ମୟୂରଭଞ୍ଜ

ଆରମ୍ଭ ହେଲା ମା’ ହିଙ୍ଗୁଳାଙ୍କ ବାର୍ଷିକ ପୂଜା

ବଡ଼ସାହି,୧୦ା୨(ସ୍ବ.ପ୍ର)- ଉତ୍ତର ଓଡିଶାର ପ୍ରସିଦ୍ଧ ମା’ ହିଙ୍ଗୁଳାଙ୍କ ବାର୍ଷିକ ପୂଜା ଶନିବାରଠାରୁ ଆରମ୍ଭ ହୋଇଛି। ୪ ଦିନ ଧରି ଅନୁଷ୍ଠିତ ହେବାକୁ ଥିବା ଏହି ପୂଜା ୧୧ତାରିଖରେ ଉଦ୍‌ଯାପିତ ହେବ ା ପ୍ରତିକୂଳ ପାଗ ସତ୍ତ୍ୱେ ଏହି ପୀଠରେ ହଜାର ହଜାର…

ବସ୍‌ରେ ଲାଗିଲା ୧୧କେଭି ବିଦ୍ୟୁତ୍‌ ତାର: ଅଳ୍ପକେ ରକ୍ଷା ପାଇଲେ ୭୦ ପର୍ଯ୍ୟଟକ

ବାଲିଆପାଳ, ୯।୨(ସ୍ବ.ପ୍ର.)-ବାଲିଆପାଳ ବିଦ୍ୟୁତ୍‌ ବିଭାଗର ଖାମଖିଆଲି ନୀତି ଯୋଗୁ ଡଗରା ବେଳାଭୂମି ରାସ୍ତାରେ ନିଶ୍ଚିତ ବିପଦରୁ ଅଳ୍ପକେ ରକ୍ଷା ପାଇଯାଇଛନ୍ତି ୭୦ ପର୍ଯ୍ୟଟକ। ଏହାକୁ ନେଇ ରବିବାର ପୂର୍ବାହ୍ନରେ ସେଠାରେ କିଛି ସମୟ ପାଇଁ ଉତ୍ତେଜନା ପ୍ରକାଶ ପାଇଥିଲା। ବାରିପଦା ଉତ୍ତରଓଡ଼ିଶା…

ମୟୂରଭଞ୍ଜରେ ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ: କ୍ଷେତ୍ର ପରିଦର୍ଶନ ସହ ବିଭିନ୍ନ କାର୍ଯ୍ୟକ୍ରମର ସମୀକ୍ଷା

ବାରିପଦା ଅଫିସ, ୯।୨-ରାଜ୍ୟ ମହିଳା ଓ ଶିଶୁ ବିକାଶ ଏବଂ ମିଶନ ଶକ୍ତି ବିଭାଗ ମନ୍ତ୍ରୀ ଟୁକୁନି ସାହୁ ଶନିବାର ଦିନିକିଆ ମୟୂରଭଞ୍ଜ ଜିଲା ଗସ୍ତ କରି ବିଭିନ୍ନ ସ୍ଥାନ ପରିଦର୍ଶନ ସହ କାର୍ଯ୍ୟକ୍ରମର ସମୀକ୍ଷା କରିଥିଲେ। ସମନ୍ବିତ ଶିଶୁ ବିକାଶ…

ପୋଲ ତଳକୁ ଖସିଲା ଧାନ ବୋଝେଇ ଟ୍ରକ

ଠାକୁରମୁଣ୍ଡା/ଯଶିପୁର,୭ା୨(ଡ଼ି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଯଶୀପୁର-ରରୁଆଁ ରାସ୍ତାର ମଉଦି ଗ୍ରାମ ନିକଟରେ ଗୁରବାର ସାରେ ଏକ ଧାନ ବୋଝେଇ ଟ୍ରକ ଭାରସାମ୍ୟ ହରାଇ ପୋଲ ଉପରୁ ପ୍ରାୟ ୩୦ ଫୁଟ ତଳକୁ ଖସି ପଡ଼ିଛି। ଦୁର୍ଘଟଣାଗ୍ରସ୍ତ ଟ୍ରକ ଡ୍ରାଇଭରଙ୍କ ଅବସ୍ଥା ଗୁରୁତର ଥିବା…

