ଶିମିଳିପାଳରେ ପର୍ଯ୍ୟଟକଙ୍କୁ ଆକ୍ରମଣ କଲା ବବ୍ଲୁ, ଭିଡିଓ ଭାଇରାଲ
ବାରିପଦା ଅଫିସ,୨୫।୧୨- ମୟୂରଭଞ୍ଜ ଜିଲା ସ୍ଥିତ ଶିମିଳିପାଳ ଅଭୟାରଣ୍ୟ ତଥା ଶିମିଳିପାଳ ବ୍ୟାଘ୍ର ପ୍ରକଳ୍ପ ଅଧୀନ ଲୁଲୁଙ୍ଗଠାରେ ବନ ବିଭାଗର ପୋଷା ହାତୀ ବବ୍ଲୁ ପର୍ଯ୍ୟଟକମାନଙ୍କୁ ଆକ୍ରମଣ କରୁଥିବାର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଏହି ଘଟଣା କେବେ…
ଦନ୍ତା ଆକ୍ରମଣରେ ବୃଦ୍ଧାଙ୍କ ଜୀବନଗଲା
ବାରିପଦା ଅଫିସ,୨୫।୧୨: ମୟୂରଭଞ୍ଜ ଜିଲ୍ଲା ବାଙ୍ଗରିପୋଷି ବନାଞ୍ଚଳ ଅଧୀନ ଗୋଶାଣିପାଳ ଗାଁରେ ଦନ୍ତା ହାତୀ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ ସ୍ନେହଲତା ସେଠୀ (୬୫)। ସେ ସକାଳୁ ଗ୍ରାମ ନିକଟସ୍ଥ କାତରା ନଦୀକୁ ଶୌଚ ହେବାକୁ…
ମାଇକ୍ରୋ କମ୍ପୋଷ୍ଟ ପ୍ଲାଣ୍ଟ ନିର୍ମାଣକୁ ବିରୋଧ, ଶିଳାନ୍ୟାସ କାର୍ଯ୍ୟକ୍ରମ ବାତିଲ
ଉଦଳା,୨୪ା୧୨(ଡି.ଏନ୍.ଏ.): ମୟୂରଭଞ୍ଜ ଜିଲା ଉଦଳା ସହରରେ ବର୍ଜ୍ୟବସ୍ତୁ ପରିଚାଳନା ପାଇଁ ନିର୍ମାଣ ହେବାକୁ ଥିବା ମାଇକ୍ରୋ କମ୍ପୋଷ୍ଟ ପ୍ଲାଣ୍ଟକୁ ସ୍ଥାନୀୟ ବାସିନ୍ଦା ବିରୋଧ କରିଛନ୍ତି। ଫଳରେ ମଙ୍ଗଳବାର ହେବାକୁ ଥିବା ଶିଳାନ୍ୟାସ କାର୍ଯ୍ୟକ୍ରମ ବାତିଲ ହୋଇଯାଇଛି। ସୂଚନା ଅନୁଯାୟୀ, ଉଦଳା ଏନଏସି…
କପ୍ତିପଦା ବ୍ଲକ୍ ଆଗରେ ବିକ୍ଷୋଭ
କପ୍ତିପଦା,୨୪ା୧୨(ଡ଼ି.ଏନ୍.ଏ.)- ଅଲ୍ ଇଣ୍ଡିଆ ଡେମୋକ୍ରାଟିକ୍ ଯୁବ ସଂଗଠନ, ଅଲ୍ ଇଣ୍ଡିଆ ଛାତ୍ର ସଂଗଠନ ଏବଂ ମହିଳା ସଂଗଠନର ମିଳିତ ଆନୁକୂଲ୍ୟରେ ଛାତ୍ର, ଯୁବକ, ମହିଳାମାନଙ୍କର ସମସ୍ୟା ନେଇ କପ୍ତିପଦା ବ୍ଲକ୍ ସମ୍ମୁଖରେ ଏକ ବିକ୍ଷୋଭ ସମାବେଶ ଅନୁଷ୍ଠିତ ହୋଇଯାଇଛି। କପ୍ତିପଦା ପୁରୁଣା…
