ମୟୂରଭଞ୍ଜ

ପାଣିରେ ବୁଡି ଶିଶୁପୁତ୍ରର ମୃତ୍ୟୁ

ବୈଶିଙ୍ଗା,୨୦|୧୦(ରତନ ଦାଶ) ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅନ୍ତର୍ଗତ ମେର୍ଦା ପଞ୍ଚାୟତର କୁସୁମପୁରା ଗାଁରେ ଗାଡି଼ିଆ ପାଣିରେ ବୁଡି ଏକ ବର୍ଷର ଶିଶୁପୁତ୍ରର ମୃତ୍ୟୁ ହୋଇଯାଇଥିବା ଭଳି ଏକ ଅଭାବନୀୟ ଘଟଣା ଯୋଗୁଁ ସମଗ୍ର ଅଞ୍ଚଳରେ ଶୋକର ବାତାବରଣ ସୃଷ୍ଟି ହୋଇଛି…

ଛାତ୍ରୀଛାତ୍ରଙ୍କୁ ଅଟକ ରଖିଲା ପୋଲିସ: ଉଠିଲା ବିବାଦ

ମୋରଡ଼ା,୧୪।୧୦ (ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲାରେ ୧୦୦ରୁ ଊର୍ଦ୍ଧ୍ୱ ଛାତ୍ରଛାତ୍ରୀଙ୍କୁ ପୋଲିସ ଅଟକ ରଖିଥିବା ଘଟଣାକୁ ନେଇ ଚର୍ଚ୍ଚା ଜୋର ଧରିଛି। ଚିତ୍ରଡ଼ା ମହାବିଦ୍ୟାଳୟର ଛାତ୍ର ସଂସଦ ନିର୍ବାଚନରେ ସଭାପତି ପ୍ରାର୍ଥୀ ମଳୟ ମହାନ୍ତିଙ୍କ ଶୁଭକାମନା ଉଦ୍ଦେଶ୍ୟରେ ପୁରୀ ଯାଉଥିବା ଛାତ୍ରୀଛାତ୍ରଙ୍କୁ…

ତେଜିଲା ଆନ୍ଦୋଳନ, ବିଦ୍ୟାଳୟ ଫାଟକରେ ତାଲା ପକାଇଲେ ଗ୍ରାମବାସୀ

ବୈଶିଙ୍ଗା,୧୩।୧୦(ରତନ ଦାଶ): ମୟୂରଭଞ୍ଜ ଜିଲା ବେତନଟୀ ବ୍ଲକ ତଥା ବୈଶିଙ୍ଗା ଥାନା ଅନ୍ତର୍ଗତ ବଣଦାମଦରପୁର ପ୍ରାଥମିକ ବିଦ୍ୟାଳୟର ଜଣେ ଶିକ୍ଷୟିତ୍ରୀଙ୍କ ବଦଳି ନିର୍ଦ୍ଦେଶକୁ ଗ୍ରାମବାସୀ ବିରୋଧ କରିଛନ୍ତି। ଗ୍ରାମବାସୀ ବଦଳିକୁ ପ୍ରତ୍ୟାହାର ଦାବି କରି ବିଦ୍ୟାଳୟ ଫାଟକରେ ତାଲା ପକାଇ ପ୍ରତିବାଦ…

ଆମ୍ବୁଲାନ୍ସରେ ନିଆଁ ଲାଗିବା ଘଟଣା: ସାମ୍ନାକୁ ଆସିଲା ସତ, ସବୁ ବଖାଣିଲେ ଡ୍ରାଇଭର

ଉଦଳା,୧୦ା୧୦(ସନ୍ତୋଷ ବାଛିନୀ): ମୟୂରଭଞ୍ଜ ଜିଲା ଉଦଳା ମେଡିକାଲ ଭିତରେ ଆମ୍ବୁଲାନ୍ସ ଅଗ୍ନିକାଣ୍ଡ ହେବା ପଛର ସତ ଆସିଲା ସାମ୍ନାକୁ। ଉକ୍ତ ଆମ୍ବୁଲାନ୍ସର ଡ୍ରାଇଭର ଏମଭିଆଇଙ୍କ ଆଗରେ ବଖାଣିଲେ ଘଟଣାର ସତ। ଏମଭିଆଇଙ୍କ ଆଗରେ ସେଦିନ ଘଟିଥିବା ଘଟଣାର ପ୍ରକୃତ ସତ୍ୟ କହିଥିଲେ…

