ମୟୂରଭଞ୍ଜ

ଡାକ୍ତରଖାନା ଆଗରେ ଜେଏମ୍‌ଏମ୍‌ର ଧାରଣା  

ମୋରଡ଼ା,୧୮ା୩(ସ୍ମାରକ ମାଜୀ):ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ବାରମାଇଲସ୍ଥିତ କିଶାନତାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା(ଜେଏମ୍‌ଏମ୍‌) ତରଫରୁ ୨ ଦଫା ଦାବି ନେଇ ମଙ୍ଗଳବାରଠାରୁ ଧାରଣା ଦିଆଯାଇଛି। ଜେଏମ୍‌ଏମ୍‌ ଜିଲା ସଭାପତି କୃଷ୍ଣଚନ୍ଦ୍ର ଦାସଙ୍କ ନେତୃତ୍ୱରେ କର୍ମୀମାନେ ଶାନ୍ତିପୂର୍ଣ…

ଭୟଙ୍କର ଘୂର୍ଣ୍ଣିଝଡ଼: ଉଡିଲା ଛପର-ନଦୀକୁ ପଶିଲା ଅଟୋ, ୨ମୃତ

ବାରିପଦା/କରଞ୍ଜିଆ,୧୫ା୩(ନୀଳାଦ୍ରି ବିହାରୀ ଦଣ୍ଡପାଟ/କବିତା ମହାନ୍ତ): ରବିବାର ଅପରାହ୍ନ ସାଢେ ୪ଟାରେ ମୟୂରଭଞ୍ଜ ଜିଲା କରଞ୍ଜିଆ ବ୍ଳକ କଙ୍କଡା ଗ୍ରାମରେ କାଳବୈଶାଖୀର ଭୟଙ୍କର ତାଣ୍ଡବ ଦେଖାଯାଇଛି । ଏଥିରେ ୨ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୫ରୁ ଉର୍ଦ୍ଧ୍ବ ଲୋକ ଗୁରୁତର ଆହତ ହୋଇ…

ଭାଜପା ସରକାରଙ୍କ ଉପରେ ବର୍ଷିଲା ଜେଏମ୍‌ଏମ୍‌, ଟାର୍ଗେଟ୍‌ କରି କହିଲା…

ମୋରଡ଼ା,୧୫ା୩(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚିତ୍ରଡ଼ା କଲ୍ୟାଣମଣ୍ଡପରେ ରବିବାର ପୂର୍ବାହ୍ନରେ ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚାର ଜିଲା ସଭାପତି କୃଷ୍ଣଚନ୍ଦ୍ର ଦାସ ଏକ ଖବରଦାତା ସମ୍ମିଳନୀର ଆୟୋଜନ କରିଥିଲେ। ବିଭିନ୍ନ ସମସ୍ୟାକୁ ନେଇ ବର୍ତ୍ତମାନର ଭାଜପା ସରକାରଙ୍କୁ ଟାର୍ଗେଟ…

ଟ୍ରକ୍‌ରେ ବେଆଇନ ଚାଲାଣ ହେଉଥିଲା ମୂଲ୍ୟବାନ କାଠ, ବାଟରେ ଫାଟିଲା ଚକା, ଆଉ ତା’ ପରେ…

ମୋରଡ଼ା,୧୪ା୩(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ରେଞ୍ଜ ଅଞ୍ଚଳରେ ଏକ କାଠ ବୋଝେଇ ଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ସୂଚନା ଅନୁଯାୟୀ,ରାଇରଙ୍ଗପୁର ବନାଞ୍ଚଳ ଅଞ୍ଚଳରୁ ଏକ ୧୨ ଚକିଆ ଟ୍ରକ ଯୋଗେ ଆକାଶିଆ ଏବଂ ମୂଲ୍ୟବାନ ଶାଳଗଣ୍ଡି ବେଆଇନ ଭାବେ ଶୁକ୍ରବାର ବିଳମ୍ବିତ…