ବିଦ୍ୟାଳୟ ପାଚେରୀ ଭାଙ୍ଗିଲେ ହାତୀ ପଲ
ଠାକୁରମୁଣ୍ଡା,୨୩ା୧୨(ଡି.ଏନ୍.ଏ.)- ମୟୂରଭଞ୍ଜ ଜିଲା କରଞ୍ଜିଆ ଉପଖଣ୍ଡରେ ୨୨ ଟିକିଆ ହାତୀପଲଙ୍କ ଆତଙ୍କ ଜାରି ରହିଛି। ଶୁକୃଳି ନିକଟରେ ଥିବା ବେଗୁନାବିନ୍ଧା ସରକାରୀ ପ୍ରାଥମିକ ବିଦ୍ୟାଳୟ ପାଚେରୀକୁ ସୋମବାର ଭୋର ସମୟରେ ହାତୀପଲ ଭାଙ୍ଗି ଦେଇଛନ୍ତି। ସେହି ଗ୍ରାମର ରମାକାନ୍ତ ଗିରି ଓ…
ଗଛ ଡାଳ କାଟିବାକୁ ନେଇ ବୃଦ୍ଧଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ
କପ୍ତିପଦା,୨୩ା୧୨(ଡି.ଏନ୍.ଏ.) – ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ ଶରତ ଥାନା ଅଧୀନ ସରଡିହା ଭଣ୍ଡାର କଲୋନୀସାହିରେ ଗଛ ଡାଳ କାଟିବାକୁ କେନ୍ଦ୍ର କରି ରବିବାର ସନ୍ଧ୍ୟାରେ ଜଣେ ବୃଦ୍ଧଙ୍କୁ ହତ୍ୟା କରାଯାଇଛି। ମୃତ ବୃଦ୍ଧ ଜଣକ ହେଲେ ସେହି ଗ୍ରାମର ସାହୁ…
୨ ଯୁବକଙ୍କୁ ଆଜୀବନ କାରାଦଣ୍ଡାଦେଶ
ରାଇରଙ୍ଗପୁର, ୨୨।୧୨(ଡି.ଏନ.ଏ.)- ପଡ଼ୋଶୀ ଝାଡଖଣ୍ଡ ରାଜ୍ୟ ଜାମସେଦପୁର ଅଞ୍ଚଳର ଜନୈକା ଯୁବତୀଙ୍କୁ ହତ୍ୟା କରାଯିବା ମାମଲାର ବିଚାର କରି ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଅତିରିକ୍ତ ଜିଲା ଓ ଦୌରାଜଜ ଅନୂପ ରଞ୍ଜନ ପଟ୍ଟନାୟକ ୨ ଅଭିଯୁକ୍ତ ଯୁବକଙ୍କୁ ଶନିବାର ଆଜୀବନ କାରାଦଣ୍ଡରେ…
୩ ଲଜ୍ରେ ଅନୈତିକ କାର୍ଯ୍ୟ: ଧରାପଡ଼ିଥିବା ୧୬ ଯୁବକ ଗିରଫ
ବାରିପଦା ଅଫିସ,୨୨।୧୨- ମୟୂରଭଞ୍ଜ ଜିଲା ବାରିପଦା ସହର ଜନଗହଳିପୂର୍ଣ୍ଣ ବଗୁଳି ମାର୍କେଟରେ ଥିବା ୩ଟି ଲଜ୍ରେ ଦେହ ବେପାର ଭଳି ଅନୈତିକ କାର୍ଯ୍ୟ ଚାଲିଥିବା ସନ୍ଦେହରେ ସ୍ଥାନୀୟ ଟାଉନ ଥାନା ପୋଲିସ ଶନିବାର ଚଢ଼ାଉ କରିଥିଲା। ସେଠାରୁ ଧରାପଡିଥିବା ୩୨ ଯୁବତୀଯୁବକଙ୍କ…