ବିଦ୍ୟାଳୟରେ ଅବ୍ୟବସ୍ଥା: ଚରମସୀମାରେ ଛାତ୍ରୀଛାତ୍ରଙ୍କ ଅସନ୍ତୋଷ, ବିଡିଓଙ୍କୁ ଭେଟିବାକୁ ଚାଲିଚାଲି ପଳେଇଲେ

ବାରିପଦା,୧୦ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ବ୍ଲକ ଅନ୍ତର୍ଗତ ଶ୍ୟାମସୁନ୍ଦରପୁର ଏକଲବ୍ୟ ମଡେଲ ଆବାସିକ ବିଦ୍ୟାଳୟରେ ଅବ୍ୟବସ୍ଥାକୁ ନେଇ ଶନିବାର ଛାତ୍ରୀଛାତ୍ରଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ବିଦ୍ୟାଳୟର ବିଭିନ୍ନ ସମସ୍ୟା ସମ୍ପର୍କରେ କର୍ତ୍ତୃପକ୍ଷଙ୍କୁ ବାରମ୍ବାର ଅବଗତ କରାଯାଇଥିଲେ…

ହସ୍ପିଟାଲରେ ଜଳିଗଲା ଆମ୍ବୁଲାନ୍ସ, ରୋଗୀ ମୃତ, ୨ ଗୁରୁତର

ବାରିପଦା/ଉଦଳା,୮ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ/ସନ୍ତୋଷ କୁମାର ବାଚ୍ଛିନୀ): ମୟୂରଭଞ୍ଜ ଜିଲା ଉଦଳା ମେଡିକାଲ ପରିସରରେ ଗୁରୁବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଅକ୍ସିଜେନ ସିଲିଣ୍ଡର ଫାଟି ଏକ ଆମ୍ବୁଲାନ୍ସ ଜଳିଯିବା ସହ ଜଣେ ରୋଗୀଙ୍କ ମୃତ୍ୟୁ ଘଟିଛି। ଅନ୍ୟ ୨ ଜଣ…

ମାଣତ୍ରୀ ଏସ୍‌ଏସ୍‌ଡି ବାଳିକା ହଷ୍ଟେଲରେ ୫୦ରୁ ଊର୍ଦ୍ଧ୍ୱ ଛାତ୍ରୀ ଝାଡ଼ାବାନ୍ତିରେ ଆକ୍ରାନ୍ତ: ସ୍ଥିତି ଅନୁଧ୍ୟାନ କଲେ ଜିଲାପାଳ

ବାରିପଦା, ୭।୧୦ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ ଅଧୀନ ମାଣତ୍ରୀସ୍ଥିତ ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ବିଭାଗ (ଏସ୍‌ଏସ୍‌ଡି) ବାଳିକା ହାଇସ୍କୁଲ ହଷ୍ଟେଲରେ ଅଭାବନୀୟ ଘଟଣା ଘଟିଛି। ହଷ୍ଟେଲରେ ରହୁଥିବା ୫୦ରୁ ଊର୍ଦ୍ଧ୍ୱ ଛାତ୍ରୀ ହଠାତ୍…

ପୂର୍ତ୍ତ ବିଭାଗ EE ଅରବିନ୍ଦ ମହାନ୍ତି ଗିରଫ: ୨ଟି କୋଠା, ୨୩ ପ୍ଲଟ୍‌ ଓ ୫ ଏକରର ଫାର୍ମ ହାଉସ୍‌ ଠାବ