ରେଳ ବଜେଟରେ ମୟୂରଭଞ୍ଜକୁ ଅବହେଳା ନେଇ ବିକ୍ଷୋଭ

ବାରିପଦା ଅଫିସ, ୭ା୨- ରେଳବଜେଟରେ ଓଡ଼ିଶାର ବିଭିନ୍ନ ରେଳପ୍ରକଳ୍ପ ଲାଗି ୪୩୭୩ କୋଟି ଟଙ୍କା ବ୍ୟୟ ବରାଦ ହୋଇଛି। ଓଡ଼ିଶାର ଅନ୍ୟାନ୍ୟ ରେଳ ପ୍ରକଳ୍ପ ଲାଗି ଟଙ୍କା ମଞ୍ଜୁର ହୋଇଥିବା ବେଳେ ମୟୂରଭଞ୍ଜ ଜିଲାରେ ରେଳପଥର ଉନ୍ନତିକରଣ ପାଇଁ ସେଭଳି ଆଖିଦୃଶିିଆ…

ଗୁଣ୍ଡୁରିଆ ଶହୀଦ ଦିବସ ସମାବେଶ

ରାଇରଙ୍ଗପୁର,୭ା୨(ଡି.ଏନ୍‌.ଏ.): ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚା(ଜେଏମ୍‌ଏମ୍‌) ପକ୍ଷରୁ ଗୁରୁବାର ଗୁଣ୍ଡୁରିଆ ଶହୀଦ ଦିବସ ସମାବେଶ ଅନୁଷ୍ଠିତ ହୋଇଯାଇଛି। ରାଇରଙ୍ଗପୁର କଚେରୀ ପଡ଼ିଆ ପରିସରରେ ଆୟୋଜିତ ସଭାରେ ମୁଖ୍ୟ ଅତିଥି ଭାବେ ପଡ଼ୋଶୀ ଝାଡ଼ଖଣ୍ଡର ପରିବହନ ଓ ଆଦିବାସୀ ବିଭାଗ ମନ୍ତ୍ରୀ ଚମ୍ପାଇ ସୋରେନ ଏବଂ…

ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟରେ ଛାତ୍ର ଅଶାନ୍ତି

ଖୁଣ୍ଟା,୭ା୨(ଡ଼ି.ଏନ୍‌.ଏ.): ଖୁଣ୍ଟା ବ୍ଲକ ଅଧୀନ ଧାନଘେରା ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟରେ ଗୁରୁବାର କେତେକ ସମସ୍ୟାକୁ ନେଇ ଛାତ୍ର ଅଶାନ୍ତି ଦେଖା ଦେଇଥିଲା। ଉଦଳା ଆଇଟିଡିଏ ପ୍ରକଳ୍ପ ପ୍ରଶାସକଙ୍କ ହସ୍ତକ୍ଷେପ ପରେ ଛାତ୍ରୀଛାତ୍ରମାନେ ଶାନ୍ତ ପଡିଥିବା ଜଣାପଡ଼ିଛି । ଉକ୍ତ ବିଦ୍ୟାଳୟରେ…

କନ୍ୟାଶ୍ରମ ଛାତ୍ରୀଙ୍କ ଅସ୍ବାଭାବିକ ମୃତ୍ୟୁ:ରାସ୍ତା ଅବରୋଧ

ରାସଗୋବିନ୍ଦପୁର,୭।୨(ଡି.ଏନ.ଏ)- ରାସଗୋବିନ୍ଦପୁର ବ୍ଲକ ଅଧୀନ ଦେବଶୋଳସ୍ଥିତ କନ୍ୟାଶ୍ରମର ଜଣେ ଆଦିବାସୀ ଛାତ୍ରୀଙ୍କ ଅସ୍ବାଭାବିକ ମୃତ୍ୟୁକୁ ନେଇ ରାସଗୋବିନ୍ଦପୁର ପେସା କମିଟି ପକ୍ଷରୁ ରାସ୍ତାରୋକ କରାଯାଇଥିଲା। ସାମାନ୍ୟ ଥଣ୍ଡାଜ୍ୱରରେ ଆକ୍ରାନ୍ତ ହୋଇଥିବା ଆଶ୍ରମ ସ୍କୁଲରେ ୭ମ ଶ୍ରେଣୀରେ ଅଧ୍ୟୟନରତ ଉକ୍ତ ଛାତ୍ରୀଙ୍କ ଅସ୍ବାଭାବିକ…