ଥମୁନି ହାତୀ ଉପଦ୍ରବ: ରାସ୍ତା ଅବରୋଧ କଲେ ଗ୍ରାମବାସୀ
ଠାକୁରମୁଣ୍ଡା,୨୨।୧୨ (ଡି.ଏନ.ଏ.) -କେନ୍ଦୁଝର ଜିଲା କରଞ୍ଜିଆ ବନଖଣ୍ଡ ଅଞ୍ଚଳର ବିଭିନ୍ନ ଗ୍ରାମରେ ହାତୀ ଉପଦ୍ରବ ଲାଗି ରହିଛି। ରାତି ହେଲେ ହାତୀପଲ ଜଙ୍ଗଲ ତଳି ଇଲାକାର ବିଭିନ୍ନ ଗ୍ରାମରେ ପଶି ଫସଲ ଉଜାଡୁଛନ୍ତି। ବନ କର୍ମଚାରୀ ହାତୀପଲକୁ ଘଉଡାଇବାରେ ସଫଳ ହେଉ…
ଭାଲୁ ତାଡ଼ିଦେଲା ଦୁଇ ଆଖି
ଉଦଳା,୨୦ା୧୨(ଡି.ଏନ୍.ଏ.) – ଘର ବାଡ଼ି ପାଖକୁ ଗୋରୁ ଖୋଜିବାକୁ ଯିବା ହେଲା କାଳ । ବାଉଁଶବୁଦାରେ ଲୁଚି ରହିଥିବା ଭାଲୁ ଆକ୍ରମଣରେ ଗୁରୁତର ହୋଇଛନ୍ତି ଜଣେ ବ୍ୟକ୍ତି। ତାଙ୍କର ଦୁଇ ଆଖି ଭାଲୁ ତାଡି ଦେଇଛି । ଏଭଳି ଘଟଣା ଘଟିଛି…
ପଥପ୍ରାନ୍ତ ସୁବିଧା କେନ୍ଦ୍ର କର୍ମଚାରୀଙ୍କ ଧାରଣା
କପ୍ତିପଦା,୨୦ା୧୨(ଡ଼ି.ଏନ୍.ଏ)- କପ୍ତିପଦା-ଉଦଳା ପୂର୍ତ୍ତ ବିଭାଗର ମୁଖ୍ୟରାସ୍ତାର ଝିଙ୍କପଦାଠାରେ ଥିବା ପଥପ୍ରାନ୍ତ ସୁବିଧା କେନ୍ଦ୍ରର କର୍ମଚାରୀମାନେ ଦରମା ଦାବିରେ ଧାରଣା ଦେଇଛନ୍ତି। ଗୁରୁବାର ଏହି କର୍ମଚାରୀମାନେ ସୁବିଧା କେନ୍ଦ୍ରରେ ତାଲା ପକାଇ ଧାରଣାରେ ବସିଥିଲେ। ଦରମା ନ ମିଳିବା ଆନ୍ଦୋଳନ ଚାଲିବ ବୋଲି…
ବାଲି ଉତ୍ତୋଳନକୁ ବିରୋଧ
ବଡ଼ସାହି,୨୦ା୧୨(ସ୍ବ.ପ୍ର)- ବଡ଼ସାହି ତହସିଲ ଅଧୀନ ଉଠାଣୀନୂଆଗଁା ଗ୍ରାମରେ ଥିବା ଲିଜ୍ ବାଲିଖାଦାନରୁ ବାଲି ଉତ୍ତୋଳନ ପାଇଁ ପ୍ରଶାସନ ପକ୍ଷରୁ ନିଆଯାଇଥିବା ପଦକ୍ଷେପକୁ ଗ୍ରାମବାସୀ ବିରୋଧ କରିଛନ୍ତିି। ଫଳରେ ସଜବାଜ ହୋଇ ଯାଇଥିବା ପୋଲିସ ପ୍ରଶାସନ ଓ ରାଜସ୍ବ ବିଭାଗ ଅଧିକାରୀଙ୍କ ସହ…
Archives