ହୁତୁହୁତୁ ହୋଇ ଜଳୁଛି ଶିମିଳିପାଳ: ସଙ୍କଟରେ ବନ୍ୟଜନ୍ତୁ

ଉଦଳା,୧୪।୩(ସନ୍ତୋଷ କୁମାର ବାଛିନୀ): ହୁତୁହୁତୁ ହୋଇ ଜଳୁଛି ଶିମିଳିପାଳ। ଶିମିଳିପାଳର ଆଭ୍ୟନ୍ତରୀଣ ଅଞ୍ଚଳରେ ଲାଗିଛି ନିଆଁ। ୩ ରୁ ୪ ଘଣ୍ଟା ହେବ ଜଳି ଚାଲିଛି ନିଆଁ। ଶିମିଳିପାଳର ସାଉଥ ଡିଭିଜନ ପୋଡାଡିହା ରେଞ୍ଜର ମନଭଙ୍ଗା ବିଟ ଅଞ୍ଚଳରେ ନିଆଁ ଲାଗି…

ନ୍ୟାୟ ଦାବିରେ ଉତ୍ତ୍ୟକ୍ତ ଲୋକଙ୍କ ଉନ୍ମତ୍ତକାଣ୍ଡ: ତହସିଲଦାରଙ୍କ ଗାଡ଼ି ଭାଙ୍ଗିଲେ, ପୋଲିସକୁ ମରଣାନ୍ତକ ଆକ୍ରମଣ

ବାରିପଦା,୧୩ା୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବହଳଦା ଥାନା ଅଞ୍ଚଳରେ ଜଣେ ନାବାଳିକାକୁ ଅସଦାଚରଣକୁ ନେଇ ଅଭାବନୀୟ ଘଟଣା ଘଟିଛି। ଅଞ୍ଚଳବାସୀ ନ୍ୟାୟ ଦାବିରେ ଜାତୀୟ ରାଜପଥ ୨୨୦କୁ ଅବରୋଧ କରିବା ସହିତ ଉତ୍ତେଜନା ପ୍ରକାଶ ପାଇଥିଲା। ଖବରପାଇ ବହଳଦା ତହସିଲଦାର…

ବୋହୂଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ପୁଅ, ଥାନାରେ ପହଞ୍ଚି ଅଭିଯୋଗ କରିଦେଲେ ବାପା, ପୁରୁଷୋତ୍ତମଙ୍କୁ ବାନ୍ଧି…

ବୈଶିଙ୍ଗା,୭।୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ନଡପୁର ଗ୍ରାମରେ ଜନୈକା ବିବାହିତା ମହିଳାଙ୍କୁ ମାଡ଼ ମାରି ଗୁରୁତର କରିଥିବା ଅଭିଯୋଗରେ ପୋଲିସ ସ୍ବାମୀଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ ହେଲେ ପୁରୁଷୋତ୍ତମ ମହାନ୍ତ। ସୂଚନାନୁଯାୟୀ, ଦେବେନ୍ଦ୍ର…

ପୋଖରୀରେ ବୁଡ଼ି ଚାଲିଗଲା ୨ ନାବାଳିକାଙ୍କ ଜୀବନ

ଉଦଳା,୭।୩: ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ନଥିପୁର ଗାଁରେ ଶନିବାର ଏକ ଅଘଟଣ ଘଟିଛି। ପୋଖରୀରେ ବୁଡ଼ି ୨ ନାବାଳିକାଙ୍କ ମୃତ୍ୟୁ ଘଟିଛି। ଦୁଇ ନାବାଳିକାଙ୍କୁ ହରାଇ ଗାଁରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। ମିଳିଥିବା ସୂଚନା ମୁତାବକ, ନାବାଳିକା ଦ୍ୱୟ…