ବାରିପଦା/ବେତନଟୀ, ୬।୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ/ଧରଣୀଧର ମହାନ୍ତି ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ମୟୂରଭଞ୍ଜ ପୂର୍ତ୍ତ ବିଭାଗର ଏକ୍ସିକ୍ୟୁଟିଭ୍‌ ଇଞ୍ଜିନିୟର (EE) ଅରବିନ୍ଦ ମହାନ୍ତିଙ୍କୁ ଭିଜିଲାନ୍ସ ଗିରଫ କରିଛି। ତାଙ୍କ ବିରୋଧରେ ଆୟ ତୁଳନାରେ ବିପୁଳ ପରିମାଣର ଆୟ ବହିର୍ଭୂତ…

ଭିଜିଲାନ୍ସ ପଞ୍ଝାରେ ବେତନଟୀ ସବଡିଭିଜନ AEE, ଏକକାଳୀନ ୧୦ ସ୍ଥାନରେ ଚଢାଉ

ବାରିପଦା/ବେତନଟୀ, ୫।୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ/ଧରଣୀଧର ମହାନ୍ତି ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗରେ ମୟୂରଭଞ୍ଜ ଜିଲା ବେତନଟୀ ଆର୍‌ଆଣ୍ଡବି ସବ୍‌ଡିଭିଜନର ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ (ଏଇଇ) ଅରବିନ୍ଦ ମହାନ୍ତିଙ୍କ ବାସଭବନରେ ଭିଜିଲାନ୍ସ ଚଢ଼ାଉ କରିଛି ।ଜଣାଶୁଣା ଆୟ ଉତ୍ସଠାରୁ…

ମାଛ ଧରିବାକୁ ଯାଇ ନାଳରେ ବୁଡ଼ିଗଲେ ବୃଦ୍ଧ, ମୃତଦେହ ଉଦ୍ଧାର କରି…

ବାରିପଦା,୨୭ା୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମାଛ ଧରିବାକୁ ଯାଇ ନାଳର ଗଭୀର ପାଣିରେ ବୁଡ଼ି ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ବାରିପଦା ସଦର ଥାନା ଅନ୍ତର୍ଗତ କୁଚିଳାଘାଟୀ ପଞ୍ଚାୟତ ଖସାଡିହା ଗ୍ରାମର ୬୦ ବର୍ଷୀୟ ସନାତନ ସିଂ। ସୂଚନା ଅନୁଯାୟୀ,…

ବନ୍ୟା ଉଦ୍ଧାର କାର୍ଯ୍ୟରେ ନିୟୋଜିତ ଓଡ୍ରାଫ ଯବାନଙ୍କୁ କାମୁଡ଼ିଲା ସାପ

ବାରିପଦା, ୨୭।୯ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ବନ୍ୟା ଉଦ୍ଧାର କାର୍ଯ୍ୟରେ ନିୟୋଜିତ ଜଣେ ଓଡ୍ରାଫ ଯବାନଙ୍କୁ ସାପ କାମୁଡ଼ିଥିବା ଜଣାପଡ଼ିଛି। ବେତନଟୀ ବ୍ଲକ ଅନ୍ତର୍ଗତ ପାଟଳୀପୁରା ପଞ୍ଚାୟତ ଅଞ୍ଚଳରେ ବୁଢ଼ାବଳଙ୍ଗ ନଦୀର ବନ୍ୟାଜଳରେ ଉଦ୍ଧାର କାର୍ଯ୍ୟ ଚାଲିଥିବାବେଳେ ଏହି…

ପାଣି ସୁଅରେ ଭାସିଗଲା କାର, ଦୁଇ ଘଣ୍ଟା ଫସିଲେ ୨ ଜଣ

ଉଦଳା, ୨୫/୯(ସନ୍ତୋଷ ବାଛିନୀ): ଅଚାନକ ରାସ୍ତାରେ ପାଣି ପ୍ରବାହିତ ହେବାରୁ ପାଣି ସୁଅରେ ଏକ କାର ଭାସିଯାଇଥିବାବେଳେ ଏଥିରେ ଥିବା ଦୁଇ ଜଣ ପ୍ରାୟ ଦୁଇ ଘଣ୍ଟା ଧରି ଫସି ରହିଥିଲେ। ପରେ ଗ୍ରାମବାସୀ ସେମାନଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରିଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?