ବ୍ରାଉନ ସୁଗାର ଜବତ: ଜଣେ ଗିରଫ

ରାଇରଙ୍ଗପୁର,୬ା୨(ଡି.ଏନ୍‌.ଏ.)- ରାଇରଙ୍ଗପୁର ପୋଲିସ ବୁଧବାର ଚଢାଉ କରି ୧୨ ଗ୍ରାମ ବ୍ରାଉନସୁଗାର ଜବତ କରିବା ସହ ଜଣଙ୍କୁ ଗିରଫ କରିଛି। ସର୍କଲ ଏସ୍‌ଡିପିଓ ସ୍ନେହାଶିଷ ସାହୁଙ୍କ ନେତୃତ୍ୱରେ ଟାଉନ ଥାନା ଅଧିକାରୀ ଇନ୍ସପେକ୍ଟର ରେଣୁବାଳା ସାହୁ ଏବଂ ସବ୍‌ଇନ୍ସପେକ୍ଟର ସଙ୍ଗୀତା ଦାସ…

ବେକାରମୁକ୍ତ ମୟୂରଭଞ୍ଜ ଗଠନ ପାଇଁ ଦାବିପତ୍ର

ବାରିପଦା ଅଫିସ, ୬ା୨- ଅଣରାଜନୈତିକ ଯୁବ ସଂଗଠନ ଭଞ୍ଜ ସେନା ପକ୍ଷରୁ ବୁଧବାର ବେକାରମୁକ୍ତ ମୟୂରଭଞ୍ଜ ଗଠନ ଦାବିରେ ଜିଲା ପ୍ରଶାସନ ଜରିଆରେ ମୁଖ୍ୟମନ୍ତ୍ରୀଙ୍କ ନିକଟକୁ ଦାବିପତ୍ର ପ୍ରଦାନ କରାଯାଇଛି। ସେନାର ସଭାପତି ପିଣ୍ଟୁ ମାଇତିଙ୍କ ନେତୃତ୍ୱରେ ଏକାଧିକ କର୍ମୀ ବେକାରମୁକ୍ତ…

ଦନ୍ତା ଆକ୍ରମଣରେ ଦୁଇ ଆହତ

ବଡ଼ସାହି,୫ା୨(ସ୍ବ.ପ୍ର)- ବଡ଼ସାହି ଥାନା ଅଧୀନ ଦେଉଳିଆ ପଞ୍ଚାୟତ ଗଦଗଦି ଗ୍ରାମର ଦୁଇ ମହିଳା ଦନ୍ତା ଆକ୍ରମଣରେ ଆହତ ହୋଇଛନ୍ତି ା ମହିଳା ଦ୍ୱୟ ହେଲେ ସେହି ଗ୍ରାମର ଲକ୍ଷ୍ମୀ ଟୁଡୁ ଓ କାପୁରା ହେମ୍ବ୍ରମ ା ବନବିଭାଗ ପକ୍ଷରୁ ଆହତମାନଙ୍କୁ ବାରିପଦା…

ବିଦ୍ୟୁତ୍‌ ଖୁଣ୍ଟ , ଗଛ ନ ଉଠିବାରୁ ଧାରଣା

ବେତନଟୀ, ୫ା୨(ଡି.ଏନ୍‌.ଏ.)- ବେତନଟୀ ବଜାରରେ ନୂତନ ରାସ୍ତା ନିର୍ମାଣ ଚାଲିଥିବା ବେଳେ ବିଦ୍ୟୁତ୍‌ ଖୁଣ୍ଟ ଓ ଗଛ ନ ଉଠିବାରୁ ବେତନଟୀ ସିଭିଲ୍‌ ସୋସାଇଟି ସଂଗଠନ ପକ୍ଷରୁ ବଙ୍ଗଳାଛକ ନିକଟ ପୂର୍ତ୍ତ ବିଭାଗ ଫାଟକ ସମ୍ମୁଖରେ ମଙ୍ଗଳବାର ଧାରଣା ଦିଆଯାଇଥିଲା। ଖବରପାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?