ହଠାତ୍‌ ହୁତୁହୁତୁ ହୋଇ ଜଳିଗଲା ସ୍କୁଟି: ଦେଖନ୍ତୁ Video

ଉଦଳା, ୫।୩(ସନ୍ତୋଷ କୁମାର ବାଛିନୀ): ହୁତୁହୁତୁ ହୋଇ ଜଳିଯାଇଛି ସ୍କୁଟି। ଅଚାନକ ସ୍କୁଟିରେ ନିଆଁ ଲାଗିବା ପରେ ଅଗ୍ନିଶମ ବିଭାଗ ନିଆଁକୁ ଆୟତ୍ତ କରିଛି। ସୂଚନାଯୋଗ୍ୟ, ଉଦଳା ଥାନା ଛକ ନିକଟରେ ସବ ଜଜ୍‌ଙ୍କ କାଟର ସମ୍ମୁଖରେ ଗେଟ ବାହାରେ ଏକ…

ଜୀବନର ରଙ୍ଗ ଛଡେଇନେଲା ଦନ୍ତା ହାତୀ:  ଯୁବକଙ୍କ ମୃତ୍ୟୁ

ମୋରଡା/ରାସଗୋବିନ୍ଦପୁର,୪/୩ (ସ୍ମାରକ ମାଜୀ/ସତ୍ୟବାଦୀ ପରିଡା):ରଙ୍ଗର ପର୍ବ ହୋଲିରେ ମଉଳି ଗଲା ଯୁବକଙ୍କ ଜୀବନର ରଙ୍ଗ। ହାତୀ ଆକ୍ରମଣରେ ଯୁବକଙ୍କ ମୃତ୍ୟୁ ଘଟିଛି। ଏଭଳି ଦୁଖଃଦ ଘଟଣା ଘଟିଛି ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ରେଞ୍ଜ ଅଞ୍ଚଳରେ। ସୂଚନା ଅନୁଯାୟୀ, ଉକ୍ତ ରେଞ୍ଜ ଅଞ୍ଚଳରେ…

ଛେଳି ଚୋରିକୁ ନେଇ କଙ୍ଗାରୁ କୋର୍ଟ: ନବମ ଶ୍ରେଣୀ ଛାତ୍ରଙ୍କ ଗଲା ଜୀବନ, ୧୨ ଗ୍ରାମବାସୀ ଗିରଫ

ବାରିପଦା,୩।୩ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ଛେଳି ଚୋରକୁ ନେଇ କଙ୍ଗାରୁ କୋର୍ଟ। ଘଟଣାକୁ ନେଇ ଦୁଇ ଜଣଙ୍କୁ ନିସ୍ତୁକ ମାଡ଼ ପରେ ଜଣଙ୍କ ମୃତ୍ୟୁ ଘଟିଛି। ଏଭଳି ଘଟଣା ଘଟିଛି ବହଳଦା ବ୍ଲକ ତଥା ତିରିଙ୍ଗ ଥାନା ଅନ୍ତର୍ଗତ ଇନ୍ଦଖୋଲି ଗ୍ରାମର…

ନବଜାତ ଶିଶୁକନ୍ୟାକୁ ବୁଦାମୂଳେ ଫିଙ୍ଗିଦେଲେ, କାନ୍ଦଶୁଣି ଆଶାକର୍ମୀ କଲେ ଏମିତି କାମ…

ମୋରଡ଼ା,୨୮ା୨(ସ୍ମାରକ ମାଜୀ): ପୁଣି ଅଲୋଡ଼ା ହୋଇଛି ଶିଶୁକନ୍ୟା। ଏକ ନବଜାତ ଶିଶୁକନ୍ୟାକୁ କେହି ବୁଦାମୂଳରେ ଫିଙ୍ଗି ଦେଇଥିବାବେଳେ କାନ୍ଦ ଶୁଣି ଶନିବାର ଉଦ୍ଧାର କରିଛନ୍ତି ଆଶାକର୍ମୀ। ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକର ଝିଙ୍କିରିଆ ଗ୍ରାମର ଆଶାକର୍ମୀ ସାବିତ୍ରୀମଣୀ ଜେନାଙ୍କ ଘର ବାଡ଼ି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri