ଜଣକ ହେଲେ ଜମିନି ଚନ୍ଦ୍ର ମହାନ୍ତ। ଲକ୍ଷ୍ମୀପୋଷି ଫାଣ୍ଡିରୁ ମଙ୍ଗଳବାର ରାତି ୧୦ଟା ବେଳେ ଡ୍ୟୁଟି ସାରି…
ଦେବକୁଣ୍ଡରେ ପିକ୍ନିକ୍ ପାର୍ଟିଙ୍କ ଭିଡ଼
ଉଦଳା,୨୬ା୧୨(ଡି.ଏନ୍.ଏ.) – ବଡ଼ଦିନ ଉପଲକ୍ଷେ ପର୍ଯ୍ୟଟନସ୍ଥଳୀ ଦେବକୁଣ୍ଡରେ ବୁଧବାର ପିକ୍ନିକ୍ ପାର୍ଟିଙ୍କ ଭିଡ଼ ଜମିଥିଲା। ଦେବକୁଣ୍ଡର ପ୍ରଥମ ବୁଢାମରା ଗେଟ୍ରେ ଇକୋ ଟୁରିଜିମ୍ ସହାୟତାରେ ନିର୍ମାଣ ହୋଇଥିବା ପିକ୍ନିକ୍ ସ୍ଥଳରେ ପ୍ରାୟ ୨ଶହରୁ ଅଧିକ ପକ୍ନିକ୍ ପାର୍ଟିଙ୍କ ଭିଡ଼ ଦେଖିବାକୁ ମିଳିଥିଲା।…
Archives


